Home Bibles ଯିଶାଇୟ 7:13 · ଓଡ଼ିଆ ବାଇବେଲ
ଯିଶାଇୟ 7:13 · ଓଡ଼ିଆ ବାଇବେଲ

ତା'ପସର ଯିଶାଇୟ କହିଲଲ, ସହ ଦାଉଦଙ୍କର ବଂଶ! ସାବଧାନସହାଇ ଶୁଣ। ତୁମ୍ଲଭମାଲନ ତୁଚ୍ଛମାନବର ର୍ଧୈୟ୍ଯକୁ ପରୀକ୍ଷା କରିଛସବାଲିସମାର ପ୍ରଭୁ ପରଲମଶ୍ବରଙ୍କ ର୍ଧୈୟ୍ଯକୁ ପରୀକ୍ଷା କରିପାରିବ ନାହିଁ।

Cross references

ଆଦି ପୁସ୍ତକ 30:15

ଲୟୋ ଉତ୍ତର ଦଲୋ, ତୁମ୍ଭେ ମାେ ସ୍ବାମୀକୁ ହରଣ କରିଛ ତୁମ୍ଭେ ମାରେ ପୁତ୍ରର ଦୂଦାଫଳ ହରଣ କରିବାକୁ ଚେଷ୍ଟା କରୁଛ।

ଗଣନା ପୁସ୍ତକ 16:9

ଇଶ୍ରାୟେଲର ପରମେଶ୍ବର ତୁମ୍ଭମାନଙ୍କୁ ଇଶ୍ରାୟେଲ ମଣ୍ତଳୀରୁ ପୃଥକ କରି ସଦାପ୍ରଭୁଙ୍କ ପବିତ୍ର ତମ୍ବୁ ନିମନ୍ତେ ନିଯୋଜିତ କରିଛନ୍ତି ଓ ତୁମ୍ଭମାନଙ୍କ ମଣ୍ତଳୀ ସମ୍ମୁଖ ରେ ଠିଆ ହାଇେ ସବୋ କରିବାପାଇଁ ଆପଣା ନିକଟବର୍ତ୍ତୀ କରିଛନ୍ତି। ଏହା ତୁମ୍ଭମାନଙ୍କ ପାଇଁ ୟଥେଷ୍ଟ ନୁହଁ କି?

ଗଣନା ପୁସ୍ତକ 16:13

ତୁମ୍ଭେ ଆମ୍ଭମାନଙ୍କୁ ଦୁଗ୍ଧମଧୁ ପ୍ରବାହୀ ଦେଶରୁ ବାହାର କରି ଏହି ପ୍ରାନ୍ତର ରେ ମାରିବାକୁ ଆଣିଅଛ। ଏହା କ'ଣ କ୍ଷୁଦ୍ର ବିଷଯ? ଆହୁରି ତୁମ୍ଭେ ନିଜକୁ ଆମ୍ଭମାନଙ୍କ ଉପରେ ଶାସକ ହବୋକୁ ଚାହୁଁଛ।

ଦିତୀୟ ବଂଶାବଳୀ 21:7

କିନ୍ତୁ ସଦାପ୍ରଭୁ ଦାଉଦଙ୍କ ସହିତ କରିଥିବା ଚୁକ୍ତି ହତେୁ ଦାଉଦଙ୍କ ଗୃହକୁ ଧ୍ବଂସ କଲେ ନାହିଁ। ସଦାପ୍ରଭୁ ପ୍ରତିଜ୍ଞା କରିଥିଲେ ଯେ, ସେ ଦାଉଦ ଓ ତାଙ୍କର ସନ୍ତାନମାନଙ୍କ ନିମନ୍ତେ ଚିରକାଳ ଏକ ପ୍ରଦୀପ ଜ୍ବଳାଇ ରଖିବେ।

