Home Bibles ☰ Books ଯାକୁବଙ୍କ ପତ୍ 2:6 · ଓଡ଼ିଆ ବାଇବେଲ
ଯାକୁବଙ୍କ ପତ୍ 2:6 · ଓଡ଼ିଆ ବାଇବେଲ

କିନ୍ତୁ ତୁମ୍ଭେ ଗରିବ ଲୋକଙ୍କୁ କୌଣସି ସମ୍ମାନ ଦେଉ ନାହଁ। ଏବଂ ତୁମ୍ଭେ ଜାଣିଛ ଯେ, ଧନୀ ଲୋକମାନେ ତୁମ୍ଭର ଜୀବନକୁ ନିୟନ୍ତ୍ରଣ କରିବାକୁ ଚେଷ୍ଟା କରୁଛନ୍ତି ଓ ସହେିମାନେ ତୁମ୍ଭକୁ କଚରେୀକୁ ଟାଣି ନଇେ ଯାଆନ୍ତି।

Cross references

ପ୍ରଥମ ରାଜାବଳୀ 21:11

ତେଣୁ ନାବୋତର ନଗରସ୍ଥ ପ୍ରାଚୀନ ଓ ପ୍ରଧାନବର୍ଗ ଈଷବଲଙ୍କେ ପ୍ ରରେିତ ପତ୍ର ଅନୁସାରେ କାର୍ୟ୍ଯ କଲେ।

ଆୟୁବ ପୁସ୍ତକ 20:19

କାହିଁକି ? କାରଣ ସେ ଗରିବକୁ ଲୁଣ୍ଠନ କରିଛି ଏବଂ ସମାନଙ୍କେୁ ପରିତ୍ଯାଗ କରିଛି। ସେ ସମାନଙ୍କେ ସମ୍ପତ୍ତିକୁ ନଇୟୋଇଛି। ସେ ନିଜେ ନିର୍ମାଣ କରି ନ ଥିବା ଗୃହକୁ ମାଡ଼ିବସିଲା।

ଗୀତସଂହିତା 10:2

ଗର୍ବୀ ଓ ଦୁଷ୍ଟ ଲୋକମାନେ କୁମନ୍ତ୍ରଣା କରନ୍ତି ଓ ସମାନେେ ଗରିବ ଲୋକମାନଙ୍କର କ୍ଷତି କରନ୍ତି।

ଗୀତସଂହିତା 10:8

ସହେି ଲୋକମାନେ ଗୁପ୍ତସ୍ଥାନରେ ଲୁଚି ରହି ଲୋକମାନଙ୍କୁ ଧରିବା ପାଇଁ ଅପେକ୍ଷା କରନ୍ତି। ସମାନେେ ଗୋପନରେ ରହି ଲୋକଙ୍କୁ ଆଘାତ କରିବାକୁ ଚେଷ୍ଟା କରନ୍ତି। ସମାନେେ ନିର୍ଦ୍ ଦୋଷ ଲୋକଙ୍କୁ ହତ୍ଯା କରନ୍ତି।

ଗୀତସଂହିତା 10:10

ବାରମ୍ବାର ସହେି ଦୁଷ୍ଟ ଲୋକମାନେ ନିରୀହ ଲୋକମାନଙ୍କର କ୍ଷତି କରନ୍ତି।

ଗୀତସଂହିତା 10:14

ହେ ସଦାପ୍ରଭୁ, ନିଶ୍ଚଯ ତୁମ୍ଭେ ସହେି ନଷ୍ଠୁର ଲୋକମାନଙ୍କ କାର୍ୟ୍ଯ ଦେଖୁଅଛ। ଥରେ ସହେି ମନ୍ଦକାର୍ୟ୍ଯକୁ ଚାହଁ, ଓ କିଛି କର। ଯେଉଁମାନେ ବିପଦରେ ପଡ଼ନ୍ତି, ନିଶ୍ଚଯ ତୁମ୍ଭ ନିକଟକୁ ସାହାୟ୍ଯ ପାଇଁ ଆସନ୍ତି। ହେ ସଦାପ୍ରଭୁ ତୁମ୍ଭେ ହେଉଛ ଏକମାତ୍ର, ୟିଏକି ସହେି ପିତୃହୀନ ମାନଙ୍କୁ ସାହାୟ୍ଯ କରିପାର।

ଗୀତସଂହିତା 12:5

କିନ୍ତୁ ସଦାପ୍ରଭୁ କହନ୍ତି, ଦୁଷ୍ଟ ଲୋକମାନେ ନିରୀହ ଲୋକଙ୍କଠାରୁ ଚୋରାଇ ନିଅନ୍ତି। ସମାନେେ ଅସହାୟ ଲୋକଙ୍କଠାରୁ ଜିନିଷ ନଇୟୋଆନ୍ତି। କିନ୍ତୁ ମୁଁ ସମାନଙ୍କେ ଉଦ୍ଦେଶ୍ଯ ସଫଳ ହବୋକୁ ଦବେି ନାହିଁ ଓ ମୁଁ ସହେି ଦୁଃଖୀ ଲୋକଙ୍କୁ ରକ୍ଷା କରିବି।

