ତୁମ୍ଭେ ବନ୍ଦୀଗଣଙ୍କୁ ବାହାରି ୟାଅ ବୋଲି, 'ଅନ୍ଧକାରସ୍ଥିତ' ଲୋକମାନଙ୍କୁ ଆପଣାମାନଙ୍କୁ ଦଖାେଅ ବୋଲି କହିବ। ସମାନେେ ପଥରେ ଚରିବେ ଓ ବୃକ୍ଷଶୂନ୍ଯ ଉଚ୍ଚସ୍ଥଳୀ ସକଳ ସମାନଙ୍କେର ଚରାସ୍ଥାନ ହବେ।
Cross references
ଯଦି ତାକୁ କହେି ମୁକ୍ତ ନକରେ, ତବେେ ସେ ଆପଣା ସନ୍ତାନଗଣ ସହ ମହୋଲ୍ଲାସ-ଉତ୍ସବ ବର୍ଷ ରେ ମୁକ୍ତ ହାଇେ ବାହାରି ୟିବ।
ସଦାପ୍ରଭୁ ପୃଥିବୀର ଉଚ୍ଚସ୍ଥଳୀ ଉପରେ ୟାକକ୍ସ୍ଟବଙ୍କକ୍ସ୍ଟ ବାହନ ଆହାରଣେ କରାଇଲେ। ୟାକକ୍ସ୍ଟବ କ୍ଷେତ୍ରରକ୍ସ୍ଟ ଫସଲ ଖାଇଗଲେ। ସଦାପ୍ରଭୁ ପାଷାଣରକ୍ସ୍ଟ ମଧକ୍ସ୍ଟ ଝରାଇ ଦେଲେ ଏବଂ କଠିନ ଶୀଳାରକ୍ସ୍ଟ ୟାକକ୍ସ୍ଟବ୍ଙ୍କକ୍ସ୍ଟ ତୈଳ ଦେଲେ।
ଗରିବ ଲୋକମାନେ ଆସ, ଖାଅ ଓ ତୃପ୍ତ ହୁଅ। ତୁମ୍ଭେ ଯେଉଁ ଲୋକମାନେ ସଦାପ୍ରଭୁଙ୍କ ଦର୍ଶନ ପାଇଁ ଆସିଅଛ ତାଙ୍କର ଜଯଗାନ କର। ତୁମ୍ଭର ହୃଦଯ ଚିରଦିନ ପାଇଁ ଜୀବନ୍ତ ରହୁ।
ସଦାପ୍ରଭୁ ମାରେ ପ୍ରତିପାଳକ ଅଟନ୍ତି, ମାରେ କିଛି ଅଭାବ ହବେ ନାହିଁ।
ସଦାପ୍ରଭୁ ଅସହାୟମାନଙ୍କର ଗୁହାରି ଶୁଣନ୍ତି। ସେ ତାଙ୍କର ବନ୍ଦୀଥିବା ଲୋକମାନଙ୍କୁ ଘୃଣା କରନ୍ତି ନାହିଁ।
ସେ ବନ୍ଦୀମାନଙ୍କର ପ୍ରାର୍ଥନା ଗ୍ରହଣ କରିବେ। ମୃତ୍ଯୁଦଣ୍ଡ ପାଇଥିବା ଲୋକମାନଙ୍କୁ ମୁକ୍ତ କରିବେ।
ପରମେଶ୍ବରଙ୍କର କିଛି ଲୋକ ଦୁଃଖ ଓ ଲୌହ ଶୃଙ୍ଖଳରେ ବନ୍ଧାହାଇେ ଅନ୍ଧକାରରେ ଥିଲେ।
ସଦାପ୍ରଭୁ ଉପଦ୍ରବ ଗ୍ରସ୍ତ ଲୋକ ପକ୍ଷରେ ୟାହା ନ୍ଯାଯ ତାହା କରନ୍ତି। ସେ କ୍ଷୁଧାର୍ତ୍ତମାନଙ୍କୁ ଖାଦ୍ୟ ଦିଅନ୍ତି। ସଦାପ୍ରଭୁ ବନ୍ଦୀଗଣଙ୍କୁ ମୁକ୍ତ କରନ୍ତି।
