Home Bibles ☰ Books ଯିଶାଇୟ 65:10 · ଓଡ଼ିଆ ବାଇବେଲ
ଯିଶାଇୟ 65:10 · ଓଡ଼ିଆ ବାଇବେଲ

ଆଉ ଯେଉଁମାନେ ଆମ୍ଭକୁ ଅନ୍ବଷେଣ କରନ୍ତି ସମାନଙ୍କେ ପାଇଁ ଶାରୋଣ ଏକ ମଷେମାନଙ୍କର ଚାରଣ ଭୂମି ଓ ଆଖୋର ଉପତ୍ୟକା ଗୋପଲର ଶଯନସ୍ଥଳ ହବେ।

Cross references

ଯିହୋଶୂୟ 7:24

ଏହାପରେ ଯିହାଶୂେୟ ଓ ସମଗ୍ର ଇଶ୍ରାୟେଲ ସରହରେ ପକ୍ସ୍ଟତ୍ର ଆଖନକକ୍ସ୍ଟ ଓ ତା'ର ପକ୍ସ୍ଟତ୍ର ଓ କନ୍ଯାମାନଙ୍କୁ ଓ ତା'ର ଗୋରୁଗାଈ, ଗଧ ଓ ମେଣ୍ତା ଓ ତମ୍ବୁ ସର୍ବସ୍ବ ଯଥା ରୂପା, ସକ୍ସ୍ଟନା ଓ କୋଟକକ୍ସ୍ଟ ଆଖୋର ଉପତ୍ୟକାକକ୍ସ୍ଟ ଆଣିଲେ।

ଯିହୋଶୂୟ 7:26

ଆଖନକକ୍ସ୍ଟ ପୋଡି଼ ସାରିବା ପରେ ତାହାକକ୍ସ୍ଟ ପଥର ରେ ପୋତି ଦେଲେ, ସହେି ପଥର ଗଦା ଆଜି ପର୍ୟ୍ଯନ୍ତ ସଠାେରେ ଅଛି। ଯେ ହତେକ୍ସ୍ଟ ସଦାପ୍ରଭୁ ଆଖନକକ୍ସ୍ଟ ସଠାେରେ ଏପରି ଦକ୍ସ୍ଟଃଖ ଦେଲେ, ସେଥିପାଇଁ ସହେି ସ୍ଥାନ ଆଜି ପର୍ୟ୍ଯନ୍ତ ଆଖୋର ଉପତ୍ୟକା ନାମ ରେ ପରିଚିତ। ଏହାପରେ ସଦାପ୍ରଭୁ ଇଶ୍ରାୟେଲବାସୀଙ୍କ ଉପରକ୍ସ୍ଟ କୋର୍ଧରକ୍ସ୍ଟ ନିବୃତ୍ତ ହାଇେ ଶାନ୍ତ ହେଲେ।

ପ୍ରଥମ ବଂଶାବଳୀ 27:29

ଶାରୋଣୀଯ ସିଟ୍ରଯ ଶାରୋଣର ଚତୁର୍ଦ୍ଦିଗସ୍ଥ ପଶୁପଲର ଦାଯିତ୍ବ ରେ ଥିଲେ।

ଯିଶାଇୟ 33:9

ଦେଶ ଜଟିଳ ସମସ୍ଯା ଏବଂ ଅବସନ୍ନ ରୂପ ପରିଧାନ କରିଛି। ଲିବାନୋନ ଲଜ୍ଜିତ ଓ ଶୁଷ୍କ ଦଖାେ ଯାଉଛି, ଶାରୋଣ ଅରଣ୍ଯ ତୁଲ୍ଯ ଦଖାେ ଯାଉଛି। ବାଶନ୍ ଓ କର୍ମିଲର ପତ୍ର ଝାଡ଼ି ହାଇେଛି।

