Home Bibles ☰ Books ଯିଶାଇୟ 5:10 · ଓଡ଼ିଆ ବାଇବେଲ
ଯିଶାଇୟ 5:10 · ଓଡ଼ିଆ ବାଇବେଲ

ଦଶ ଏକର ପରିମିତ ଦ୍ରାକ୍ଷାକ୍ଷଲତରୁ ମାତ୍ର ଏକ ମହଣ ଦ୍ରାକ୍ଷାରସ ଉତ୍ପନ୍ନସହବ ଏବଂ ଦଶ ମହଣ ବୀଜରୁ ମାତ୍ର ଏକ ମହଣ ଶସ୍ଯ ଉତ୍ପନ୍ନସହବ।

Cross references

ଯାତ୍ରା ପୁସ୍ତକ 37:22

ସମ୍ପୂର୍ଣ୍ଣ ଦୀପ ବୃକ୍ଷଟି ତା'ର ଗଣ୍ଡି, ଶାଖା, ଫୁଲ ଓ ଫଳ ସବୁ ଶୁଦ୍ଧ ସୁବର୍ଣ୍ଣ ରେ ତିଅରି ହେଲା। ସମସ୍ତ ପିଟା ସୁନା କର୍ମ ରେ ନିର୍ମିତ ହାଇେଥିଲା।

ଲେବୀୟ ପୁସ୍ତକ 26:26

ଯେତବେେଳେ ମୁଁ ତୁମ୍ଭମାନଙ୍କର ରୋଟୀ ପଠାଇବା ବନ୍ଦ କରେ, ଦଶ ଜଣ ସ୍ତ୍ରୀ ଗୋଟିଏ ଚୂହ୍ଲୀ ରେ ତୁମ୍ଭମାନଙ୍କର ରୋଟୀ ପାକ କରିବେ ଓ ପୁନର୍ବାର ତୌଲି ତୁମ୍ଭମାନଙ୍କୁ ରୋଟୀ ଦବେେ, ଆଉ ତୁମ୍ଭମାନେେ ତାହା ଭୋଜନ କରିବ, ମାତ୍ର ତୃପ୍ତ ହବେ ନାହିଁ।

ଲେବୀୟ ପୁସ୍ତକ 27:16

ଆଉ ଯଦି କୌଣସି ମନୁଷ୍ଯ ଆପଣା ଅଧିକୃତ କ୍ଷେତ୍ରର କିଛି ଅଂଶ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଉତ୍ସର୍ଗ କରେ, ତବେେ ତାହାର ମୂଲ୍ଯ ନିରୂପଣ ତାହାର ବପନୀଯ ବିହନ ଅନୁସାରେ ହବେ; ଏକ ହୋମର-ପରିମିତ ୟବ-ବିହନର ମୂଲ୍ଯ ପଗ୍ଭଶ ଶକେଲ ରୂପା ହବେ।

ଯିହିଜିକଲ 45:10

ଲୋକମାନଙ୍କୁ ଠକିବା ବନ୍ଦ କର। ଯଥାର୍ଥ ତରାଜୁ ଓ ଐଫା ଓ ଯଥାର୍ଥ ମାପ ବ୍ଯବହାର କର।

ଯୋୟେଲ 1:17

ଆମ୍ଭମାନେେ ଯେଉଁ ମଞ୍ଜି ଭୁମି ରେ ରୋପଣ କରିଥିଲୁ ସଗେୁଡିକ ମାଟି ରେ ଶୁଖି ମରିୟାଇଛି। ଆମ୍ଭମାନଙ୍କର ରୋପିତ ବୃକ୍ଷ ଶୁଷ୍କ ଓ ମୃତ। ଆମ୍ଭର ଶସ୍ଯ ଅମାର ଶୂନ୍ଯ ଓ ଭଗ୍ନ ପ୍ରାଯ।

ହଗୟ 1:6

ତୁମ୍ଭେ ବହୁ ମଞ୍ଜି ବୁଣୁଛ କିନ୍ତୁ ଅଳ୍ପ ଶସ୍ଯ ଅମଳ କରୁଛ। ତୁମ୍ଭର ଖାଇବାକୁ ଖାଦ୍ୟ ଅଛି କିନ୍ତୁ ପଟେ ପୁରିବାକୁ ପ୍ରଚୁର ନାହିଁ। ତୁମ୍ଭର ପାନୀଯ ପାଇଁ ଅଳ୍ପ ଦ୍ରାକ୍ଷାରସ ଅଛି। କିନ୍ତୁ ତାହା ତୁମ୍ଭର ଚାହିଦା ପୂରଣ ପାଇଁ ୟଥେଷ୍ଟ ନୁହେଁ। ତୁମ୍ଭର ଯଦିଓ କିଛି ବସ୍ତ୍ର ପିନ୍ଧିବାକୁ ଅଛି ତାହା ତୁମ୍ଭମାନଙ୍କୁ ଉଷୁମ ରଖିବାକୁ ୟଥେଷ୍ଟ ନୁହେଁ। ତୁମ୍ଭମାନେେ ଧନ ଅର୍ଜ୍ଜନ କରୁଛ କିନ୍ତୁ ତାହା କୁଆଡେ ଗ୍ଭଲି ଯାଉଛି ତୁମ୍ଭେ ଜାଣିପାରୁନାହଁ, ଯେପରିକି ତୁମ୍ଭ ପକଟେ ରେ ଥିବା କଣା ବାଟେ ସେସବୁ ଗ୍ଭଲି ଯାଉଛି।

ହଗୟ 1:9

ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, ତୁମ୍ଭମାନେେ ପ୍ରଚୁର ଶସ୍ଯ ଅମଳ କରିବାକୁ ଖୋଜୁଛ, କିନ୍ତୁ ଯେତବେେଳେ ଶସ୍ଯ ସଂଗ୍ରହ କରିବାକୁ ଯାଉଛ ସଠାେ ରେ ଅତି ଅଳ୍ପ ଶସ୍ଯ ଦେଖୁଛ। ତୁମ୍ଭମାନେେ ସେ ଶସ୍ଯ ଘରକୁ ଆଣୁଛ, ତା'ପ ରେ ଆମ୍ଭେ ପବନକୁ ପଠାଇ ସେ ସମସ୍ତକୁ ଉଡାଇଦେଉଛୁ। ଏହା କାହିଁକି ଘଟୁଛି? କାରଣ ତୁମ୍ଭେ ପ୍ରେତ୍ୟକକ ଯେତବେେଳେ ନିଜ ନିଜ ଘରର ଯତ୍ନ ନବୋକୁ ତତ୍ପର ହେଉଛ ସେତବେେଳେ ଆମ୍ଭ ଗୃହ ଧ୍ବଂସ ହେଉଛି।

ହଗୟ 2:16

ଲୋକମାନେ କୋଡିଏ ଓଜନ ମାପର ଶସ୍ଯ ଗ୍ଭହିଁଥିଲେ କିନ୍ତୁ ଶସ୍ଯ ସ୍ତୁପ ରେ ମାତ୍ର ଦଶ ଓଜନ ମାପର ଶସ୍ଯ ଥିଲା। ଲୋକମାନେ ଦ୍ରାକ୍ଷାରସ କୁଣ୍ତରୁ ପଗ୍ଭଶ ମାଠିଆ ଦ୍ରାକ୍ଷାରସ ଗ୍ଭହିଁଥିଲେ। କିନ୍ତୁ ସେଥି ରେ ମାତ୍ର କୋଡିଏ ମାଠିଆ ଦ୍ରାକ୍ଷାରସ ଥିଲା।

Interlinear

Choose Theme