ପୁଣି ସମାନଙ୍କେ ବଂଶ ଅନ୍ୟ ଦେଶୀଯମାନଙ୍କ ମଧିଅରେ ଓ ସମାନଙ୍କେ ସନ୍ତାନଗଣ ଗୋଷ୍ଠୀମାନଙ୍କ ମଧିଅରେ ବିଖ୍ଯାତ ହବେେ। ସମାନେେ ସଦାପ୍ରଭୁଙ୍କର ଆଶୀର୍ବାଦପ୍ରାପ୍ତ ବଂଶ ବୋଲି ସମାନଙ୍କେୁ ଦେଖିବା ଲୋକ ସମସ୍ତେ ସ୍ବୀକାର କରିବେ।
Cross references
ପୃଥିବୀର ସମସ୍ତ ଜାତି ତୁମ୍ଭର ବଂଶଧରମାନଙ୍କ ଦ୍ବାରା ଆଶୀର୍ବାଦ ପ୍ରାପ୍ତ ହବେେ। ଆମ୍ଭେ ଏପରି କରିବୁ କାରଣ ତୁମ୍ଭେ ମାରେ ବାକ୍ଯ ମାନିଅଛ।
କିନ୍ତୁ ପରମେଶ୍ବର ବିଲିଯମକୁ କହିଲେ, ତୁମ୍ଭେ ସମାନଙ୍କେ ସହିତ ୟିବା ଉଚିତ୍ ନୁହଁ, ତୁମ୍ଭେ ସହେି ଲୋକମାନଙ୍କୁ ଅଭିଶାପ ଦବୋ ଉଚିତ୍ ନୁହଁ। କାରଣ ଇଶ୍ରାୟେଲ ମାରେ ଦ୍ବାରା ଆଶୀର୍ବାଦ ପ୍ରାପ୍ତ ହାଇେଅଛି।
ସଦାପ୍ରଭୁ ତୁମ୍ଭକୁ ଓ ତୁମ୍ଭ ସନ୍ତାନମାନଙ୍କୁ ଅଧିକରୁ ଅଧିକ ବୃଦ୍ଧି କରନ୍ତୁ।
'ଆମ୍ଲଭ ତୃଷିତ ଭୂମି ଉପସର ଜଳ ଓ ଶୁଷ୍କ ଭୂମି ଉପସର ଜଳଲଷାର୍ତ ଢ଼ାଳିବା। ଆମ୍ଲଭ ତୁମ୍ଭ ବଂଶ ଉପସର ଆପଣା ଆତ୍ମା ଓ ତୁମ୍ଭ ସନ୍ତାନଗଣ ଉପସର ଆପଣା ଆଶୀର୍ବାଦ ବର୍ଷାଇବା।
ସମାନେେ ଅନିଯମିତ ପରିଶ୍ରମ କରିବେ ନାହିଁ। ସମାନେେ ବିନାଶ ପାଇଁ ଦବୈ ନିୟୁକ୍ତ ସନ୍ତାନ ପ୍ରସବ କରିବେ ନାହିଁ। ସମାନେେ ଓ ସମାନଙ୍କେର ସନ୍ତାନଗଣ ଆଶୀର୍ବାଦ ପାତ୍ରର ପରିବାରରୁ ହବେେ।
ହେ ଯିହୁଦା ଓ ଇଶ୍ରାୟେଲ, ଠିକ୍ ଯେପରି ତୁମ୍ଭମାନେେ ଦେଶ ମଧିଅରେ ଏକ ଅଭିଶାପ ଥିଲ ଆମ୍ଭେ ମଧ୍ଯ ତୁମ୍ଭମାନଙ୍କୁ ଆଶୀର୍ବାଦ କରିବା। ସେଥିପାଇଁ ଭୟଭୀତ ହୁଅ ନାହିଁ! ସବଳ ହୁଅ।
ଅନ୍ୟ ଦେଶର ଲୋକମାନେ ତୁମ୍ଭମାନଙ୍କୁ ସୁଖୀ ବୋଲି କହିବେ। ତୁମ୍ଭର ଦେଶ ଉତ୍ତମ ଓ ମ ନୋହର ହବେ। ଏହା ସର୍ବଶକ୍ତିମାନ୍ ସଦାପ୍ରଭୁ କହିଥିଲେ।
ପରମେଶ୍ବର ତୁମ୍ଭମାନଙ୍କୁ ଆଶୀର୍ବାଦ କରିବା ପାଇଁ ପ୍ରଥମେ ଆପଣାର ବିଶଷେ ସବେକ ଯୀଶୁଙ୍କୁ ପଠାଇଛନ୍ତି। ତୁମ୍ଭମାନେେ ଯେପରି ମନ୍ଦକାର୍ୟ୍ଯରୁ ବିମୁଖ ହୁଅ, ଏଥିପାଇଁ ସେ ଏପରି କରିଛନ୍ତି।
ସମାନେେ ମାରେ ଭାଇ ଓ ଭଉଣୀ। ସମାନେେ ଏହି ସଂସାର ରେ ମାରେ ପରିବାର। ମୁଁ ସମାନଙ୍କେୁ ସାହାୟ୍ଯ କରିପା ରେ। ମୁଁ ନିଜେ ଅଭିଶପ୍ତ ହବୋ ପାଇଁ ଇଛୁକ, ଓ ଖ୍ରୀଷ୍ଟଙ୍କଠାରୁ ପୃଥକ ରହି ଶାପଗ୍ରସ୍ତ ହାଇପୋ ରେ।
ଆମ୍ବ ଭୋଜନର ପ୍ରଥମ ଭାଗଟି ଯଦି ପରମେଶ୍ବରଙ୍କୁ ସମର୍ପଣ କରାଯାଏ, ତା' ହେଲେ ସମସ୍ତ ଭୋଜନ ପବିତ୍ର ହୁଏ। ଯଦି କୌଣସି ଗଛର ଚରେ ପବିତ୍ର, ତା' ହେଲେ ସହେି ଗଛର ସମସ୍ତ ଡାଳ ମଧ୍ଯ ପବିତ୍ର।