Home Bibles ଯିଶାଇୟ 55:10 · ଓଡ଼ିଆ ବାଇବେଲ
ଯିଶାଇୟ 55:10 · ଓଡ଼ିଆ ବାଇବେଲ

ବୃଷ୍ଟି ଓ ହିମ ଯେପରି ଆକାଶରୁ ପୃଥିବୀକୁ ଆ ସେ, ପୁନର୍ବାର ଫରେି ୟାଏ ନାହିଁ ; ମାତ୍ର ଭୂମିକୁ ସିକ୍ତ କରେ ଓ ତାକୁ ଫଳବତୀ ଓ ତୃଣ ଆଦି ଉତ୍ପନ୍ନ କରାଏ, କୃଷିକାରୀକୁ ବୀଜ ବପନ କରିବା ରେ ସାହାୟ୍ଯ କରେ ଓ ଭୋଜନକାରୀକୁ ଶସ୍ଯ ଯୋଗାଏ।

Cross references

ଦିତୀୟ ବିବରଣ 32:2

ମାରେ ଉପଦେଶ ବର୍ଷାପରି ବର୍ଷିବ। ମାରେ ବାଣୀ ଶିଶିରପରି କ୍ଷରିବ। ତାହା କୋମଳ ତୃଣ ଉପରେ ମନ୍ଦ ବୃଷ୍ଟି ତକ୍ସ୍ଟଲ୍ଯ ଓ ଶାକ ଉପରେ ଅସରା ବୃଷ୍ଟି ତକ୍ସ୍ଟଲ୍ଯ ହବେ।

ପ୍ରଥମ ଶାମୁୟେଲ 23:4

ଦାଉଦ ସଦାପ୍ରଭୁଙ୍କୁ ପକ୍ସ୍ଟନର୍ବାର ପଚାରିଲେ, ତହିଁରେ ସଦାପ୍ରଭୁ ଉତ୍ତର ଦଇେ କହିଲେ, ଉଠ, କିଯୀଲାକକ୍ସ୍ଟ ୟାଅ। କାରଣ, ଆମ୍ଭେ ତୁମ୍ଭର ସହାୟକ ଦବେୀଗଣଙ୍କକ୍ସ୍ଟ ହରାଇବା ପାଇଁ। ଆମ୍ଭେ ପଲେଷ୍ଟୀୟମାନଙ୍କୁ ତକ୍ସ୍ଟମ୍ଭ ହସ୍ତ ରେ ସମର୍ପଣ କରିବା।

ଗୀତସଂହିତା 65:9

ତୁମ୍ଭେ ପୃଥିବୀର ଯତ୍ନ ନିଅ। ତୁମ୍ଭେ ପୃଥିବୀରେ ବର୍ଷା କରାଇ ଭୂମିକୁ ବହୁତ ଉର୍ବର କରାଅ। ହେ ପରମେଶ୍ବର, ତୁମ୍ଭେ ଝରଣାରେ ଜଳ ସୃଷ୍ଟି କର। ତୁମ୍ଭେ ଶସ୍ଯ କ୍ଷେତ୍ରମାନ ବଢ଼ାଇ ଥାଅ।

ଗୀତସଂହିତା 72:6

ଭୂମିରେ ବୃଷ୍ଟି ତୁଲ୍ଯ, ଭୂମି ସଚେନକାରୀ ଜଳଧାରା ତୁଲ୍ଯ ତୁମ୍ଭେ ରାଜାଙ୍କୁ ସହାୟ ହୁଅ। କ୍ଷେତ୍ରରେ ପଡ଼ୁଥିବା ଜଳଧାରା ହବୋ ପାଇଁ ତାଙ୍କୁ ସାହାୟ୍ଯ କର।

ଗୀତସଂହିତା 104:15

ହୃଦଯ ଚିତ୍ତ ଆନନ୍ଦକାରୀ ଦ୍ରାକ୍ଷାରସ ଦିଅ, ଆମ୍ଭମାନଙ୍କର ମୁହଁ ଚିକ୍କଣକାରୀ ତୈଳ ଓ ମନୁଷ୍ଯକୁ ଶକ୍ତିଶାଳୀ କରୁଥିବା ଖାଦ୍ୟ ଦିଅ।