ଯିଶାଇୟ 35:2

ତା'ର ଅପାର ଆନନ୍ଦ ଉଲ୍ଲସ ନୃତ୍ଯ ଓ ଗାନ ମାଧ୍ଯମ ରେ ପ୍ରଦର୍ଶନ କରିବ। ଲିବାନୋନର ପରାକ୍ରମ, କର୍ମିଲ ଓ ଶାରୋଣର ଶାେଭା ସେ ପ୍ରାପ୍ତ ହବେ। ଏସବୁ ଘଟିବ, କାରଣ ସମାନେେ ସଦାପ୍ରଭୁଙ୍କର ମହିମା ଏବଂ ସମାନେେ ପରମେଶ୍ବରଙ୍କ ଶୋଭା ଦେଖିବେ।

ଯିଶାଇୟ 51:1

ହେ ଧର୍ମାଚାରୀଗଣ, ହେ ସଦାପ୍ରଭୁଙ୍କ ଅନ୍ବଷେଣକାରୀଗଣ। ତୁମ୍ଭମାନେେ ଆମ୍ଭର କଥା ଶୁଣ ; ତୁମ୍ଭମାନେେ ଯେଉଁ ଶୈଳରୁ କଟା ହାଇେଥିଲ ଓ ଯେଉଁ ଗର୍ତ୍ତରୁ ଚ୍ଛଦରେୁ ଖୋଳା ହାଇେଥିଲା, ତାହା ପ୍ରତି ଦୃଷ୍ଟିପାତ କର।

ଯିରିମିୟ 29:13

ପୁଣି ତୁମ୍ଭମାନେେ ଆମ୍ଭକୁ ଅନ୍ବଷେଣ କରିବ। ଆଉ ସର୍ବାନ୍ତଃକରଣ ରେ ଯେତବେେଳେ ତୁମ୍ଭମାନେେ ଆମ୍ଭକୁ ଖାଜେିବ ସେତବେେଳେ ଆମ୍ଭକୁ ପାଇବ।

ଯିରିମିୟ 33:12

ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ଏହି ଜନଶୂନ୍ଯ ଓ ପଶୁଶୂନ୍ଯ ଧ୍ବଂସ ସ୍ଥାନ ରେଓ ତହିଁର ସକଳ ନଗର ରେ ପୁନର୍ବାର ପଶୁପାଳକମାନଙ୍କର ବସତି ସ୍ଥାନ ହବେ। ସମାନେେ ସେ ସ୍ଥାନ ରେ ଆପଣା ଆପଣା ମଷେପଲଙ୍କୁ ବିଶ୍ରାମ କରାଇବେ।

ଯିହିଜିକଲ 34:13

ଏବଂ ମୁଁ ନାନା ଜାତିମାନଙ୍କ ମଧ୍ଯରୁ ସମାନଙ୍କେୁ ବାହାର କରି ଆଣିବି ଓ ନାନା ଦେଶରୁ ସମାନଙ୍କେୁ ସଂଗ୍ରହ କରି ସମାନଙ୍କେୁ ନିଜ ଦେଶକୁ ଆଣିବି। ଏବଂ ମୁଁ ସମାନଙ୍କେୁ ଇଶ୍ରାୟେଲର ପର୍ବତମାନଙ୍କ ରେ, ଝରଣାଗୁଡ଼ିକ ନିକଟରେ ଓ ଦେଶର ବନ୍ଦୋବସ୍ଥ ସ୍ଥାନଗୁଡ଼ିକରେ ଚରାଇବି।

ହୋଶେୟ 2:15

ସଠାେ ରେ ଆମ୍ଭେ ତାକୁ ଦ୍ରାକ୍ଷାକ୍ଷେତ୍ର ଦବୋ। ଆମ୍ଭେ ତାକୁ ଆଶାର ଦ୍ବାର ସ୍ବରୂପ ଆଖୋର ଉପତ୍ୟକା ଦବୋ। ତା'ପ ରେ ସେ ମିଶର ଦେଶରୁ ଆସିଲା ସମୟ ପରି ଉତ୍ତର କରିବ।

Interlinear

Choose Theme