Home Bibles ଯିଶାଇୟ 55:7 · ଓଡ଼ିଆ ବାଇବେଲ
ଯିଶାଇୟ 55:7 · ଓଡ଼ିଆ ବାଇବେଲ

ଦୁଷ୍ଟାଚାରୀ ତା'ର ମନ୍ଦକାର୍ୟ୍ଯ ଓ ଅଧାର୍ମିକ ତା'ର ମନ୍ଦ ଚିନ୍ତା ପରିତ୍ଯାଗ କରୁ। ସେ ସଦାପ୍ରଭୁଙ୍କ ନିକଟକୁ ଫରେିଆସୁ ଏବଂ ସେ ତାକୁ ଦୟା କରିବେ। ସେ ତାକୁ କ୍ଷମା କରି ଦବେେ। ତାକୁ ପରମେଶ୍ବରଙ୍କ ପାଖକୁ ଫରେିବାକୁ ଛାଡ଼ିଦିଅ। ସେ ତାକୁ ବହୁଳ ଭାବରେ କ୍ଷମା କରିବେ।

Cross references

ଆଦି ପୁସ୍ତକ 6:5

ସଦାପ୍ରଭୁ ଦେଖିଲେ ପୃଥିବୀର ଲୋକମାନେ ବହୁତ ମନ୍ଦ ଥିଲେ। ସଦାପ୍ରଭୁ ଦେଖିଲେ ଯେ, ଲୋକମାନେ ସର୍ବଦା କବଳେ ମନ୍ଦ ବିଷଯ ଚ଼ିନ୍ତା କରୁଛନ୍ତି।

ଯାତ୍ରା ପୁସ୍ତକ 34:6

ସଦାପ୍ରଭୁ ମାଶାଙ୍କେ ସମ୍ମୁଖକୁ ଆସି ଏହା ଘାଷେଣା କଲେ। ୟି ହାବୋ, ୟି ହାବୋ ଦୟାଶୀଳ ପରମେଶ୍ବର, ସେ କୋରଧ ରେ ଧିର। ସେ ଦୟାଳୁ ଓ ସତ୍ଯତା ରେ ପରିପୂର୍ଣ୍ଣ।

ଗଣନା ପୁସ୍ତକ 14:18

'ସଦାପ୍ରଭୁ କୋରଧ ରେ ଧୀର ଓ ଦୟା ରେ ପରିପୂର୍ଣ ଓ ଅପରାଧୀ ଓ ବ୍ଯବସ୍ଥା ଲଘଂନକାରୀର କ୍ଷମାକାରୀ। ତଥାପି ଦୋଷୀର ଦଣ୍ତଦାତା, ପୁଣି ତୃତୀୟ ଓ ଚତୁର୍ଥ ପୁରୁଷ ପର୍ୟ୍ଯନ୍ତ ସନ୍ତାନଗଣ ଉପରେ ପିତୃଗଣର ଅପରାଧର ଫଳ ସେ ଦଇେଥାନ୍ତି।'

ଦିତୀୟ ବଂଶାବଳୀ 7:14

ସେତବେେଳେ ଯଦି ଆମ୍ଭ ନାମ ରେ ନାମିତ ଲୋକମାନେ ନମ୍ର ହବେେ ଓ ପ୍ରାର୍ଥନା କରିବେ ଓ ଆମ୍ଭକୁ ଖାଜେିବେ, ଆଉ ସମାନଙ୍କେର ମନ୍ଦ ପଥରୁ ଫରେିଆସିବେ, ସେତବେେଳେ ଆମ୍ଭେ ସ୍ବର୍ଗରୁ ସମାନଙ୍କେର ପ୍ରାର୍ଥନା ଶୁଣିବା। ଆଉ, ଆମ୍ଭେ ସମାନଙ୍କେର ମନ୍ଦ ପଥରୁ ଫରେି ଆସିବେ, ସେତବେେଳେ ଆମ୍ଭେ ସ୍ବର୍ଗରୁ ସମାନଙ୍କେର ପ୍ରାର୍ଥନା ଶୁଣିବା। ଆଉ, ଆମ୍ଭେ ସମାନଙ୍କେର ପାପସବୁ କ୍ଷମା କରିବା ଓ ଆମ୍ଭେ ସମାନଙ୍କେର ଦେଶକୁ ସୁସ୍ଥ କରିବା।