ଯିଶାଇୟ 5:6

ସମାରସସହି ଦ୍ରାକ୍ଷାକ୍ଷଲତକୁ ଉଜାଡ଼ି ନଲବି।ସକୗଣସି ବ୍ଯକ୍ତିସସ ଗଛ ଗୁଡ଼ିକର ଯତ୍ନ ନଲବ ନାହିଁ କିମ୍ବାସସହି କ୍ଷଲତସରସକହି କୋଡ଼ାକୋଡ଼ି କରିଲବ ନାହିଁ।ସସଠାସର କଣ୍ଟା ଓ ଅନାବନା ଘାସ ଜନ୍ମିବ।ସସହି କ୍ଷଲତସର ବର୍ଷାଜଳ ନ ପଡ଼ିବା ପାଇଁ ମୁଁ ମଲଘକୁ ଆଲଦଶସଦବି।

ଯିଶାଇୟ 30:23

ସହେି ସମୟରେ ସଦାପ୍ରଭୁ ତୁମ୍ଭ ଭୂମିରେ ବୀଜ ବୁଣିବା ପାଇଁ ବୃଷ୍ଟି ଦବେେ। ତୁମ୍ଭମାନେେ ଶସ୍ଯ ବୁଣିବ ଓ ଭୂମିରେ ପ୍ରଚୁର ଖାଦ୍ୟ ଉତ୍ପନ୍ନ ହବେ। ତୁମ୍ଭମାନଙ୍କର ପଶୁପଲ ପାଇଁ ବିସ୍ତୃତ ଚାରଣ ଭୂମି ହବେ।

ଯିଶାଇୟ 61:11

କାରଣ ଭୂମି ଯେପରି ବୀଜକୁ ଅଙ୍କୁରିତ କରାଏ ଓ ଉଦ୍ୟାନ ରେ ବୁଣା ୟାଇଥିବା ମଞ୍ଜି ଯେପରି ଅଙ୍କୁରିତ ହାଇେ ବଢ଼େ, ସହେିପରି ସଦାପ୍ରଭୁ ସମଗ୍ର ଜାତିଗଣଙ୍କ ମଧିଅରେ ଧର୍ମ ଓ ପ୍ରଶଂସା ଅଙ୍କୁରିତ କରିବେ।

ଯିହିଜିକଲ 34:26

ପୁଣି ଆମ୍ଭେ ସମାନଙ୍କେୁ ଓ ଆମ୍ଭ ପର୍ବତର ଚତୁର୍ଦ୍ଦିଗସ୍ଥିତ ସ୍ଥାନକୁ ଆଶୀର୍ବାଦ କରିବା। ମୁଁ ଯଥା ସମୟରେ ଜଳଧାରା ବର୍ଷା କରାଇବି ଓ ତାହା ଆଶୀର୍ବାଦର ଜଳଧାରା ହବେ।

ହୋଶେୟ 10:12

ତୁମ୍ଭେ ଯଦି ଭଲପଣିଆ ବୁଣିବ ତବେେ ପ୍ରକୃତ ପ୍ ରମେ ଅମଳ କରିବ। ଭୂମିକୁ ହଳ କରିବ ଏବଂ ସଦାପ୍ରଭୁଙ୍କ ସହିତ ଅମଳ କରିବ। ପ୍ରଭୁ ଆସିବେ ଏବଂ ତୁମ୍ଭମାନଙ୍କ ଉପ ରେ ଭଲ ଜିନିଷ ବର୍ଷା ପରି ପକାଇବେ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 9:9

ଶାସ୍ତ୍ର ରେ ଏହା ଲଖାେ ଅଛି :

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11:6

ଏହି ଦୁଇଜଣ ଭବିଷ୍ଯଦ୍ ବାଣୀ କହିବା ବେଳେ ଯେପରି ବର୍ଷା ନ ହୁଏ, ସେଥିନିମନ୍ତେ ଆକାଶକୁ ରୁଦ୍ଧ କରିବା ନିମନ୍ତେ ସମାନଙ୍କେର କ୍ଷମତା ଅଛି। ଜଳକୁ ରକ୍ତ ରେ ପରିଣତ କରିବାର କ୍ଷମତା ସମାନଙ୍କେର ଅଛି। ପୃଥିବୀକୁ ପ୍ରେତ୍ୟକକ ପ୍ରକାରର ମହାମାରୀ ଦ୍ବାରା କଷ୍ଟ ଦବୋର କ୍ଷମତା ସମାନଙ୍କେର ଅଛି। ସମାନେେ ସମାନଙ୍କେର ନିଜ ଇଚ୍ଛା ଅନୁସାରେ ଯେତେଥର ଚାହିଁବେ, ସତେଥର ଏହା କରି ପାରିବେ।

Interlinear

Choose Theme