ଆମ୍ଭମାନଙ୍କର ପିତୃପୁରୁଷଗଣ ଯେଉଁ ସ୍ଥାନ ରେ ତୁମ୍ଭର ପ୍ରଶଂସା କରୁଥିଲେ, ଆମ୍ଭମାନଙ୍କର ସହେି ପବିତ୍ର ଓ ରମଣୀଯ ଗୃହ ଅଗ୍ନି ରେ ଦ'ିଭୂତ ହାଇେଅଛି, ଆଉ ମଧ୍ଯ ଆମ୍ଭମାନଙ୍କର ମୂଲ୍ଯବାନ ପଦାର୍ଥଗୁଡ଼ିକ ବିନ୍ଟେ ହାଇେଅଛି।
Cross references
ଇଶ୍ରାୟେଲର ସମସ୍ତ ପୁତ୍ରଗଣ ସଠାେରେ ଦଣ୍ତାଯମାନ ହାଇେଥିଲେ। ରାଜା ଶଲୋମନ ତାଙ୍କର ମୁହଁ ବୁଲାଇଲେ ଓ ସମାନଙ୍କେୁ ଆଶୀର୍ବାଦ କଲେ।
ସଦାପ୍ରଭୁ ୟିଏ ଆପଣାର ପ୍ରତିଜ୍ଞାନୁସା ରେ ଇଶ୍ରାୟେଲକୁ ସମସ୍ତ ଲୋକମାନଙ୍କୁ ବିଶ୍ରାମ ଦଇେଅଛନ୍ତି, ସେ ପ୍ରଶଂସିତ ହୁଅନ୍ତୁ; ସେ ମାଶାଙ୍କେୁ ଯେଉଁ ପ୍ରତିଜ୍ଞା କରିଥିଲେ, ସହେି ସମସ୍ତ ଉତ୍ତମ ପ୍ରତିଜ୍ଞାଗୁଡିକର ଗୋଟିଏ ହେଲେ ବିଫଳ ହାଇନୋହିଁ।
ନବୂସରଦ୍ନ ସଦାପ୍ରଭୁଙ୍କ ମନ୍ଦିର, ରାଜଗୃହ, ୟିରୁଶାଲମ୍ର ସମସ୍ତ ଗୃହ ଓ ଏପରିକି ବୃହତ୍ ଗୃହ ଗୁଡିକୁ ଅଗ୍ନି ରେ ଦଗ୍ଧ କଲା।
ଶଲୋମନ କହିଲେ, ଇଶ୍ରାୟେଲର ସଦାପ୍ରଭୁ ପରମେଶ୍ବରଙ୍କର ପ୍ରଶଂସା କର। ସଦାପ୍ରଭୁ ମାେ ପିତା ଦାଉଦଙ୍କ ସହିତ କଥା ହବୋ ସମୟରେ ଯାହା କରିବା ନିମନ୍ତେ ପ୍ରତିଜ୍ଞା କରିଥିଲେ, ତାହା ସଫଳ କରିଛନ୍ତି। ସଦାପ୍ରଭୁ ପରମେଶ୍ବର ଏହା କହିଥିଲେ :
ଇଶ୍ରାୟେଲର ସମସ୍ତ ଲୋକ ସ୍ବର୍ଗରୁ ଅଗ୍ନି ପଡ଼ିବା ଦେଖିଲେ। ଇଶ୍ରାୟେଲର ଲୋକମାନେ ମନ୍ଦିର ଉପରେ ସଦାପ୍ରଭୁଙ୍କ ମହିମାକୁ ମଧ୍ଯ ଦେଖିପାରିଲେ। ସମାନେେ ଭୂମି ଉପରେ ସମାନଙ୍କେର ମୁଣ୍ଡ ନୁଆଇଁ ଭୂମିଷ୍ଠ ପ୍ରଣାମ କଲେ। ସମାନେେ ସଦାପ୍ରଭୁଙ୍କର ଉପାସନା ଓ ଧନ୍ଯବାଦ କଲେ। ସମାନେେ ଗାଇଲେ, ସଦାପ୍ରଭୁ ଉତ୍ତମ ଅଟନ୍ତି ଓ ତାଙ୍କର ଦୟା ଚିରକାଳ ନିମନ୍ତେ ଅବିରତ ରହିଥାଏ।
