Home Bibles ଯିଶାଇୟ 52:2 · ଓଡ଼ିଆ ବାଇବେଲ
ଯିଶାଇୟ 52:2 · ଓଡ଼ିଆ ବାଇବେଲ

ତୁମ୍ଭେ ନିଜ ଦହରେ ଧୂଳି ଝାଡ଼ି ଦିଅ, ହେ ସିୟୋନର ବନ୍ଦୀନି କନ୍ଯା ୟିରୁଶାଲମ ! ଉଠ, ତୁମ୍ଭ ଗଳାର ସେ ବନ୍ଧନକୁ ଢ଼ିଲା କର।

Cross references

ଯିଶାଇୟ 3:26

ସିୟୋନ ନଗର ରେ ଦ୍ବାରଦେଶ ଶାେକ ଓ ବିଳାପ ରେ ମୁଖରିତ ହବେ। ୟିରୁଶାଲମ ଚୋରଦ୍ବାରା ଲୁଣ୍ଠିତା ନାରୀ ସଦୃଶ ଶୂନ୍ଯ ହାଇେ ପଡ଼ି ରହିବ। ସେ ଭୂମି ଉପ ରେ ବସି କବଳେ ବିଳାପ କରିବ।

ଯିଶାଇୟ 29:4

ଏଥି ରେ ତୁମ୍ଭେ ଅବନତ ହବେ ଓ ଭୂମିରୁ କଥା କହିବ। ଧୂଳି ଉପରୁ ତୁମ୍ଭର ସ୍ବର କ୍ଷୀଣ ହବେ ଓ ତାହା ଭୂତର ସ୍ବର ତୁଲ୍ଯ ହବେ। ତୁମ୍ଭର ସ୍ବର ଧୂଳି ଉପରୁ ଫୁସଫୁସ ଶବ୍ଦ ସ୍ବର ରେ କହିଲା ପରି ହବେ।'

ଯିଶାଇୟ 49:21

ସେତବେେଳେ ତୁମ୍ଭେ ମନେ ମନେ କହିବ, ମାରେ ସନ୍ତାନଗଣ ଅପହୃତ ହାଇେଅଛନ୍ତି, ମୁଁ ଏକାକିନୀ ନିର୍ବାସିତା ହାଇେ ଏଣେ ତଣେେ ଭ୍ରମଣ କରୁଅଛି। ମାରେ ଏ ସମସ୍ତଙ୍କୁ କିଏ ଜନ୍ମ ଦଇେଛନ୍ତି ? କିଏ ଏମାନଙ୍କୁ ପ୍ରତିପାଳନ କରିଅଛି ? ଦେଖ, ମୁଁ ଏକାକିନୀ ଅବଶିଷ୍ଟା ଥିଲି, ଏମାନେ କେଉଁଠା ରେ ଥିଲେ ?'

ଯିଶାଇୟ 51:14

ନିର୍ବାସିତ ବନ୍ଦୀ ଶୀଘ୍ର ମୁକ୍ତ ହବେ। ପୁଣି ସେ ମରି ଗର୍ତ୍ତକୁ ୟିବ ନାହିଁ। କିମ୍ବା ତାହାର ଖାଦ୍ୟର ଅଭାବ ହବେ ନାହିଁ।

ଯିଶାଇୟ 51:23

ଯେଉଁମାନେ ତୁମ୍ଭକୁ କ୍ଲେଶ ଦଇେଛନ୍ତି, ସହେିମାନଙ୍କ ବିପକ୍ଷ ରେ ଆମ୍ଭେ ୟିବା। ସମାନେେ ତୁମ୍ଭକୁ କହିଛନ୍ତି, ତୁମ୍ଭେ ନଇଁପଡ଼, ଆମ୍ଭେ ତୁମ୍ଭ ଉପ ରେ ଗମନ କରିବୁ।' ପୁଣ ତୁମ୍ଭମାନେେ ଭୂମି ଓ ସଡ଼କପରି ପିଠି ପାତି ଦଇେଛ ଏବଂ ସମାନେେ ତୁମ୍ଭମାନଙ୍କ ଉପ ରେ ଗମନାଗମନ କରିଛନ୍ତି।