ଦିତୀୟ ବଂଶାବଳୀ 36:15

ସଦାପ୍ରଭୁ, ସୋମନଙ୍କ ପୂର୍ବପୁରୁଷମାନଙ୍କର ପରମେଶ୍ବର, ତାଙ୍କର ଲୋକମାନଙ୍କୁ ଚତାବେନୀ ଦବୋ ନିମନ୍ତେ ଦୂତମାନଙ୍କୁ ବାରମ୍ବାର ପଠାଇଲେ। ସଦାପ୍ରଭୁ ତାଙ୍କର ମନ୍ଦିର ଓ ଏହି ଲୋକମାନଙ୍କ ନିମନ୍ତେ ଦୁଃଖ ଅନୁଭବ କରିବାରୁ ଏହି ପ୍ରକାର କଲେ।

ଯିଶାଇୟ 1:24

ଏହିସବୁ ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ଇଶ୍ରାୟେଲ ବଳଦାତା କୁହନ୍ତି, ମୁଁ ମାରେ ଶତ୍ରୁମାନଙ୍କୁ ଶାସ୍ତି ଦବେି, ମୁଁ ମାରେ ଶତ୍ରୁମାନଙ୍କୁ ଶାସ୍ତି ଦବେି।

ଯିଶାଇୟ 7:2

ଅନନ୍ତର ଦାଉଦ ବଂଶକୁ ଏକ ବାର୍ତ୍ତା ପଠାଗଲା।ସସହି ବାର୍ତ୍ତାଟିସହଲା, ଅରାମ ଓ ଇଶ୍ରାଲୟଲ ସୈନ୍ଯମାଲନ ଏକତ୍ରୀତସହାଇଛନ୍ତି ଏବଂସସମାଲନ ଏକତ୍ର ଶିବିର ସ୍ଥାପନ କରିଛନ୍ତି।

ଯିଶାଇୟ 25:1

ହେ ସଦାପ୍ରଭୁ, ତୁମ୍ଭେ ମାରେ ପରମେଶ୍ବର। ମୁଁ ତୁମ୍ଭର ପ୍ରତିଷ୍ଠା କରିବି ଓ ତୁମ୍ଭ ନାମର ପ୍ରଶଂସା କରିବି। କାରଣ ତୁମ୍ଭେ ସବୁ ଆଶ୍ଚର୍ୟ୍ଯ କାର୍ୟ୍ଯ ସମ୍ପାଦନ କରିଛ। ତୁମ୍ଭେ ପୁରାତନ କାଳ ରେ ୟହା କହିଥିଲ, ତାହା ସମ୍ପୂର୍ଣ୍ଣ ସତ୍ଯ ରେ ପରିଣତ ହାଇେଛି। ତୁମ୍ଭେ ଯାହାସବୁ କହିଥିଲ, ତାହାହିଁ ଘଟିଅଛି।

ଯିଶାଇୟ 43:24

ତୁମ୍ଭେ ଆମ୍ଭର ସମ୍ମାନ ନିମନ୍ତେ ସୁଗନ୍ଧି ଦ୍ରବ୍ଯ କ୍ରଯ କରିବାକୁ ରେ ୗପ୍ୟ ମୁଦ୍ରା ଦଇେ ନାହଁ। କିମ୍ବା ତୁମ୍ଭ ବଳିର ମଦେ ରେ ଆମ୍ଭକୁ ତୃପ୍ତ କରି ନାହଁ, ମାତ୍ର ଆପଣା ପାପଦ୍ବାରା ଆମ୍ଭକୁ ଦାସ୍ଯ କର୍ମ କରାଇଛ ଓ ଆପଣା ନାନା ଅଧର୍ମ ରେ ଆମ୍ଭକୁ କ୍ଲାନ୍ତ କରିଅଛ।

ଯିଶାଇୟ 63:10

ମାତ୍ର ସମାନେେ ସଦାପ୍ରଭୁଙ୍କ ବିପକ୍ଷ ରେ ବିଦ୍ରୋହ କଲେ ଓ ତାଙ୍କର ପବିତ୍ର ଆତ୍ମାକୁ ଦୁଃଖିତ କଲେ। ତେଣୁ ସେ ସମାନଙ୍କେର ଶତ୍ରୁ ହାଇଗେଲେ ଓ ସମାନଙ୍କେର ବିପକ୍ଷ ରେ ୟୁଦ୍ଧ କଲେ।