ଯାଜକମାନେ ସମାନଙ୍କେର କାର୍ୟ୍ଯ କରିବା ନିମନ୍ତେ ପ୍ରସ୍ତୁତ ହାଇେ ଠିଆ ହାଇେ ରହିଥିଲେ। ଲବେୀୟଗଣ ଯେଉଁ ବାଦ୍ଯୟନ୍ତ୍ରଗୁଡ଼ିକ ସହିତ ଠିଆ ହାଇେ ରହିଥିଲେ, ସଦାପ୍ରଭୁଙ୍କୁ ଧନ୍ଯବାଦ ଦବୋ ନିମନ୍ତେ ସହେି ବାଦ୍ଯ ୟନ୍ତ୍ରଗୁଡ଼ିକ ରାଜା ଦାଉଦଙ୍କ ଦ୍ବାରା ନିର୍ମିତ ହାଇେଥିଲା। ଯାଜକ ଓ ଲବେୀୟମାନେ କହୁଥିଲେ, ସଦାପ୍ରଭୁଙ୍କ ପ୍ ରମେ ଚିରକାଳସ୍ଥାଯୀ ଅଟେ ! ସମାନେେ ଲବେୀୟମାନଙ୍କ ଓ ଇଶ୍ରାୟେଲର ସମସ୍ତ ଲୋକମାନଙ୍କର ବିପରୀତ ଦିଗ ରେ ଠିଆ ହାଇେ ତୂରୀ ବଜାଇଲେ।
ଦାଉଦ, ରାଜାଙ୍କ ଭବିଷ୍ଯତ୍ବକ୍ତା ଗାଦ୍ ଓ ନାଥନ୍ ଭବିଷ୍ଯତ୍ବକ୍ତା ଯେଉଁ ପ୍ରକାର ଆଦେଶ ଦଇେଥିଲେ, ରାଜା ହିଜକିଯ ସହେି ପ୍ରକା ରେ ଲବେୀୟମାନଙ୍କୁ ଝାଞ୍ଜ, ବୀଣା ଓ ସାରଙ୍ଗ ସହିତ ସଦାପ୍ରଭୁଙ୍କ ମନ୍ଦିର ରେ ଅବସ୍ଥାପିତ କଲେ। ଏହି ଆଦେଶ ସଦାପ୍ରଭୁଙ୍କଠାରୁ ତାଙ୍କର ଭବିଷ୍ଯତ୍ବକ୍ତାମାନଙ୍କର ମାଧ୍ଯମ ରେ ଆସିଥିଲା।
ନବୂଖଦ୍ନିତ୍ସର ଓ ତାଙ୍କର ସୈନ୍ଯଦଳ ମନ୍ଦିରକୁ ଜ୍ବଳାଇ ଦେଲେ। ସମାନେେ ୟିରୁଶାଲମ ପ୍ରାଚୀରକୁ ଭାଙ୍ଗି ପକାଇଲେ ଓ ରାଜା ଓ ତାଙ୍କର ପଦାଧିକାରୀମାନଙ୍କର ସବୁ ଗୃହ ଜ୍ବଳାଇ ଦେଲେ। ସମାନେେ ୟିରୁଶାଲମ ରେ ଥିବା ପ୍ରେତ୍ୟକକ ବହୁମୂଲ୍ଯ ଦ୍ରବ୍ଯକୁ ନଇଗେଲେ ନଚେତ୍ ଧ୍ବଂସ କରି ଦେଲେ।
ଜଙ୍ଗଲରେ କୁରାଢ଼ୀ ବ୍ଯବହାର କରୁଥିବା ଲୋକମାନଙ୍କ ପରି ଶତ୍ରୁ ସୈନ୍ଯମାନେ ଦଖାଯାେଉଥିଲେ।
ସେ ସଦାପ୍ରଭୁଙ୍କ ଗୃହ, ରାଜଗୃହ ଓ ୟିରୁଶାଲମସ୍ଥ ସକଳ ଗୃହ ଓ ବୃହତ୍ ଗୃହଗୁଡ଼ିକୁ ଅଗ୍ନି ରେ ଦଗ୍ଧ କଲା।
ନିଜ ଦୁଃଖ ଓ ଦୁର୍ଗତିର ସମୟରେ , ୟିରୁଶାଲମ ଆପଣା ପୂର୍ବକାଳର ରମଣୀଯ ଦିନସବୁ ସ୍ମରଣ କରୁଅଛି; ଯେତବେେଳେ ତା'ର ଲୋକମାନେ ଶତ୍ରୁମାନଙ୍କ ଦ୍ବାରା କବଳିତ ହେଲେ, କହେି ସମାନଙ୍କେୁ ସାହାୟ୍ଯ କରିବାକୁ ଆସିଲେ ନାହିଁ, ସେତବେେଳେ ତା'ର ଶତ୍ରୁଗଣ ସମାନଙ୍କେର ଧ୍ବଂସାବସ୍ଥା ଦେଖି ସମାନଙ୍କେୁ ଉପହାସ କଲେ।
ତାହାର ସମସ୍ତ ବିପକ୍ଷମାନେ ସମାନଙ୍କେର ହସ୍ତ ପ୍ରସାରଣ କଲେ ଏବଂ ସମସ୍ତ ସୁନ୍ଦର ଜିନିଷ ନଇଗେଲେ। ସେ ବିଦେଶୀମାନଙ୍କୁ ତାହାର ପବିତ୍ର ମନ୍ଦିର ରେ ପ୍ରବେଶ କରିବାର ପର୍ୟ୍ଯବେକ୍ଷଣ କଲେ। ସହେି ବିଦେଶୀମାନଙ୍କୁ ସଦାପ୍ରଭୁ ଧାର୍ମିକ ସମ୍ମଳନେୀ ରେ ଯୋଗ ଦବୋକୁ ଆଦେଶ ଦଇେଥିଲେ।
