Home Bibles ଯିଶାଇୟ 65:4 · ଓଡ଼ିଆ ବାଇବେଲ
ଯିଶାଇୟ 65:4 · ଓଡ଼ିଆ ବାଇବେଲ

ସମାନେେ କବରସ୍ଥାନ ମଧିଅରେ ବସନ୍ତି ଓ ଗୁମ୍ଫା ମଧିଅରେ ରାତ୍ରି ୟାପନ କରନ୍ତି। ସମାନେେ ଶୂକର ମାଂସ ଭକ୍ଷଣ କରନ୍ତି ଓ ସମାନଙ୍କେ ପାତ୍ର ରେ ଦୂଷିତ ମାଂସ ଝୋଳ ଥାଏ।

Cross references

ଯାତ୍ରା ପୁସ୍ତକ 23:19

ଶସ୍ଯ ଅମଳ ସମୟରେ ତୁମ୍ଭେ ଯେତବେେଳେ ଶସ୍ଯ ସାଇତିବ ପ୍ରଥମ ଶସ୍ଯ ଆଗେ ତୁମ୍ଭର ସଦାପ୍ରଭୁ ପରମେଶ୍ବରଙ୍କ ଗୃହକୁ ଆଣିବ।

ଯାତ୍ରା ପୁସ୍ତକ 34:26

ତୁମ୍ଭମାନଙ୍କର ପ୍ରଥମ ଶସ୍ଯ ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବ। ସହେି ସବୁକୁ ପ୍ରଥମେ ସଦାପ୍ରଭୁ ତୁମ୍ଭର ପରମେଶ୍ବରଙ୍କ ଗୃହକୁ ଆଣିବେ।

ଲେବୀୟ ପୁସ୍ତକ 11:7

ଆଉ କେତକେ ପ୍ରାଣୀ ଅଛନ୍ତି ଯେଉଁମାନଙ୍କର ଦୁଇଫାଳ ବିଶିଷ୍ଟ ଖୁରା ଅଛି। ମାତ୍ର ସମାନେେ ପାକୁଳି କରନ୍ତି ନାହିଁ। ସଗେୁଡିକୁ ମଧ୍ଯ ତୁମ୍ଭମାନେେ ଭୋଜନ କରିବ ନାହିଁ। ସେପ୍ରକାର ପ୍ରାଣୀ ହେଉଛି ଶୂକର, ସେ ମଧ୍ଯ ତୁମ୍ଭମାନଙ୍କ ପାଇଁ ଅଶୁଚି।

ଗଣନା ପୁସ୍ତକ 19:11

ଯଦି କହେି କୌଣସି ମନୁଷ୍ଯର ଶବ ଛୁଏଁ, ତବେେ ସାତଦିନ ପର୍ୟ୍ଯନ୍ତ ଅଶୁଚି ରହିବ।

ଗଣନା ପୁସ୍ତକ 19:16

ପୁଣି କହେି ଯଦି ଖାେଲା କ୍ଷେତ୍ର ରେ ୟୁଦ୍ଧ ରେ ନିହତ ମୃତ ଦହେ ମନୁଷ୍ଯ ଅସ୍ଥି କିମ୍ବା କବର ଛୁଏଁ, ତବେେ ସେ ସାତଦିନ ୟାଏ ଅଶୁଚି ରହିବ।

