Home Bibles ଯିଶାଇୟ 5:28 · ଓଡ଼ିଆ ବାଇବେଲ
ଯିଶାଇୟ 5:28 · ଓଡ଼ିଆ ବାଇବେଲ

ସସହି ଶତ୍ରୁମାନଙ୍କର ଶରଗୁଡ଼ିକ ଅତି ତୀକ୍ଷ୍ଣ ଏବଂ ଧାରୁଆ ଓସସମାନଙ୍କର ଧନୁଗୁଡ଼ିକ ଗୁଣୟୁକ୍ତ।ସସମାନଙ୍କର ଅସ୍ତ୍ରଗୁଡ଼ିକର ଖୁରା ଚକମକି ପଥର ପରି ଶକ୍ତ ଓସସମାନଙ୍କର ରଥ ଚକର ଧୂଳିରୁ ବାଦଲ ଆକାଶସର ସୃଷ୍ଟି ହୁଏ।

Cross references

ବିଚାରକର୍ତାମାନଙ୍କ ବିବରଣ 5:22

ଅଶ୍ବମାନଙ୍କର ଖକ୍ସ୍ଟରା ଭୂମିକକ୍ସ୍ଟ ମନ୍ଥି ପକାଇଲା। ସବରୋ ଘୋଡା କକ୍ସ୍ଟଦାମାରୀ ପଳାଇଲା।

ଗୀତସଂହିତା 7:12

ୟଦି ପରମେଶ୍ବର କୌଣସି ନିଷ୍ପତ୍ତି ନିଅନ୍ତି ସେ ସହଜରେ ତାଙ୍କ ମନ ପରିବର୍ତ୍ତନ କରନ୍ତି ନାହିଁ।

ଗୀତସଂହିତା 45:5

ତୁମ୍ଭର ଶକ୍ତିଶାଳୀ ମୁନିଆ ତୀର ଶତ୍ରୁର ବକ୍ଷସ୍ଥଳ ଭଦେ କରିବାକୁ ସମର୍ଥ ଲୋକମାନେ ତୁମ୍ଭ ସମ୍ମୁଖରେ ଧୂଳିରେ ଲୋଟି ଯିବେ।

ଗୀତସଂହିତା 120:4

ତୁମ୍ଭକୁ ଦଣ୍ଡ ଦବୋ ପାଇଁ ସୈନିକର ତୀକ୍ଷ୍ମ ଶର ଓ ଗରମ କୋଇଲା ପରମେଶ୍ବର ଆଣିବେ।

ଯିଶାଇୟ 21:1

ସାଗର ସମୀପସ୍ଥ ପ୍ରାନ୍ତର ବିଷଯ ରେ ଶାେକବାର୍ତ୍ତା। ତାହା ଦକ୍ଷିଣ ଦିଗରୁ ଏକ ଭୟଙ୍କର ଘୂର୍ଣ୍ଣିବାତ୍ଯା ତୁଲ୍ଯ ପ୍ରାନ୍ତରରୁ ଏକ ଭୟଙ୍କର ଦେଶରୁ ଆସୁଅଛି।

ଯିରିମିୟ 5:16

ସମାନଙ୍କେର ତୂଣୀର ଖାେଲା କବର ସଦୃଶ, ସମାନେେ ସମସ୍ତେ ବୀର ସୈନିକ।

ଯିରିମିୟ 47:3

ସମାନେେ ଧାବମାନ ଅଶ୍ବଗଣର ଖୁରା ଶବ୍ଦ, ରଥସମୂହର ଚାଳନା ଶବ୍ଦ ଓ ଚକ୍ରର ଘର୍ଘର ଶବ୍ଦ ଶୁଣିବେ। ପିତୃଗଣ ଏତେ ଦୁର୍ବଳ ହବେେ ଯେ ସମାନେେ ସମାନଙ୍କେର ପିଲାମାନଙ୍କୁ ସାହାୟ୍ଯ କରିବେ ନାହିଁ।

ଯିହିଜିକଲ 21:9

ହେ ମନୁଷ୍ଯ ପୁତ୍ର, ତୁମ୍ଭେ ଭବଷ୍ଯଦବାକ୍ଯ ପ୍ରଚାର କରି କୁହ, 'ସଦାପ୍ରଭୁ ମାରେପ୍ରଭୁ ଏହି କଥା କହନ୍ତି,

ମୀଖା 4:13

ସିୟୋନର କନ୍ଯା, ଉଠ ଓ ଏହି ଲୋକଙ୍କୁ ଦଳି ଦିଅ। କାରଣ ଆମ୍ଭେ ତୁମ୍ଭକୁ ଶକ୍ତିଶାଳୀ କରିବା। ଆମ୍ଭେ ବଳଦପରି ତୁମ୍ଭର ଶିଙ୍ଗ କୁ ଲୌହ ସଦୃଶ ଓ ଖୁରାକୁ ପିତ୍ତଳ ସଦୃଶ କରିବା। ତୁମ୍ଭେ ତାହାର ସାହାୟ୍ଯ ରେ ଅନକେ ଗୋଷ୍ଠୀକୁ ଚୁର୍ଣ୍ଣ କରିବ। ସମାନଙ୍କେର ଧନସମ୍ପତ୍ତି ତୁମ୍ଭେ ସଦାପ୍ରଭୁଙ୍କୁ ଅର୍ପଣ କରିବ ଏବଂ ସମାନଙ୍କେର ଧନଭଣ୍ତାର ସମୁଦାଯ ଭୂମଣ୍ତଳର ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଉତ୍ସର୍ଗ କରିବ।

ନାହୂମ 2:3

ସହେି ସୈନ୍ଯମାନଙ୍କର ମାହେରଗୁଡିକ ଲାଲ। ସମାନଙ୍କେର ପୋଷାକ ଅତି ଲାଲ। ସମାନଙ୍କେର ରଥଗୁଡିକ ୟୁଦ୍ଧ ପାଇଁ ଧାଡି ରେ ପ୍ରସ୍ତୁତ ହାଇେ ରହିଛି, ସଗେୁଡିକ ଅଗ୍ନିଶିଖା ପରି ଉଜ୍ଜ୍ବଳ ଦଖାେ ଯାଉଛି। ସମାନଙ୍କେର ବର୍ଚ୍ଛାସବୁ ଉେତ୍ତାଳିତ।

ନାହୂମ 3:2

ତୁମ୍ଭେ ଗ୍ଭବୁକ ପ୍ରହାରର ଶଦ୍ଦ, ଚକ୍ର ଘୂରିବା ଶଦ୍ଦ, ଘୋଡାର ଟାପୁ ଶଦ୍ଦ ଏବଂ ରଥର ଗ୍ଭଳନା ଶଦ୍ଦ ଶୁଣି ପାରିବ।

Interlinear

Choose Theme