ଯେଉଁ ବ୍ଯକ୍ତି ସୁସମାଚାର ଆଣୁଛନ୍ତି, ୟିଏ ଶାନ୍ତି ପ୍ରଚାର କରୁଅଛି, ୟିଏ ମଙ୍ଗଳ ସୁସମାଚାର ଆଣୁଛନ୍ତି, ୟିଏ ପରିତ୍ରାଣ ପ୍ରଚାର କରୁଅଛି ଓ ୟିଏ ସିୟୋନକୁ ତୁମ୍ଭ ପରମେଶ୍ବର ରାଜ୍ଯ କରନ୍ତି ବୋଲି କହୁଅଛି, ସହେି ଶାନ୍ତିଦୂତର ଚରଣ ପର୍ବତଗଣ ଉପ ରେ ସ୍ବାଗତ ଯୋଗ୍ଯ।'
Cross references
ସମାନଙ୍କେୁ ତୁମ୍ଭ କୋର୍ଧରେ ଧ୍ବଂସ କର। ସମାନଙ୍କେୁ ସଂପୂର୍ଣ୍ଣରୂପେ ଧ୍ବଂସ କର। ତା ହେଲେ ସମସ୍ତ ପୃଥିବୀବାସୀ ଜାଣିବେ ୟେ, ପରମେଶ୍ବର ଇଶ୍ରାୟେଲର ଶାସକ।
ତୁମ୍ଭର ଲୋକମାନେ ଉତ୍ତମ ଖବର ଘୋଷଣା କରିବାକୁ ବାହାରି ଗଲେ।
ସଦାପ୍ରଭୁ ରାଜା ଅଟନ୍ତି। ସେ ମହିମା ଓ ଶକ୍ତି ରୂପକ ବସ୍ତ୍ର ପରିଧାନ କରନ୍ତି। ସେ ନିଜ କଟିରେ ସମଗ୍ର ବିଶା୍ବସକୁ ଧରିଛନ୍ତି। ଏହା ୟପରେି ଟଳମଳ ହାଇେ ନ ୟାଏ।
ଏହା ଜାତିଗଣ ମଧ୍ୟରେ କୁହ, ସଦାପ୍ରଭୁ ହେଉଛନ୍ତି ରାଜା !ପୃଥିବୀ ସୁସ୍ଥିର ରହିବ। ପରମେଶ୍ବର ନ୍ଯାଯ ବିଚାର କରିବେ।
ସଦାପ୍ରଭୁ ଶାସନ କରନ୍ତି। ସକଳ ପୃଥିବୀ ଆନନ୍ଦ ହେଉ। ଦୂର ସଦୃଶ ଭୂମି ମଧ୍ଯ ଆନନ୍ଦିତ ହୁଅନ୍ତୁ।
ତାଙ୍କର ପବିତ୍ର ଦକ୍ଷିଣ ହସ୍ତ ତାଙ୍କୁ ଆଉଥରେ ଗୌରବ ଆଣିଛ।
ସଦାପ୍ରଭୁ ତାଙ୍କର ଦାସଗଣଙ୍କୁ ରକ୍ଷା କରିବା ପାଇଁ ତାଙ୍କର ଶକ୍ତିକୁ ଜଣାଇଛନ୍ତି। ଜାତି ଉଦ୍ଦେଶ୍ଯରେ, ସଦାପ୍ରଭୁ ତାଙ୍କର ଉତ୍ତମତା ଦଖାଇେଛନ୍ତି।
ସଦାପ୍ରଭୁଙ୍କ ଆଗରେ ଗାନ କର। ସେ ନ୍ଯାଯ ବିଚାର ପାଇଁ ପୃଥିବୀକୁ ଆସୁଛନ୍ତି। ସେ ତାଙ୍କର ଧାର୍ମିକତା ଏବଂ ନ୍ଯାଯ ସହିତ ପୃଥିବୀର ଲୋକମାନଙ୍କର ବିଚାର କରିବେ।
ମୁଁ ମାରେ ପ୍ରିଯତମାର ରବ ଶୁଣୁ ଅଛି। ଦେଖ ସେ ପର୍ବତଗଣ ଉପ ରେ ଲୁଚି ଉପପର୍ବତଗଣ ଉପ ରେ ଡ଼ଇେଁ ଡ଼ଇେଁ ଆସୁ ଅଛନ୍ତି।
