Home Bibles ଯାକୁବଙ୍କ ପତ୍ 2:4 · ଓଡ଼ିଆ ବାଇବେଲ
ଯାକୁବଙ୍କ ପତ୍ 2:4 · ଓଡ଼ିଆ ବାଇବେଲ

ତୁମ୍ଭେ ଏ କ'ଣ କରୁଛ ? ଏହାଦ୍ବାରା ତୁମ୍ଭେ କେତକେ ଲୋକଙ୍କୁ ଅନ୍ୟମାନଙ୍କ ତୁଳନା ରେ ଅଧିକ ମହତ୍ବ ପ୍ରଦାନ କରୁଛ ! ମନ୍ଦ ଅଭିପ୍ରାୟ ରଖି ତୁମ୍ଭେ ନିର୍ଣ୍ଣୟ କରୁଛ ଯେ, କେଉଁ ଲୋକଟି ଅଧିକ ଭଲ।

Cross references

ଆୟୁବ ପୁସ୍ତକ 21:27

କିନ୍ତୁ ମୁଁ ଜାଣେ ତୁମ୍ଭେ କ'ଣ ଚିନ୍ତା କରୁଛ ଏବଂ ଏକଥା ଜାଣେ ତୁମ୍ଭେ ମାେତେ ଆଘାତ ଦବୋକୁ ଚାହୁଁଛ।

ଆୟୁବ ପୁସ୍ତକ 34:19

ପରମେଶ୍ବର ଅନ୍ୟମାନଙ୍କଠାରୁ ନେତାମାନଙ୍କୁ ଭଲ ପାଆନ୍ତି ନାହିଁ। ଏବଂ ପରମେଶ୍ବର ଧନୀ ଲୋକମାନଙ୍କୁ ଗରିବ ଲୋକମାନଙ୍କ ଠାରୁ ଅଧିକ ଭଲ ପାଆନ୍ତି ନାହିଁ। କାହିଁକି ? କାରଣ ପରମେଶ୍ବର ସମସ୍ତଙ୍କୁ ସୃଷ୍ଟି କରିଛନ୍ତି।

ଗୀତସଂହିତା 58:1

ବିଚାରକଗଣ !ତୁମ୍ଭେ ନ୍ଯାଯ ଭାବରେ କୁହ କି ? ତୁମ୍ଭେ ଲୋକମାନଙ୍କର ଧର୍ମ ବିଚାର କର କି ?

ଗୀତସଂହିତା 82:2

ପରମେଶ୍ବର କହନ୍ତି, ତୁମ୍ଭମାନେେ କେତକୋଳ ପର୍ୟ୍ଯନ୍ତ ଅନ୍ଯାଯ ବିଚାର କରିବ ? ତୁମ୍ଭେ କେତକୋଳ ପର୍ୟ୍ଯନ୍ତ ଦୁଷ୍ଟ ଲୋକମାନଙ୍କୁ ବିନା ଦଣ୍ଡରେ ମୁକ୍ତି କରିବ ?

ଗୀତସଂହିତା 109:31

କାରଣ ସଦାପ୍ରଭୁ ନିଃସହାୟ ଲୋକମାନଙ୍କ ସପକ୍ଷରେ ଠିଆ ହୁଅନ୍ତି ଏବଂ ପରମେଶ୍ବର ସମାନଙ୍କେୁ ଅନ୍ୟମାନଙ୍କଠାରୁ ରକ୍ଷା କରନ୍ତି। ଯେଉଁମାନେ ତାଙ୍କୁ ନିନ୍ଦା କରନ୍ତି।

ମଲାଖୀ 2:9

ତୁମ୍ଭମାନେେ ଆମ୍ଭର ପଥ ଅନୁସରଣ କରିନାହଁ। ତୁମ୍ଭେ ଆମ୍ଭର ଶିକ୍ଷାଦ୍ବାରା ପକ୍ଷପାତିତା ଦଖାଇେଛ। ତେଣୁ ସମସ୍ତ ଲୋକମାନଙ୍କ ଆଗ ରେ ଆମ୍ଭେ ତୁମ୍ଭମାନଙ୍କୁ ଘୃଣିତ ଓ ଅପମାନିତ କରାଇବା।

ମାଥିଉଲିଖିତ ସୁସମାଚାର 7:1

ଅନ୍ୟର ବିଚାର କରନାହିଁ। ତା' ହେଲେ ପରମେଶ୍ବର ତୁମ୍ଭର ବିଚାର କରିବେ ନାହିଁ।

ଯୋହନଲିଖିତ ସୁସମାଚାର 7:24

କୌଣସି ବିଷୟର ବାହ୍ଯରୂପ ଦେଖି ବିଚାର କର ନାହିଁ। ପ୍ରକୃତ ରେ ଯାହା ଠିକ୍, ତଦନୁଯାଯୀ ବିଚାର କର।

ଯାକୁବଙ୍କ ପତ୍ 1:1

ମୁଁ ପରମେଶ୍ବର ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କର ଜଣେ ସବେକ ଯାକୁବ, ସାରା ପୃଥିବୀ ରେ ବ୍ଯାପି ହାଇେ ରହିଥିବା ପ୍ରଭୁଙ୍କ ଲୋକମାନଙ୍କୁ ନମସ୍କାର ଜଣାଏ।

ଯାକୁବଙ୍କ ପତ୍ 4:11

ଭାଇ ଓ ଭଉଣୀମାନେ ! ପରସ୍ପର ବିରୁଦ୍ଧ ରେ କିଛି କୁହ ନାହଁ। ତୁମ୍ଭେ ଯଦି ଖ୍ରୀଷ୍ଟଙ୍କଠା ରେ ଥିବା ତୁମ୍ଭର କୌଣସି ଭାଇର ସମାଲୋଚନା କରୁଛ ବା ବିଚାର କରୁଛ ; ତା ହେଲେ ସେ ଯେଉଁ ବ୍ଯବସ୍ଥା ପାଳନ କରୁଛି, ତୁମ୍ଭେ ତା'ର ସମାଲୋଚନା କରୁଛ। ଯଦି ତୁମ୍ଭେ ଖ୍ରୀଷ୍ଟ ରେ ଥିବା ଜଣେ ଭାଇର ବିଚାର କର, ତବେେ ତୁମ୍ଭେ ପ୍ରକୃତ ରେ ସେ ପାଳନ କରୁଥିବା ବ୍ଯବସ୍ଥାର ବିଚାର କରୁଛ। ଏବଂ ତୁମ୍ଭେ ଯଦି ବ୍ଯବସ୍ଥାର ବିଚାର କରୁଛ, ତବେେ ତୁମ୍ଭେ ବ୍ଯବସ୍ଥାର ପାଳନ କରୁ ନାହଁ। ତୁମ୍ଭେ ନିଜେ ତାହାର ବିଚାରପତି ହାଇଗେଲ।

Interlinear

Choose Theme