Home Bibles ଯିଶାଇୟ 64:12 · ଓଡ଼ିଆ ବାଇବେଲ
ଯିଶାଇୟ 64:12 · ଓଡ଼ିଆ ବାଇବେଲ

ହେ ସଦାପ୍ରଭୁ, ଏସବୁ ହେଲାପ ରେ ମଧ୍ଯ ତୁମ୍ଭେ କ'ଣ ନିଜକୁ ଆମ୍ଭଠାରୁ କ୍ଷାନ୍ତ କରି ରଖିବ ? ତୁମ୍ଭେ କ'ଣ ନୀରବ ରହି ଆମ୍ଭମାନଙ୍କୁ କ୍ଲେଶ ଦଇେ ଚାଲିବ ?

Cross references

ଗୀତସଂହିତା 10:1

ହେ ସଦାପ୍ରଭୁ, ତୁମ୍ଭେ କାହିଁକି ଦୂରରେ ରହିଅଛ। ଯେଉଁମାନେ ବିପଦରେ ପଡ଼ନ୍ତି ସମାନେେ ତୁମ୍ଭକୁ ଦେଖିପାରନ୍ତି ନାହିଁ।

ଗୀତସଂହିତା 74:10

ହେ ପରମେଶ୍ବର, ଶତ୍ରୁମାନେ କେତକୋଳ ତୁମ୍ଭର ନିନ୍ଦା କରିବେ ? ତୁମ୍ଭେ ଚିରଦିନ କ'ଣ ତୁମ୍ଭର ଶତ୍ରୁମାନଙ୍କୁ ଅପମାନ କରିବା ପାଇଁ ସୁଯୋଗ ଦବେ ?

ଗୀତସଂହିତା 74:18

ଅନନ୍ତର ସଦାପ୍ରଭୁ, ଶତ୍ରୁମାନେ ତୁମ୍ଭର ନାମକୁ ଅପମାନିତ କରିଥିବା କଥାଗୁଡ଼ିକ ମନେ ପକାଅ ୟେ, କିପରି ସହେି ମୂର୍ଖ ଲୋକମାନେ ତୁମ୍ଭରି ନାମକୁ ଅପମାନିତ କଲେ।

ଗୀତସଂହିତା 79:5

ହେ ପରମେଶ୍ବର, ଏହା ଆଉ କେତେ ଦିନ ପର୍ୟ୍ଯନ୍ତ ୟିବ ? ତୁମ୍ଭେ କ'ଣ ଚିରକାଳ ଆମ୍ଭମାନଙ୍କ ଉପରେ କୋର୍ଧ କରିଥିବ ? ତୁମ୍ଭର ଅନ୍ତର କଗ୍ଦଣ ଜ୍ବାଳା ଅଗ୍ନିପରି ସର୍ବଦା ଜଳିବ ?

ଗୀତସଂହିତା 80:3

ହେ ପରମେଶ୍ବର, ପୁନରାଯ ଆମ୍ଭମାନଙ୍କୁ ବଳବାନ୍ କର। ଆମ୍ଭକୁ ପ୍ରଫୁଲ କର ଓ ରକ୍ଷା କର।

ଗୀତସଂହିତା 83:1

ହେ ପରମେଶ୍ବର, ତୁମ୍ଭେ ନୀରବ ରୁହ ନାହିଁ! ତୁମ୍ଭର କାନ ବନ୍ଦ କର ନାହିଁ ! ହେ ପରମେଶ୍ବର, ଦୟାକରି କିଛି କୁହ !

ଗୀତସଂହିତା 89:46

ହେ ସଦାପ୍ରଭୁ, ଏହିପରି କେତେ ଦିନ ଚାଲିବ ? ତୁମ୍ଭେ କ'ଣ ସବୁଦିନ ପାଇଁ ଆମ୍ଭମାନଙ୍କଠାରୁ ଲୁଚଇେ ରହିବ ? ତୁମ୍ଭର କୋର୍ଧ କ'ଣ ଚିରକାଳ ଅଗ୍ନି ତୁଲ୍ଯ ଜଳିବ ?

ଯିଶାଇୟ 42:14

ଦୀର୍ଘକାଳ ଧରି ମୁଁ ନୀରବ ରହି ଆସୁଅଛି। ମୁଁ ତଥାପି ନୀରବ ଅଛି। ମାତ୍ର ବର୍ତ୍ତମାନ ଆମ୍ଭେ ପ୍ରସବକାରିଣୀ ସ୍ତ୍ରୀ ପରି ଚିତ୍କାର କରିବୁ। ଆମ୍ଭେ ଦୀର୍ଘ ନିଃଶ୍ବାସ ଏବଂ ଆକାଂକ୍ଷା ହବେୁ।

ଯିଖରିୟ 1:12

ତା'ପ ରେ ସଦାପ୍ରଭୁଙ୍କ ସ୍ବର୍ଗଦୂତ କହିଲେ, ହେ ସର୍ବଶକ୍ତିମାନ ସଦାପ୍ରଭୁ କେତକୋଳ ତୁମ୍ଭେ ତୁମ୍ଭର ଦୟାରୁ ୟିରୁଶାଲମ ଏବଂ ଯିହୁଦା ନଗରକୁ ଦୂ ରଇେ ରଖିବ? ସତୁରି ବର୍ଷ ଧରି ଏହି ନଗରଗୁଡିକ ଉପ ରେ ତୁମ୍ଭର କୋରଧ ପ୍ରକାଶ କରିଛ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6:10

ସହେି ଆତ୍ମାମାନେ ଉଚ୍ଚ ସ୍ବର ରେ ଚିତ୍କାର କଲେ, ହେ ପବିତ୍ର, ଓ ସତ୍ଯ ପ୍ରଭୁ ! ଆମ୍ଭମାନଙ୍କୁ ହତ୍ଯା କରିଥିବାରୁ ତୁମ୍ଭେ ଏ ପୃଥିବୀର ଲୋକମାନଙ୍କର ବିଚାର କର। ସମାନଙ୍କେୁ ଦଣ୍ଡ ଦବୋକୁ ଆଉ କେତେ କାଳ ଆମ୍ଭକୁ ଅପେକ୍ଷା କରିବାକୁ ପଡ଼ିବ ?

Interlinear

Choose Theme