ଦିତୀୟ ବଂଶାବଳୀ 15:2

ଅସରିଯ ଆସାଙ୍କୁ ସାକ୍ଷାତ କରିବାକୁ ଗଲେ। ଅସରିଯ କହିଲେ, ଆସା ଓ ଯିହୁଦା ଏବଂ ବିନ୍ଯାମୀନର ଲୋକ ସମସ୍ତେ, ତୁମ୍ଭମାନେେ ମାେ କଥା ଶୁଣ। ତୁମ୍ଭମାନେେ ଯେତବେେଳେ ପରମେଶ୍ବରଙ୍କ ସହିତ ଥିଲ, ସେ ତୁମ୍ଭମାନଙ୍କ ସହିତ ରେ ଥିଲେ। ତୁମ୍ଭମାନେେ ଯଦି ସଦାପ୍ରଭୁଙ୍କୁ ଖାଜେିବ, ତବେେ ତୁମ୍ଭମାନେେ ତାଙ୍କୁ ପାଇବ। କିନ୍ତୁ ଯଦି ତୁମ୍ଭମାନେେ ତାଙ୍କୁ ପରିତ୍ଯାଗ କରିବ, ସେ ତୁମ୍ଭମାନଙ୍କୁ ପରିତ୍ଯାଗ କରିବେ।

ଦିତୀୟ ବଂଶାବଳୀ 15:4

କିନ୍ତୁ ଯେତବେେଳେ ଇଶ୍ରାୟେଲ ଲୋକମାନେ ଦୁଃଖ ପାଇଲେ, ସମାନେେ ପୁନର୍ବାର ସଦାପ୍ରଭୁ ପରମେଶ୍ବରଙ୍କ ପ୍ରତି ଫରେିଲେ। ସେ ଇଶ୍ରାୟେଲର ପରମେଶ୍ବର ଅଟନ୍ତି। ସମାନେେ ସଦାପ୍ରଭୁଙ୍କୁ ଖାଜେିଲେ, ଆଉ ସମାନେେ ତାଙ୍କୁ ପାଇଲେ।

ଦିତୀୟ ବଂଶାବଳୀ 30:6

ତେଣୁ ବାର୍ତ୍ତାବାହକମାନେ ରାଜାଙ୍କର ପତ୍ର ନଇେ ଇଶ୍ରାୟେଲ ଓ ଯିହୁଦାର ସମସ୍ତ ଅଞ୍ଚଳକୁ ଗଲେ। ସହେି ପତ୍ର ରେ ଏହିପରି ଲଖାେଥିଲା।

ଦିତୀୟ ବଂଶାବଳୀ 33:13

ମନଃଶି ପରମେଶ୍ବରଙ୍କ ନିକଟରେ ପ୍ରାର୍ଥନା କଲେ ଓ ତାଙ୍କୁ ସାହାୟ୍ଯ କରିବା ନିମନ୍ତେ ପରମେଶ୍ବରଙ୍କୁ ଅନୁ ରୋଧ କରିବାକୁ ଲାଗିଲେ। ସଦାପ୍ରଭୁ ମନଃଶିଙ୍କ ପ୍ରାର୍ଥନା ଶୁଣିଲେ ଓ ତାଙ୍କୁ ଦୟା କଲେ। ସଦାପ୍ରଭୁ ତାଙ୍କୁ ୟିରୁଶାଲମକୁ ଓ ତାଙ୍କ ସିଂହାସନକୁ ଫରୋଇ ଆଣିଲେ। ଏହାପରେ ମନଃଶି ଜାଣିଲେ ଯେ, ସଦାପ୍ରଭୁ ପରମେଶ୍ବର ହିଁ ସତ୍ଯ ଅଟନ୍ତି।

