ସଦାପ୍ରଭୁ ଏହିକଥା କୁହନ୍ତି, ସ୍ବର୍ଗ ଆମ୍ଭର ସିଂହାସନ ଓ ପୃଥିବୀ ଆମ୍ଭର ପାଦପୀଠ। ତୁମ୍ଭମାନେେ ଆମ୍ଭପାଇଁ କି ପ୍ରକାର ଗୃହ ନିର୍ମାଣ କରିପାରିବ ଓ କେଉଁ ପ୍ରକାର ସ୍ଥାନ ଆମ୍ଭର ବିଶ୍ରାମସ୍ଥଳ ହବେ ?
Cross references
ତୁମ୍ଭେ ୟାଅ ଓ ମାରେ ଦାସ ଦାଉଦଙ୍କକ୍ସ୍ଟ କକ୍ସ୍ଟହ, 'ସଦାପ୍ରଭୁ ଏହି କଥା କହିଛନ୍ତି। ତୁମ୍ଭେ ମାରେ ବାସସ୍ଥାନ ଗୃହ ନିର୍ମାଣ କରିବାକୁ ଉଦ୍ଦିଷ୍ଟ ବ୍ଯକ୍ତି ନକ୍ସ୍ଟହଁ।
ମୁ ସମକ୍ସ୍ଟଦାଯ ଇଶ୍ରାୟେଲ ସନ୍ତାନ ସହିତ ଯେ ସବୁ ସ୍ଥାନକକ୍ସ୍ଟ ଗମନାଗମନ କଲି, ମୁ ମାରେ ଇଶ୍ରାୟେଲର ଏହିପରି କୌଣସି ପରିବାରବର୍ଗ ମାେ ପାଇଁ ଏରସ କାଠ ରେ ଏକ ସକ୍ସ୍ଟନ୍ଦର ଗୃହ ନିର୍ମାଣ କରିବାକୁ କହି ନାହିଁ।'
କିନ୍ତୁ ହେ ପରମେଶ୍ବର, ତୁମ୍ଭେ କ'ଣ ଆମ୍ଭମାନଙ୍କ ସହିତ ଏହି ପୃଥିବୀ ରେ ବାସ କରିବାକୁ ଯାଉଛ? ଦୟାକରି ଦେଖ, ସମସ୍ତ ସ୍ବର୍ଗ ଓ ସ୍ବର୍ଗର ଉପରିସ୍ଥ ସ୍ବର୍ଗ ଯେତବେେଳେ ତୁମ୍ଭକୁ ଧାରଣ କରି ନ ପାରିବ, ତବେେ ମାେ ଦ୍ବାରା ନିର୍ମିତ ଏକ େଛାଟ ଗୃହ କ'ଣ ତୁମ୍ଭକୁ ଧାରଣ କରିପାରିବ?
ରାଜା ଦାଉଦ ଉଠି ଠିଆ ହେଲେ ଓ କହିଲେ, ହେ ମାରେ ଭ୍ରାତା ଓ ମାରେ ଲୋକଗଣ, ମାରେ କଥା ଶୁଣ। ମାରେ ହୃଦଯ ରେ ମୁଁ ସଦାପ୍ରଭୁଙ୍କ ନିଯମସିନ୍ଦୁକ ରଖିବା ନିମନ୍ତେ ଏକ ସ୍ଥାନ ନିର୍ମାଣ କରିବାକ ମୁଁ ଇଚ୍ଛା କରିଥିଲି। ପରମେଶ୍ବରଙ୍କ ପାଦପୀଠ ହବୋ ନିମନ୍ତେ ଏକ ସ୍ଥାନ ନିର୍ମାଣ କରିବାକୁ ମୁଁ ଇଚ୍ଛା କରିଥିଲି। ଆଉ, ପରମେଶ୍ବରଙ୍କ ସହେି ମନ୍ଦିର ନିର୍ମାଣ କରିବା ନିମନ୍ତେ ମୁଁ ଅନକେ ଯୋଜନାମାନ କରିଥିଲି।
ଆମ୍ଭର ପରମେଶ୍ବର ଅନ୍ୟ ସମସ୍ତ ଦବେତାଗଣ ଅପେକ୍ଷା ମହାନ୍ ଅଟନ୍ତି। ତେଣୁ ମୁଁ ତାଙ୍କ ନିମନ୍ତେ ଏକ ବିରାଟ ମନ୍ଦିର ନିର୍ମାଣ କରିବି।
କିନ୍ତୁ ଆମ୍ଭମାନେେ ଜାଣୁ ଯେ ତୁମ୍ଭେ ପରମେଶ୍ବର, ପ୍ରକୃତ ରେ ଏହି ପୃଥିବୀ ରେ ମନୁଷ୍ଯମାନଙ୍କ ସହିତ ବସବାସ କରିବ ନାହିଁ। ସ୍ବର୍ଗ ଓ ଉଚ୍ଚତମ ସ୍ବର୍ଗଗଣ ତୁମ୍ଭକୁ ଧାରଣ କରିପାରନ୍ତି ନାହିଁ। ଆଉ ଆମ୍ଭମାନେେ ଜାଣୁ ଯେ, ମୁଁ ନିର୍ମିତ କରିଥିବା ଏହି ମନ୍ଦିର ତୁମ୍ଭକୁ ଧାରଣ କରି ନ ପା ରେ।
ସଦାପ୍ରଭୁ ତାଙ୍କର ପବିତ୍ର ମନ୍ଦିରରେ ବାସ କରନ୍ତି। ସଦାପ୍ରଭୁଙ୍କ ସିଂହାସନ ସ୍ବର୍ଗରେ, ସେ ସହେିଠାରୁ ୟାହାସବୁ ଘଟୁଛି ସମସ୍ତ ବିଷଯ ଦେଖନ୍ତି। ସଦାପ୍ରଭୁ ମନୁଷ୍ଯକୁ ଯତ୍ନ ସହକାରେ ଅତି ନିକଟରୁ ଭଲ କି ମନ୍ଦ ତାହା ବିଚାର କରନ୍ତି।
