Home Bibles ଯାକୁବଙ୍କ ପତ୍ 1:7 · ଓଡ଼ିଆ ବାଇବେଲ
ଯାକୁବଙ୍କ ପତ୍ 1:7 · ଓଡ଼ିଆ ବାଇବେଲ

ସନ୍ଦହେୀ ଲୋକ ଏକାଥରକେ ଦୁଇଟି କଥା ଭାବେ। ତେଣୁ ସେ କରୁଥିବା କୌଣସି ବିଷୟ ରେ ନିଷ୍ପତ୍ତି ନଇେପା ରେ ନାହିଁ।

Cross references

ହିତୋପଦେଶ 15:8

ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠା ରେ ଘୃଣାର ବିଷଯ ଅଟେ। ମାତ୍ର ସରଳ ଲୋକଙ୍କର ପ୍ରାର୍ଥନାକୁ ସେ ଗ୍ରହଣ କରନ୍ତି।

ହିତୋପଦେଶ 21:27

ଦୁଷ୍ଟମାନଙ୍କର ବଳିଦାନ ଘୃଣାର ବିଷଯ, ମାତ୍ର ସେ କୁଅଭିପ୍ରାଯ ରେ ତାହା କଲେ ବହୁତ ଘୃଣିତ ହୁଏ।

ଯିଶାଇୟ 1:15

ତୁମ୍ଭମାନେେ ସବୁ ହସ୍ତ ପ୍ରସାରଣ କରି ମାେତେ ପ୍ରାର୍ଥନା କରିବ, ମାତ୍ର ମୁଁ ବିମୁଖ ହାଇେ ଚକ୍ଷୁ ଆଚ୍ଛାଦିତ କରିବି। ତୁମ୍ଭମାନେେ ସବୁ ଅନକେ ପ୍ରାର୍ଥନା କରିବ, ମାତ୍ର ମୁଁ ତାହା ଶୁଣିବି ନାହିଁ। କାରଣ ତୁମ୍ଭମାନଙ୍କର ହସ୍ତ ରକ୍ତ ରେ ପରିପୂର୍ଣ୍ଣ।

ଯିଶାଇୟ 58:3

ସମାନେେ କୁହନ୍ତି, ଆମ୍ଭେ ତୁମ୍ଭକୁ ଭକ୍ତି କରିବା ପାଇଁ ଉପବାସ କରିଅଛୁ, ମାତ୍ର ତୁମ୍ଭେ କାହିଁକି ଦୃଷ୍ଟି କରୁ ନାହଁ ? ଆମ୍ଭମାନେେ କାହିଁକି ଆପଣା ପ୍ରାଣକୁ କ୍ଲେଶ ଦଇେଅଛୁ ଓ ତୁମ୍ଭେ ମନୋୟୋଗ କରୁ ନାହଁ ?

ଯାକୁବଙ୍କ ପତ୍ 4:3

ବା ଯେତବେେଳେ ତୁମ୍ଭେ ମାଗ, ତାହା ପାଅ ନାହିଁ। କାହିଁକି ? କାରଣ ଯେଉଁ କାରଣରୁ ତୁମ୍ଭେ ମାଗ, ତାହା ଭୁଲ ଥାଏ। ତୁମ୍ଭେ ନିଜର ଅଭିଳାଷ ପାଇଁ ଯେପରି ସଗେୁଡ଼ିକୁ ବ୍ଯବହାର କରିପାର, ସେଥିପାଇଁ ସହେିସବୁ ମାଗିଥାଅ।

Interlinear

Choose Theme