ଏହି ଶୁଣ, ନଗରରୁ କଳହର ରବ ଓ ମନ୍ଦିରରୁ ଏକ ସ୍ବର ଆସୁଅଛି। ନିଜର ଶତ୍ରୁମାନଙ୍କୁ ପ୍ରତିଫଳ ଦେଉଥିବା ସଦାପ୍ରଭୁଙ୍କର ହେଉଛି ଏହି ରବ।
Cross references
ଦେଖ, ସଦାପ୍ରଭୁ ପୃଥିବୀବାସୀଙ୍କୁ ସମାନଙ୍କେର ଅପରାଧ ଲାଗି ଶାସ୍ତି ଦବୋକୁ ନିଜ ସ୍ଥାନ ପରିତ୍ଯାଗ କରିଛନ୍ତି। ପୃଥିବୀ ନିଜର ଶକ୍ତି ପ୍ରକାଶ କରିବ। ସେ ଆଉ ନିହତ ଲୋକମାନଙ୍କୁ ଆଚ୍ଛାଦନ କରି ରଖିବ ନାହିଁ।
କାରଣ ଏହା ସଦାପ୍ରଭୁଙ୍କର ପ୍ରତିଶୋଧର ଦିନ। ଏହା ସିୟୋନର ଦିବା ସମ୍ବନ୍ଧୀଯ ପ୍ରତିଫଳର ବର୍ଷ।
ସେ ପାପ କର୍ମର ପରିମାଣ ଅନୁସାରେ ସମାନଙ୍କେ ପ୍ରତି ଭୟଙ୍କର ହିଂସ୍ର ହବେେ। ଏବଂ ନିଜର ଶତ୍ରୁମାନଙ୍କୁ ଏକ ଶିକ୍ଷା ଦବେେ। ଆଉ ମଧ୍ଯ ଦ୍ବୀପ ସମୂହକୁ ପ୍ରତିଫଳ ଦାନ କରିବେ।
ମାତ୍ର ସହେି ଲୋକମନେ କୁହନ୍ତି, ସେସ୍ଥାନ ରେ ଛିଡ଼ା ହୁଅ, ଆମ୍ଭମାନଙ୍କ ନିକଟକୁ ଆସ ନାହିଁ, କାରଣ ଆମ୍ଭମାନେେ ତୁମ୍ଭ ଅପେକ୍ଷା ପବିତ୍ର।' କିନ୍ତୁ ସହେି ଲୋକମାନେ ଆମ୍ଭ ନାସିକାର ଧୂମସ୍ବରୂପ ଓ ଦିନସାରା ପ୍ରଜ୍ଜ୍ବଳିତ ଅଗ୍ନି ସ୍ବରୂପ।'
ତୁମ୍ଭମାନେେ ଆମ୍ଭର ସନ୍ତାନମାନଙ୍କୁ ବହୁଦୂରକୁ ପଠାଇ ଦଇେଛ। କିନ୍ତୁ ଆମ୍ଭେ ସମାନଙ୍କେୁ ଫରୋଇ ଆଣିବା। ଆଉ ମଧ୍ଯ ତୁମ୍ଭର ଏହି କର୍ମ ଲାଗି ତୁମ୍ଭମାନଙ୍କୁ ଦଣ୍ତ ଦବୋ।
ଆ ମଷେ କହିଲେ: ସିୟୋନ ରେ ସଦାପ୍ରଭୁ ସିଂହ ପରି ଗର୍ଜ୍ଜନ କରିବେ। ତାଙ୍କର ଉଚ୍ଚସ୍ବର ୟିରୁଶାଲମରେୁ ଗର୍ଜି ଉଠିବ। ଫଳ ରେ, ସବୁଜ ଗ୍ଭରଣ ଭୂମି ମଳିନ ଦଖାୟିବେ ଏବଂ ଶୁଖିୟିବ। ଏପରିକି କର୍ମିଲ ଶୃଙ୍ଗର ଶିଖର ଦେଶ ଶୁଷ୍କ ହବେ।