ହେ ଆମ୍ଭର ଲୋକମାନେ, ଆମ୍ଭ ବାକ୍ଯ ରେ ଅବଧାନ କର ; ହେ ଆମ୍ଭର ଦେଶୀଯ ଲୋକମାନେ, ଆମ୍ଭ କଥା ରେ କର୍ଣ୍ଣପାତ କର। ଆମ୍ଭଠାରୁ ଏକ ବ୍ଯବସ୍ଥା ନିର୍ଗତ ହବେ ଓ ଆମ୍ଭେ ଗୋଷ୍ଠୀବର୍ଗର ଦୀପ୍ତି ନିମନ୍ତେ ଆମ୍ଭର ବିଚାର ସ୍ଥାପନ କରିବା।
Cross references
ମାେ ପାଇଁ ତୁମ୍ଭମାନେେ ଯାଜକମାନଙ୍କର ଏକ ରାଜ୍ଯ ଏବଂ ପବିତ୍ର ରାଷ୍ଟ୍ର ହବେ।' ମାଶାେ, ଏହି ସମସ୍ତ କଥା ତୁମ୍ଭେ ଇଶ୍ରାୟେଲୀୟମାନଙ୍କୁ କୁହ।
ଯଦି ମୁଁ ତୁମ୍ଭ ଦୃଷ୍ଟି ରେ ଅନୁଗ୍ରହର ପାତ୍ର ହାଇେଅଛି, ତବେେ ବିନଯ କରୁଛି ତୁମ୍ଭେ ମାେତେ ତୁମ୍ଭର ପଥସବୁ ଶିକ୍ଷା ଦବୋକୁ, ଯେଉଁଥିପାଇଁ ମୁଁ ତୁମ୍ଭକୁ ଖୁସି କରିପାରିବି। ମୁଁ ତୁମ୍ଭ ବିଷଯ ରେ ଜାଣିବାକୁ ଚା ହେଁ। ଦୟା କରି ତୁମ୍ଭର ଲୋକମାନଙ୍କର ଦଳ ରେ ମାେତେ ବିବଚେନା କରନ୍ତୁ।
ଯେଉଁ ଲୋକମାନେ ସଦାପ୍ରଭୁଙ୍କୁ ମାନନ୍ତି ସମାନେେ ସମସ୍ତେ ଭାଗ୍ଯଶାଳୀ ଅଟନ୍ତି। କାରଣ ପରମେଶ୍ବର ସମାନଙ୍କେୁ ସ୍ବତନ୍ତ୍ର ଭାବରେ ବିବଚେନା କରନ୍ତି।
ପରମେଶ୍ବର କହନ୍ତି, ଇଶ୍ରାୟେଲର ଅଧିବାସୀଗଣ, ମାରେ ଅନୁଗାମୀମାନେ ମାରେ କଥା ଶୁଣ, ମୁଁ ତୁମ୍ଭକୁ ତାହାର ପ୍ରମାଣ ଦଖାଇବେି ୟାହା ତୁମ୍ଭ ବିରୁଦ୍ଧରେ ୟିବ। ମୁଁ ହିଁ ପରମେଶ୍ବର, ତୁମ୍ଭର ପରମେଶ୍ବର।
ହେ ମାରେ ଲୋକମାନେ, ତୁମ୍ଭେ ମାରେ ଉପଦେଶକୁ ଶୁଣ। ମାହେର ବାକ୍ଯକୁ କର୍ଣ୍ଣପାତ କର, ୟାହା ମୁଁ କହୁଅଛି।
ହେ ସଦାପ୍ରଭୁ, ତୁମ୍ଭେ ମାେତେ ତୁମ୍ଭର ମନୋନୀତ ଲୋକମାନଙ୍କର ଭଲ କାର୍ୟ୍ଯରେ ନିଯୋଜିତ ହବୋକୁ ଦିଅ। ତୁମ୍ଭ ନିର୍ଣ୍ଣିତ ଲୋକମାନଙ୍କ ସହିତ ଆନନ୍ଦ କରିବାକୁ ଦିଅ, ଯେଉଁମାନେ କି ତୁମ୍ଭ ସହିତ ଆସନ୍ତି।
ପରମେଶ୍ବର କୌଣସି ଦେଶ ପାଇଁ କବେେ ଏହିପରି କରି ନାହାଁନ୍ତି। ସେ ତାଙ୍କର ନିଯମସବୁ ଅନ୍ୟ ଲୋକମାନଙ୍କୁ ଶିଖାଇ ନାହାଁନ୍ତି। ସଦାପ୍ରଭୁଙ୍କର ପ୍ରଶଂସା କର।