ଯିଶାଇୟ 65:3

ସହେି ଲୋକମାନେ ଉଦ୍ୟାନ ରେ ବଳିଦାନ କରି ଓ ଆମ୍ଭ ସମ୍ମୁଖ ରେ ଗୁଡ଼ିଏ ଇଟା ଉପ ରେ ଧୂପ ଜଳାଇ କ୍ରମାଗତ ଭାବରେ ଆମ୍ଭକୁ ବିରକ୍ତ କରାନ୍ତି।

ଯିରିମିୟ 6:11

ଏଣୁ ମୁଁ ସଦାପ୍ରଭୁଙ୍କ କୋରଧ ରେ ପରିପୂର୍ଣ୍ଣ ହାଇେଅଛି ଓ ମୁଁ ତାହା ଧରି ରଖିବା ରେ କ୍ଲାନ୍ତ ହାଇେଅଛି। ସଦାପ୍ରଭୁଙ୍କ କୋର୍ଧକୁ ରାସ୍ତା ରେ କ୍ରୀଡ଼ାରତ ପିଲାମାନଙ୍କ ଉପ ରେ ଢ଼ାଳି ପକାଅ ଓ ସଭା ରେ ଏକତ୍ରୀତ ହାଇେଥିବା ୟୁବକମାନଙ୍କ ଉପ ରେ ଢ଼ାଳିଦିଅ, କାରଣ ସ୍ବାମୀ, ସ୍ତ୍ରୀ, ବୃଦ୍ଧ ଓ ବଯସ୍କ ସମସ୍ତେ ଧରାଯିବେ।

ଯିରିମିୟ 21:12

ହେ ଦାଉଦବଂଶ, ସଦାପ୍ରଭୁ ଏହିକଥା କହନ୍ତି, 'ତୁମ୍ଭମାନେେ ପ୍ରଭାତ ରେ ସୁବିବଚେନା କର। ଅପରାଧୀଙ୍କ ହସ୍ତରୁ ଲୁଣ୍ଠିତ ଲୋକମାନଙ୍କୁ ଉଦ୍ଧାର କର। ତାହା ନ ହେଲେ ତୁମ୍ଭମାନେେ ତୁମ୍ଭମାନଙ୍କର ଦୁଷ୍ଟାଚରଣ ଯୋଗୁଁ ଆମ୍ଭ ପ୍ରଚଣ୍ଡ କୋର୍ଧାଗ୍ନି ରେ ଭସ୍ମୀଭୂତ ହବେ ଓ କହେି ତାହାକୁ ନିର୍ବାଣ କରିପାରିବେ ନାହିଁ।

ଯିହିଜିକଲ 16:20

ମାେ ନିମନ୍ତେ ତୁମ୍ଭେ ଯେଉଁ ପୁତ୍ର ଓ କନ୍ଯାମାନଙ୍କୁ ଜନ୍ମ କରିଥିଲ, ତୁମ୍ଭେ ସହେି ପୁତ୍ର କନ୍ଯାଗଣକୁ ବଧକରି ସମାନଙ୍କେୁ ଭଣ୍ଡ ଦବେତାର ଖାଦ୍ୟରୂପେ ଉତ୍ସର୍ଗ କଲ। ତୁମ୍ଭେ ୟଥେଷ୍ଟ ବେଶ୍ଯାବୃତ୍ତି କଲ ନାହିଁ କି ?

ଯିହିଜିକଲ 16:47

ତୁମ୍ଭେ କବଳେ ସମାନଙ୍କେର ଘୃଣ୍ଯ ପ୍ରଥାକୁ ଅନୁସରଣ କଲ ନାହିଁ। କିନ୍ତୁ ସତେ ଯେପରି ଏହା ମନ୍ଦ ନୁହେଁ। ତୁମ୍ଭେ ସମାନଙ୍କେ ଅପେକ୍ଷା ଅଧିକ ଭ୍ରଷ୍ଟାଚାର କରିଛ।

ଯିହିଜିକଲ 34:18

ତୁମ୍ଭମାନେେ ଉତ୍ତମ ତୃଣ ଭୂମିରେ ଚରିପାର, ମାତ୍ର ତୁମ୍ଭମାନେେ କାହିଁକି ଅନ୍ୟମାନଙ୍କର ଚାରଣ ସ୍ଥାନକୁ ପାଦ ରେ ଦଳିବ ? ତୁମ୍ଭମାନେେ ପ୍ରଚୁର ନିର୍ମଳ ଜଳ ପାନ କରିପାର, ମାତ୍ର ଅନ୍ୟ ମଷେମାନଙ୍କ ପାଇଁ ଜଳକୁ ଗୋଳିଆ କରିବ କାହିଁକି ?