ପରଲମଶ୍ବର ଇଶ୍ରାଲୟଲରସଲାକମାନଙ୍କୁ ତାଙ୍କସଦଶରୁ ବିତାଡ଼ିତ କରିଲବ ଓସଦଶ ଜନଶୂନ୍ଯସହବ।ସମଷମାଲନ ଇଚ୍ଛାନୁସାସର ବିଚରଣ କରିଲବ।ସମଷଶାବକମାଲନ ଧନୀଲଲାକଙ୍କର ଜମିସର ବିଚରଣ କରିଲବ।
ସହେି ଲୋକମାନେ ଅନ୍ଧକାର ରେ ଚଲାବୁଲା କରୁଥିଲେ, ମାତ୍ର ସମାନେେ ଏକ ମହାନ୍ ଆଲୋକ ଦେଖିଛନ୍ତି। ସମାନେେ ମୃତ୍ଯୁରୂପକ ଅନ୍ଧକାର ମଧିଅରେ ବାସ କରୁଥିଲେ, ମାତ୍ର ସହେି ଉଜ୍ଜ୍ବଳ ଆ ଲୋକ' ସମାନଙ୍କେୁ ଦୀପ୍ତିମଯ କରିଛି।
ଆମ୍ଭେ ବୃକ୍ଷଶୂନ୍ଯ ଉଚ୍ଚଭୂମିରେ ନଦନଦୀ ସୃଷ୍ଟି କରିବା, ଉପତ୍ୟକାର ମଧ୍ଯ ଭାଗ ରେ ଝରଣାମାନ ଫିଟାଇବା, ପ୍ରାନ୍ତରକୁ ଜଳାଶଯ ଓ ଶୁଷ୍କ ଭୂମିରେ ନିର୍ଝର ଜଳ ପ୍ରବାହିତ କରାଇବା।
ତୁମ୍ଭେ ଅନ୍ଧମାନଙ୍କୁ ଚକ୍ଷୁସ୍ମାନ କରିବ, କାରାଗାରରୁ ବନ୍ଦୀମାନଙ୍କୁ ମୁକ୍ତ କରିବ ଓ ଅନ୍ଧକାର ରେ ସଢ଼ୁଥିବା ଲୋକମାନଙ୍କୁ ବନ୍ଦୀ ଗୃହରୁ ବାହାରକୁ ଆଣିବ।
ତା'ପ ରେ ଆମ୍ଭେ ଅନ୍ଧମାନଙ୍କୁ ସମାନଙ୍କେର ଅଜ୍ଞାତ ପଥ ଦଇେ ଆଣିବୁ ଓ ଯେଉଁ ପଥ ସମାନେେ ଜାଣନ୍ତି ନାହିଁ, ସହେି ପଥରେ ସମାନଙ୍କେୁ କଢ଼ାଇ ନବେୁ। ଆମ୍ଭେ ସମାନଙ୍କେ ସମ୍ମୁଖ ରେ ଅନ୍ଧକାରକୁ ଆଲୋକର ଓ ବକ୍ର ସ୍ଥାନକୁ ସଳଖ ରେ ପରିଣତ କରିବୁ। ଏହିସବୁ କାର୍ୟ୍ଯ କରି ଆମ୍ଭେ ନିଜ ସନ୍ତାନମାନଙ୍କୁ ପରିତ୍ଯାଗ କରିବୁ ନାହିଁ।
ହେ ତୃଷାର୍ତ୍ତଗଣ, ତୁମ୍ଭମାନେେ ଜଳ ନିକଟକୁ ଆସ, ପୁଣି ଅର୍ଥଶୂନ୍ଯ ବ୍ଯକ୍ତି ମଧ୍ଯ ଆସୁ। ତୁମ୍ଭମାନେେ ଆସ, କିଣ ଓ ଭୋଜନ କର। ହଁ, ଆସ, ଅର୍ଥ ଓ ବିନା ମୂଲ୍ଯ ରେ ଦ୍ରାକ୍ଷାରସ ଓ ଦୁଗ୍ଧ କିଣ।
ଉଠ, ଦୀପ୍ତିମତୀ ହୁଅ, କାରଣ ତୁମ୍ଭର ଦୀପ୍ତି ଉପସ୍ଥିତ ଓ ସଦାପ୍ରଭୁଙ୍କ ମହିମା ତୁମ୍ଭ ଉପ ରେ ପ୍ରତିଭାତ ହାଇେଛି।