ଦିତୀୟ ବିବରଣ 14:3

ସଦାପ୍ରଭୁଙ୍କର ଘୃଣ୍ଯଦ୍ରବ୍ଯ ତୁମ୍ଭମାନେେ ଭକ୍ଷଣ କରିବ ନାହିଁ।

ଦିତୀୟ ବିବରଣ 14:8

ତୁମ୍ଭମାନେେ ଘକ୍ସ୍ଟସକ୍ସ୍ଟରି ଖାଇବା ଇଚିତ୍ ନକ୍ସ୍ଟହଁ। କାରଣ ତାଙ୍କର ଖକ୍ସ୍ଟରା ଦକ୍ସ୍ଟଇଫାଳ ବିଶିଷ୍ଟ କିନ୍ତୁ ସମାନେେ ପାକକ୍ସ୍ଟଳି କରନ୍ତି ନାହିଁ। ତେଣୁ ତୁମ୍ଭମାନଙ୍କ ପାଇଁ ଘକ୍ସ୍ଟସକ୍ସ୍ଟରି ଅପବିତ୍ର ଅଟେ। ଏପରିକି ମୃତ ଘକ୍ସ୍ଟସକ୍ସ୍ଟରି ଶବକକ୍ସ୍ଟ ଛକ୍ସ୍ଟଅଁ ନାହିଁ।

ଦିତୀୟ ବିବରଣ 14:21

ଆପେ ଆପେ ମରିୟାଇଥିବା କୌଣସି ମୃତ ପ୍ରାଣୀର ମାଂସ ଭକ୍ଷଣ କରିବ ନାହିଁ। ତୁମ୍ଭମାନେେ ଏହାକକ୍ସ୍ଟ ବିଦେଶୀମାନଙ୍କୁ ଭୋଜନ ପାଇଁ ଦଇପୋର, କିଅବା ବିଦେଶୀକକ୍ସ୍ଟ ତାହା ବିକ୍ରଯ କରିପାର। କାରଣ ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କର ପବିତ୍ର ଲୋକ।

ଦିତୀୟ ବିବରଣ 18:11

ମାହେକ, ଭୂତକ୍ସ୍ଟଡିଯା, ଗକ୍ସ୍ଟଣୀ କି ପ୍ ରତେ ପରାମର୍ଶୀ ଲୋକ ତକ୍ସ୍ଟମ୍ଭ ମଧିଅରେ କହେି ଯେପରି ଦଖାୟିବେ ନାହିଁ।

ଯିଶାଇୟ 66:3

ଯେ ଗୋବଧ କରେ ସେ ନରହତ୍ଯାକାରୀ ପରି ହୁଏ, ଯେ ମଷେଶାବକ ବଳିଦାନ କରେ ଯେ କୁକୁରର ବକେ କାଟିଲା ଲୋକପରି ହୁଏ, ଯେ ନବୈେଦ୍ଯ ଉତ୍ସର୍ଗ କରେ, ସେ ଶୂକର ରକ୍ତ ଉତ୍ସର୍ଗ କରିବା ଲୋକପରି ହୁଏ, ଯେ ସୁବାସିତ ଧୂପ ଜଳାଏ, ସେ ଦବେତାର ଧନ୍ଯବାଦ କରିବା ଲୋକପରି ହୁଏ। ସମାନେେ ନିଜ ନିଜ ପଥ ମନୋନୀତ କରିଅଛନ୍ତି। ସମାନଙ୍କେର ଆତ୍ମା ନିଜର ଘୃଣା ଯୋଗ୍ଯ ବିଷଯ ରେ ସନ୍ତୁଷ୍ଟ ହୁଏ।

ଯିଶାଇୟ 66:17

ସଦାପ୍ରଭୁ ପୁଣି କୁହନ୍ତି, ଯେଉଁମାନେ ଅନ୍ୟକୁ ଅନୁସରଣ କରି ଉଦ୍ୟାନକୁ ୟିବା ପାଇଁ ନିଜକୁ ପବିତ୍ର ଓ ଶୁଚି କରନ୍ତି ଓ ଶୂକର ମାଂସ, ଘୃଣ୍ଯଦ୍ରବ୍ଯ ଓ ମୂଷା ଖାଆନ୍ତି, ସମାନେେ ସମସ୍ତେ ଏକତ୍ର ବିନଷ୍ଟ ହବେେ।

