ଭାଇ ଓ ଭଉଣୀମାନେ, ପ୍ରଭୁଙ୍କ ପାଇଁ ଭାବବାଣୀ କହିଥିବା ଭାବବାଦୀମାନଙ୍କ ଉଦାହରଣ ଅନୁସରଣ କର। ସମାନେେ ଅନକେ ଯାତନା ସହି ଥିଲେ ହେଁ ର୍ଧୈୟ୍ଯବାନ ଥିଲେ।
Cross references
କିନ୍ତୁ ଲୋକମାନେ ପରମେଶ୍ବରଙ୍କ ଦୂତମାନଙ୍କୁ ପରିହାସ କଲେ। ସମାନେେ ପରମେଶ୍ବରଙ୍କ ବାର୍ତ୍ତାକୁ ଘୃଣା କଲେ। ସମାନେେ ପରମେଶ୍ବରଙ୍କର ଭବିଷ୍ଯତ୍ବକ୍ତାଙ୍କୁ ଏପରି ପରିହାସ କଲେ, ଯେପର୍ୟ୍ଯନ୍ତ ପରମେଶ୍ବର ତାହାଙ୍କ ଲୋକମାନଙ୍କ ପ୍ରତି କୋରଧ କରି ନାହାନ୍ତି। ତାକୁ ପ୍ରଶମିତ କରିବା ନିମନ୍ତେ କୌଣସି ବିଷଯ ନ ଥିଲା।
ସେତବେେଳେ ହିଜକିଯ ଯିଶାଇୟଙ୍କୁ କହିଲା, ତୁମ୍ଭେ ସଦାପ୍ରଭୁଙ୍କର ଯେଉଁ ବାକ୍ଯ କହିଅଛ ତାହା ଉତ୍ତମ। ସେ ପୁଣି କହିଲା, କାରଣ ମାେ ସମୟରେ ଶାନ୍ତି ଓ ସତ୍ଯତା ବିରାଜିତ ହବେ।'
ଆମ୍ଭେ ବୃଥା ରେ ତୁମ୍ଭ ସନ୍ତାନଗଣଙ୍କୁ ଦଣ୍ଡ ଦଇେଅଛୁ। ମାତ୍ର ଏହାର ଫଳ କିଛି ହେଲା ନାହିଁ। କାରଣ ତୁମ୍ଭମାନେେ ଠିକ୍ ବାଟକୁ ଫରେିଲ ନାହିଁ। ତୁମ୍ଭମାନେେ ତୁମ୍ଭ ଖଡ୍ଗ ରେ ତୁମ୍ଭର ଭବିଷ୍ଯଦବକ୍ତାଗଣଙ୍କୁ ହତ୍ଯା କରିଅଛ। ଆଉ ଭୟଙ୍କର ସିଂହ ତୁଲ୍ଯ ସମାନଙ୍କେୁ ଗ୍ରାସ କରିଅଛ।
ସମାନେେ ଯଦି ଆମ୍ଭ ସ୍ବର୍ଗୀଯ ସଭା ରେ ଠିଆ ହଇେଥାନ୍ତେ, ତବେେ ସମାନେେ ଆମ୍ଭର ଲୋକମାନଙ୍କୁ ଆମ୍ଭର ବାକ୍ଯ ଶୁଣାଇ ଥାଆନ୍ତେ। ଆଉ ସମାନେେ ସମାନଙ୍କେୁ କୁପଥରୁ ଓ କୁକର୍ମରୁ ନିବୃତ୍ତ କରାଇଥାଆନ୍ତେ।
ତା'ପ ରେ ଅଧିପତିଗଣ ଓ ସମସ୍ତ ଲୋକ ଯାଜକମାନଙ୍କୁ ଓ ଭବିଷ୍ଯଦବକ୍ତାମାନଙ୍କୁ କହିଲେ, ଯିରିମିୟ ପ୍ରାଣଦଣ୍ଡର ଯୋଗ୍ଯ ନୁହେଁ। କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବର ଯିରିମିୟଙ୍କୁ ଏହିସବୁ କହିଛନ୍ତି।
ତୁମ୍ଭମାନେେ ମାରେ ଅନୁଗାମୀ ହାଇେଥିବା ୟୋଗୁଁ ଲୋକେ ତୁମ୍ଭମାନଙ୍କୁ ଅପମାନ ଦବେେ, ତୁମ୍ଭମାନଙ୍କୁ ଯାତନା ଦବେେ ଓ ତୁମ୍ଭମାନଙ୍କ ବିରୁଦ୍ଧ ରେ ମିଛ ରେ ନାନା କଥା କହିବେ। କିନ୍ତୁ ତୁମ୍ଭମାନେେ ଧନ୍ଯ।
କିଛି ଦିନ ପରେ ଦ୍ରାକ୍ଷା ତୋଳିବା ବଳେ ଆସିଲା। ଜମିମାଲିକ ତାଙ୍କ ଦ୍ରାକ୍ଷା ଭାଗ ତକ ଆଣିବ ପାଇଁ କେତକେ ଚ଼ାକରଙ୍କୁ କୃଷକମାନଙ୍କ ପାଖକୁ ପଠାଇଲେ।
