ପୁଣି ତୁମ୍ଭମାନେେ ଏହା ଦେଖିବ ଓ ତୁମ୍ଭମାନଙ୍କର ହୃଦଯ ଆନନ୍ଦିତ ହବେ। ଆଉ ତୁମ୍ଭମାନଙ୍କ ଅସ୍ଥି ନୂତନ ତୃଣ ସଦୃଶ ସତଜେ ହବେ। ସଦାପ୍ରଭୁଙ୍କର ହସ୍ତ ତାହାଙ୍କ ଦାସମାନଙ୍କ ଉପ ରେ ପ୍ରକାଶିତ ହବେ। ଆଉ ମଧ୍ଯ ସେ ନିଜ ଶତ୍ରୁମାନଙ୍କ ଉପ ରେ କୁପିତ ହବେେ।
Cross references
କାରଣ ସେ ପ୍ରଥମ ମାସର ପ୍ରଥମ ଦିନ ବାବିଲରୁ ୟାତ୍ରା ଆରମ୍ଭ କଲେ, ପୁଣି ତାଙ୍କ ପ୍ରତି ସଦାପ୍ରଭୁ ପରମେଶ୍ବରଙ୍କ ମଙ୍ଗଳମଯ ହସ୍ତର ସହାୟତା ପ୍ରମାଣେ ସେ ପଞ୍ଚମ ମାସର ପ୍ରଥମ ଦିନ ରେ ୟିରୁଶାଲମ ରେ ଉପସ୍ଥିତ ହେଲେ।
ତେଣୁ ଆମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ପରମେଶ୍ବର ମଙ୍ଗଳମଯ ହସ୍ତର ସହାୟତା ପ୍ରମାଣେ ସମାନେେ ଇଶ୍ରାୟେଲର ପୌତ୍ର,
କାରଣ ପଥ ମଧିଅରେ ଶତୃ ବିରୁଦ୍ଧ ରେ ଆମ୍ଭମାନଙ୍କୁ ସାହାର୍ୟ୍ଯ କରିବା ପାଇଁ ରାଜାଙ୍କୁ ଏକଦଳ ସୈନ୍ଯ ଓ ଅଶ୍ବାରୋହୀ ମାଗିବାକୁ ମୁଁ ଲଜ୍ଜା ବୋଧ କଲି। ମୁଁ ରାଜାଙ୍କୁ ଏହି କଥା କହିଲି, ଯେଉଁମାନେ ଆମ୍ଭମାନଙ୍କ ପରମେଶ୍ବରଙ୍କୁ ଭରସା କରନ୍ତି, ସମାନଙ୍କେର ମଙ୍ଗଳ ପାଇଁ ସମାନଙ୍କେ ପ୍ରତି ତାଙ୍କର ସହାୟତା ଅଛି। ମାତ୍ର ଯେଉଁମାନେ ତାହାଙ୍କୁ ପରିତ୍ଯାଗ କରନ୍ତି, ତାଙ୍କର ଶକ୍ତି ଓ କୋର୍ଧ ସମାନଙ୍କେର ବିରୁଦ୍ଧ ରେ ଥାଏ।
ଏହାପରେ ଆମ୍ଭମାନେେ ୟିରୁଶାଲମକୁ ୟାତ୍ରାକରିବା ନିମନ୍ତେ ପ୍ରଥମ ମାସର ଦ୍ବାଦଶ ଦିନ ଅହବା ନଦୀ ନିକଟକୁ ପ୍ରସ୍ଥାନ କଲୁ। ଆମ୍ଭମାନଙ୍କ ପରମେଶ୍ବରଙ୍କ ହସ୍ତ ଆମ୍ଭମାନଙ୍କର ସହାୟ ହେଲା। ଆଉ ପଥ ମଧିଅରେ ଶତୃ ଓ ଓଗାଳି ବସିବା ଲୋକମାନଙ୍କ ହସ୍ତରୁ ସେ ଆମ୍ଭକୁ ଉଦ୍ଧାର କଲେ।