ତୁମ୍ଭମାନେେ ଆମ୍ଭମାନଙ୍କର ପରମେଶ୍ବରଙ୍କର ପ୍ରଶଂସା କର। ତାଙ୍କର ପବିତ୍ର ପର୍ବତରେ ତାଙ୍କର ଉପାସନା କର। ପ୍ରକୃତରେ ସଦାପ୍ରଭୁ ଆମ୍ଭର ପରମେଶ୍ବର ପବିତ୍ର ଅଟନ୍ତି।
ଚାଲ ସହେି ପବିତ୍ର ତମ୍ବୁକୁ ୟିବା। ଆମ୍ଭେ ତାଙ୍କ ପାଦପୀଠରେ ଉପାସନା କରିବା।
ଲିବା ନୋନର ଗୌରବ ତୁମ୍ଭ ନିକଟକୁ ଆସିବ। ଦବଦୋରୁ, ତିଧର ଓ ତାଶୂର ବୃକ୍ଷ ଏକତ୍ର ହାଇେ ଆମ୍ଭର ପବିତ୍ର ସ୍ଥାନକୁ ସୁଶାେଭିତ କରିବାକୁ ଆସିବେ। ଆମ୍ଭେ ଆମ୍ଭର ପାଦପୀଠର ସ୍ଥାନ ଗୌରବନ୍ବିତ କରିବା।
ଏହିସବୁ ସଦାପ୍ରଭୁଙ୍କର ମନ୍ଦିର, ସଦାପ୍ରଭୁଙ୍କ ନାମ ରେ ମିଥ୍ଯା କହୁଥିବା ଲୋକମାନଙ୍କୁ ବିଶ୍ବାସ କର ନାହିଁ।
ସମସ୍ତ ଦେଶର ଲୋକମାନେ ଆପଣା ନାମର ମହତ୍ତ୍ବ ଗାନ କରୁଛନ୍ତି। ଲୋକମାନେ ସମସ୍ତ ସ୍ଥାନ ରେ ପବିତ୍ର ନବୈେଦ୍ଯ ଓ ଧୂପ ଉତ୍ସର୍ଗ କରୁଛନ୍ତି, କାରଣ ଆମ୍ଭର ନାମ ସମଗ୍ର ଦେଶ ରେ ମହାନ୍ ଅଟେ। ସର୍ବଶକ୍ତିମାନ ସଦାପ୍ରଭୁ ଏସବୁ କହିଥିଲେ।
କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ, ଆଦୌ ପ୍ରତିଜ୍ଞା କରନାହିଁ। ସ୍ବର୍ଗର ନାମ ରେ ପ୍ରତିଜ୍ଞା କର ନାହିଁ, କାରଣ ତାହା ପରମେଶ୍ବରଙ୍କ ସିଂହାସନ।
ଯେଉଁ ଲୋକ ମନ୍ଦିର ନାମ ରେ ଶପଥ କରେ, ସେ ମନ୍ଦିର ଭିତ ରେ ଜଣେ ୟିଏ ଅଛନ୍ତି, ତାହାଙ୍କ ନ୍ମ ରେ ଶପଥ ନଇେଥାଏ।
ଯୀଶୁ ସମାନଙ୍କେୁ ପଚାରିଲେ, ଏହି ଭବନଗୁଡ଼ିକୁ ତୁମ୍ଭମାନେେ ଦେଖି ପାରୁଛ? ମୁଁ ତୁମ୍ଭମାନଙ୍କୁ ସତ୍ଯ କହୁଛି, ସବୁତକ ଭବନ ଧ୍ବଂସ ହାଇଯେିବ। ଏଥିର ଗୋଟିଏ ହେଲେ ପଥର ଅନ୍ୟଟି ଉପରେ ରହିପାରିବ ନାହିଁ। ସବୁତକ ପଥର ଅନ୍ୟଟି ଉପରେ ରହି ପାରିବନାହିଁ। ସବୁତକ ପଥର ଭୁଇଁ ଉପରେ କୁଢ଼ଇେ ହାଇେ ପଡ଼ିବ।
ଆମ୍ଭର ପିତୃପୁରୁଷମାନେ ଏହି ପର୍ବତ ରେ ଉପାସନା କରୁଥିଲେ। କିନ୍ତୁ ଯିହୂଦୀମାନେ କୁହନ୍ତି ଯେ ୟିରୁଶାଲମ ହେଉଛି ଉପାସନା କରିବା ନିମନ୍ତି ଯଥାର୍ଥ ସ୍ଥାନ।
ମାତ୍ର ସର୍ବୋପରିସ୍ଥ ପରମେଶ୍ବର କୌଣସି ହାତ ତିଆରି ମନ୍ଦିର ରେ ବାସ କରନ୍ତି ନାହିଁ। ଭବିଷ୍ଯଦ୍ବକ୍ତା ଏହିପରି ଲେଖନ୍ତି,
ପରମେଶ୍ବର ଓ ପୃଥିବୀ ରେ ଓ ଏଥି ରେ ଥିବା ସମସ୍ତ ବସ୍ତୁର କର୍ତ୍ତା। ସେ ସ୍ବର୍ଗ ଓ ପୃଥିବୀର ପ୍ରଭୁ ହାଇେ ଥିବାରୁ ସେ ମଣିଷ ନିର୍ମିତ ମନ୍ଦିର ଗୁଡ଼ିକରେ ରୁହନ୍ତି ନାହିଁ।