Home Bibles ☰ Books ଯିଶାଇୟ 62:1 · ଓଡ଼ିଆ ବାଇବେଲ
ଯିଶାଇୟ 62:1 · ଓଡ଼ିଆ ବାଇବେଲ

ମୁଁ ସିୟୋନକୁ ଭଲ ପାଏ, ଧର୍ମ ଦୀପ୍ତିର ନ୍ଯାଯ ଓ ତାହାର ପରିତ୍ରାଣ ଜ୍ବଳନ୍ତ ପ୍ରଦୀପର ନ୍ଯାଯ ୟିରୁଶାଲମ ରେ ପ୍ରକଟ ନ ହାଇେଛି, ସେ ପର୍ୟ୍ଯନ୍ତ ଆମ୍ଭେ ତା ନିମନ୍ତେ ବିଶ୍ରାମ ନବୋ ନାହିଁ। ପ୍ରଭାତ ରେ ଦୀପ୍ତି ଲାଭ କରିବା ପରି ମୁଁ ୟିରୁଶାଲମ ରେ ବିଜଯ ଚା ହେଁ।

Cross references

ଗୀତସଂହିତା 51:18

ହେ ପରମେଶ୍ବର ନିଜର ଅନୁଗ୍ରହରେ ସିୟୋନର ମଙ୍ଗଳ କର। ତୁମ୍ଭେ ୟିରୁଶାଲମର ପ୍ରାଚୀରସବୁ ପୁନଃନିର୍ମାଣ କର।

ଗୀତସଂହିତା 98:1

ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ଏକ ନୂତନ ସଙ୍ଗୀତ ଗାନ କର। କାରଣ ସେ ଆଶ୍ଚର୍ୟ୍ଯ କର୍ମମାନ କରିଛନ୍ତି !

ଗୀତସଂହିତା 102:13

ତୁମ୍ଭେ ଉଠ ଓ ସିୟୋନକୁ ଦୟା କର। ସହେି ୟଥାର୍ଥ ସମୟ ଆସିଅଛି। ଯେତବେେଳେ ତୁମ୍ଭେ ସିୟୋନକୁ ଦୟା କରିବ।

ଗୀତସଂହିତା 122:6

ୟିରୁଶାଲମରେ ସୁଖ ସମୃଦ୍ଧି ପାଇଁ ପ୍ରାର୍ଥନା କର। ମୁଁ ଆଶାକରେ ଯେଉଁମାନେ ତୁମ୍ଭକୁ ପ୍ରମେ କରନ୍ତି ସମାନେେ ସଠାେରେ ଶାନ୍ତି ପାଇବେ।

ଗୀତସଂହିତା 137:6

ହେ ୟିରୁଶାଲମ, ୟଦି ମୁଁ ତୁମ୍ଭକୁ କବେେ ଭୁଲେ, ତବେେ ମାରେ କାମନା କି ମୁଁ ଆଉ କୌଣସି ଗୀତ ଗାଇ ପାରିବି ନାହିଁ।

ହିତୋପଦେଶ 4:18

ଧାର୍ମିକ ଲୋକମାନେ ପ୍ରଭାତର ସୂର୍ୟ୍ଯକିରଣ ପରି। ସୂର୍ େଯ୍ଯାଦଯ ପ ରେ ମଧ୍ଯାହ୍ନ ରେ ସୂର୍ୟ୍ଯ ଯେପରି ତଜେସ୍ବୀ ହାଇେ ଉେଠ,

ଯିଶାଇୟ 1:26

ଆଦ୍ଯ ସମୟ ପରି ମୁଁ ବିଚାରକାରୀଗଣଙ୍କୁ ଫରୋଇ ଆଣିବି। ପୂର୍ବେ ପୂର୍ବର ତୁମ୍ଭମାନଙ୍କର ମନ୍ତ୍ରୀମାନଙ୍କ ପରି ପରାମର୍ଶଦାତାଙ୍କୁ ପୁନଃସ୍ଥାପନା କରିବି। ତାପ ରେ ତୁମ୍ଭେ 'ଉତ୍ତମ ଓ ବିଶ୍ବସ୍ତ ନଗରୀ ବୋଲି କଥିତ ହବେ।'

ଯିଶାଇୟ 32:15

ଆତ୍ମା ଉର୍ଦ୍ଧ୍ବରୁ ଆସିବା ପର୍ୟ୍ଯନ୍ତ ଏହିସବୁ ଚାଲୁ ରହିବ। ବର୍ତ୍ତମାନ ଏହା ଧାର୍ମିକମାନଙ୍କ ଇଚ୍ଛା ପାଇଁ ମରୁଭୂମି ହାଇେଛି, ତା'ପ ରେ ମରୁଭୂମି ଠିକ୍ ବିଚାର ରେ ପାଇବେ ଏବଂ ଫଳ ବଗିଚା ଜଙ୍ଗଲ ରେ ପରିଣତ ହବେ।