ସରଳ ଲୋକମାନେ ତାହା ଦେଖି ଆନନ୍ଦିତ ହେଲେ ଏବଂ ଦୁଷ୍ଟ ଲୋକମାନେ କ'ଣ କହିବା କଥା ତାହା ଜାଣନ୍ତି ନାହିଁ।
ଯଦି ତୁମ୍ଭେ ଏପରି କର, ତବେେ ଏହା ତୁମ୍ଭର ଶରୀର ପାଇଁ ଔଷଧ କି ତାଜ ତୁମ୍ଭ ପାଇଁ ଗୋଟିଏ ପୁଷ୍ଟିକର ତରଳ ଔଷଧ ହାଇେ ତୁମ୍ଭକୁ ଶକ୍ତିଶାଳୀ କରିବ।
ଆନନ୍ଦିତ ହୃଦଯ ଉତ୍ତମ ଔଷଧ। ମାତ୍ର ଭଗ୍ନ ଆତ୍ମା ଅଗ୍ନି ସବୁକୁ ଶୁଷ୍କ କରେ।
ପରମେଶ୍ବର କହିବେ, ମୁଁ ଅଶୂରକୁ ଏକ ୟଷ୍ଟିରୂପେ ବ୍ଯବହାର କରିବି। ଏହି କୋର୍ଧରୂପକ ଦଣ୍ଡ ଇଶ୍ରାୟେଲକୁ ଶାସ୍ତି ଦବେେ।
ମାତ୍ର ସଦାପ୍ରଭୁ କୁହନ୍ତି, ତୁମ୍ଭର ମୃତମାନେ ଜୀବିତ ହବେେ। ମୃତ ଶବଗୁଡ଼ିକ ପୁଣି ନିଃଶ୍ବାସ ନବୋ ଆରମ୍ଭ କରିବେ। ହେ ଧୂଳିନିବାସୀ ଗଣ, ଉଠ, ଆନନ୍ଦ କର, କାରଣ ତୁମ୍ଭମାନେେ ପ୍ରଭାତ ରେ ତୃଣ ଉପର ଶିଶିର ତୁଲ୍ଯ ଭୂମି ମୃତମାନଙ୍କୁ ଜନ୍ମ ଦବେ।'
ଆଉ ମଧ୍ଯ ସଦାପ୍ରଭୁ ତୁମ୍ଭକୁ ସର୍ବଦା ବାଟ କଢ଼ାଇ ନବେେ। ମରୁଭୂମିରେ ତୁମ୍ଭର ଅଭାବ ତୃପ୍ତ କରିବେ। ସେ ତୁମ୍ଭର ଅସ୍ଥିଗୁଡ଼ିକୁ ବଳିଷ୍ଠ କରିବେ। ତହିଁରେ ତୁମ୍ଭେ ଜଳସିକ୍ତ ଉଦ୍ୟାନତୁଲ୍ଯ କିମ୍ବା ଜଳପୂର୍ଣ୍ଣ ଝରଣା ସଦୃଶ ହବେ।
ସେ ପାପ କର୍ମର ପରିମାଣ ଅନୁସାରେ ସମାନଙ୍କେ ପ୍ରତି ଭୟଙ୍କର ହିଂସ୍ର ହବେେ। ଏବଂ ନିଜର ଶତ୍ରୁମାନଙ୍କୁ ଏକ ଶିକ୍ଷା ଦବେେ। ଆଉ ମଧ୍ଯ ଦ୍ବୀପ ସମୂହକୁ ପ୍ରତିଫଳ ଦାନ କରିବେ।