ଆୟୁବ ପୁସ୍ତକ 22:23

ତୁମ୍ଭେ ପରମେଶ୍ବରଙ୍କ ନିକଟକୁ ଫରେିଆସ। ସର୍ବଶକ୍ତିମାନ ପରମେଶ୍ବର ତୁମ୍ଭକୁ ପୁନଃସ୍ଥାପନ କରିବେ। କିନ୍ତୁ ତୁମ୍ଭେ ତୁମ୍ଭର ଘରୁ ଦୁଷ୍ଟତା ଦୂର କର।

ଗୀତସଂହିତା 51:1

ହେ ପରମେଶ୍ବର, ଆପଣଙ୍କ ସ୍ନହପେୂର୍ଣ୍ଣ କରୁଣା ଅନୁସାରେ ମାେ ପ୍ରତି ଦୟାକର। ତୁମ୍ଭର ମହାନ କରୁଣା ଅନୁସାରେ, ମାରେ ସମସ୍ତ ପାପ କ୍ଷମା କରନ୍ତୁ।

ଗୀତସଂହିତା 66:18

ମୁଁ ୟବେେ ମାରେ ମନ ମଧ୍ୟରେ ଅଧର୍ମକୁ ଆଦର କରେ। ତବେେ ମାରେ ପ୍ରଭୁ ମାରେ କଥା ଶୁଣିବେ ନାହିଁ।

ଗୀତସଂହିତା 130:4

ହେ ସଦାପ୍ରଭୁ, ତୁମ୍ଭେ ଲୋକମାନଙ୍କୁ କ୍ଷମା କର, ସେଥିପାଇଁ ସମାନେେ ତୁମ୍ଭଙ୍କୁ ଡ଼ରନ୍ତି ଏବଂ ଉପାସନା କରନ୍ତି।

ଗୀତସଂହିତା 130:7

ହେ ଇଶ୍ରାୟେଲ, ସଦାପ୍ରଭୁଙ୍କଠାରେ ଭରସା ରଖ। ସଦାପ୍ରଭୁ ହେଉଛନ୍ତି ଜଣେ, ୟିଏକି ବିଶ୍ବାସୀ ଏବଂ ସତ୍ଯ ଅଟନ୍ତି। ତାଙ୍କଠାରେ ମୁକ୍ତି କରିବାର ଶକ୍ତି ଅଛି।

ହିତୋପଦେଶ 28:13

ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ। ମାତ୍ର ଯେଉଁ ଲୋକ ତାହା ସ୍ବୀକାର କରି ତାକୁ ପରିତ୍ଯାଗ କରେ, ସେ ଦୟା ପାଇବ।

ଯିଶାଇୟ 1:16

ତୁମ୍ଭମାନେେ ନିଜକୁ ପ୍ରକ୍ଷାଳନ କର। ନିଜକୁ ପରିଷ୍କାର କର। ମନ୍ଦ କାର୍ୟ୍ଯରୁ ନିବୃତ ହୁଅ। ମୁଁ ତୁମ୍ଭମାନଙ୍କର ସହେି ମନ୍ଦ କର୍ମ ଦେଖିବାକୁ ଇଚ୍ଛା କରେ ନାହିଁ। କୁକର୍ମରୁ ନିବୃତ୍ତ ହୁଅ।

ଯିଶାଇୟ 21:12

ପ୍ରହରି ଉତ୍ତର କଲା, ପ୍ରଭାତ ଆସୁଅଛି, ମାତ୍ର ତା'ପ ରେ ରାତ୍ରି ଆସିବ। ଯଦି ତୁମ୍ଭମାନଙ୍କର କିଛି ପଚାରିବାର ଅଛି, ତବେେ ତୁମ୍ଭମାନେେ ଫରେିଆସ ଓ ପଚାର।'

