Home Bibles ☰ Books ଯିଶାଇୟ 57:4 · ଓଡ଼ିଆ ବାଇବେଲ
ଯିଶାଇୟ 57:4 · ଓଡ଼ିଆ ବାଇବେଲ

ତୁମ୍ଭମାନେେ କାହାକୁ ଉପହାସ କରୁଅଛ ? ତୁମ୍ଭମାନେେ କାହା ଆଡ଼େ ମୁଖ ମଲୋଇ ଜିହ୍ବା ବାହାର କରୁଅଛ ? ତୁମ୍ଭମାନେେ କ'ଣ ଅଧର୍ମାଚାରୀର ସନ୍ତାନ ଓ ଅନାଚାର ବଂଶ ନୁହଁ ?

Cross references

ଯାତ୍ରା ପୁସ୍ତକ 9:17

ତଥାପି ମଧ୍ଯ ତୁମ୍ଭେ ମାରେ ଲୋକମାନଙ୍କ ବିରୁଦ୍ଧାଚରଣ କରୁଛ। ତୁମ୍ଭେ ମାରେ ଲୋକମାନଙ୍କୁ ମୁକ୍ତ କରୁନାହଁ।

ଯାତ୍ରା ପୁସ୍ତକ 16:7

ଆସନ୍ତାକାଲି ପ୍ରଭାତ ରେ ତୁମ୍ଭମାନେେ ପରମେଶ୍ବରଙ୍କର ମହିମା ଦେଖିବ। ସଦାପ୍ରଭୁ ତୁମ୍ଭମାନଙ୍କର ଅଭିଯୋଗ ଶୁଣିଛନ୍ତି, ଯାହା ତୁମ୍ଭମାନେେ ଆମ୍ଭ ବିରୁଦ୍ଧ ରେ କଲ। କିନ୍ତୁ ଆମ୍ଭମାନେେ କିଏ? ପ୍ରକୃତ ରେ ତୁମ୍ଭେ ଆମ୍ଭମାନଙ୍କ ବିରୁଦ୍ଧ ରେ ଆପତ୍ତି କରୁନାହଁ, ମାତ୍ର ସଦାପ୍ରଭୁଙ୍କ ବିରୁଦ୍ଧ ରେ ଆପତ୍ତି କରୁଅଛ।

ଗଣନା ପୁସ୍ତକ 16:11

ତୁମ୍ଭେ ଓ ତୁମ୍ଭର ଅନୁଗାମୀଗଣ ଦଳ ବାନ୍ଧି ସଦାପ୍ରଭୁଙ୍କ ବିରୁଦ୍ଧ ରେ ୟାଇଅଛ। ହାରୋଣ କିଛି ଅବିଧି କରିନାହାଁନ୍ତି। ମାତ୍ର ତୁମ୍ଭମାନେେ ତାଙ୍କର ବିପକ୍ଷ ରେ ଅଭିଯୋଗ କରିଅଛ।

ଯିହୋଶୂୟ 10:21

ୟକ୍ସ୍ଟଦ୍ଧପରେ ଯିହାଶୂେୟ ଓ ଇଶ୍ରାୟେଲର ସମସ୍ତ ଲୋକ ମକ୍କଦୋ ଛାଉଣୀକକ୍ସ୍ଟ ଫରେି ଆସିଲେ। କିନ୍ତୁ ସେ ଦେଶ ରେ କୌଣସି ଲୋକ ଇଶ୍ରାଯୋଲ ଲୋକମାନଙ୍କ ବିରକ୍ସ୍ଟଦ୍ଧ ରେ କିଛି କହିବାକକ୍ସ୍ଟ ସାହସ କଲେ ନାହିଁ।

ବିଚାରକର୍ତାମାନଙ୍କ ବିବରଣ 16:25

ଅତି ଆନନ୍ଦିତ ହାଇେ ସମାନେେ କହିଲେ, ଶାମ୍ଶାେନ୍ଙ୍କକ୍ସ୍ଟ ତା'ର କୋଠରୀକକ୍ସ୍ଟ ଆଣ, ସେ ଆମ୍ଭମାନଙ୍କ ସମ୍ମକ୍ସ୍ଟଖ ରେ କୌତକ୍ସ୍ଟକ କରିବ। ତେଣୁ ସମାନେେ ଶାମ୍ଶାେନ୍ଙ୍କକ୍ସ୍ଟ କାରାଗାରରକ୍ସ୍ଟ ବାହାରକକ୍ସ୍ଟ ଆଣିଲେ। ସେ ସମାନଙ୍କେ ଆଗ ରେ ତାହା କଲା ଓ ସମାନେେ ତା'ର ପରିହାସ କଲେ। ଆଉ ସମାନେେ ତାକକ୍ସ୍ଟ ଦାଗୋନ୍ ମନ୍ଦିରର ଦକ୍ସ୍ଟଇ ସ୍ତମ୍ଭ ମଧିଅରେ ଠିଆ କରାଇଲେ।

