Home Bibles ଯିଶାଇୟ 57:21 · ଓଡ଼ିଆ ବାଇବେଲ
ଯିଶାଇୟ 57:21 · ଓଡ଼ିଆ ବାଇବେଲ

ଆମ୍ଭର ପରମେଶ୍ବର କୁହନ୍ତି ; ଦୁଷ୍ଟମାନଙ୍କର କିଛି ହିଁ ଶାନ୍ତି ନାହିଁ।'

Cross references

ଦିତୀୟ ରାଜାବଳୀ 9:22

ୟୋରାମ ଯହେୂଙ୍କୁ ଦେଖି ପଚାରିଲେ, ହେ ଯହେୂ, ତୁମ୍ଭେ ଶାନ୍ତର ସହିତ ଆସିଛ ତ?

ଯିଶାଇୟ 3:11

ମାତ୍ର ଦୁରାଚାରୀମାନଙ୍କ ପାଇଁ ଏହା ଅତି ମନ୍ଦଫଳ ହବେ। ସମାନଙ୍କେୁ ବହୁକଷ୍ଟ ଆସିବ। ସମାନେେ ସମାନଙ୍କେର କୁକର୍ମ ଯୋଗୁଁ ଦଣ୍ଡିତ ହବେେ।

ଯିଶାଇୟ 48:22

ମାତ୍ର ସଦାପ୍ରଭୁ କୁହନ୍ତି, ଦୁଷ୍ଟ ଲୋକମାନଙ୍କର ଶାନ୍ତି ନାହିଁ।

ଯିଶାଇୟ 59:8

ସମାନେେ ଶାନ୍ତିର ପଥ ଜାଣନ୍ତି ନାହିଁ ଓ ସମାନଙ୍କେର ମାର୍ଗ ରେ ନ୍ଯାଯ ବିଚାର ନ ଥାଏ। ସମାନେେ ନିଜ ପାଇଁ କୁଟିଳ ପଥ ସୃଷ୍ଟି କରିଛନ୍ତି, ଯେ କହେି ସହେି ପଥରେ ଗମନ କରେ, ସେ ଶାନ୍ତି ପାଏ ନାହିଁ।

ରୋମୀୟଙ୍କ ପ୍ରତି ପତ୍ର 3:16

ସମାନେେ ବିନାଶ କରିବା ଓ କ୍ଲେଶ ଦବୋ ପାଇଁ ସର୍ବତ୍ର ଯାଆନ୍ତି।

Interlinear

Choose Theme