ଯିଶାଇୟ 32:7

ଆଉ ମଧ୍ଯ ଖଳ ଲୋକର ଉପାଯ ସବୁ ମନ୍ଦ। ସେ ଦରିଦ୍ରଠାରୁ ସମସ୍ତ ଅପହରଣ କରିବାକୁ ଯୋଜନା କଲେ। ସେ ଦରିଦ୍ର ଲୋକମାନଙ୍କୁ ମିଥ୍ଯା ଅଭିଯୋଗ ସାହାୟ୍ଯ ରେ ଧ୍ବଂସ କରିବାକୁ ଶପଥ ନିଏ, ଯଦିବା ସେତବେେଳେ ସହେି ଦରିଦ୍ର ଲୋକ ଯାହା କ ହେ, ତାହା ସଠିକ୍।

ଯିଶାଇୟ 40:2

ତୁମ୍ଭମାନେେ ୟିରୁଶାଲମକୁ ଦୟାପୂର୍ଣ୍ଣ ମଧୁର ବାକ୍ଯ କୁହ। ତାହାର ସଂଗ୍ରାମ ଶଷେ ହାଇେଛି ଓ ତାହାର ପାପକୁ କ୍ଷମା କରାୟାଇଛି।' ସେ ନିଜର ପାପପାଇଁ ସଦାପ୍ରଭୁଙ୍କଠାରୁ ଦୁଇଗୁଣ ଦଣ୍ଡ ପାଇଅଛି ବୋଲି ପ୍ରଚାର କର।

ଯିଶାଇୟ 43:25

ମୁଁ ଏକମାତ୍ର ପବିତ୍ର ଯେ କି ତୁମ୍ଭର ସମସ୍ତ ଦୋଷକୁ ନଥିପତ୍ରରୁ ପୋଛି ଦିଏ। ଆଉ ମଧ୍ଯ ତୁମ୍ଭର ସମସ୍ତ ପାପକୁ ମୁଁ ଭୁଲିୟାଏ। ମାରେ ଗାରିମାକୁ ରକ୍ଷା କରିବାକୁ ଏପରି କରେ।

ଯିଶାଇୟ 44:22

ମଲଘ ସଦୃଶ ତୁମ୍ଭର ପାପକୁ ଓ କୁହୁଡ଼ି ସଦୃଶ ତୁମ୍ଭର ପାପକୁ ଆମ୍ଲଭ ମାର୍ଜନା କରିଅଛୁ। ପବନସର ମଲଘ ଚାଲିଗଲା ପରି ତୁମ୍ଭର ପାପସବୁ ଦୂରୀଭୂତସହାଇଅଛି।ସତଣୁ ତୁମ୍ଲଭ ଆମ୍ଭ ନିକଟକୁସଫରିଆସ, କାରଣ ଆମ୍ଲଭ ତୁମ୍ଭକୁ ମୁକ୍ତ କରିଅଛୁ।'

ଯିଶାଇୟ 54:10

ସଦାପ୍ରଭୁ ଯେ କି ତୁମ୍ଭପ୍ରତି କରୁଣା କରିଅଛନ୍ତି କୁହନ୍ତି : ଯଦିଓ ପର୍ବତଗୁଡ଼ିକ ବିଚଳିତ ହାଇେ ଘୁଞ୍ଚିଯିବେ ; ଉପପର୍ବତଗୁଡ଼ିକ ଟଳି ପଡ଼ିବେ, ତଥାପି ଆମ୍ଭର ଦୟା ତୁମ୍ଭଠାରୁ ଦୂ ରଇେ ୟିବ ନାହିଁ କିମ୍ବା ଆମ୍ଭର ଶାନ୍ତିର ବ୍ଯବସ୍ଥା ଟଳିବ ନାହିଁ।'