ସଦାପ୍ରଭୁଙ୍କର ସବେକ କୁହନ୍ତି, ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମାଠାେ ରେ ଅଧିଷ୍ଠାନ କରନ୍ତି, କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମାେତେ ଅଭିଷିକ୍ତ କରିଅଛନ୍ତି। ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ ବନ୍ଦୀ ଲୋକମାନଙ୍କୁ ମୁକ୍ତି ଦବୋକୁ ଓ ନିର୍ବାସିତ ଲୋକମାନଙ୍କୁ କାରାମୁକ୍ତ କରିବାକୁ ପ୍ରଚାର କରିବା ନିମନ୍ତେ ମାେତେ ପ୍ ରରଣେ କରିଛନ୍ତି।
ସହେି ସକାେଶ ମାରେ ପ୍ରଭୁ ସଦାପ୍ରଭୁ ଏହିକଥା କରନ୍ତି, ଆମ୍ଭର ଦାସମାନେ ଭୋଜନ କରିବେ, ମାତ୍ର ତୁମ୍ଭେ ମନ୍ଦାଚାରୀମାନେ କ୍ଷୁଧାର୍ତ୍ତ ରହିବ। ଆମ୍ଭର ଦାସମାନେ ପାନ କରିବେ, ମାତ୍ର ତୁମ୍ଭମାନେେ ତୃଷାର୍ତ୍ତ ରହିବ। ଆମ୍ଭର ଦାସମାନେ ଆନନ୍ଦ କଲା ବେଳେ ତୁମ୍ଭମାନେେ ଲଜ୍ଜିତ ହବେ।
ଏବଂ ମୁଁ ନାନା ଜାତିମାନଙ୍କ ମଧ୍ଯରୁ ସମାନଙ୍କେୁ ବାହାର କରି ଆଣିବି ଓ ନାନା ଦେଶରୁ ସମାନଙ୍କେୁ ସଂଗ୍ରହ କରି ସମାନଙ୍କେୁ ନିଜ ଦେଶକୁ ଆଣିବି। ଏବଂ ମୁଁ ସମାନଙ୍କେୁ ଇଶ୍ରାୟେଲର ପର୍ବତମାନଙ୍କ ରେ, ଝରଣାଗୁଡ଼ିକ ନିକଟରେ ଓ ଦେଶର ବନ୍ଦୋବସ୍ଥ ସ୍ଥାନଗୁଡ଼ିକରେ ଚରାଇବି।
ପୁଣି ସମାନଙ୍କେ ଉପ ରେ ମାରେ ମଷେପାଳକ ଦାଉଦଙ୍କୁ ନିୟୁକ୍ତ କରିବି। ସେ ସମାନଙ୍କେୁ ଚରାଇବ ଓ ସମାନଙ୍କେର ପାଳକ ହବେ।
ମୁଁ ସମାନଙ୍କେୁ ଦୁର୍ଭିକ୍ଷରୁ ରକ୍ଷା ପାଇଁ ଉଦ୍ୟାନ ଦବେି ଏବଂ ସମାନେେ ଅନ୍ୟ ଦେଶୀଯମାନଙ୍କ ଦ୍ବାରା ଅପମାନିତ ହବେେ ନାହିଁ।
ସହେିଦିନ ପର୍ବତଗୁଡିକ ମଧୁର ଦ୍ରାକ୍ଷାରସ କ୍ଷରଣ କରିବେ। ପାହାଡଗୁଡିକରୁ ଦୁଗ୍ଧ ପ୍ରବାହିତ ହବେ। ଯିହୁଦାର ସମସ୍ତ ଶୁଷ୍କ ନଦୀଗୁଡିକ ଜଳପୂର୍ଣ୍ଣ ହବେେ। ସଦାପ୍ରଭୁଙ୍କ ମନ୍ଦିରରୁ ଏକ ଝରଣା ନିର୍ଗତ ହବେ। ତାହା ଶିଟୀମର ଉପତ୍ୟକାକୁ ଜଳମଯ କରିବ।
