ଆମ୍ଭେ ସମସ୍ତେ ଅନକେ ଭୁଲ କରୁ। ଯଦି ଜଣେ ଲୋକ କୌଣସି ଭୁଲ କଥା କହି ନାହିଁ, ତା ହେଲେ ସେ ଜଣେ ସିଦ୍ଧ ମଣିଷ ଅଟେ। ସେ ନିଜ ସମସ୍ତ ଶରୀରକୁ ମଧ୍ଯ ସଂୟତ କରିପାରିବ।
Cross references
ତବେେ ଯାଜକ ସହେି ଛଉ ଦେଖିବ, ଯଦି ସମାନଙ୍କେ ଶରୀରର ଚର୍ମ ରେ ସହେି ଚିକ୍କଣ ଚିହ୍ନ ଅଳ୍ପ ମଳିନ ଶ୍ବତବେର୍ଣ୍ଣ ହୁଏ, ତବେେ ତାହା ଚର୍ମରୁ ଉତ୍ପନ୍ନ କ୍ଷତିବିହୀନ ୟାଦୁ ରୋଗ ବୋଲି ବିବଚେିତ ହବେ ଓ ସହେି ଲୋକ ଶୁଚି।
ତୁମ୍ଭର ଲୋକମାନେ ସମୟ ସମୟରେ ତୁମ୍ଭ ବିରୁଦ୍ଧ ରେ ପାପ କରିବେ। ମୁଁ ଏହା ଜାଣେ କାରଣ ପ୍ରେତ୍ୟକକ ଲୋକ ପାପ କରନ୍ତି। ତୁମ୍ଭେ ସମାନଙ୍କେ ଉପରେ କୋରଧାନ୍ବିତ ହବେ ଓ ସମାନଙ୍କେୁ ଶତୃମାନଙ୍କ ଦ୍ବାରା ପରାଜିତ କରାଇବ। ସମାନଙ୍କେର ଶତୃ ସମାନଙ୍କେୁ ବନ୍ଦୀକରି ଦୂର ଦେଶକୁ ନଇେଯିବେ।
ଲୋକମାନେ ତୁମ୍ଭ ବିରୁଦ୍ଧ ରେ ପାପ କରିବେ - ଏପରି ବ୍ଯକ୍ତି କହେି ନାହିଁ, ଯେ ପାପ କରେ ନାହିଁ। ଆଉ ତୁମ୍ଭେ ସମାନଙ୍କେ ଉପରେ କୋରଧ କରିବ। ତୁମ୍ଭେ ଜଣେ ଶତୃଦ୍ବାରା ସମାନଙ୍କେୁ ପରାଜିତ କରାଇବ, ଆଉ ସମାନଙ୍କେୁ ବନ୍ଦୀ କରାଇ ଦୂରବର୍ତ୍ତୀ କିଅବା ନିକଟବର୍ତ୍ତୀ କୌଣସି ଏକ ଦେଶକୁ ବଳପୂର୍ବକ ୟିବାକୁ ହବେ।
ତୁମ୍ଭେ ଏହା ଦ୍ବଷେପୂର୍ଣ୍ଣ କଥାଗୁଡ଼ାକ କହି ପରମେଶ୍ବରଙ୍କ ବିରୁଦ୍ଧାଚରଣ କରୁଛ।
ସହେି ବ୍ଯକ୍ତି ପ୍ରଥମେ ମନ୍ଦକଥା କହିବା ବନ୍ଦ କରିବା ଦରକାର ଓ ସେ ମିଥ୍ଯା କହିବା ଉଚିତ୍ ନୁହେଁ।
ଯେଉଁ ଲୋକ ଆପଣା ମୁଖର କଥାକୁ ଜଗେ ସେ ତା'ର ଜୀବନ ରକ୍ଷା କରେ। ଯେ ଚିନ୍ତା ନ କରି କ ହେ ସେ ବିନାଶ ପ୍ରାପ୍ତ ହୁଏ।
ଆମ୍ଭେ ଆପଣା ମନ ନିର୍ମଳ କରିଅଛୁ, ଆମ୍ଭେ ଆପଣା ପାପରୁ ପରିଷ୍କୃତ ଅଟୁ, ଏହା କହେି କହିପାରିବେ ନାହିଁ।
ୟିଏ ପାପ ନ କରି କବଳେ ସତ୍କର୍ମ କରିଛି, ଏପରି ଜଣେ ଧାର୍ମିକ ପୃଥିବୀ ରେ ନିଶ୍ଚଯ ନାହିଁ।
ଆମ୍ଭମାନେେ ସମସ୍ତେ ପାପ ରେ ଅପବିତ୍ର ଓ ଆମ୍ଭମାନଙ୍କର ଧର୍ମକର୍ମ ସବୁ ଅଶୁଚି ବସ୍ତ୍ର ସଦୃଶ ଅଟେ। ଆମ୍ଭମାନେେ ଝଡ଼ିଲା ପତ୍ର ସଦୃଶ ଓ ଆମ୍ଭମାନଙ୍କର ପାପଗୁଡ଼ିକ ବାଯୁ ତୁଳ୍ଯ ଆମ୍ଭମାନଙ୍କୁ ଉଡ଼ାଇ ନିଏ।
ଅତଏବ ଯେଉଁସବୁ କଥା ତୁମ୍ଭେ କହିଥିବା, ତା ଅନୁସାରେ ତୁମ୍ଭକୁ ଦୋଷୀ ବା ତୁମ୍ଭକୁ ନିର୍ଦ୍ ଦୋଷୀ ବୋଲି ବିଚ଼ାର କରାୟିବ।
ଶାସ୍ତ୍ର ରେ ଏହିପରି ଲଖାେ ଅଛି,