ଆମୋଷ 3:13

ମାରେ ପ୍ରଭୁ ସଦାପ୍ରଭୁ ପରମେଶ୍ବର ସର୍ବଶକ୍ତିମାନ ସେ ଏହିକଥା କୁହନ୍ତି: ଯାକୁବ ପରିବାର ଲୋକଙ୍କୁ ସତର୍କ କରିଦିଅ।

ମଲାଖୀ 2:17

ତୁମ୍ଭମାନେେ ଭ୍ରାନ୍ତ ଶିକ୍ଷା ପ୍ରଗ୍ଭର କରୁଛ ଏବଂ ସେ ଭ୍ରାନ୍ତଜନକ ଶିକ୍ଷାସମୂହ ସଦାପ୍ରଭୁଙ୍କୁ ଦୁଃଖିତ କରିଅଛି। ତୁମ୍ଭମାନେେ ଶିକ୍ଷା ଦଲେ ଯେ ମନ୍ଦକାର୍ୟ୍ଯ କରୁଥିବା ବ୍ଯକ୍ତିଙ୍କୁ ପରମେଶ୍ବର ଆଦର କରନ୍ତି। ଆଉ ମଧ୍ଯ କହିଲ ପରମେଶ୍ବର ସହେି ଲୋକଙ୍କୁ ଉତ୍ତମ ଲୋକ ବୋଲି ବିବଚେନା କରନ୍ତି। ଆଉମଧ୍ଯ ତୁମ୍ଭେ ପ୍ରଶ୍ନ କରିଲ ପରମେଶ୍ବରଙ୍କର ନ୍ଯାଯ କେଉଁଠା ରେ ଅଛି।

ଲୂକଲିଖିତ ସୁସମାଚାର 1:69

ସେ ଆମ୍ଭମାନଙ୍କ ପାଇଁ ତାହାଙ୍କ ସବେକ ଦାଉଦଙ୍କ ପରିବାରରୁ ଜଣେ ଶକ୍ତିଶାଳୀ ଉଦ୍ଧାରକର୍ତ୍ତାଙ୍କୁ ଦଇେଛନ୍ତି।

ରେରିତମାନଙ୍କ କାର୍ଯ୍ୟର ବିବରଣ 7:51

ସ୍ତିଫାନ କହିଲେ, ହେ ଯିହୂଦୀ ଲୋକମାନେ, ତୁମ୍ଭମାନେେ କଡ଼େେ ଜିଦ୍ଖୋର! ତୁମ୍ଭମାନଙ୍କର ହୃଦୟ ପରମେଶ୍ବରଙ୍କର ନୁହେଁ। ତୁମ୍ଭମାନେେ ତାହାଙ୍କ କଥା ଶୁଣିବାକୁ ମନା କରୁଛ। ତୁମ୍ଭମାନେେ ସର୍ବଦା ପବିତ୍ର ଆତ୍ମାଙ୍କର ବି ରୋଧ କରିଛ। ତୁମ୍ଭମାନେେ ସବୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କ ପରି ହେଉଛ।

ଏବ୍ରୀ 3:10

ସେଥିପାଇଁ ମୁଁ ସହେି ଲୋକମାନଙ୍କ ପ୍ରତି କ୍ରୁଦ୍ଧ ଥିଲି। ମୁଁ କହିଥିଲି, ସେ ଲୋକମାନଙ୍କର ଚିନ୍ତାଧାରା ସର୍ବଦା ଭୁଲ ଅଟେ। ସମାନେେ ମାରେ ମାର୍ଗ ବୁଝନ୍ତି ନାହିଁ।

Interlinear

Choose Theme