ତୁମ୍ଭମାନଙ୍କୁ ଆମ୍ଭେ ଖଡ୍ଗ ରେ ଚ୍ଛଦନେ କରିବା ଓ ତୁମ୍ଭେ ସମସ୍ତେ ବଧ୍ଯସ୍ଥାନ ରେ ନଇଁ ପଡ଼ିବ। କାରଣ ଆମ୍ଭେ ଡ଼ାକିଲା ବେଳେ ତୁମ୍ଭମାନେେ ଉତ୍ତର କଲ ନାହିଁ, ଆମ୍ଭେ କଥା କହିଲା ବେଳେ ତୁମ୍ଭମାନେେ ଶୁଣିଲ ନାହିଁ। କିନ୍ତୁ ଆମ୍ଭ ଦୃଷ୍ଟି ରେ ଯାହା ମନ୍ଦ ସହେି କାର୍ୟ୍ଯ କଲ ଓ ଯାହା ଆମ୍ଭକୁ ଅସନ୍ତୁଷ୍ଟ କରିବ ସହେି କାର୍ୟଅକୁ ମନୋନୀତ କଲ।
Cross references
ପୁଣି ଆମ୍ଭେ ତୁମ୍ଭମାନଙ୍କ ଉପରକୁ ଖଡ୍ଗ ଆଣିବା, ତାହା ନିଯମ ଲଙ୍ଘନର ପ୍ରତିଫଳ ହବେ। ତୁମ୍ଭମାନେେ ନଗର ମଧିଅରେ ଏକତ୍ର ହେଲେ ଆମ୍ଭେ ତୁମ୍ଭମାନଙ୍କ ମଧ୍ଯକୁ ମହାମାରୀ ପଠାଇବା, ତହିଁରେ ତୁମ୍ଭମାନେେ ଶତୃ ହସ୍ତ ରେ ସମର୍ପିତ ହବେ।
ରାସ୍ତା ରେ ସୈନ୍ଯମାନେ ସମାନଙ୍କେୁ ହତ୍ଯା କରିବେ। ସମାନଙ୍କେ ଗୃହ ରେ ଭୟଙ୍କର କାର୍ୟ୍ଯମାନ ହବେ। ସୈନ୍ଯମାନେ ୟକ୍ସ୍ଟବକ ଓ ୟକ୍ସ୍ଟବତୀମାନଙ୍କୁ ହତ୍ଯା କରିବେ। ସମାନେେ ବକ୍ସ୍ଟଢା ଓ ପିଲାମାନଙ୍କୁ ହତ୍ଯା କରିବେ।
ସଦାପ୍ରଭୁ, ସୋମନଙ୍କ ପୂର୍ବପୁରୁଷମାନଙ୍କର ପରମେଶ୍ବର, ତାଙ୍କର ଲୋକମାନଙ୍କୁ ଚତାବେନୀ ଦବୋ ନିମନ୍ତେ ଦୂତମାନଙ୍କୁ ବାରମ୍ବାର ପଠାଇଲେ। ସଦାପ୍ରଭୁ ତାଙ୍କର ମନ୍ଦିର ଓ ଏହି ଲୋକମାନଙ୍କ ନିମନ୍ତେ ଦୁଃଖ ଅନୁଭବ କରିବାରୁ ଏହି ପ୍ରକାର କଲେ।
କିନ୍ତୁ ତୁମ୍ଭମାନେେ ମାରେ ଶିକ୍ଷା ଶୁଣିବାକୁ ନାସ୍ତି କଲ। ମୁଁ ତୁମ୍ଭକୁ ସାହାୟ୍ଯ କରିବାକୁ ଚେଷ୍ଟା କଲି। ମୁଁ ହାତ ବଢ଼ାଇଲି କିନ୍ତୁ ତୁମ୍ଭମାନେେ ମାରେ ସାହାୟ୍ଯ ଗ୍ରହଣ କରିବାକୁ ମନାକଲ।
ତୁମ୍ଭମାନେେ ନିଜକୁ ପ୍ରକ୍ଷାଳନ କର। ନିଜକୁ ପରିଷ୍କାର କର। ମନ୍ଦ କାର୍ୟ୍ଯରୁ ନିବୃତ ହୁଅ। ମୁଁ ତୁମ୍ଭମାନଙ୍କର ସହେି ମନ୍ଦ କର୍ମ ଦେଖିବାକୁ ଇଚ୍ଛା କରେ ନାହିଁ। କୁକର୍ମରୁ ନିବୃତ୍ତ ହୁଅ।
