Home Bibles ଯିଶାଇୟ 6:1 · ଓଡ଼ିଆ ବାଇବେଲ
ଯିଶାଇୟ 6:1 · ଓଡ଼ିଆ ବାଇବେଲ

ଯିହୁଦାର ରାଜା ଉଷିୟଙ୍କ ମୃତ୍ଯୁବର୍ଷ ରେ ମୁଁ ମାରେପ୍ରଭୁଙ୍କୁ ଦର୍ଶନ କରିବାକୁ ସକ୍ଷମ ହଲିେ। ସେ ଏକ ଉନ୍ନତ୍ତ ଓ ଚମତ୍କାର ସିଂହାସନ ଉପ ରେ ଉପବିଷ୍ଟ ହାଇେଥିଲେ। ତାଙ୍କର ରାଜ ପୋଷାକର ଅଞ୍ଚଳ ମନ୍ଦିରକୁ ବେଷ୍ଟନ କରିଥିଲା।

Cross references

ଯାତ୍ରା ପୁସ୍ତକ 24:9

ମାଶାେ, ହାରୋଣ, ନାଦବ୍, ଅବୀହୂ ଏବଂ ଇଶ୍ରାୟେଲର ସତୁରି ଜଣ ପ୍ରଚୀନବର୍ଗ ପର୍ବତ ଆରୋହଣ କଲେ।

ଯାତ୍ରା ପୁସ୍ତକ 24:10

ଏବଂ ସମାନେେ ଇଶ୍ରାୟେଲର ପରମେଶ୍ବରଙ୍କୁ ଦେଖିଲେ। ପର୍ବତ ଉପରେ ତାଙ୍କ ପାଦତଳେ ରାସ୍ତା ଉଜ୍ଜଳ ନୀଳକାନ୍ତମଣି ନିର୍ମିତ କାର୍ୟ୍ଯ ତୁଲ୍ଯ ଓ ନିର୍ମଳତା ରେ ଠିକ୍ ନୀଳ ଆକାଶ ପରି ଥିଲା।

ଗଣନା ପୁସ୍ତକ 12:8

ମୁଁ ତା ସହିତ ଦର୍ଶନ କିମ୍ବା ନିଦର୍ଶନ ବାକ୍ଯ ରେ ନୁହେଁ, ମାତ୍ର ସମ୍ମୁଖା-ସମ୍ମୁଖୀ ହାଇେ ପ୍ରକାଶ୍ଯ ଭାବରେ ତା ସହିତ କଥା କ ହେ। ସେ ସଦାପ୍ରଭୁଙ୍କର ଆକାର ଦର୍ଶନ କରେ। ତାଙ୍କ ବିରୁଦ୍ଧ ରେ କଥା କହିବାକୁ ତୁମ୍ଭମାନେେ କାହିଁକି ଭୀତ ହେଲ ନାହିଁ?

ପ୍ରଥମ ରାଜାବଳୀ 8:10

ଯାଜକମାନେ ସଦାପ୍ରଭୁଙ୍କ ନିଯମ ସିନ୍ଦୁକ ମହାପବିତ୍ର ସ୍ଥାନ ରେ ରଖି ସାରିଲା ପରେ ବାହାରି ଆସିଲେ, ଏବଂ ସଦାପ୍ରଭୁଙ୍କ ମନ୍ଦିର ମେଘ ରେ ପରିପୂର୍ଣ ଥିଲା।

ପ୍ରଥମ ରାଜାବଳୀ 8:11

ଯାଜକମାନେ ସଦାପ୍ରଭୁଙ୍କ ସବୋ କରିପାରିଲେ ନାହିଁ କାରଣ ମନ୍ଦିରଟି ମେଘ ରେ ପରିପୂର୍ଣ ଥିଲା ଓ ସଦାପ୍ରଭୁଙ୍କ ମହିମା ରେ ପୂର୍ଣ ହାଇେଥିଲା।

ପ୍ରଥମ ରାଜାବଳୀ 22:19

ପୁଣି ମୀଖାଯ କହିଲେ, ତୁମ୍ଭେ ସଦାପ୍ରଭୁଙ୍କ ବାକ୍ଯ ଶୁଣ, ମୁଁ ଦେଖିଲି ସଦାପ୍ରଭୁ ତାଙ୍କ ସିଂହାସନ ରେ ଉପବିଷ୍ଟ ଓ ତାଙ୍କର ଦକ୍ଷିଣ ଓ ବାମ ହସ୍ତ ରେ ତାହାଙ୍କ ନିକଟରେ ସ୍ବର୍ଗୀଯ ଦୂତମାନେ ଉଭା ହାଇେଛନ୍ତି।