ହେ ୟିରୁଶାଲମ, କାରଣ ରକ୍ତ ଦ୍ବାରା ତୁମ୍ଭର ଚୁକ୍ତି ଆମ୍ଭ ସହିତ ମାହେରାଙ୍କିତ ହାଇେଛି। ଆମ୍ଭେ ତୁମ୍ଭର ବନ୍ଦୀମାନଙ୍କୁ ପାଣି ନଥିବା ପାଣି କୁଣ୍ତରୁ ମୁକ୍ତି କରିଛୁ।
ହେ ବନ୍ଦୀଗଣ, ତୁମ୍ଭମାନଙ୍କର ଦୁର୍ଗକୁ ଫରେିୟାଅ। ବର୍ତ୍ତମାନ ତୁମ୍ଭର ଭରସା ଅଛି। ଆଜି ଆମ୍ଭେ ଘାଷେଣା କରୁଛୁ ଯେ, ଆମ୍ଭେ ତୁମ୍ଭଙ୍କୁ ଦ୍ବିଗୁଣ ଫରୋଇ ଦବୋ।
ମୃତ୍ଯୁର ଭୟ ରେ ଅନ୍ଧକାର ଭିତ ରେ ବାସ କରୁଥିବା ଲୋକଙ୍କୁ ପରମେଶ୍ବର ସାହାୟ୍ଯ କରିବେ। ସେ ଆମ୍ଭମାନଙ୍କୁ ଶାନ୍ତି ମାର୍ଗ ରେ ବାଟ କଢଇେ ନବେେ।
ପ୍ରଭୁଙ୍କ ଆତ୍ମା ମାେ' ଠା ରେ ଅଛି। ଦୀନହୀନ ଲୋକଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ପରମେଶ୍ବର ମାେତେ ବାଛିଛନ୍ତି। ବନ୍ଦୀମାନେ ଯେ ମୁକ୍ତ ହାଇେ ପାରିଛନ୍ତି, ଏହା ସମାନଙ୍କେୁ ଶୁଣାଇବା ପାଇଁ ଅନ୍ଧମାନେ ପୁଣି ଦେଖିପାରିବେ ବୋଲି ସମାନଙ୍କେୁ କହିବା ପାଇଁ, ଦୁଃଖ ଦୁର୍ଦ୍ଦଶାଗ୍ରସ୍ତ ଲୋକଙ୍କ ଦୁଃଖ ଦୂର କରିଦବୋକୁ
ଯୀଶୁ କହିଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି, ତୁମ୍ଭେ ନିଶ୍ଚୟ ମନଷ୍ଯପୁତ୍ରଙ୍କ ମାଂସ ଖାଇବ। ତୁମ୍ଭେ ନିଶ୍ଚୟ ତାହାଙ୍କ ରକ୍ତ ପିଇବ। ଯଦି ତୁମ୍ଭେ ଏହା ନକରିବ, ତବେେ ତୁମ୍ଭ ଭିତ ରେ ପ୍ରକୃତ ଜୀବନ ନାହିଁ।
ପରେ, ଯୀଶୁ ପୁଣି ଲୋକମାନଙ୍କୁ ଉପଦେଶ ଦେଲେ। ସେ କହିଲେ, ମୁଁ ଜଗତର ଆଲୋକ, ମାେତେ ଯେଉଁ ଲୋକ ଅନୁସରଣ କରେ, ସେ କବେେ ଅନ୍ଧକାର ରେ ଚାଲିବ ନାହିଁ। ସେ ଲୋକ ଜୀବନ ପ୍ରଦାନକାରୀ ଆଲୋକ ପାଇବ।