ଦିତୀୟ ବଂଶାବଳୀ 36:16

କିନ୍ତୁ ଲୋକମାନେ ପରମେଶ୍ବରଙ୍କ ଦୂତମାନଙ୍କୁ ପରିହାସ କଲେ। ସମାନେେ ପରମେଶ୍ବରଙ୍କ ବାର୍ତ୍ତାକୁ ଘୃଣା କଲେ। ସମାନେେ ପରମେଶ୍ବରଙ୍କର ଭବିଷ୍ଯତ୍ବକ୍ତାଙ୍କୁ ଏପରି ପରିହାସ କଲେ, ଯେପର୍ୟ୍ଯନ୍ତ ପରମେଶ୍ବର ତାହାଙ୍କ ଲୋକମାନଙ୍କ ପ୍ରତି କୋରଧ କରି ନାହାନ୍ତି। ତାକୁ ପ୍ରଶମିତ କରିବା ନିମନ୍ତେ କୌଣସି ବିଷଯ ନ ଥିଲା।

ଆୟୁବ ପୁସ୍ତକ 16:9

ପରମେଶ୍ବର ମାେତେ ଆକ୍ରମଣ କରିଛନ୍ତି। ସେ ମାେ ଉପରେ କୋପ କରିବାକୁ ମାରେ ଶରୀର ଲୋତକରେ ଭିଜି ୟାଇଛି। ପରମେଶ୍ବର ମାେ ବିରୁଦ୍ଧ ରେ ତାଙ୍କ ଦାନ୍ତ ରଗଡ଼ନ୍ତି। ମାରେ ଶତ୍ରୁ ମାେତେ ଘୃଣା ଚକ୍ଷୁ ରେ ଦେଖନ୍ତି।

ଗୀତସଂହିତା 22:7

ପ୍ରେତ୍ୟକକ ୟିଏ ମାେତେ ଦେଖେ ସମାନେେ ମାରେ ପରିହାସ କରନ୍ତି। ସମାନେେ ଓଷ୍ଠ ଲମ୍ବାଇ ମୁଣ୍ଡ ହଲାନ୍ତି।

ଗୀତସଂହିତା 22:13

ସମାନେେ ମୁଖ ମଲୋଇ ରହିଛନ୍ତି ସତେ ୟମେିତି ଏକ ସିଂହ ତା'ର ଶିକାର ପଶୁକୁ ଆଗରେ ଦେଖି ଗର୍ଜ୍ଜନ କରେ।

ଗୀତସଂହିତା 22:17

ମାରେ ପଞ୍ଜରା ସବୁ ଗଣି ହାଇେ ଯାଉଛି ଓ ସହେି ଲୋକମାନେ ମାେ ଆଡ଼କୁ କ୍ରୁର ଦୃଷ୍ଟିରେ ଚାହୁଁଛନ୍ତି।

ଗୀତସଂହିତା 35:21

ମାରେ ଶତ୍ରୁମାନେ ମାେ ବିରୁଦ୍ଧରେ ମନ୍ଦ କଥାମାନ କହନ୍ତି। ସମାନେେ ମିଛରେ କହନ୍ତି, ଆମ୍ଭେ ଜାଣୁ ତୁମ୍ଭେ କ'ଣ କରୁଛ।

ଗୀତସଂହିତା 69:12

ସମାନେେ, ସର୍ବସାଧାରଣ ସ୍ଥାନରେ ମାରେ ଚର୍ଚ୍ଚା କରୁଛନ୍ତି ଏବଂ ମଦୁଆମାନେ ମାେ ବିଷଯରେ ତାଚ୍ଛଲ୍ଯଭରା ଗୀତ ଗାଉଛନ୍ତି।

ଯିଶାଇୟ 1:4

ଇଶ୍ରାୟେଲ ଗୋଷ୍ଠୀ ପାପ ରେ ପରିପୂର୍ଣ୍ଣ। ସମାନେେ ଅଧର୍ମ ଓ ପାପ ରେ ଭାରାକ୍ରାନ୍ତ। ସମାନେେ ଏକ ଭ୍ରଷ୍ଟାଚାରୀ ବଂଶ ଦୁଷ୍କର୍ମକାରୀ ସନ୍ତାନଗଣ। ସମାନେେ ସଦାପ୍ରଭୁଙ୍କୁ ପରିତ୍ଯାଗ କରିଛନ୍ତି। ସମାନେେ ଇଶ୍ରାୟେଲର ପବିତ୍ର ପୁରୁଷଙ୍କୁ ଅବଜ୍ଞା କରିଛନ୍ତି। ସମାନେେ ତାଙ୍କୁ ଜଣେ ଅଜଣାବ୍ଯକ୍ତି ପରି ବ୍ଯବହାର କରିଛନ୍ତି ଓ ଛାଡ଼ି ଚାଲିୟାଇଛନ୍ତି।

ଯିଶାଇୟ 10:15

ଗୋଟିଏ କୂରାଢ଼ି କ'ଣ ତା'ର ଛଦନକେର୍ତ୍ତାଠାରୁ ଅଧିକ ଶକ୍ତିଶାଳୀ ହାଇପୋରିବ କି ? କରତ କ'ଣ କରତିଯର ବିରୁଦ୍ଧ ରେ କିଛି କରିପାରିବ ନାହିଁ। ମାତ୍ର ଅଶୂର ପରମେଶ୍ବରଙ୍କଠାରୁ ଅଧିକ ଶକ୍ତିଶାଳୀ ବୋଲି ଭାବୁଛି। ଏହା ଯେପରି ଗୋଟିଏ ୟଷ୍ଟି ନିଜକୁ ୟଷ୍ଟିଧାରୀଠାରୁ ଅଧିକ ବଡ଼ ବୋଲି ମନେ କରେ।

Interlinear

Choose Theme