ଗୀତସଂହିତା 14:6

କାରଣ ସହେି ନିରୀହ ଲୋକଟି ପରମେଶ୍ବରଙ୍କ ଉପରେ ନିର୍ଭରଶୀଳ କିନ୍ତୁ ପରମେଶ୍ବର ସର୍ବଦା ଧାର୍ମିକ ଲୋକମାନଙ୍କ ମଧ୍ୟରେ ବାସ କରନ୍ତି। ତଣେୁ ଦୁଷ୍ଟ ଲୋକମାନେ ନିଶ୍ଚିତ ପରମେଶ୍ବରଙ୍କୁ ଭୟ କରିବା ଉଚିତ୍।

ହିତୋପଦେଶ 14:31

ଯେଉଁ ଲୋକ ଦୀନହୀନ ପ୍ରତି ଉପଦ୍ରବ କରେ, ସେ ତା'ର ସୃଷ୍ଟିକର୍ତ୍ତାଙ୍କୁ ଅପମାନିତ କରେ। କିନ୍ତୁ ୟିଏ ଦରିଦ୍ରକୁ ଦୟାକରେ, ସେ ତା'ର ନିର୍ମାଣ କର୍ତ୍ତା ସମ୍ମାନ ବ୍ଯକ୍ତି ହୁଏ।

ହିତୋପଦେଶ 17:5

ଯେଉଁ ଲୋକ ଦରିଦ୍ରକୁ ଉପହାସ କରେ, ସେ ଆପଣାର ସୃଷ୍ଟିକର୍ତ୍ତାଙ୍କୁ ଅପମାନ କରେ। ପୁଣି ଯେ କହେି ଅନ୍ୟ ଲୋକର ବିପଦ ରେ ଆନନ୍ଦ କରେ, ସେ ଦଣ୍ଡ ପାଇବ।

ହିତୋପଦେଶ 22:16

ଯେଉଁଲୋକ ଆପଣା ଧନ ବଢ଼ାଇବା ପାଇଁ ଦରିଦ୍ର ପ୍ରତି ଉପଦ୍ରବ କରେ, ପୁଣି ଯେ ଧନିକି ଦାନ କରେ, ତାହାକୁ କବଳେ ଅଭାବ ଘଟିବ।

ଉପଦେଶକ 5:8

କେତକେ ଦେଶ ରେ ଯଦି ତୁମ୍ଭମାନେେ ଦେଖ ଯେ, ଲୋକମାନେ ଅତ୍ଯାଚାର କଲେ ଓ ନ୍ଯାଯ ବିଚାରକୁ ଅସ୍ବୀକାର କଲେ, ଏଥି ରେ ଆଶ୍ଚର୍ୟ୍ଯ ହୁଅ ନାହିଁ ! ଅଧିକାରୀଗଣ ଯେଉଁମାନେ ଲୋକମାନଙ୍କୁ ଅତ୍ଯାଚାର କରନ୍ତି, ସମାନଙ୍କେ ଉପ ରେ ଅନ୍ୟ ଅଧିକାରୀଗଣ ଅଛନ୍ତି। ଉଭୟ ଅଧିକାରୀଙ୍କ ଉପ ରେ ଅନ୍ୟଜଣେ ଅଧିକାରୀ ଅଛନ୍ତି।

ଉପଦେଶକ 9:15

ଏପରି ସମୟରେ ତହିଁ ମଧିଅରେ ଏକ ଦରିଦ୍ର ଜ୍ଞାନୀ ଲୋକ ଦଖାଗେଲା। ପୁଣି ସେ ଆପଣା ଜ୍ଞାନ ଦ୍ବାରା ନଗର ରକ୍ଷା କଲା। ତଥାପି ସହେି ଦରିଦ୍ର ଲୋକଙ୍କୁ କହେି ସ୍ମରଣ କଲା ନାହିଁ।

ଯିଶାଇୟ 3:14

ସଦାପ୍ରଭୁ ପ୍ରାଚୀନ ଓ ଅଧିପତିମାନେ କରିଥିବା କର୍ମ ପାଇଁ ସମାନଙ୍କେ ବିରୁଦ୍ଧ ରେ ବିଚାର ଦବେେ।

ଯିଶାଇୟ 53:3

ଲୋକମାନେ ତାଙ୍କୁ ଘୃଣା କଲେ ଓ ବନ୍ଧୁମାନେ ତାଙ୍କୁ ପରିତ୍ଯାଗ କଲେ। ସେ ଦୁଃଖ ଓ ଶାେକ ସହିତ ପରିଚିତ ହେଲେ। ସେ ଲୋକମାନଙ୍କଠାରୁ ନିଜ ମୁଖ ଲୁଚାଇ ରଖିଲେ। ସେ ଘୃଣିତ ହେଲେ ଏବଂ ଆମ୍ଭମାନେେ ତାଙ୍କୁ ସମ୍ମାନ ଦଲେୁ ନାହିଁ।

Interlinear

Choose Theme