ମୁଁ ଫାଟକ। ଯେଉଁ ବ୍ଯକ୍ତି ମାେ (ଫାଟକ) ଦଇେ ପ୍ରବେଶ କରେ, ସେ ରକ୍ଷା ପାଇବ। ସହେି ଲୋକ ଭିତରକୁ ଆସିପାରିବ ଓ ବାହାରକୁ ଯାଇ ପାରିବ। ତା'ର ଯାହା ଦରକାର, ସେ ସବୁ ପାଇବ।
ତୁମ୍ଭେ ସହେି ଲୋକମାନଙ୍କୁ ସତ୍ଯ ପଥ ଦଖାଇବେ ଓ ସମାନଙ୍କେୁ ଅନ୍ଧକାରରୁ ଆଲୋକକୁ ଆଣିବ। ତୁମ୍ଭେ ସମାନଙ୍କେୁ ଶୟତାନର ଶକ୍ତି ନିକଟରୁ ଦୂ ରଇେ ନଇେ ପରମେଶ୍ବରଙ୍କ ପାଖକୁ ଆଣିବ। ତବେେ ସମାନଙ୍କେର ପାପକୁ କ୍ଷମା କରାୟିବ। ଯେଉଁମାନେ ମାେତେ ବିଶ୍ବାସ କରି ପବିତ୍ର ହାଇେଛନ୍ତି ସମାନଙ୍କେ ମଧିଅରେ ସମାନେେ ସ୍ଥାନ ପାଇବେ।'
ଅବିଶ୍ବାସୀମାନଙ୍କ ମନକୁ ଜଗତପତି ଶୟତାନ ଅନ୍ଧ କରି ଦଇେଛି। ତେଣୁ ସମାନେେ ଖ୍ରୀଷ୍ଟଙ୍କର ସୁସମାଚାରର ଆଲୋକ ଦେଖି ପାରନ୍ତି ନାହିଁ।
ଅତୀତ ରେ ତୁମ୍ଭେ ଅନ୍ଧକାର ରେ ଥିଲ, କିନ୍ତୁ ଏବେ ତୁମ୍ଭେ ପ୍ରଭୁଙ୍କଠା ରେ ଆଲୋକରେ ଅଛ। ଅତଏବ ଆଲୋକର ସନ୍ତାନମାନଙ୍କ ଭଳି ଆଚରଣ କର।
ଯାହା ସହଜ ରେ ପ୍ରକାଶିତ ହୁଏ, ତାହା ଆଲୋକ। ସେଥିପାଇଁ ଆମ୍ଭେ କହୁ :
ଅନ୍ଧକାରର ଶକ୍ତିରୁ ପରମେଶ୍ବର ଆମ୍ଭକୁ ସ୍ବାଧୀନ କରିଛନ୍ତି। ସେ ଆମ୍ଭକୁ ତାଙ୍କ ପ୍ରିୟ ପୁତ୍ରଙ୍କର ରାଜ୍ଯ ମଧ୍ଯକୁ ଆଣିଛନ୍ତି।
ତୁମ୍ଭେ ସମସ୍ତେ ହେଉଛ ଆଲୋକର ସନ୍ତାନ ଓ ଦିନର ସନ୍ତାନ। ଆମ୍ଭମାନେେ ରାତ୍ରି ରେ କିମ୍ବା ଅନ୍ଧକାର ରେ ନାହୁଁ।
କିନ୍ତୁ ତୁମ୍ଭମାନେେ ମନୋନୀତ ଲୋକ ଅଟ। ତୁମ୍ଭମାନେେ ରାଜାଙ୍କର ଯାଜକ। ତୁମ୍ଭମାନେେ ପବିତ୍ର ଜାତି ଅଟ। ତୁମ୍ଭମାନେେ ପରମେଶ୍ବରଙ୍କ ଲୋକ। ପରମେଶ୍ବର କରିଥିବା ଆଶ୍ଚର୍ୟ୍ଯ ଘଟଣାମାନ କହିବା ପାଇଁ ପରମେଶ୍ବର ତୁମ୍ଭକୁ ମନୋନୀତ କରିଛନ୍ତି। ସେ ଅନ୍ଧକାରରୁ ତୁମ୍ଭମାନଙ୍କୁ ତାହାଙ୍କର ଆଶ୍ଚର୍ୟ୍ଯ ଜନକ ଆଲୋକକୁ ଆଣିଛନ୍ତି।