ଯିଶାଇୟ 59:7

ସମାନଙ୍କେର ପାଦ ଦୁଷ୍କର୍ମ ଆଡ଼କୁ ଧାବିତ ହୁଏ ଓ ସମାନେେ ନିର୍ଦ୍ ଦୋଷ ରେ ରକ୍ତପାତ କରିବାକୁ ଅଗ୍ରସର ହୁଅନ୍ତି। ସମାନଙ୍କେର ଚିନ୍ତାସବୁ ଅଧର୍ମର ଚିନ୍ତା। ସମାନଙ୍କେ ପଥରେ ଧ୍ବଂସ ଓ ବିନାଶ ଥାଏ।

ଯିରିମିୟ 3:3

ତୁମ୍ଭର ପାପକର୍ମ ଯୋଗୁଁ ବୃଷ୍ଟି ନିବୃତ୍ତ ହାଇେଅଛି। ବସନ୍ତକାଳୀନ ବର୍ଷା ଆସି ନାହିଁ। କିନ୍ତୁ ତୁମ୍ଭେ ଜଣେ ବେଶ୍ଯାର ଭଂଗୀ ଓ ଲଜ୍ଜ୍ଯାହୀନ ଚାହାଣୀ ବଜାଯ ରଖିଛ ଓ ଲଜ୍ଜିତ ହବୋକୁ ଅସ୍ବୀକାର କରୁଛ।

ଯିରିମିୟ 3:12

ତେଣୁ ହେ ଯିରିମିୟ, ତୁମ୍ଭେ ଉତ୍ତର ଦିଗଆଡ଼େ ୟାଇ ଏହି କଥା ପ୍ରଚାର କର ଏବଂ କୁହ,

ଯିରିମିୟ 3:14

ସଦାପ୍ରଭୁ କହନ୍ତି, ହେ ବିପଥଗାମୀ ସନ୍ତାନଗଣ, ତୁମ୍ଭମାନେେ ଆମ୍ଭ ନିକଟକୁ ଫରେିଆସ, କାରଣ ଆମ୍ଭେ ତୁମ୍ଭମାନଙ୍କର ସ୍ବାମୀ। ଆମ୍ଭେ ପ୍ରତି ନଗରରୁ ଏକ ଜଣ ଓ ପ୍ରତି ଗୋଷ୍ଠୀ ମଧ୍ଯରୁ ଦୁଇଜଣ କରି ତୁମ୍ଭମାନଙ୍କୁ ସିୟୋନକୁ ଆଣିବା।

ଯିରିମିୟ 4:14

ହେ ୟିରୁଶାଲମ ନିବାସୀଗଣ ! ଉଦ୍ଧାର ପାଇବା ନିମନ୍ତେ ନିଜ ନିଜ ହୃଦଯରୁ ଅମଙ୍ଗଳକୁ ଧୋଇ ଦିଅ। ହୃଦଯକୁ ନିର୍ମଳ ଓ ପବିତ୍ର କର, ଆଉ ମନ୍ଦ କଳ୍ପନା ତୁମ୍ଭମାନଙ୍କ ମଧିଅରେ ସ୍ଥାନ ଦିଅ ନାହିଁ।

ଯିରିମିୟ 8:4

ହେ ଯିରିମିୟ, ଯିହୁଦାର ଲୋକମାନଙ୍କୁ ସଦାପ୍ରଭୁଙ୍କର ଏହି ବାକ୍ଯ କୁହ, ମନୁଷ୍ଯ ପଡ଼ିଲେ କ'ଣ ଆଉ ଉେଠ ନାହିଁ ? ବିପଥରେ ଗଲେ କ'ଣ ଆଉ ଫେ ରେ ନାହିଁ ?