ସହେି ସମୟରେ ତୁମ୍ଭର ପୁରୁଷଗଣ ଖଡ୍ଗ ଘାତ ରେ ଓ ୟୋଦ୍ଧାଗଣ ୟୁଦ୍ଧ ରେ ନିହତ ହବେେ।
ତୁମ୍ଭେ ଜଣେ ବନ୍ଦୀଲୋକ ପରି ମୁଣ୍ଡ ନୁଆଁଇବ। ଜଣେ ମୃତଲୋକ ପରି ପଡ଼ିରହିବ। ମାତ୍ର ତାହା ତୁମ୍ଭକୁ ସାହାୟ୍ଯ କରିବ ନାହିଁ। ପରମେଶ୍ବର ତଥାପି କ୍ରୋଧାନ୍ବିତ ରହିବେ। ସେ ତଥାପି ତୁମ୍ଭକୁ ଦଣ୍ଡ ଦବୋକୁ ପ୍ରସ୍ତୁତ ରହିବେ।
ସଦେିନ ସଦାପ୍ରଭୁ ଆପଣାର ଦାରୁଣ, ବୃହତ୍ ଓ ଦୃଢ଼ ଖଡ୍ଗ ଦ୍ବାରା ଦ୍ରୁତଗାମୀ ସର୍ପ ଲିବିଯାଥନକୁ ଓ ବକ୍ରଗାମୀ ସର୍ପ ଲିବିଯାଥନକୁ ଶାସ୍ତି ଦବେେ ଓ ସମୁଦ୍ରସ୍ଥ ଦୀର୍ଘକାଯ ଜନ୍ତୁକୁ ସଂହାର କରିବେ।
ଆମ୍ଭେ ଅନାଇଲା ବେଳେ କହେି ନାହିଁ। ପୁଣି ପ୍ରଶ୍ନ କଲା ବେଳେ ସମାନଙ୍କେ ମଧିଅରେ କହେି ଜଣେ ମନ୍ତ୍ରଣା ଦାତା ସୁଦ୍ଧା ଉତ୍ତର ଦବୋକୁ ନାହିଁ।
ଆମ୍ଭେ ଆସିଲା ବେଳେ କାହିଁକି କହେି ଉପସ୍ଥିତ ନ ଥିଲ ? ଆମ୍ଭେ ଡ଼ାକିଲା ବେଳେ କହେି ଉତ୍ତର ଦବୋକୁ କାହିଁକି ନ ଥିଲ ? ଆମ୍ଭର ହସ୍ତ କ'ଣ େଛାଟ ଯେ ତାହା ମୁକ୍ତ କରିପାରିବ ନାହିଁ ? କିମ୍ବା ଉଦ୍ଧାର କରିବା ପାଇଁ ଆମ୍ଭର କ'ଣ ପରାକ୍ରମ ନାହିଁ ? ଦେଖ, ଆମ୍ଭର ଆଦେଶ ରେ ସମୁଦ୍ର ଶୁଖିୟାଇପା ରେ ଓ ନଦନଦୀକୁ ପ୍ରାନ୍ତର କରିଦଇେ ପାରୁ। ସେଥି ରେ ଥିବା ମତ୍ସ୍ଯ ଜଳ ଅଭାବରୁ ତୃଷାର୍ତ୍ତ ହାଇେ ମରିଯିବେ ଓ ଦୁର୍ଗନ୍ଧ ହବେ।
ତେଣୁ ସତ୍ଯତାର ଅଭାବ ହାଇେଅଛି ଓ ଯେ ଦୁଷ୍କର୍ମ ତ୍ଯାଗ କଲେ ସେ ଲୁଣ୍ଠିତ ହୁଏ। ପୁଣି ସଦାପ୍ରଭୁ ଏହା ଦେଖିଲେ ଓ ନ୍ଯାଯବିଚାର ନ ଥିବାରୁ ଅସନ୍ତୁଷ୍ଟ ହେଲେ।
ସହେି ଲୋକମାନେ ଉଦ୍ୟାନ ରେ ବଳିଦାନ କରି ଓ ଆମ୍ଭ ସମ୍ମୁଖ ରେ ଗୁଡ଼ିଏ ଇଟା ଉପ ରେ ଧୂପ ଜଳାଇ କ୍ରମାଗତ ଭାବରେ ଆମ୍ଭକୁ ବିରକ୍ତ କରାନ୍ତି।