ଦିତୀୟ ରାଜାବଳୀ 15:7

ଅସରିଯଙ୍କର ମୃତ୍ଯୁ ହେଲା ଓ ସେ ତାଙ୍କର ପୂର୍ବପୁରୁଷଗଣଙ୍କ ସହିତ ଦାଉଦ ନଗର ରେ କବର ପାଇଲେ। ଅସରିଯଙ୍କର ମୃତ୍ଯୁପରେ, ଯୋଥମ ଅସରିଯଙ୍କ ପୁତ୍ର ନୂତନ ରାଜାରୂପେ ପରିଚିତ ହେଲେ।

ଦିତୀୟ ବଂଶାବଳୀ 26:22

ଉଷିୟ ଅନ୍ୟ ଯେଉଁ ସମସ୍ତ କାର୍ୟ୍ଯ କରିଥିଲେ, ସହେିସବୁ ଆରମ୍ଭରୁ ଶଷେ ପର୍ୟ୍ଯନ୍ତ ଆମାେସ୍ଙ୍କ ପୁତ୍ର ଭବିଷ୍ଯତ୍ବକ୍ତା ଯିଶାଇୟଙ୍କ ପୁସ୍ତକରେ ଲଖାେ ୟାଇଅଛି।

ଦିତୀୟ ବଂଶାବଳୀ 26:23

ଉଷିୟ ମୃତ୍ଯୁବରଣ କଲେ ଓ ତାଙ୍କର ପୂର୍ବପୁରୁଷମାନଙ୍କ ନିକଟରେ କବର ପାଇଲେ। ଉଷିୟ ରାଜାମାନଙ୍କ କବରସ୍ଥାନ ନିକଟସ୍ଥ କ୍ଷତେ ରେ କବର ପାଇଲେ। କାହିଁକି ? କାରଣ ଲୋକମାନେ କହିଲେ, ଉଷିୟଙ୍କଠା ରେ କୁଷ୍ଠରୋଗ ଥିଲା। ଆଉ ୟୋଥମ୍ ଉଷିୟଙ୍କ ସ୍ଥାନ ରେ ନୂତନ ରାଜା ହେଲେ। ୟୋଥମ୍ ଉଷିୟଙ୍କ ପୁତ୍ର ଥିଲେ।

ଆୟୁବ ପୁସ୍ତକ 42:5

ହେ ସଦାପ୍ରଭୁ, ଅତୀତ ରେ ମୁଁ ତୁମ୍ଭ ବିଷଯ ରେ ଶୁଣିଥିଲି। କିନ୍ତୁ ଆଜି ମୁଁ ସ୍ବଚକ୍ଷୁ ରେ ତୁମ୍ଭକୁ ଦେଖିଲି।

ଗୀତସଂହିତା 46:10

ପରମେଶ୍ବର କହନ୍ତି, ୟୁଦ୍ଧ ବନ୍ଦ କର, ମନରେଖ ମୁଁ ହେଉଛି ପରମେଶ୍ବର। ମୁଁ ରାଜ୍ଯମାନଙ୍କୁ ପରାସ୍ତ କରିଛି। ପୃଥିବୀକୁ ମୁଁ ନିଯନ୍ତ୍ରଣ କଲେ।

ଗୀତସଂହିତା 108:5

ପରମେଶ୍ବର, ତୁମ୍ଭର ମହାନତାକୁ ଆକାଶ ମଣ୍ତଳରେ ଦଖାେଅ। ତୁମ୍ଭର ମହିମା ସାରା ପୃଥିବୀକୁ ଦେଖିବାକୁ ଦିଅ।

ଗୀତସଂହିତା 113:5

କୌଣସ ଲୋକ ଆମ୍ଭର ସଦାପ୍ରଭୁ ପରମେଶ୍ବରଙ୍କ ତୁଲ୍ଯ ନୁହେଁ। ପରମେଶ୍ବର ଆକାଶର ଉର୍ଦ୍ଧ୍ବରେ ବିଦ୍ଯମାନ।