ଯିରିମିୟଙ୍କ ବିଳାପ 3:40

ଆମ୍ଭମାନେେ ନିଜ ନିଜ ପଥ ଅନୁସନ୍ଧାନ ଓ ପରୀକ୍ଷା କରିବା ଓ ସଦାପ୍ରଭୁଙ୍କ ନିକଟକୁ ଫରେିବା।

ଯିହିଜିକଲ 3:18

ଯଦି ଆମ୍ଭେ ସହେି ଦୁଷ୍ଟ ଲୋକଟିକୁ କହୁଁ, 'ତୁମ୍ଭେ ନିଶ୍ଚିତ ଭାବରେ ମରିବ।' ଏବଂ ଯଦି ତୁମ୍ଭେ ସହେି ଦୁଷ୍ଟ ଲୋକର କୁକର୍ମରୁ ତା'ର ଜୀବନ ରକ୍ଷା କରିବା ପାଇଁ ସତର୍କ କରିବ ନାହିଁ, ସପରେି ଦୁଷ୍ଟ ଲୋକ ତା'ର ପାପ ପାଇଁ ମରିବ କିନ୍ତୁ ତା'ର ମୃତ୍ଯୁ ପାଇଁ ମୁଁ ତୁମ୍ଭକୁ ଦାଯୀ କରିବି।

ଯିହିଜିକଲ 18:21

ଏବଂ ଦୁଷ୍ଟ ଲୋକ ଯବେେ ପାପ ପଥରୁ ବିରତ ହୁଏ, ମାରେ ବିଧି ସକଳ ପାଳନ କରେ ଓ ନ୍ଯାଯ ଏବଂ ଧର୍ମାଚରଣ କରେ ତବେେ ସେ ନିଶ୍ଚଯ ବଞ୍ଚିବ, ସେ ମରିବ ନାହିଁ।

ଯିହିଜିକଲ 18:27

ଦୁଷ୍ଟଲୋକ ଯେତବେେଳେ ନିଜ ଦୁଷ୍ଟତାରୁ ବିରତ ହାଇେ ନ୍ଯାଯ ଓ ଧର୍ମାଚରଣ କରେ ସେତବେେଳେ ସେ ନିଜର ଜୀବନ ରକ୍ଷା କରିବ ଓ ବଞ୍ଚିବ।

ଯିହିଜିକଲ 18:31

ତୁମ୍ଭମାନେେ ତୁମ୍ଭମାନଙ୍କର ସମସ୍ତ ପାପ ଦୂର କରିଦିଅ। ନିଜର ଅନ୍ତଃକରଣ ଓ ଆତ୍ମାକୁ ନୂତନ ଭାବରେ ପ୍ରସ୍ତୁତ କର। ଆଉ ହେ ଇଶ୍ରାୟେଲ ବଂଶ, ତୁମ୍ଭମାନେେ ନିଜେ ତୁମ୍ଭମାନଙ୍କର ମୃତ୍ଯୁର କାରଣ ହୁଅ ନାହିଁ।

ଯିହିଜିକଲ 18:32

ଆମ୍ଭେ ତୁମ୍ଭର ମୃତ୍ଯୁ ଚାହୁଁ ନାହୁଁ, ଏଣୁ ଆମ୍ଭ ନିକଟକୁ ଫରେିଆସ ଓ ବଞ୍ଚି ରୁହ। ଏହା ମାରେ ପ୍ରଭୁ ସଦାପ୍ରଭୁ କହନ୍ତି।

ଯିହିଜିକଲ 33:11

ତବେେ ତୁମ୍ଭେ ସମାନଙ୍କେୁ କୁହ, 'ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଦୁଷ୍ଟର ମରଣ ରେ ଆମ୍ଭର ସନ୍ତାଷେ ନାହିଁା କିନ୍ତୁ ଦୁଷ୍ଟ ଯେପରି ନିଜ ପାପ ପଥରୁ ନିବୃତ୍ତ ହାଇେ ବଞ୍ଚେ, ସେଥି ରେ ଆମ୍ଭେ ସନ୍ତାଷେ ଲାଭ କରୁ। ତେଣୁ ତୁମ୍ଭମାନେେ ନିଜ ନିଜ କୁପଥରୁ ଫରେ ଓ ମାରେ ନିକଟବର୍ତ୍ତୀ ହୁଅ। ହେ ଇଶ୍ରାୟେଲ ବଂଶ ତୁମ୍ଭେ କାହିଁକି ମରିବ ?'

