ସତଣୁ ପରଲମଶ୍ବର କହିଲଲ, ସହ ୟିରୁଶାଲମ ଓ ଯିହୁଦାରସଲାକମାଲନସମାର ଓସମାର ଦ୍ରାକ୍ଷାକ୍ଷଲତ ବିଷଯସର ବିଚାର କର।
Cross references
ଆମ୍ଭର ପରମେଶ୍ବର ଆକାଶ ଓ ପୃଥିବୀକୁ ଡ଼ାକି କହିଲେ, ତୁମ୍ଭେ ଶୁଣ, ମୁଁ ପରମେଶ୍ବରଙ୍କର ଲୋକମାନଙ୍କର ବିଚାର କରିବି।
ହେ ପରମେଶ୍ବର, ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଅଛି ଓ ତୁମ୍ଭେ ନିଜେ ମୁଁ ତାହାହିଁ କରିଛି ୟାହା ତୁମ୍ଭ ଦୃଷ୍ଟିରେ ଭୁଲ୍। ତୁମ୍ଭେ ଠିକ୍ କୁହ, ଯେତବେେଳେ ମାରେ ବିଚାର ଓ ନ୍ଯାଯ ସେତବେେଳେ ମାେତେ ଦୋଷୀ ବୋଲି କୁହ।
ହେ ଯାକୁବର ବଂଶ, ଆଉ ହେ ଇଶ୍ରାୟେଲର ବଂଶର ଗୋଷ୍ଠୀସବୁ, ସଦାପ୍ରଭୁଙ୍କର ବାକ୍ଯ ଶୁଣ।
ସଦାପ୍ରଭୁଙ୍କର ଏକ ଅଭିଯୋଗ ଲୋକମାନଙ୍କ ବିରୁଦ୍ଧ ରେ ଅଛି। ତେଣୁ ହେ ପର୍ବତଗଣ ଓ ପୃଥିବୀର ସମସ୍ତ ମୂଳଦୁଆ, ସଦାପ୍ରଭୁଙ୍କର ଅଭିଯୋଗ ଶୁଣ, ଇଶ୍ରାୟେଲ ଭୂଲ୍ ବୋଲି ପ୍ରମାଣିତ ହବେ।
ଅତଏବ, ଯେତବେେଳେ ନିଜେ ଜମିମାଲିକ ଆସିବେ, ସେତବେେଳେ ଏହି କୃଷକମାନଙ୍କୁ କ'ଣ କରିବେ?
ଏବେ ଦ୍ରାକ୍ଷାକ୍ଷେତ୍ର ମାଲିକ କ'ଣ କରିବ? ସେ ଆସି ସହେି କୃଷକମାନଙ୍କୁ ମାରି ପକାଇବ ଓ ଦ୍ରାକ୍ଷାକ୍ଷେତ୍ରକୁ ଅନ୍ୟ କୃଷକମାନଙ୍କୁ ଦଇଦେବେ।
ତେଣୁ କୃଷକମାନେ ମାଲିକର ପୁଅକୁ ଜୀବନ ରେ ମାରି ଦେଲେ ଓ ଜମି ବାହାରକୁ ଫିଙ୍ଗି ଦେଲେ।
କିନ୍ତୁ ତୁମ୍ଭମାନେେ କଠିନ ଓ ଅନୁତାପବିହୀନ। ତୁମ୍ଭେ ବଦଳିବା ପାଇଁ ନାରାଜ। ସେଥିପାଇଁ ତୁମ୍ଭେ ନିଜର ଦଣ୍ଡକୁ ଅଧିକରୁ ଅଧିକ ବଢ଼ାଉଛ। ଯେଉଁ ଦିନ ପରମେଶ୍ବର ନିଜର କୋରଧ ଦଖାଇବେେ, ସହେି ଦିନ ତୁମ୍ଭେ ସହେି ଦଣ୍ଡ ପାଇବ। ସହେି ଦିନ ଲୋକେ ପରମେଶ୍ବରଙ୍କର ଠିକ୍ ନ୍ଯାୟବିଚ଼ାର ଦେଖିବେ।
କବେେ ନୁହେଁ। ଯଦି ପ୍ରେତ୍ୟକକ ଲୋକ ଅସତ୍ ହୁଅନ୍ତି, ତବେେ ମଧ୍ଯ ପରମେଶ୍ବର ସତ୍ଯ ହାଇେ ରହିବେ। ଶାସ୍ତ୍ର ରେ ଲଖାେ ଅଛି ଯେ: