ସଦାପ୍ରଭୁ ମାେତେ କହିଲେ, ତୁମ୍ଭେ ଏକ ବୃହତ ଫଳକ ନଇେ ଏକ ସ୍ବତନ୍ତ୍ର ଲେଖନୀ ସାହାୟ୍ଯ ରେ ତା'ଉପ ରେ ଏହି କଥାସବୁ ଲେଖ। ତାହା ହେଉଛି, ମ ହରେ-ଶାଲଲ-ହାଶ୍-ବସ୍।' ଏହାର ଅର୍ଥ ହେଉଛି, ଖୁବ୍ ଶୀଘ୍ର ଲୁଣ୍ଠନ ଓ ଚୋରି ହବେ।
Cross references
ମୁଁ ଚା ହେଁ କହେି ଜଣେ ମନରେଖୁ ଯାହା ମୁଁ କହୁଛି ଓ ଯାହା ଗୋଟିଏ ବହି ରେ ଲେଖିଛି। ମୁଁ ଚା ହେଁ ମାରେ କଥାସବୁ ପୁସ୍ତକରେ ଲିଖିତ ହାଇରହେୁ।
ତା'ପ ରେ ମୁଁ ଭବିଷ୍ଯତବକ୍ତୀଙ୍କ ନିକଟକୁ ଗଲି। ସେ ଗର୍ଭବତୀ ଥିଲେ ଓ ଏକ ପୁତ୍ର ପ୍ରସବ କଲେ। ତା'ପ ରେ ସଦାପ୍ରଭୁ ମାେତେ କହିଲେ, ତାହାର ନାମ ମ ହରେ-ଶାଲଲ-ହାଶ୍-ବସ୍ ରଖ।
ଏବେ ୟାଅ, ସମାନଙ୍କେ ସାକ୍ଷାତ ରେ ଏକ ଫଳକରେ ତାହା ଲେଖ। ଏକ ପୁସ୍ତକରେ ତାହା ଲିପିବଦ୍ଧ କର ଯେପରି କି ତାହା ଆସନ୍ତାକାଲି ଓ ଅନନ୍ତକାଳ ପର୍ୟ୍ଯନ୍ତ ରହିବ।
ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କଥା କହନ୍ତି, ହେ ଯିରିମିୟ, ଆମ୍ଭେ ତୁମ୍ଭକୁ ଯେଉଁସବୁ କଥା କହିଅଛୁ, ତାହା ତୁମ୍ଭେ ଗୋଟିଏ ପୁସ୍ତକରେ ଲେଖି ରଖ।
ହେ ଯିରିମିୟ, ଗୋଟିଏ ନଳାକାର ପୁସ୍ତକ ନିଅ। ଆମ୍ଭେ ଯୋଶିୟ ରାଜାଙ୍କ ରାଜତ୍ବ କାଳରୁ ଆଜି ପର୍ୟ୍ଯନ୍ତ ଇଶ୍ରାୟେଲ, ଯିହୁଦା ଓ ସମସ୍ତ ଗୋଷ୍ଠୀର ବିରୁଦ୍ଧ ରେ ଯାହା ଯାହା କରିଅଛୁ, ସେ ସମସ୍ତ ସହେି ପୁସ୍ତକରେ ଲେଖ।
ହେ ଯିରିମିୟ, ଯିହୁଦାର ରାଜା ଯିହାୟୋଦାରକୀମ୍ ଯେଉଁ ପୁସ୍ତକ ପୋଡ଼ି ପକାଇଅଛି, ସହେି ପୁସ୍ତକ ଲିଖିତ ସମସ୍ତ ବାକ୍ଯ ତୁମ୍ଭେ ଆଉ ଖଣ୍ଡେ ପୁସ୍ତକ ନଇେ ପୁନର୍ବାର ଲେଖ।
ତା'ପ ରେ ଯିରିମିୟ ଆଉ ଖଣ୍ଡେ ନଳାକାର ପୁସ୍ତକ ନଇେ ନରେିଯର ପୁତ୍ର ବାରୂକକୁ ଦେଲେ। ଯିହାୟୋଦାରକୀମ୍ ଯେଉଁ ନଳାକାର ପୁସ୍ତକ ଅଗ୍ନି ରେ ଦଗ୍ଧ କରିଥିଲେ, ସହେି ନଳାକାର ପୁସ୍ତକ ଲିଖିତ ସମସ୍ତ ବାକ୍ଯ ଯିରିମିୟଙ୍କ ମୁଖରୁ ଶୁଣି ପୁଣି ସହେି ନଳାକାର ପୁସ୍ତକରେ ଲେଖିଲା। ଆଉ ମଧ୍ଯ ଅନକେ ସହେି ପ୍ରକାର କଥା ଏହି ଦ୍ବିତୀୟ ନଳାକାର ପୁସ୍ତକରେ ୟୋଗ କରାଇଲେ।
ସଦାପ୍ରଭୁ ମାେତେ ଉତ୍ତର ଦେଲେ, ଆମ୍ଭେ ତୁମ୍ଭକୁ ଯେଉଁ ଦର୍ଶନ ଦଖାେଉଛୁ ତାହା ଗୋଟିଏ ଫଳକ ଉପ ରେ ସ୍ପଷ୍ଟ ଭାବରେ ଲେଖ ଯେପରିକି ସବୁଲୋକ ସହଜ ରେ ପଢି ପାରିବେ।
ଯେଉଁ ଲୋକର ବୁଦ୍ଧି ଅଛି, ସେ ପଶୁର ସଂଖ୍ଯାର ଅର୍ଥକୁ ଠିକରୂପେ ଦଇପୋରିବ। ଏଥିପାଇଁ ବୁଦ୍ଧି ଆବଶ୍ଯକ କାରଣ ଏହିସଂଖ୍ଯା ଗୋଟିଏ ମନୁଷ୍ଯର ସଂଖ୍ଯା। ତାହାର ସଂଖ୍ଯା ହେଉଛି 666।
ସେ ଦୂତ କାନ୍ଥର ଉଚ୍ଚତା ମଧ୍ଯ ମାପିଲେ ଏହା 144 ହାତ ହେଲା। ଦୂତ ମନୁଷ୍ଯମାନଙ୍କ ଦ୍ବାରା ବ୍ଯବହୃତ ମାନଦଣ୍ଡ ରେ ମାପିଥିଲେ।