Home Bibles ଯିଶାଇୟ 65:24 · ଓଡ଼ିଆ ବାଇବେଲ
ଯିଶାଇୟ 65:24 · ଓଡ଼ିଆ ବାଇବେଲ

ପୁଣି ସମାନେେ ଡ଼ାକିବା ପୂର୍ବରୁ ଆମ୍ଭେ ଉତ୍ତର ଦବୋ ଓ ସମାନେେ କଥା କହୁ କହୁ ଆମ୍ଭେ ଶୁଣିବା।

Cross references

ଆଦି ପୁସ୍ତକ 24:15

ଏହାପରେ ଦାସଟିର ପ୍ରାର୍ଥନା ସରିବା ପୂର୍ବରୁ ଜଣେ ୟୁବତୀ ରିବିକା କୂଅ ନିକଟକୁ ଆସିଲେ। ରିବିକା ଥିଲେ, ବଥୂଯଲରେଝିଅ। ବଥୂଯଲେ ମିଲ୍କାର ପୁତର ଥିଲେ, ୟିଏକି ଅବ୍ରହାମଙ୍କର ଭାଇ ନୋ ହରେ ସହିତ ବିବାହ କରିଥିଲେ। ରିବିକା ପାଣିପାତ୍ର କାନ୍ଧ ରେ ଥୋଇ କୂଅ ନିକଟକୁ ଆସିଲେ।

ଦିତୀୟ ରାଜାବଳୀ 19:20

ଏହାପରେ ଆମାେସର ପୁତ୍ର ଯିଶାଇୟ ହିଜକିଯଙ୍କ ନିକଟକୁ କହି ପଠାଇଲେ। ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କଥା କହନ୍ତି, 'ତୁମ୍ଭେ ଅଶୂରର ରାଜା ସନ ହରେୀବ୍ ବିରୁଦ୍ଧ ରେ ଆମ୍ଭ ନିକଟରେ ଯେଉଁ ପ୍ରାର୍ଥନା କଲ, ତାହା ଆମ୍ଭେ ଶୁଣିଲୁ।'

ଗୀତସଂହିତା 32:5

କିନ୍ତୁ ତା'ପରେ ମୁଁ ନିଷ୍ପତ୍ତି ନଲେି ମାରେ ସମସ୍ତ ପାପକୁ ତୁମ୍ଭ ଆଗରେ ପ୍ରକାଶ କରିବି। ସଦାପ୍ରଭୁ ତୁମ୍ଭଙ୍କୁ ମାରେ ସମସ୍ତ ପାପ ବିଷଯରେ କହିଲି। ମାରେ କୌଣସି ପାପ ଲୁଚାଇ ରଖିଲି ନାହିଁ ଓ ତୁମ୍ଭେ ମାେତେ ମାରେ ସମସ୍ତ ପାପରୁ କ୍ଷମା କରିଦଲେ।

ଗୀତସଂହିତା 50:15

ପରମେଶ୍ବର କହନ୍ତି, ତୁମ୍ଭେ ବିପଦରେ ପଡ଼ିଥିବା ବେଳେ ଆମ୍ଭକୁ ଡ଼ାକ, ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବୁ ଓ ତା'ପରେ ତୁମ୍ଭେ ଆମ୍ଭର ମହିମା କରିବ।

ଗୀତସଂହିତା 91:15

ଆମ୍ଭର ଅନୁସରଣକାରୀମାନେ ଆମ୍ଭଙ୍କୁ ସାହାୟ୍ଯ ପାଇଁ ଡ଼ାକିବେ, ଆମ୍ଭେ ସମାନଙ୍କେର ଡ଼ାକ ଶୁଣିବା। ସମାନଙ୍କେ କଷ୍ଟ ସମଯରେ ଆମ୍ଭେ ସମାନଙ୍କେ ସହିତ ରହିବା। ଆମ୍ଭେ ସମାନଙ୍କେୁ ରକ୍ଷା କରିବା ଏବଂ ସମ୍ମାନ ଦବୋ।