ସେତବେେଳେ ସଦାପ୍ରଭୁ ସିୟୋନ ପର୍ବତ ଉପ ରେ ୟିରୁଶାଲମ ରେ ପ୍ରାଚୀନବର୍ଗ ସମ୍ମୁଖ ରେ ରାଜତ୍ବ କଲାପରି ଶାସନ କରିବେ। ତାଙ୍କର ଗୌରବ ଏପରି ମହିମାନ୍ବିତ ହବେ ଯେ ଚନ୍ଦ୍ର ତାଙ୍କ ନିକଟରେ ଅପ୍ରସ୍ତୁତ ହବେେ ଓ ସୂର୍ୟ୍ଯ ଲଜ୍ଜିତ ହବେେ।
ତୁମ୍ଭମାନେେ ଜାହାଜର ମାସ୍ତୁଲକୁ ଶକ୍ତ କରିବ ନାହିଁ। ତୁମ୍ଭମାନେେ ତୁମ୍ଭର ଜାହାଜକୁ ଖାଲିବୋକୁ କ୍ଷମ ହବେ ନାହିଁ। କାରଣ ସଦାପ୍ରଭୁ ଆମ୍ଭମାନଙ୍କର ବିଚାରକର୍ତ୍ତା, ସଦାପ୍ରଭୁ ଆମ୍ଭମାନଙ୍କର ବ୍ଯବସ୍ଥାପକ, ସଦାପ୍ରଭୁ ଆମ୍ଭମାନଙ୍କର ରାଜା, ସେ ଆମ୍ଭମାନଙ୍କୁ ପରିତ୍ରାଣ କରିବେ।
ହେ ଲୋକମାନେ, ସିଯୋନ ରେ ସୁସମାଚାର ପ୍ରଚାର କର, ଉଚ୍ଚ ପର୍ବତକୁ ୟାଅ। ଉଚ୍ଚ ସ୍ବର ରେ କୁହ, ହେ ଲୋକମାନେ ୟିରୁଶାଲମ ନିକଟରେ ସୁସମାଚାର ପ୍ରଚାର କର। ଜାରେ ରେ କୁହ, ଭୟ କର ନାହିଁ। ଯିହୁଦା ନଗରୀକୁ କୁହ, ଦେଖ, ଏହିଠା ରେ ତୁମ୍ଭର ପରମେଶ୍ବର।
ସଦାପ୍ରଭୁଙ୍କର ସବେକ କୁହନ୍ତି, ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମାଠାେ ରେ ଅଧିଷ୍ଠାନ କରନ୍ତି, କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମାେତେ ଅଭିଷିକ୍ତ କରିଅଛନ୍ତି। ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ ବନ୍ଦୀ ଲୋକମାନଙ୍କୁ ମୁକ୍ତି ଦବୋକୁ ଓ ନିର୍ବାସିତ ଲୋକମାନଙ୍କୁ କାରାମୁକ୍ତ କରିବାକୁ ପ୍ରଚାର କରିବା ନିମନ୍ତେ ମାେତେ ପ୍ ରରଣେ କରିଛନ୍ତି।
ଆମ୍ଭେ ସହେି ନଗରର 'ପଙ୍ଗୁ' ଲୋକମାନଙ୍କୁ ଅବଶିଷ୍ଟାଂଶ ରୂପେ ରଖିବା ଓ ବିତାଡିତ ହାଇେଥିବା ସହେି ଲୋକମାନଙ୍କୁ ପୁଣି ଶକ୍ତିଶାଳୀ ଗୋଷ୍ଠୀ ରେ ପରିଣତ କରିବା। ସଦାପ୍ରଭୁ ସମାନଙ୍କେର ରାଜା ହବେେ ଏବଂ ସେ ସିୟୋନ ପର୍ବତ ଉପ ରେ ଏବଠାରୁେ ଚିରକାଳ ପର୍ୟ୍ଯନ୍ତ ସମାନଙ୍କେ ଉପ ରେ ଶାସନ କରିବେ।