ଯିଶାଇୟ 51:5

ଆମ୍ଭର ଧର୍ମ ନିକଟବର୍ତ୍ତୀ, ଆମ୍ଭର ପରିତ୍ରାଣ ନିର୍ଗତ ହାଇେଅଛି ଓ ଆମ୍ଭର ବାହୁ ଗୋଷ୍ଠୀବର୍ଗର ବିଚାର କରିବ। ଦ୍ବୀପଗଣ ଆମ୍ଭ ଅପେକ୍ଷା ରେ ରହିବେ ଓ ଆମ୍ଭର ପରାକ୍ରମ ରେ ଆଶା ରଖିବେ।

ଯିଶାଇୟ 51:9

ହେ ସଦାପ୍ରଭୁଙ୍କ ବାହୁ, ଉଠ, ଜାଗ୍ରତ ହୁଅ। ବଳ ଧାରଣ କର। ଯେପରି ପୂର୍ବକାଳ ରେ ଓ ପ୍ରାଚୀନକାଳର ପୁରୁଷ ପରମ୍ପରା ସମୟରେ ଉଠିଥିଲ, ସହେିପରି ଜାଗ। ରାହବକୁ ଯେ ଖଣ୍ଡ ଖଣ୍ଡ କରି କାଟିଥିଲେ ଓ ନାଗକୁ ଯେ ବିଦ୍ଧ କରିଥିଲେ, ସହେି ପ୍ରଭୁ ତୁମ୍ଭେ ନୁହଁ କି ?

ଯିଶାଇୟ 60:1

ଉଠ, ଦୀପ୍ତିମତୀ ହୁଅ, କାରଣ ତୁମ୍ଭର ଦୀପ୍ତି ଉପସ୍ଥିତ ଓ ସଦାପ୍ରଭୁଙ୍କ ମହିମା ତୁମ୍ଭ ଉପ ରେ ପ୍ରତିଭାତ ହାଇେଛି।

ଯିଶାଇୟ 60:2

କାରଣ ପୃଥିବୀ ଅନ୍ଧକାରାଚ୍ଛନ୍ନ ହବେ ଓ ଘନ ଅନ୍ଧକାର ଗୋଷ୍ଠୀବର୍ଗଙ୍କୁ ଆଚ୍ଛନ୍ନ କରିବ ; ମାତ୍ର ତୁମ୍ଭ ଉପ ରେ ସଦାପ୍ରଭୁ ଆ ଲୋକ ପ୍ରଦାନ କରିବେ ଓ ତାଙ୍କର ମହିମା ତୁମ୍ଭ ଉପ ରେ ଦଖାୟିବେ।

ଯିଶାଇୟ 61:10

ମୁଁ ସଦାପ୍ରଭୁଙ୍କଠା ରେ ଅତିଶଯ ଆନନ୍ଦ କରିବି, ମାରେ ପ୍ରାଣ ମାରେ ପରମେଶ୍ବରଙ୍କଠା ରେ ଉଲ୍ଲସିତ ହବେ ; କାରଣ ବର ଯେପରି ଭୂଷଣ ରେ ନିଜକୁ ଭୂଷିତ କରେ ଓ କନ୍ଯା ଯେପରି ନିଜକୁ ରତ୍ନ ରେ ଭୂଷିତା କରେ ସହେିପରି ସେ ପରିତ୍ରାଣରୂପ ବସ୍ତ୍ର ରେ ମାେତେ ଆଚ୍ଛାଦିତ କରିଅଛନ୍ତି ଓ ଧର୍ମରୂପକ ରାଜବସ୍ତ୍ର ରେ ମାେତେ ଆବୃତ କରିଅଛନ୍ତି।

ଯିଶାଇୟ 61:11

କାରଣ ଭୂମି ଯେପରି ବୀଜକୁ ଅଙ୍କୁରିତ କରାଏ ଓ ଉଦ୍ୟାନ ରେ ବୁଣା ୟାଇଥିବା ମଞ୍ଜି ଯେପରି ଅଙ୍କୁରିତ ହାଇେ ବଢ଼େ, ସହେିପରି ସଦାପ୍ରଭୁ ସମଗ୍ର ଜାତିଗଣଙ୍କ ମଧିଅରେ ଧର୍ମ ଓ ପ୍ରଶଂସା ଅଙ୍କୁରିତ କରିବେ।

ଯିଶାଇୟ 62:6

ହେ ୟିରୁଶାଲମ, ଆମ୍ଭେ ତୁମ୍ଭ ପ୍ରାଚୀର ଉପ ରେ ପ୍ରହରିଗଣ ନିୟୁକ୍ତ କରିଅଛୁ ; ସମାନେେ କି ଦିନ କି ରାତି ନୀରବ ରହିବେ ନାହିଁ। ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବେ ଓ ତୁମ୍ଭମାନେେ ନିଶ୍ଚିତ ତାଙ୍କର ପ୍ରତିଜ୍ଞା ସ୍ମରଣ କରିବ।

Interlinear

Choose Theme