ତୁମ୍ଭମାନଙ୍କୁ ଆମ୍ଭେ ଖଡ୍ଗ ରେ ଚ୍ଛଦନେ କରିବା ଓ ତୁମ୍ଭେ ସମସ୍ତେ ବଧ୍ଯସ୍ଥାନ ରେ ନଇଁ ପଡ଼ିବ। କାରଣ ଆମ୍ଭେ ଡ଼ାକିଲା ବେଳେ ତୁମ୍ଭମାନେେ ଉତ୍ତର କଲ ନାହିଁ, ଆମ୍ଭେ କଥା କହିଲା ବେଳେ ତୁମ୍ଭମାନେେ ଶୁଣିଲ ନାହିଁ। କିନ୍ତୁ ଆମ୍ଭ ଦୃଷ୍ଟି ରେ ଯାହା ମନ୍ଦ ସହେି କାର୍ୟ୍ଯ କଲ ଓ ଯାହା ଆମ୍ଭକୁ ଅସନ୍ତୁଷ୍ଟ କରିବ ସହେି କାର୍ୟଅକୁ ମନୋନୀତ କଲ।
ସହେି ସକାେଶ ମାରେ ପ୍ରଭୁ ସଦାପ୍ରଭୁ ଏହିକଥା କରନ୍ତି, ଆମ୍ଭର ଦାସମାନେ ଭୋଜନ କରିବେ, ମାତ୍ର ତୁମ୍ଭେ ମନ୍ଦାଚାରୀମାନେ କ୍ଷୁଧାର୍ତ୍ତ ରହିବ। ଆମ୍ଭର ଦାସମାନେ ପାନ କରିବେ, ମାତ୍ର ତୁମ୍ଭମାନେେ ତୃଷାର୍ତ୍ତ ରହିବ। ଆମ୍ଭର ଦାସମାନେ ଆନନ୍ଦ କଲା ବେଳେ ତୁମ୍ଭମାନେେ ଲଜ୍ଜିତ ହବେ।
ଆମ୍ଭର ଦାସମାନେ ଆନନ୍ଦ ରେ ଗାନ କରିବେ କାରଣ ସମାନଙ୍କେ ହୃଦଯ ସୁଖ ରେ ପରିପୂର୍ଣ୍ଣ । ମାତ୍ର ତୁମ୍ଭେ ମନ୍ଦାଚାରୀଗଣ ହୃଦଯର ଦୁଃଖ ନିମିତ୍ତ ବିଳାପ କରିବ। ଆଉ ମଧ୍ଯ ଆତ୍ମାର ବିରକ୍ତିଭାବ ଯୋଗୁଁ ହାହାକାର କରିବ।
ତୁମ୍ଭେ ଯେଉଁଦିନ ସଦାପ୍ରଭୁଙ୍କ ବାକ୍ଯ ରେ କମ୍ପିତ ହେଉଅଛ, ତାଙ୍କର ବାକ୍ଯ ଶୁଣ। ତୁମ୍ଭମାନଙ୍କର ଭାଇମାନେ ଯେ ତୁମ୍ଭମାନଙ୍କୁ ଘୃଣା କରନ୍ତି ଓ ଆମ୍ଭର ନାମ ସକାେଶ ତୁମ୍ଭମାନଙ୍କୁ ଦୂର କରନ୍ତି ; ସମାନେେ କହି ଅଛନ୍ତି, 'ଆମ୍ଭେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖିପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ବିତ ହୁଅନ୍ତୁ,' ମାତ୍ର ସମାନେେ ଲଜ୍ଜିତ ହବେେ।
ସଦାପ୍ରଭୁଙ୍କର ହସ୍ତ ମାେ ଆଡ଼କୁ ପ୍ରସାରିତ ହେଲା ଓ ସେ ତାଙ୍କ ଆତ୍ମା ରେ ମାେତେ ବାହାରକୁ ନଇୟୋଇ ଉପତ୍ୟକାର ମଧ୍ଯସ୍ଥଳୀ ରେ ବସାଇଲେ ଏବଂ ସହେି ଉପତ୍ୟକା ଅସ୍ଥି ରେ ପରିପୂର୍ଣ୍ଣ ଥିଲା।