ହେ ଯିହୁଦା ଗ୍ଭହଁ! ପର୍ବତ ଆଡକୁ ଗ୍ଭହଁ। ଜଣେ ଦୂତ ଉତ୍ତମ ସନ୍ଦେଶ ଆଣି ଆସୁଛନ୍ତି। ସେ କୁହନ୍ତି, ଶାନ୍ତି ଆସିଛି। ହେ ୟୁହୁଦା, ତୁମ୍ଭର ଉତ୍ସବ ପାଳନ କର। ତୁମ୍ଭର ଶପଥ ପୂର୍ଣ୍ଣ କର। ସହେି ମନ୍ଦ ଲୋକ ଆଉ ଆସିବେ ନାହିଁ। ସମାନେେ ତୁମ୍ଭମାନଙ୍କୁ ପୁନର୍ବାର ଆକ୍ରମଣ କରିପାରିବେ ନାହିଁ। କାହିଁକି ସମାନେେ ଆକ୍ରମଣ କରିପାରିବେ ନାହିଁ? କାରଣ ସହେି ମନ୍ଦ ଲୋକମାନେ ସମ୍ପୂର୍ଣ୍ଣ ଭାବରେ ଧ୍ବଂସ ପାଇଛନ୍ତି।
କହେି ଜଣେ ତୁମ୍ଭମାନଙ୍କୁ ଛିନ୍ନଛତ୍ର କରିବାକୁ ଆସୁଛି। ତେଣୁ ତୁମ୍ଭ ସୁଦୃଢ ସ୍ଥାନଗୁଡିକୁ ଜଗ। ରାସ୍ତାଗୁଡିକ ଉପ ରେ ଦୃଷ୍ଟି ରଖ। ୟୁଦ୍ଧ ପାଇଁ ସଜ ହୁଅ ଏବଂ ନିଜର ପାରୁ ପର୍ୟ୍ଯନ୍ତ ନିଜକୁ ସଜାଗ ରଖ।
ହେ ସିୟୋନର କନ୍ଯା ଆନନ୍ଦ କର! ହେ ୟିରୁଶାଲମର କନ୍ଯା, ଚିତ୍କାର କର! ଦେଖ, ତୁମ୍ଭର ରାଜା ତୁମ୍ଭମାନଙ୍କ ନିକଟକୁ ଆସୁଛନ୍ତି। ସେ ଧାର୍ମିକ ରାଜା ଓ ସେ ଜଯଲାଭ କରିଛନ୍ତି। ସେ ଅତ୍ଯନ୍ତ ନମ୍ର। ସେ ଏକ ୟୁବ ଗଧ ଉପ ରେ ବସି ଆସୁଛନ୍ତି।
ତା'ପରେ ରାଜା ତାହାଙ୍କ ଡ଼ାହାଣ ପଟ ରେ ଥିବା ଲୋକମାନଙ୍କୁ କହିବେ, 'ଆସ, ମାରେ ପରମପିତା ତୁମ୍ଭମାନଙ୍କୁ ଆଶାର୍ବାଦ କରିଛନ୍ତି। ପରମେଶ୍ବର ତୁମ୍ଭକୁ ଯେଉଁ ରାଜ୍ଯ ଦବୋକୁ ପ୍ରତିଶ୍ରୁତି ଦଇେଛନ୍ତି, ତାହା ଲାଭ କର। ଜଗତ ସୃଷ୍ଟି ହବୋ କାଳରୁ ତୁମ୍ଭ ପାଇଁ ସେ ରାଜ୍ଯ ପ୍ରସ୍ତୁତ ହାଇେ ସାରିଛି।
ତେଣୁ ଯୀଶୁ ସମାନଙ୍କେ ପାଖକୁ ଆସି କହିଲେ, ସ୍ବର୍ଗ ଓ ପୃଥିବୀର ସମସ୍ତ ଅଧିକାର ମାେତେ ଦିଆ ଯାଇଛି।
କିନ୍ତୁ ଏସବୁ ଘଟଣା ଘଟିବା ପୂର୍ବରୁ ସବୁ ଜାତିର ଲୋକଙ୍କଠା ରେ ସୁସମାଚାର ପ୍ରକାଶ୍ଯ ରେ ପ୍ରଚାରିତ କରା ହବେ।