ଯିହିଜିକଲ 33:14

ଏବଂ ଯେତବେେଳେ ମୁଁ ଜଣେ ଦୁଷ୍ଟ ଲୋକକୁ କୁ ହେ, ତୁମ୍ଭେ ନିଶ୍ଚିତ ଭାବରେ ମରିବ, ଏବଂ ସେ ପାପରୁ ବିରତ ହୁଏ ଯାହା ଠିକ୍ ଓ ଯଥାର୍ଥ ତାହା କରେ,

ହୋଶେୟ 14:1

ଇଶ୍ରାୟେଲ, ତୁମ୍ଭର ପତନ ହେଲା ଏବଂ ତୁମ୍ଭେ ପରମେଶ୍ବରଙ୍କ ବିରୁଦ୍ଧ ରେ ପାପ କଲ। ତେଣୁ ତୁମ୍ଭର ପ୍ରିଯ ସଦାପ୍ରଭୁ ପରମେଶ୍ବରଙ୍କ ନିକଟକୁ ଫରେିଆସ।

ଯୂନସ 3:10

ଲୋକମାନେ ଯାହା କଲେ ପରମେଶ୍ବର ସବୁ ଦେଖିଲେ। ସମାନେେ ମନ୍ଦ କାର୍ୟ୍ଯ ବନ୍ଦ କରିବା ପରମେଶ୍ବର ଦେଖିଲେ। ତେଣୁ ସେ ତାଙ୍କର ମନ ବଦଳାଇଲେ ଏବଂ ଯାହା ଯୋଜନା କରିଥିଲେ ତାହା କଲେ ନାହିଁ। ସେ ଲୋକମାନଙ୍କୁ ଆଉ ଦଣ୍ତ ଦେଲେ ନାହିଁ।

ଯିଖରିୟ 8:17

ତୁମ୍ଭର ପ୍ରତିବେଶୀର କ୍ଷତି କରିବାକୁ ତୁମ୍ଭ ହୃଦଯ ରେ କୌଣସି ମନ୍ତ୍ରଣା କର ନାହିଁ। ମିଥ୍ଯା ଶପଥ କରିବାକୁ ଭଲ ପାଅ ନାହିଁ। କାରଣ ଆମ୍ଭେ ସହେି ସବୁକୁ ଘୃଣା କରୁ। ସଦାପ୍ରଭୁ ଏହିସବୁ କହିଲେ।

ମାଥିଉଲିଖିତ ସୁସମାଚାର 9:13

ମୁଁ ତୁମ୍ଭକୁ ଗୋଟିଏ କଥା କହିବି। ତୁମ୍ଭେ ଯାଇ ବୁଝ ଯେ ଏହି ଶାସ୍ତ୍ର ବାକ୍ଯର ଅର୍ଥ କ'ଣ: 'ମୁଁ ପଶୁବଧ ଚା ହେଁ ନାହିଁ। ମୁଁ ଲୋକମାନଙ୍କ ଭିତ ରେ ଦୟାଭାବ ଗ୍ଭ ହେଁ।' ମୁଁ ଧାର୍ମିକ ଲୋକଙ୍କୁ ଡାକିବାକୁ ଆସି ନାହିଁ। ମୁଁ ପାପୀ ଲୋକଙ୍କୁ ଡାକିବାକୁ ଆସିଛି।

ମାଥିଉଲିଖିତ ସୁସମାଚାର 15:18

କିନ୍ତୁ ଜଣେ ଲୋକ ଯେଉଁ ମନ୍ଦ କଥା ପାଟି ରେ କ ହେ, ତାହା ପ୍ରକୃତ ରେ ତା'ର ମନ ଭିତରୁ ଆସିଥାଏ। ଏହା ଲୋକକୁ ଅପବିତ୍ର କରିଥାଏ।

Interlinear

Choose Theme