ତୁମ୍ଭ ପିତାମାତାଙ୍କର ଶିକ୍ଷା ଆଲୋକ ବର୍ତ୍ତୀକା ପରି ତୁମ୍ଭକୁ ସର୍ବଦା ସତ୍ ପଥରେ ଚଳାଇ ନବେ। ତାହା ତୁମ୍ଭକୁ ତାଲିମ ପ୍ରାପ୍ତ କରିବ ଓ ଜୀବନ ପଥରେ ଚଳାଇ ନବେ।
ବହୁ ଲୋକ ସଠାେକୁ ଯିବେ। ସମାନେେ କହିବେ, ଆସ, ଆମ୍ଭମାନେେ ସଦାପ୍ରଭୁଙ୍କ ପର୍ବତକୁ ୟିବା। ଯାକୁବଙ୍କ ପରମେଶ୍ବରଙ୍କ ମନ୍ଦିରକୁ ଆମ୍ଭମାନେେ ୟିବା। ସେତବେେଳେ ପରମେଶ୍ବର ଆମ୍ଭମାନଙ୍କୁ ତାଙ୍କ ପଥ ବିଷଯ ରେ ଶିକ୍ଷା ଦବେେ। ଆମ୍ଭମାନେେ ତାହା ଅନୁସରଣ କରିବା।
ସହେି ଦ୍ବାର ଉନ୍ମୁକ୍ତ କର ଯେପରି ଧାର୍ମିକ ଓ ପରମେଶ୍ବରଙ୍କ ଶିକ୍ଷାସମୂହ ପାଳନକାରୀ ପ୍ରବେଶ କରିପାରିବେ।
ମାରଦୋସକୁ ଦେଖ। ମୁଁ ତାକୁ ମନୋନୀତ କରିଛି। ମାରେ ଚିତ୍ତ ତାହାଠା ରେ ସନ୍ତୁଷ୍ଟ। ମୁଁ ତାହା ଉପ ରେ ନିଜର ଆତ୍ମାକୁ ସ୍ଥାପନ କରିଅଛି। ସେ ଅନ୍ଯଦେଶ ପ୍ରତି ନ୍ଯାଯ ବିଚାର କରିବ।
ସେ ପୃଥିବୀ ରେ ନ୍ଯାଯ ବିଚାର ପ୍ରତିଷ୍ଠା ନ କରିବା ପର୍ୟ୍ଯନ୍ତ ନିସ୍ତଜେ କିମ୍ବା ହୀନବଳ ହବେେ ନାହିଁ। ଆଉ ଦ୍ବୀପନିବାସୀ ତାଙ୍କର ପ୍ରଚାର ରେ ବିଶ୍ବାସ ରଖିବେ।'
ମୁଁ ସଦାପ୍ରଭୁ, ତୁମ୍ଭକୁ ଧାର୍ମିକରେ ଆହ୍ବାନ କରୁଛି। ତୁମ୍ଭର ହସ୍ତ ଧରି ମୁଁ ତୁମ୍ଭକୁ ପଥପ୍ରଦର୍ଶନ କରିବି। ଜାତିଗଣଙ୍କୁ ଗୋଟିଏ ଆଲୋକପରି ମୁଁ ତୁମ୍ଭକୁ ଗୋଟିଏ ନିୟୁକ୍ତ ଚିହ୍ନ ଦବେି, ଯାହା ଲୋକମାନଙ୍କ ସହିତ ଗୋଟିଏ ଚୁକ୍ତି ଅଛି।
ପୁଣି ସଦାପ୍ରଭୁ କହିଲେ, ତୁମ୍ଭେ ଯାକୁବର ପରିବାରବର୍ଗକୁ ଉତ୍ଥାପନ କରିବା ପାଇଁ ଓ ଇଶ୍ରାୟେଲ ରକ୍ଷିତ ଲୋକମାନଙ୍କୁ ପୁନର୍ବାର ଆଣିବା ପାଇଁ ଆମ୍ଭର ସବେକ ହବେ ; ଏହା ଅତି କ୍ଷୁଦ୍ର ବିଷଯ ; ତୁମ୍ଭେ ଯେପରି ପୃଥିବୀର ଶଷେ ସୀମା ପର୍ୟ୍ଯନ୍ତ ଆମ୍ଭ କୃତ ପରିତ୍ରାଣ ସ୍ବରୂପ ହବେ, ସେଥିପାଇଁ ଆମ୍ଭେ ତୁମ୍ଭକୁ ଅନ୍ୟ ଦେଶୀଯମାନଙ୍କର ଦୀପ୍ତିସ୍ବରୂପ କରିବା।