ସହେି ଭଳି ମୁଁ ଏହି ବ୍ଯବସ୍ଥାଟି ଶିଖିଛି: ଯେତବେେଳେ ମୁଁ ଭଲ କାମ କହିବାକୁ ଇଚ୍ଛା କରେ, ମନ୍ଦ ମାେ ପାଖେ ଉପସ୍ଥିତ ଥାଏ।
ମୁଁ ମାରେ ନିଜ ଶରୀରକୁ ଆଘାତ କରୁଛି। ମୁଁ ଏହାକୁ ମାରେ କ୍ରୀତଦାସ କରୁଛି। ମୁଁ ଏହା କରୁଛି ଯେପରି ମୁଁ ସୁସମାଚାର ପ୍ରଚାର କରିବା ପରେ ନିଜେ ଯେପରି ପରମେଶ୍ବରଙ୍କ ଦ୍ବାରା ଅଗ୍ରାହ୍ଯ ନ ହୁଏ। ଅନ୍ୟ ଲୋକମାନଙ୍କୁ ଉପଦେଶ ଦଲୋ ପରେ ଯେପରି ମୁଁ ପରମେଶ୍ବରଙ୍କ ଦ୍ବାରା ଅଗ୍ରାହ୍ଯ ନ ହୁଏ, ସେଥିପାଇଁ ମୁଁ ମାେ ଶରୀରକୁ ବଶ ରେ ରଖୁଅଛି।
କିନ୍ତୁ ଏହା ସତ୍ଯ ନୁହେଁ। ଶାସ୍ତ୍ର ଘୋଷଣା କରେ ଯେ, ସବୁ ଲୋକ ପାପର ଅଧୀନ ଅଟନ୍ତି। ଏଭଳି ଘାଷେଣାର ଉଦ୍ଦେଶ୍ଯ ହେଲା ଯେ, ବିଶ୍ବାସ ମାଧ୍ଯମ ରେ ଲୋକମାନଙ୍କୁ ପ୍ରତିଶୃତି ଦିଆୟିବ। ଯେଉଁମାନେ ଯୀଶୁଖ୍ରୀଷ୍ଟଙ୍କୁ ବିଶ୍ବାସ କରନ୍ତି, ସହେି ଲୋକମାନଙ୍କୁ ପ୍ରତିଶୃତି ଦିଆୟିବ।
ଆମ୍ଭର ପାପମୟ ସ୍ବଭାବର ଇଚ୍ଛା ପବିତ୍ର ଆତ୍ମାଙ୍କର ବିରୋଧୀ ଓ ପବିତ୍ର ଆତ୍ମା ପାପମୟ ସ୍ବଭାବର ବିରୋଧୀ ଅଟନ୍ତି। ଏହି ଦୁଇ ବିଷୟ ପରସ୍ପରର ବିରୋଧୀ ଅଟନ୍ତି। ସେଥିପାଇଁ ତୁମ୍ଭମାନେେ ପ୍ରକୃତ ରେ ଯାହା କରିବାକୁ ଇଚ୍ଛା କର, ତାହା କରି ପାର ନାହିଁ।
ଅତଏବ ଆମ୍ଭେ ଖ୍ରୀଷ୍ଟଙ୍କ ବିଷୟ ରେ ଲୋକଙ୍କୁ କହି ଚାଲିଛୁ। ଆମ୍ଭେ ପ୍ରେତ୍ୟକକ ଲୋକଙ୍କୁ ଶିକ୍ଷା ଦବୋ ଓ ଶକ୍ତିଶାଳୀ କରିବା ପାଇଁ ଆମ୍ଭର ସମସ୍ତ ଜ୍ଞାନ ଖଟାଇଛୁ। ଏପରି କରି ଆମ୍ଭେ ଖ୍ରୀଷ୍ଟଙ୍କଠା ରେ ଆଧ୍ଯାତ୍ମିକ ଭାବରେ ପରିପୂର୍ଣ୍ଣ ହାଇେ ପରମେଶ୍ବରଙ୍କ ଆଗ ରେ ସମସ୍ତଙ୍କୁ ଉପସ୍ଥିତ କରି ପାଇବାକୁ ଚେଷ୍ଟା କରୁଛୁ।
ଏପାଫ୍ରା ତୁମ୍ଭମାନଙ୍କୁ ନମସ୍କାର କରୁଛନ୍ତି। ସେ ଯୀଶୁ ଖ୍ରୀଷ୍ଟଙ୍କର ଜଣେ ସବେକ। ସେ ତୁମ୍ଭମାନଙ୍କ ଦଳର ଲୋକ। ସେ ସର୍ବଦା ତୁମ୍ଭମାନଙ୍କ ପାଇଁ ପ୍ରାର୍ଥନା କରନ୍ତି। ତୁମ୍ଭମାନେେ ଆଧ୍ଯାତ୍ମିକ ଭାବରେ ପରିପକ୍ବ ହୁଅ, ଓ ପରମେଶ୍ବର ଯାହା କିଛି ଇଚ୍ଛା କରନ୍ତି, ସେ ଭଳି ହୁଅ ବୋଲି ସେ ପ୍ରାର୍ଥନା କରନ୍ତି।
ମୁଁ ପ୍ରାର୍ଥନା କରୁଛି, ଯେ ତାହାଙ୍କୁ ପ୍ରସନ୍ନ କଲାଭଳି କାର୍ୟ୍ଯଗୁଡ଼ିକ ପରମେଶ୍ବର ଆମ୍ଭ ଦ୍ବାରା କରାଉଥାଆନ୍ତୁ। ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ସେ ଏପରି କରନ୍ତୁ ବୋଲି ମୁଁ କହୁଛି। ସଦାସର୍ବଦା ଯୀଶୁଙ୍କ ମହିମା ହେଉ। ଆମେନ୍ !