ଯିଶାଇୟ 30:19

ସଦାପ୍ରଭୁଙ୍କର ସନ୍ତାନଗଣ ୟିରୁଶାଲମର ସିୟୋନ ପର୍ବତ ରେ ବାସ କରିବେ। ତୁମ୍ଭମାନେେ ଆଉ କ୍ରନ୍ଦନ କରିବ ନାହିଁ। ସଦାପ୍ରଭୁ ତୁମ୍ଭମାନଙ୍କର ରୋଦନ ଶୁଣିବେ ଓ ତୁମ୍ଭମାନଙ୍କୁ ଅନୁଗ୍ରହ କରିବେ। ସେ ଶୁଣିବା ମାତ୍ ରେ ତୁମ୍ଭମାନଙ୍କୁ ସାହାୟ୍ଯ କରିବେ।

ଯିଶାଇୟ 55:6

ତେଣୁ ତୁମ୍ଭମାନେେ ସଦାପ୍ରଭୁଙ୍କର ଅନ୍ବଷେଣ କର, ଯେ ହତେୁ ତାଙ୍କର ଅର୍ଥାତ୍ ସଦାପ୍ରଭୁଙ୍କର ଉଦ୍ଦେଶ୍ଯ ମିଳିଅଛି। ଯେ ପର୍ୟ୍ଯନ୍ତ ସେ ନିକଟରେ ଅଛନ୍ତି, ସେ ପର୍ୟ୍ଯନ୍ତ ତାଙ୍କୁ ପ୍ରାର୍ଥନା କର।

ଯିଶାଇୟ 58:9

ସେତବେେଳେ ତୁମ୍ଭେ ସଦାପ୍ରଭୁଙ୍କୁ ଡ଼ାକିବ ଓ ସେ ଉତ୍ତର ଦବେେ। ତୁମ୍ଭେ ଆର୍ତ୍ତସ୍ବର ରେ କହିବ, ଆଉ ସେ ଉତ୍ତର ଦବେେ, ଆମ୍ଭେ ଏଠା ରେ ଉପସ୍ଥିତ ଅଛୁ।'

ଦାନିଏଲ 9:20

ମୁଁ ସହେିସବୁ କଥା ପରମେଶ୍ବରଙ୍କୁ ପ୍ରାର୍ଥନା ରେ ନିବଦନେ କରୁଥିଲି। ମାରେ ପାପ ଓ ଇଶ୍ରାୟେଲ ଲୋକଙ୍କର ପାପ ସ୍ବୀକାର କରୁଥିଲି। ଆଉ ମାରେ ପରମେଶ୍ବରଙ୍କ ପବିତ୍ର ପର୍ବତ ନିମନ୍ତେ ମାରେ ପରମେଶ୍ବର ସଦାପଭୁଙ୍କ ଛାମୁ ରେ ମାରେ ନିବଦନେ ଉତ୍ସର୍ଗ କରୁଥିଲି।

ଦାନିଏଲ 10:12

ତା'ପ ରେ ସେ ମାେତେ କହିଲେ, ' ହେ ଦାନିୟେଲ, ଭୟ କରନାହିଁ କାରଣ ତୁମ୍ଭେ ବୁଝିବା ପାଇଁ ଓ ତୁମ୍ଭ ପରମେଶ୍ବରଙ୍କର ସାକ୍ଷାତ ରେ ନିଜକୁ ନମ୍ର କଲ। ସହେି ଦିନଠାରୁ ତୁମ୍ଭର ବାକ୍ଯ ଶୁଣାୟାଇଛି। ମୁଁ ତୁମ୍ଭ ପାଖକୁ ଆସିଲି କାରଣ ତୁମ୍ଭେ ପ୍ରାର୍ଥନା କରି ଆସୁଅଛି।