ଯୀଶୁ ସମାନଙ୍କେୁ କହିଲେ, ପୃଥିବୀର ଚାରିଆଡକୁ ଯାଅ। ପ୍ରେତ୍ୟକକ ଲୋକକୁ ସୁସମାଚାର ଶୁଣାଅ।
ମଷେପାଳକମାନେ ଅତ୍ଯନ୍ତ ଭୟଭୀତ ହାଇଗେଲେ। ସ୍ବର୍ଗଦୂତ ସମାନଙ୍କେୁ କହିଲେ, ଭୟ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କ ପାଇଁ ଅତ୍ଯନ୍ତ ଶୁଭ ସମାଚାର ଆଣିଛି। ତାହା ସବୁଲୋକଙ୍କ ପାଇଁ ମହା ଆନନ୍ଦ ଆଣିଦବେ।
ତୁମ୍ଭମାନେେ ଏସବୁ ଘଟଣା ଘଟିବାର ଦେଖିଲ। ତୁମ୍ଭମାନେେ ତା'ର ସାକ୍ଷୀ। ତୁମ୍ଭମାନେେ ଲୋକମାନଙ୍କ ପାଖକୁ ଯାଇ କୁହ । ଯେ ସମାନଙ୍କେର ପାପ ଗୁଡିକୁ କ୍ଷମା କରାଯାଇ ପାରିବ। ସମାନଙ୍କେୁ କୁହ ଯେ, ସମାନେେ ନିଜର ହୃଦୟ ପରିବର୍ତ୍ତନ କରନ୍ତୁ ଏବଂ ନିଜର ପାପ ପାଇଁ ଦୁଃଖ ଅନୁଭବ କରନ୍ତୁ।
ପରମେଶ୍ବର ଇଶ୍ରାୟେଲ ଲୋକମାନଙ୍କ ପାଖକୁ ତାହାଙ୍କ ସମାଚ଼ାର ପଠାଇଥିଲେ। ସେ ମଧ୍ଯ ଯୀଶୁ ଖ୍ରୀଷ୍ଟଙ୍କ ଦ୍ବାରା ତାହାଙ୍କର ଶାନ୍ତି ସୁସମାଚ଼ାର ପଠାଇଛନ୍ତି। ସେ ସମସ୍ତଙ୍କର ପ୍ରଭୁ।
ଏଠା ରେ ୟିଏ ର ଅର୍ଥ ଯିହୂଦୀ ଓ ଅଣଯିହୂଦୀମାନଙ୍କ ଭିତ ରେ ଭଦେ ନଥିବା ସୂଗ୍ଭଏ। ସମସ୍ତ ଲୋକଙ୍କର ଜଣେ ପ୍ରଭୁ। ଯେଉଁ ଲୋକେ ତାହାଙ୍କୁ ବିଶ୍ବାସ କରନ୍ତି, ପରମେଶ୍ବର ସମାନଙ୍କେୁ ଅନକେ ଆଶୀର୍ବାଦ କରନ୍ତି।
ଯେପରି ତୁମ୍ଭେ ଅଟଳ ଭାବରେ ଠିଆ ହାଇେ ରୁହ, ଏଥିପାଇଁ, ପାଦ ରେ ଶାନ୍ତି ଦାୟକ ସୁସମାଚାରର ଜୋତା ପିନ୍ଧ।
ସପ୍ତମ ଦୂତ ତାହାଙ୍କ ତୂରୀ ବଜାଇଲେ। ସ୍ବର୍ଗ ରେ ଉଚ୍ଚ ସ୍ବରମାନ ଶୁଣାଗଲା। ସମାନେେ କହିଲେ,
ତା'ପରେ ମୁଁ ଆଉ ଏକ ଦୂତଙ୍କୁ ଉଚ୍ଚ ଆକାଶ ରେ ଉଡ଼ୁଥିବାର ଦେଖିଲି। ପୃଥିବୀର ସକଳ ବାସିନ୍ଦାମାନଙ୍କୁ ସମସ୍ତଦେଶ, ଜାତି, ଭାଷା ଓ ପ୍ରଜାତିର ଲୋକମାନଙ୍କୁ ଉପଦେଶ ଦବୋପାଇଁ ସହେି ସ୍ବର୍ଗଦୂତଙ୍କ ପାଖ ରେ ଏକ ଅନନ୍ତକାଳୀନ ସୁସମାଚାର ଥିଲା।