ଯିଶାଇୟ 1:1

ଆମାେସଙ୍କର ପୁତ୍ର ଯିଶାଇୟଙ୍କର ଦର୍ଶନ, ପରମେଶ୍ବର ଯିହୁଦା ଓ ୟିରୁଶାଲମର ଯାହାସବୁ ଘଟିଥିଲା ସେସବୁ ଯିଶାଇୟଙ୍କୁ ଦଖାଇେଲେ ଉଷିୟ, ଯୋଥମ୍, ଆହସ୍ ଓ ହିଜକିଯଙ୍କ ରାଜତ୍ବ କାଳ ରେ ଯିହୁଦା ରେ ଯାହାସବୁ ଘଟିଥିଲା ଯିଶାଇୟ ଦର୍ଶନ କଲେ।

ଯିଶାଇୟ 12:4

ତା'ପ ରେ ତୁମ୍ଭେ କହିବ, ସଦାପ୍ରଭୁଙ୍କର ପ୍ରଶଂସା କର। ତାହାଙ୍କ ନାମ ରେ ପ୍ରାର୍ଥନା କର। ସେ ଯେଉଁ ମହାନ୍ କାର୍ୟ୍ଯ କରିଛନ୍ତି, ସେଥିପାଇଁ ସମସ୍ତ ଗୋଷ୍ଠୀ ଆଗ ରେ ତାଙ୍କର ପ୍ରଶଂସା କର।'

ଯିଶାଇୟ 57:15

କାରଣ ଯେ ଅନନ୍ତକାଳ ନିବାସୀ, ଯାହାଙ୍କର ନାମ ପରମେଶ୍ବର, ସହେି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କୁହନ୍ତି ; ଆମ୍ଭେ ଉର୍ଦ୍ଧ୍ବ ଓ ପବିତ୍ର ସ୍ଥାନ ରେ ବାସ କରୁ। ଆଉ ମଧ୍ଯ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନିମ୍ରମନା ଲୋକଙ୍କ ସହିତ ହିଁ ବାସ କରୁ।

ଯିଶାଇୟ 66:1

ସଦାପ୍ରଭୁ ଏହିକଥା କୁହନ୍ତି, ସ୍ବର୍ଗ ଆମ୍ଭର ସିଂହାସନ ଓ ପୃଥିବୀ ଆମ୍ଭର ପାଦପୀଠ। ତୁମ୍ଭମାନେେ ଆମ୍ଭପାଇଁ କି ପ୍ରକାର ଗୃହ ନିର୍ମାଣ କରିପାରିବ ଓ କେଉଁ ପ୍ରକାର ସ୍ଥାନ ଆମ୍ଭର ବିଶ୍ରାମସ୍ଥଳ ହବେ ?

ଯିହିଜିକଲ 1:1

ମୁଁ ବୂଷିର ପୁତ୍ର ଯାଜକ ଯିହିଜିକଲ।

ଯିହିଜିକଲ 1:25

ଏବଂ ଯେତବେେଳେ ସମାନେେ ଗତି ବନ୍ଦ କଲେ, ସମାନେେ ସମାନଙ୍କେର ପକ୍ଷ ସଙ୍କୁଚିତ କଲେ ଓ ସେତବେେଳେ ସମାନଙ୍କେ ମସ୍ତକର ଉପରିସ୍ଥ ଆସ୍ତରଣ ଉପ ରେ ଏକ ଶବ୍ଦ ଶୁଣାଗଲା।

ଯିହିଜିକଲ 10:1

ସେତବେେଳେ ମୁଁ ଉପରକୁ ଚାହିଁଲି ଓ ଦେଖିଲି କିରୂବଦୂତମାନଙ୍କର ମସ୍ତକର ଉପରିସ୍ଥ ଶୂନ୍ଯମଣ୍ଡଳ ରେ ନୀଳକାନ୍ତ ମଣି ସଦୃଶ ଏକ ସିଂହାସନର ଆକୃତି ସମାନଙ୍କେ ଉପ ରେ ଦଖାଗେଲା।