ବିଭିନ୍ନ ଗୋଷ୍ଠୀରୁ ଲୋକମାନେ ସଠାେକୁ ଯିବେ ଏବଂ କହିବେ,
ୟିଶାଇୟ କହିଥିଲେ, ଏ ମାରେ ସବେକ। ମୁଁ ତାହାଙ୍କୁ ବାଛିଛି। ମୁଁ ତାହାଙ୍କୁ ଭଲ ପାଏ। ମୁଁ ତାହାଙ୍କ ଉପରେ ଖୁସୀ। ମାରେ ଆତ୍ମା ମୁଁ ତାହାଙ୍କଠା ରେ ରଖିବି। ସେ ଜାତିମାନଙ୍କ ଭିତ ରେ ନ୍ଯାୟ ଘାଷେଣା କରିବେ।
ସେ ଅଣଯିହୂଦୀମାନଙ୍କୁ ତୁମ୍ଭରି ପଥ ଦଖାଇବୋ ପାଇଁ ଆଲୋକ ଅଟନ୍ତି ଓ ସେ ତୁମ୍ଭର ଲୋକମାନଙ୍କ ପାଇଁ ଗୌରବ ଆଣିବେ।
ସେ ଯେତବେେଳେ ଆସିବେ, ସେତବେେଳେ ସେ ଜଗତର ଲୋକମାନଙ୍କୁ ଏହି କଥାଗୁଡିକର ସତ୍ଯତା, ପାପ, ଈଶ୍ବରଙ୍କଠା ରେ ଧାର୍ମିକତା ବିଚାର ଇତ୍ଯାଦି ବିଷୟ ରେ ପ୍ରମାଣ ଦବେେ।
ମୁଁ ଦୋଷୀ ବଲେି ବିଚାରିତ ହେଉ ନାହିଁ କାହିଁକି? କାରଣ ଖ୍ରୀଷ୍ଟ ଯୀଶୁଙ୍କଠା ରେ ଆତ୍ମାର ବ୍ଯବସ୍ଥା ଜୀବନ ଦିଏ ଓ ତାହା ମାେତେ ମୁକ୍ତ କରିଛି। ପାପ ଓ ମୃତ୍ଯୁ ଆଣୁଥିବା ବ୍ଯବସ୍ଥାରୁ ଏହା ମାେତେ ମୁକ୍ତ କରିଛି।
ମୁଁ ପରମେଶ୍ବରଙ୍କ ବ୍ଯବସ୍ଥାରୁ ମୁକ୍ତ ନୁହେଁ। ମାତ୍ର ମୁଁ ଖ୍ରୀଷ୍ଟଙ୍କ ବ୍ଯବସ୍ଥାର ଅଧୀନ। ତଥାପି ମୁଁ ଯେପରି ବ୍ଯବସ୍ଥା ବିହୀନ ଲୋକମାନଙ୍କୁ ଉଦ୍ଧାର କରିପା ରେ, ତେଣୁ ମୁଁ ସମାନଙ୍କେ ନିକଟରେ ବ୍ଯବସ୍ଥା ବିହୀନ ଲୋକପରି ହଲିେ।
କିନ୍ତୁ ତୁମ୍ଭମାନେେ ମନୋନୀତ ଲୋକ ଅଟ। ତୁମ୍ଭମାନେେ ରାଜାଙ୍କର ଯାଜକ। ତୁମ୍ଭମାନେେ ପବିତ୍ର ଜାତି ଅଟ। ତୁମ୍ଭମାନେେ ପରମେଶ୍ବରଙ୍କ ଲୋକ। ପରମେଶ୍ବର କରିଥିବା ଆଶ୍ଚର୍ୟ୍ଯ ଘଟଣାମାନ କହିବା ପାଇଁ ପରମେଶ୍ବର ତୁମ୍ଭକୁ ମନୋନୀତ କରିଛନ୍ତି। ସେ ଅନ୍ଧକାରରୁ ତୁମ୍ଭମାନଙ୍କୁ ତାହାଙ୍କର ଆଶ୍ଚର୍ୟ୍ଯ ଜନକ ଆଲୋକକୁ ଆଣିଛନ୍ତି।