ସଦାପ୍ରଭୁ ଆପଣା ୟଜ୍ଞବଦେୀ ଓ ପବିତ୍ର ଉପାସନା ସ୍ଥାନକୁ ଦୂର କରିଛନ୍ତି। ସେ ତା'ର ମନ୍ଦିରର ପ୍ରାଚୀରକୁ ନିଜର ଶତ୍ରୁମାନଙ୍କୁ ଦଇେଛନ୍ତି। ଶତ୍ରୁଗଣ ଉତ୍ସବ ଦିନ ଅତି ଆନନ୍ଦ ରେ ସଦାପ୍ରଭୁଙ୍କ ମନ୍ଦିର ରେ ଧ୍ବନି କରୁଛନ୍ତି।
ସହେି ଲୋକମାନେ ମନ୍ଦିରର ସୁନ୍ଦର ଅଳଙ୍କାର ରେ ଘୃଣ୍ଯ ମୂର୍ତ୍ତିମାନ ନିର୍ମାଣ କଲେ, ଯେଉଁଥିପାଇଁ ସମାନେେ ଗର୍ବ କରୁଥିଲେ ଏବଂ ସମାନେେ ସହେି ମୂର୍ତ୍ତିଗୁଡ଼ିକ ପରମେଶ୍ବରଙ୍କ ମନ୍ଦିର ରେ ରଖିଲେ। ତେଣୁ ଆମ୍ଭେ ସଗେୁଡ଼ିକ ସମାନଙ୍କେ ପାଇଁ କଳୁଷିତ ସାମଗ୍ରୀ ରେ ପରିଣତ କରିଦବୋ।
ଇଶ୍ରାୟେଲର ଲୋକମାନଙ୍କୁ କହିବା ପାଇଁ, ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, 'ମୁଁ ମାରେ ଅଗଣାକୁ ଅପବିତ୍ର କରିବା ପାଇଁ ଯାଉଅଛି। ଯାହା ପାଇଁ ତୁମ୍ଭେ ବହୁତ ଗର୍ବ କରୁଛ, ଯାହା ତୁମ୍ଭେ ଦେଖିବା ପାଇଁ ଚାହଁ ଏବଂ ଯାହା ତୁମ୍ଭର ଅତି ପ୍ରିଯ। ଏବଂ ତୁମ୍ଭମାନଙ୍କର ଯେଉଁ ପୁତ୍ର କନ୍ଯାଗଣଙ୍କୁ ପଛ ରେ ଛାଡ଼ି ୟାଇଅଛ, ସମାନେେ ଖଡ୍ଗ ରେ ପତିତ ହବେେ।
ହେ ମନୁଷ୍ଯ ପୁତ୍ର, ଯେଉଁଦିନ ମୁଁ ସମାନଙ୍କେର ବଳ, ଗୌରବ ଆନନ୍ଦ ଓ ନଯନର ଖୁସି,
ତା'ପ ରେ ସଦାପ୍ରଭୁଙ୍କ ସ୍ବର୍ଗଦୂତ କହିଲେ, ହେ ସର୍ବଶକ୍ତିମାନ ସଦାପ୍ରଭୁ କେତକୋଳ ତୁମ୍ଭେ ତୁମ୍ଭର ଦୟାରୁ ୟିରୁଶାଲମ ଏବଂ ଯିହୁଦା ନଗରକୁ ଦୂ ରଇେ ରଖିବ? ସତୁରି ବର୍ଷ ଧରି ଏହି ନଗରଗୁଡିକ ଉପ ରେ ତୁମ୍ଭର କୋରଧ ପ୍ରକାଶ କରିଛ।
ଯୀଶୁ ସମାନଙ୍କେୁ ପଚାରିଲେ, ଏହି ଭବନଗୁଡ଼ିକୁ ତୁମ୍ଭମାନେେ ଦେଖି ପାରୁଛ? ମୁଁ ତୁମ୍ଭମାନଙ୍କୁ ସତ୍ଯ କହୁଛି, ସବୁତକ ଭବନ ଧ୍ବଂସ ହାଇଯେିବ। ଏଥିର ଗୋଟିଏ ହେଲେ ପଥର ଅନ୍ୟଟି ଉପରେ ରହିପାରିବ ନାହିଁ। ସବୁତକ ପଥର ଅନ୍ୟଟି ଉପରେ ରହି ପାରିବନାହିଁ। ସବୁତକ ପଥର ଭୁଇଁ ଉପରେ କୁଢ଼ଇେ ହାଇେ ପଡ଼ିବ।