Home Bibles ଯାକୁବଙ୍କ ପତ୍ 1:23 · ଓଡ଼ିଆ ବାଇବେଲ
ଯାକୁବଙ୍କ ପତ୍ 1:23 · ଓଡ଼ିଆ ବାଇବେଲ

ଯଦି ଜଣେ ପରମେଶ୍ବରଙ୍କ ଶିକ୍ଷାକୁ କବଳେ ଶୁଣେ ଓ କିଛି କରେ ନାହିଁ, ସେ ଲୋକ ଦର୍ପଣ ରେ ନିଜ ମୁହଁ ଦେଖିଲା ଭଳି ଅଟେ।

Cross references

ଯିରିମିୟ 44:16

ତୁମ୍ଭେ ସଦାପ୍ରଭୁଙ୍କ ନାମ ରେ ଆମ୍ଭମାନଙ୍କୁ ଯେଉଁ କଥା କହିଅଛ, ତୁମ୍ଭର ସହେି କଥା ଆମ୍ଭମାନେେ ଶୁଣିବୁ ନାହିଁ।

ଯିହିଜିକଲ 33:31

ଏବଂ ସମାନେେ ମାେ ଲୋକପରି ତୁମ୍ଭ ନିକଟକୁ ଆସନ୍ତି। ମାେ ଲୋକପରି ସମାନେେ ତୁମ୍ଭ ସମ୍ମୁଖ ରେ ବସନ୍ତି ଓ ତୁମ୍ଭ କଥା ଶୁଣନ୍ତି। କିନ୍ତୁ ସମାନେେ ମାେ କଥା ମାନନ୍ତି ନାହିଁ। କାରଣ ସମାନେେ କବଳେ ତାହା କରନ୍ତି, ଯାହା ସମାନେେ କରିବାକୁ ଚାହାଁନ୍ତି। ଏବଂ ସମାନଙ୍କେ ହୃଦଯ ଅସାଧୁ ଲାଭ ପାଇଁ ଲୋଭି ଅଟେ।

ମାଥିଉଲିଖିତ ସୁସମାଚାର 7:26

କିନ୍ତୁ ଯେଉଁ ଲୋକ ମାରେ ଏହି କଥାଗୁଡିକ ଶୁଣେ, କିନ୍ତୁ ସଗେୁଡିକୁ ମାନି ଚଳନୋହିଁ, ସେ ବାଲି ଉପରେ ଘର ତୋଳିଥିବା ଗୋଟିଏ ମୂର୍ଖ ବ୍ଯକ୍ତି ଭଳି।

ଲୂକଲିଖିତ ସୁସମାଚାର 6:7

ବିଶ୍ରାମବାର ରେ ଯୀଶୁ କାହାରିକୁ ସୁସ୍ଥ କରି ଦେଉଛନ୍ତି କି ନାହିଁ ତାହା ଦେଖିବା ପାଇଁ ସଠାେରେ ଯିହୂଦୀ ଧର୍ମଶାସ୍ତ୍ରୀ ଓ ଫାରୂଶୀମାନେ ଅପେକ୍ଷା କରି ରହିଥିଲେ। ସମାନେେ ଦେଖିବାକୁ ଚାହୁଁଥିଲେ ଯେ ଯୀଶୁ କିଛି ଭୁଲ କାମ କଲେ ସମାନେେ ତାହାଙ୍କୁ ଦୋଷୀ ସାବ୍ଯସ୍ତ କରିପାରିବେ।

ଲୂକଲିଖିତ ସୁସମାଚାର 6:47

ଯେଉଁଲୋକ ମାେ ପାଖକୁ ଆ ସେ, ମାେ ଉପଦେଶ ଶୁଣେ ଓ ତାହାକୁ ମାନେ,

ଯାକୁବଙ୍କ ପତ୍ 2:14

ମାେ ଭାଇ ଓ ଭଉଣୀମାନେ !ଯଦି ଜଣେ କୁ ହେ, ଯେ, ସେ ଜଣେ ବିଶ୍ବାସୀ, କିନ୍ତୁ କିଛି କର୍ମ କରେ ନାହିଁ, ତା ହେଲେ ତାହାର ବିଶ୍ବାସ ମୂଲ୍ଯହୀନ। କ'ଣ ଏହି ଭଳି ବିଶ୍ବାସ ତାହାକୁ ରକ୍ଷା କରିପାରିବ ? ନା !

Interlinear

Choose Theme