ତୁମ୍ଭ କାମଗୁଡ଼ିକରେ ତୁମ୍ଭର ର୍ଧୈୟ୍ଯକୁ ସମ୍ପୂର୍ଣ୍ଣ ରୂପେ ପ୍ରକାଶିତ ହବୋକୁ ଦିଅ। ତବେେ ଯାଇ ତୁମ୍ଭେ ସିଦ୍ଧ ଓ ସମ୍ପୂର୍ଣ୍ଣ ହବେ। ତୁମ୍ଭର ପ୍ରେତ୍ୟକକ ଆବଶ୍ଯକ ବିଷୟ ତୁମ୍ଭେ ପାଇବ।
ଜଣେ ଲୋକ ଭାବିପା ରେ ଯେ, ସେ ନିଜେ ଜଣେ ଧାର୍ମିକ ଲୋକ ଅଟେ। କିନ୍ତୁ ଯେଉଁ ସବୁ କଥା କହିବା ଉଚିତ ନୁହେଁ, ତାହା କହିବା ଦ୍ବାରା ସେ ନିଜକୁ ଠକେ। ତେଣୁ ତା'ର 'ଧର୍ମର କିଛି ମୂଲ୍ଯ ରହେ ନାହିଁ।
ଜଣେ ଲୋକ ହୁଏତ ପରମେଶ୍ବରଙ୍କ ସବୁ ବ୍ଯବସ୍ଥା ପାଳନ କରୁଥାଇପା ରେ, କିନ୍ତୁ ସେ ଯଦି ଗୋଟିଏ ଆଜ୍ଞାର ଅବାଧ୍ଯ ହୁଏ, ତା ହେଲେ ସେ ବ୍ଯବସ୍ଥାର ସମସ୍ତ ଆଜ୍ଞା ଭଙ୍ଗ କରିବା ଦୋଷ ରେ ଦୋଷୀ ହୁଏ।
ଜିହ୍ବାଟି ଶରୀରର ଏକ ଅତି କ୍ଷୁଦ୍ର ଅଙ୍ଗ, କିନ୍ତୁ ଏହା ଅତ୍ଯଧିକ ମାତ୍ରା ରେ ଗର୍ବ କରିଥାଏ।
ଶାସ୍ତ୍ର କୁ ହେ :
ତୁମ୍ଭେ ଅଳ୍ପ ସମୟ ପାଇଁ ଯାତନା ପାଇବ। କିନ୍ତୁ ତା'ପରେ ପରମେଶ୍ବର ସବୁ ଠିକ୍ କରି ଦବେେ। ସେ ତୁମ୍ଭକୁ ଶକ୍ତିଶାଳୀ କରିବେ। ସେ ତୁମ୍ଭର ଭାର ବହନ କରିବେ ଓ ପଡ଼ିବା ବେଳେ ତୁମ୍ଭକୁ ଉଠାଇବେ। ସଇେ ପରମେଶ୍ବର ତୁମ୍ଭକୁ ସମସ୍ତ ଅନୁଗ୍ରହ ଦିଅନ୍ତି। ଖ୍ରୀଷ୍ଟ ଯୀଶୁଙ୍କଠା ରେ ତାହାଙ୍କ ମହିମା ରେ ଅଂଶୀଦାର ହବୋ ଲାଗି ସେ ତୁମ୍ଭକୁ ଡ଼ାକି ଅଛନ୍ତି। ସହେି ମହିମା ଅନନ୍ତ କାଳ ଧରି ରହିବ।
ଯଦି ଆମ୍ଭେ କହୁ, ଆମ୍ଭମାନଙ୍କର କିଛି ପାପ ନାହିଁ, ତବେେ ଆମ୍ଭେ ନିଜେ ନିଜକୁ ଠକୁଛୁ ଏବଂ ଆମ୍ଭଠା ରେ ସତ୍ଯ ନାହିଁ।