ଯିହିଜିକଲ 4:14

ତା'ପ ରେ ମୁଁ କହିଲି, ହେ ସଦାପ୍ରଭୁ ମାରେ ପ୍ରଭୁ ! ଅଶୁଚି ଖାଦ୍ୟ ଖାଇବା ଦ୍ବାରା ମୁଁ ନିଜକୁ କବେେ ଅଶୁଚି କରି ନାହିଁ। ମୁଁ ବାଲ୍ଯକାଳରୁ ଆଜି ପର୍ୟ୍ଯନ୍ତ ସ୍ବଯଂମୃତ ପଶୁ, ପଚି ୟାଇଥିବା ପଶୁଗୁଡ଼ିକ ଏବଂ ଅନ୍ୟ ପଶୁ ଦ୍ବାରା ମରା ହାଇେଥିବା ପଶୁର ମାଂସ ଭୋଜନ କରି ନାହିଁ। ଅଥବା ନିଷିଦ୍ଧ କରାୟାଇଥିବା ମାଂସ ମାେ ପାଟି ରେ ଦଇେ ନାହିଁ।

ଯିଖରିୟ 9:7

ସମାନେେ ଆଉ ରକ୍ତ ସହିତ ମାଂସ ଭୋଜନ କରିବେ ନାହିଁ ଅଥବା ଅନ୍ୟ ଘୃଣ୍ଯ ଖାଦ୍ୟ ଖାଇବେ ନାହିଁ। ଯେଉଁ ପଲେଷ୍ଟୀୟମାନେ ବଞ୍ଚିବେ ସମାନେେ ମଧ୍ଯ ମାେ ଲୋକମାନଙ୍କର ଅଂଶ ହବେେ, ଏହା ଯିହୁଦାର ଏକ ବଂଶ ହବେ। ଇକ୍ରୋଣର ଲୋକମାନେ ମାେ ଲୋକମାନଙ୍କର ଅଂଶୀଦାର ହବେେ, ଯେପରି ୟିବୁଷିଯମାନେ କରିଥିଲେ।

ମାଥିଉଲିଖିତ ସୁସମାଚାର 8:28

ଯୀଶୁ ହ୍ରଦର ଆରପଟ ରେ ଥିବା ଗାଦରୀୟ ଲୋକଙ୍କ ରାଜ୍ଯ ରେ ପହନ୍ଚିଲେ। ଭୁତ ଗ୍ରସ୍ତ ଦୁଇଜଣ ଲୋକ କବର ସ୍ଥନରୁ ବାହାରି ତାହାଙ୍କୁ ଭଟେିଲେ। ସମାନେେ ବହୁତ ଭୟଙ୍କର ଥିଲେ।

ମାର୍କଲିଖିତ ସୁସମାଚାର 5:2

ଯୀଶୁ ଡଙ୍ଗାର ବାହାରକୁ ଆସିବା ମାତ୍ ରେ ଗୋଟିଏ ଲୋକ କବର ମଧ୍ଯରୁ ବାହାରି ତାହାଙ୍କ ପାଖକୁ ଆସିଲା ା ତା' ଦହେ ରେ ଦୁଷ୍ଟାତ୍ମାଟି ପ୍ରବେଶ କରି ରହିଥିଲା।

ଲୂକଲିଖିତ ସୁସମାଚାର 8:27

ଯୀଶୁ ଡଙ୍ଗାରୁ ବାହାରକୁ ବାହାରିବା ସମୟରେ ଜଣେ ଲୋକ ନଗରରୁ ଯୀଶୁଙ୍କ ପାଖକୁ ଆସିଲା। ଏହି ଲୋକଟି ଦହେ ରେ ଭୂତଟିଏ ପ୍ରବେଶ କରିଥିଲା। ଅନକେ ଦିନ ଧରି ସେ ଲୁଗା ପିନ୍ଧୁ ନଥିଲା କି ଘ ରେ ମଧ୍ଯ ରହୁନଥିଲା। ସେ କବର ସ୍ଥାନ ରେ ରହୁଥିଲା।

Interlinear

Choose Theme