ଦାନିଏଲ 7:9

ମୁଁ ଗୋଟିଏ ସିଂହାସନ ସ୍ଥାପିତ ହେଉଥିବାର ଦେଖିଲି। ଅତି ବୃଦ୍ଧାଲୋକ ସହେି ଉପ ରେ ବସିଲେ। ତାଙ୍କର ବସ୍ତ୍ର ହିମତୁଲ୍ଯ ଶୁକ୍ଲବର୍ଣ୍ଣ ଓ ତାଙ୍କର ମସ୍ତକର କେଶ ମଷେଲୋମ ସଦୃଶ ଶୁଭ୍ର ଥିଲା। ତାଙ୍କର ସିଂହାସନ ଅଗ୍ନିମଯପରି ଓ ସିଂହାସନର ଚକସବୁ ଜ୍ବଳନ୍ତା ଅଗ୍ନି ଶିଖା, ସଦୃଶ ଥିଲା।

ମାଥିଉଲିଖିତ ସୁସମାଚାର 25:31

ମନୁଷ୍ଯପୁତ୍ର ପୁଣି ଥରେ ଆସିବେ। ସେ ତାହାଙ୍କର ମହିମା ସହିତ ଆସିବେ। ତାହାଙ୍କ ସହିତ ସମସ୍ତ ସ୍ବର୍ଗଦୂତ ମାନେ ଆସିବେ। ସେ ରାଜା ହବେେ ଏବଂ ତାହାଙ୍କର ମହାନ ସିଂହାସନ ଉପରେ ବସିବେ।

ଯୋହନଲିଖିତ ସୁସମାଚାର 1:18

ପରମେଶ୍ବରଙ୍କୁ କୌଣସି ଲୋକ କବେେ ଦେଖି ନାହିଁ, କିନ୍ତୁ ଏକ ମାତ୍ର ପୁତ୍ର ଯୀଶୁ ହେଉଛନ୍ତି ପରମେଶ୍ବର। ସେ ପରମପିତାଙ୍କର ଅତି ନିକଟତମ। ପରମେଶ୍ବର କିପରି ଅଟନ୍ତି, ଏହା ପୁତ୍ର ଆମ୍ଭକୁ ଦଖାଇେ ଦଇେଛନ୍ତି।

ଯୋହନଲିଖିତ ସୁସମାଚାର 12:41

ୟିଶାଇୟ ଏକଥା କହିଥଲେେ, କାରଣ ସେ ପ୍ରଭୁଙ୍କର ଗୌରବ ଦେଖିଥିଲେ। ତେଣୁ ସେ ତାହାଙ୍କ (ଯୀଶୁଙ୍କ) ବିଷୟ ରେ ଏହା କହିଲେ।

ଏଫିସୀୟଙ୍କ ପ୍ରତି ପତ୍ର 1:20

ଏହି ଶକ୍ତି ହେଉଛି ସହେି ଶକ୍ତି, ଯେଉଁ ଶକ୍ତି ବଳ ରେ ପରମେଶ୍ବର ଖ୍ରୀଷ୍ଟଙ୍କୁ ମୃତ୍ଯୁରୁ ପୁନରୁତ୍ଥିତ କରିଥିଲେ। ସ୍ବର୍ଗ ରାଜ୍ଯ ରେ ପରମେଶ୍ବର ଖ୍ରୀଷ୍ଟଙ୍କୁ ତାହାଙ୍କ ଡ଼ାହାଣ ପଟ ରେ ବସାଇ ଅଛନ୍ତି।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 6:16

ପରମେଶ୍ବର ଅମର ଅଟନ୍ତି। ପରମେଶ୍ବର ଏତେ ଉଜ୍ଜ୍ବଳ ପ୍ରକାଶ ମଧିଅରେ ବାସ କରନ୍ତି ଯେ ଲୋକେ ତାହା ପାଖକୁ ଯାଇ ପାରନ୍ତି ନାହିଁ। କହେି କବେେ ହେଲେ ପରମେଶ୍ବରଙ୍କୁ ଦେଖି ନାହିଁ। କହେି କବେେ ହେଲେ ପରମେଶ୍ବରଙ୍କୁ ଦେଖି ନାହିଁ। କହେି କବେେ ପରମେଶ୍ବରଙ୍କୁ ମଧ୍ଯ ଦେଖି ପାରିବେ ନାହିଁ। ପରମେଶ୍ବରଙ୍କ ଗୌରବ ଓ ଶକ୍ତି ଅନନ୍ତକାଳ ପର୍ୟ୍ଯନ୍ତ ପ୍ରକାଶ ପାଉ। ଆମେନ୍।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:21