ମାର୍କଲିଖିତ ସୁସମାଚାର 11:24

ଏଣୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ ତୁମ୍ଭମାନେେ ପ୍ରାର୍ଥନା କଲା ବେଳେ ଯାହା ମାଗୁଛ, ବିଶ୍ବାସ କର ଯେ, ତାହା ତୁମ୍ଭକୁ ମିଳିଯାଇଛି ତବେେ ପ୍ରକୃତ ରେ ତାହା ତୁମ୍ଭେ ପାଇବ।

ଲୂକଲିଖିତ ସୁସମାଚାର 15:18

ମୁଁ ଏ ସ୍ଥାନ ଛାଡି ମାେ ବାପାଙ୍କ ପାଖକୁ ଫରେିୟିବି।' ମୁଁ ତାହାଙ୍କୁ କହିବି, 'ବାପା, ମୁଁ ପରମେଶ୍ବରଙ୍କ ବିରୁଦ୍ଧ ରେ ଓ ତୁମ୍ଭ ବିରୁଦ୍ଧ ରେ ପାପ କରିଛି।

ରେରିତମାନଙ୍କ କାର୍ଯ୍ୟର ବିବରଣ 4:31

ପ୍ରାର୍ଥନା ସରିବା ପରେ ଯେଉଁ ପ୍ରାର୍ଥନା ଘ ରେ, ସମସ୍ତେ ଏକାଠି ହାଇେଥିଲେ, ସହେି ଘର କମ୍ପି ଉଠିଲା। ସମାନେେ ସମସ୍ତେ ପବିତ୍ର ଆତ୍ମା ରେ ପୂର୍ଣ୍ଣ ହାଇଗେଲେ ଓ ପରମେଶ୍ବରଙ୍କର ବାର୍ତ୍ତା ସାହସର ସହିତ କରିବାକୁ ଲାଗିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 10:30

କର୍ଣ୍ଣୀଲିୟ କହିଲେ, ମୁଁ ଠିକ୍ ଚ଼ାରିଦିନ ଆଗରୁ ମାେ ଘ ରେ ଅପରାହ୍ନ ପ୍ରାୟ ତିନିଟା ବେଳେ ପ୍ରାର୍ଥାନା କରୁଥିଲି। ସେତବେେଳେ ହଠାତ୍ ଜଣେ ସ୍ବର୍ଗଦୂତ, ଉଜ୍ଜ୍ବଳ ଓ ଝଲସୁଥିବା ବସ୍ତ୍ର ପିନ୍ଧି ମାେ ସାମନା ରେ ଠିଆ ହାଇଗେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 12:5

ତେଣୁ ପିତର କାରାଗାର ରେ ବନ୍ଦୀ ହାଇେ ରହିଲେ। ତାହାଙ୍କ ପାଇଁ ମଣ୍ଡଳୀର ସମସ୍ତେ ପରମେଶ୍ବରଙ୍କ ନିକଟରେ ନିରବଚ୍ଛିନ୍ନ ଭାବରେ ପ୍ରାର୍ଥନା କଲେ।

ଯୋହନଙ୍କ ପ୍ରଥମ ପତ୍ର 5:14

ଆମ୍ଭେ ନିଃସନ୍ଦହେ ରେ ତାହାଙ୍କ ନିକଟକୁ ଆସିବା କାରଣ ତାହାଙ୍କଠା ରେ ଆମ୍ଭର ଏହି ଭରସା ଅଛି ଯେ ଯେତବେେଳେ ଆମ୍ଭେ ତାହାଙ୍କ ଇଚ୍ଛା ଅନୁଯାଯୀ ତାହାଙ୍କ କୌଣସି ବିଷୟ ମାଗୁ ସେ ଆମ୍ଭର ପ୍ରାର୍ଥନା ଶୁଣନ୍ତି।

Interlinear

Choose Theme