ଯିଶାଇୟ 61:1

ସଦାପ୍ରଭୁଙ୍କର ସବେକ କୁହନ୍ତି, ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମାଠାେ ରେ ଅଧିଷ୍ଠାନ କରନ୍ତି, କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମାେତେ ଅଭିଷିକ୍ତ କରିଅଛନ୍ତି। ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ ବନ୍ଦୀ ଲୋକମାନଙ୍କୁ ମୁକ୍ତି ଦବୋକୁ ଓ ନିର୍ବାସିତ ଲୋକମାନଙ୍କୁ କାରାମୁକ୍ତ କରିବାକୁ ପ୍ରଚାର କରିବା ନିମନ୍ତେ ମାେତେ ପ୍ ରରଣେ କରିଛନ୍ତି।

ଯିରିମିୟ 51:6

ବାବିଲରୁ ପଳାଯନ କର ଓ ତୁମ୍ଭମାନଙ୍କର ନିଜ ନିଜ ପ୍ରାଣ ରକ୍ଷା କର। ଆଉ ତାହାର ଅଧର୍ମ ରେ ଉଚ୍ଛନ୍ନ ହୁଅ ନାହିଁ। କାରଣ ଏହା ସଦାପ୍ରଭୁଙ୍କର ପ୍ରତିଶୋଧ ନବୋର ସମୟ ଓ ସେ ସମାନଙ୍କେୁ ତା'ର ପ୍ରତିଫଳ ଦବେେ।

ଯିରିମିୟ 51:45

ହେ ଆମ୍ଭର ଲୋକମାନେ, ତୁମ୍ଭମାନେେ ବାବିଲରୁ ପଳାଇ ୟାଅ। ପ୍ରେତ୍ୟକକ ସଦାପ୍ରଭୁଙ୍କ ପ୍ରଚଣ୍ଡ କୋର୍ଧରୁ ନିଜକୁ ରକ୍ଷା କର।

ଯିରିମିୟ 51:50

ହେ ଖଡ୍ଗରୁ ବଞ୍ଚିତ ଲୋକମାନେ, ତୁମ୍ଭମାନେେ ଚାଲିୟାଅ, ସ୍ଥିର ହାଇେ ଠିଆ ହୁଅ ନାହିଁ। ଦୂର ଦେଶରୁ ସଦାପ୍ରଭୁଙ୍କୁ ସ୍ମରଣ କର ଓ ୟିରୁଶାଲମକୁ ମନେ ପକାଅ।

ଯିଖରିୟ 2:6

ସଦାପ୍ରଭୁ କୁହନ୍ତି, ଉତ୍ତର ଦେଶରୁ ପଳାଯନ କର। ହଁ, ଏହା ସତ୍ଯ ଯେ, ଆମ୍ଭେ ତୁମ୍ଭର ଲୋକମାନଙ୍କୁ ଆକାଶର ଚତୁର୍ଦ୍ଦିଗ ବାଯୁ ତୁଲ୍ଯ ବିସ୍ତୃତ କରିଅଛୁ।

ଲୂକଲିଖିତ ସୁସମାଚାର 4:18

ପ୍ରଭୁଙ୍କ ଆତ୍ମା ମାେ' ଠା ରେ ଅଛି। ଦୀନହୀନ ଲୋକଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ପରମେଶ୍ବର ମାେତେ ବାଛିଛନ୍ତି। ବନ୍ଦୀମାନେ ଯେ ମୁକ୍ତ ହାଇେ ପାରିଛନ୍ତି, ଏହା ସମାନଙ୍କେୁ ଶୁଣାଇବା ପାଇଁ ଅନ୍ଧମାନେ ପୁଣି ଦେଖିପାରିବେ ବୋଲି ସମାନଙ୍କେୁ କହିବା ପାଇଁ, ଦୁଃଖ ଦୁର୍ଦ୍ଦଶାଗ୍ରସ୍ତ ଲୋକଙ୍କ ଦୁଃଖ ଦୂର କରିଦବୋକୁ

ଲୂକଲିଖିତ ସୁସମାଚାର 21:24

କେତକେ ଲୋକଙ୍କୁ ସୈନ୍ଯମାନେ ମାରି ଦବେେ। ଅନ୍ୟ କେତକଙ୍କେୁ ବନ୍ଦୀ କରି ଅନ୍ୟ ସବୁ ଦେଶକୁ ପଠାଇ ଦିଆୟିବ। ଅଣଯିହୂଦୀଲୋକ ସମାନଙ୍କେର ସମୟ ଶଷେ ନ ହବୋ ପର୍ୟ୍ଯନ୍ତ ପବିତ୍ର ନଗର ୟିରୁଶାଲମକୁ ପଦଦଳିତ କରିବେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 18:4

ତା'ପରେ ମୁଁ ସ୍ବର୍ଗରୁ ଆଉ ଏକ ସ୍ବର ଶୁଣିଲି

Interlinear

Choose Theme