ଯେ ବିଜଯୀ ହୁଏ, ମୁଁ ତାହାକୁ ମାେ ସହିତ ସିଂହାସନ ରେ ବସାଇବି। ଯେପରି ମୁଁ ବିଜଯୀ ହାଇେ ମାରେ ପରମପିତାଙ୍କ ସହ ତାହାଙ୍କ ସିଂହାସନ ରେ ବସିଥିଲି, ସେ ସହେିପରି ମାେ ସହିତ ବସିବ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 4:2

ତତ୍କ୍ଷଣାତ୍ ଆତ୍ମା ମାେତେ ତାହାଙ୍କ ଅଧୀନକୁ ନଇଗେଲେ। ସ୍ବର୍ଗ ରେ ମାେ ସମ୍ମୁଖ ରେ ଗୋଟିଏ ସିଂହାସନ ଥିଲା। ସହେି ସିଂହାସନ ରେ ଜଣେ ବସିଥିଲେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 4:10

ଚବିଶଜଣ ପ୍ରାଚୀନ ବ୍ଯକ୍ତି ସିଂହାସନ ରେ ବସିଥିବା ସହେି ବ୍ଯକ୍ତିଙ୍କ ସମ୍ମୁଖ ରେ ମୁଣ୍ଡ ନୁଆଁଇ ତାହାଙ୍କୁ ପ୍ରଣାମ କରନ୍ତି। ସମାନେେ ତାହାଙ୍କ ସମ୍ମୁଖ ରେ ନିଜର ମୁକୁଟ ରଖି କହନ୍ତି :

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 5:1

ତା'ପରେ ମୁଁ ସିଂହାସନ ରେ ବସିଥିବା ସହେି ବ୍ଯକ୍ତିଙ୍କର ଦକ୍ଷିଣ ହସ୍ତ ରେ ଗୋଟିଏ ଚର୍ମପତ ର ଥିବାର ଦେଖିଲି। ସହେି ଚର୍ମପତ୍ରଟିର ଉଭୟ ପଟେ ଲଖାେ ହାଇେଥିଲା। ସହେି ଚର୍ମପତ୍ରଟି ସାତାଟେି ମୁଦ୍ରା ରେ ବନ୍ଦ କରାଯାଇଥିଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 5:7

ସହେି ମଷେଶାବକ ସିଂହାସନ ରେ ବସିଥିବା ବ୍ଯକ୍ତିଙ୍କ ପାଖକୁ ଯାଇ ତାହାଙ୍କ ଦକ୍ଷିଣହସ୍ତରୁ ଚର୍ମପତ୍ର ନେଲେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6:16

ଲୋକମାନେ ପର୍ବତ ଓ ଶିଳାଗୁଡ଼ିକୁ କହିଲେ, “ଆମ୍ଭ ଉପରେ ଖସି ପଡ଼। ସିଂହାସନରେ ଯିଏ ବସିଛନ୍ତି, ତାହାଙ୍କ ସମ୍ମୁଖରୁ ଓ ମେଷଶାବକଙ୍କ କ୍ରୋଧରୁ ଆମ୍ଭମାନଙ୍କୁ ଲୁଗ୍ଭଅ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7:15

ତେଣୁ ଏହି ଲୋକମାନେ ପରମେଶ୍ବରଙ୍କର ସିଂହାସନ ସମ୍ମୁଖ ରେ ଅଛନ୍ତି। ସମାନେେ ଦିନରାତି ପରମେଶ୍ବରଙ୍କର ମନ୍ଦିର ରେ ତାହାଙ୍କର ଉପାସନା କରନ୍ତି। ସିଂହାସନ ରେ ବସିଥିବା ଜଣେ ବ୍ଯକ୍ତି ସମାନଙ୍କେୁ ସୁରକ୍ଷା ପ୍ରଦାନ କରିବେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 15:8

ସହେି ମନ୍ଦିର ପରମେଶ୍ବରଙ୍କ ଗୌରବ ଓ କ୍ଷମତାର ଧୂଆଁ ରେ ଭର୍ତ୍ତି ହାଇଗେଲା। ସାତଜଣ ଦୂତଙ୍କର ସାତାଟେି ମହାମାରୀ ଶଷେ ନ ହବୋ ପର୍ୟ୍ଯନ୍ତ କୌଣସି ଲୋକ ମନ୍ଦିର ରେ ପ୍ରବେଶ କରିପାରିଲେ ନାହିଁ।

Interlinear

Choose Theme