ତେଣୁ ମୁଁ ତୁମ୍ଭକୁ ଏହା କରୁଛି: ମୁଁ ତୁମ୍ଭକୁ ଭବିଷ୍ଯଦ୍ବକ୍ତାମାନଙ୍କ ଜ୍ଞାନୀଲୋକ ଓ ଗୁରୁମାନଙ୍କ ପାଖକୁ ପଠାଉଛି। ତୁମ୍ଭେ ସମାନଙ୍କେ ମଧ୍ଯରୁ କେତକଙ୍କେୁ ମାରିବ, କୃଶ ରେ ଚ଼ଢ଼ାଇ ତୁମ୍ଭେ କେତକଙ୍କେୁ ହତ୍ଯା କରିବ। ତୁମ୍ଭର ସମାଜ ଗୃହ ରେ ତୁମ୍ଭେ କେତକଙ୍କେୁ ହତ୍ଯା କରିବ। ତୁମ୍ଭର ସମାଜଗୃହ ରେ ତୁମ୍ଭେ କେତକଙ୍କେୁ କୋରଡ଼ା ମାରିବ। ସହରରୁ ସହର ତୁମ୍ଭମାନେେ ସମାନଙ୍କେର ପେଛ ପେଛ ଯାଇ କେତକଙ୍କେୁ ତାଡ଼ନା କରିବ।
ସେତବେେଳେ ଆନନ୍ଦ ରେ ନାଚିଉଠିବ। ଗାରଣ ତୁମ୍ଭମାନଙ୍କ ପାଇଁ ସ୍ବର୍ଗ ରେ ମହା ପୁରସ୍କାର ରହିଛି। ସମାନଙ୍କେର ପୂହ୍ବପୁରୁଷମାନେ ଭବିଷ୍ଯଦ୍ବକ୍ତାମାନଙ୍କୁ ଠିକ୍ ସହେିଭଳି ବ୍ଯବହାର ଦଖାଇେ ଥିଲେ ଯେଉଁଭଳି ଏବେ ସମାନେେ ତୁମ୍ଭକୁ ବ୍ଯବହାର ଦଖାେଉଛନ୍ତି।
ୟିରୂଶାଲମ! ହେ ୟିରୂଶାଲମ! ତୁମ୍ଭେ ଭବିଷ୍ଯଦ୍ବକ୍ତାମାନଙ୍କୁ ହତ୍ଯା କରୁଛ। ଯେଉଁ ଲୋକମାନଙ୍କୁ ପରମେଶ୍ବର ତୁମ୍ଭ ପାଖକୁ ପଠାଇଥିଲେ, ତୁମ୍ଭେ ତାହାଙ୍କୁ ପଥର ଫୋପାଡି ମାରି ଦଇେଛ। ମୁଁ ଅନକେ ଥର ତୁମ୍ଭ ଲୋକମାନଙ୍କୁ ସାହାୟ୍ଯ କରିବାକୁ ଚାହିଁଛି। ଗୋଟିଏ କୁକୁଡା ତାର ପକ୍ଷତଳେ କୁକୁଡାଛୁଆମାନଙ୍କୁ ଏକାଠି କରିବାଭଳି ମୁଁ ତୁମ୍ଭମାନଙ୍କ ଲୋକମାନଙ୍କୁ ଏକାଠି କରିବାକୁ ଚାହିଁଥିଲି। କିନ୍ତୁ ତୁମ୍ଭମାନେେ ମାେତେ ତାହା କରଇେ ଦଲନୋହିଁ।
ପୁନର୍ବାର ସମସ୍ତ କାର୍ୟ୍ଯ ସୁସମ୍ପନ୍ନ ହବୋ ପର୍ୟ୍ଯନ୍ତ ଯୀଶୁଙ୍କୁ ସ୍ବର୍ଗ ରେ ରହିବାକୁ ପଡ଼ିବ। ଏହି ସମସ୍ତ ବିଷୟ ରେ ପରମେଶ୍ବର ବହୁତ ଆଗରୁ ଭାବବଦୀମାନଙ୍କ ମାଧ୍ଯମ ରେ କହିଛନ୍ତି।
ତୁମ୍ଭମାନଙ୍କର ପୂର୍ବପୁରୁଷମାନେ କୌଣସି ଭାବବାଦୀଙ୍କୁ ତାଡ଼ନା ନକରି ଛାଡ଼ି ନାହାଁନ୍ତି। ଏହି ଭାବବାଦୀମାନେ ପୂର୍ବରୁ ସହେି ଧାର୍ମିକ ବ୍ଯକ୍ତିଙ୍କର ଆଗମନ କଥା କହିଥିଲେ। କିନ୍ତୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ସହେି ଲୋକମାନଙ୍କୁ ମଧ୍ଯ ମାରି ଦଇେଥିଲେ। ବର୍ତ୍ତମାନ ତୁମ୍ଭମାନେେ ସହେି ଧାର୍ମିକ ବ୍ଯକ୍ତିଙ୍କୁ ପ୍ରତାରିତ ଓ ହତ୍ଯା କରିଛ।
ଭାଇ ଓ ଭଉଣୀମାନେ! ତୁମ୍ଭମାନେେ ୟିହୂଦା ରେ290 ଥିବା ଖ୍ରୀଷ୍ଟ ଯୀଶୁଙ୍କଠା ରେ ପରମେଶ୍ବରଙ୍କ ମଣ୍ଡଳୀଗୁଡ଼ିକର ଲୋକମାନଙ୍କ ଭଳି ହାଇେଛ। ୟିହୂଦା ରେ ପରମେଶ୍ବରଙ୍କ ଲୋକମାନେ ଅନ୍ୟ ଯିହୂଦୀମାନଙ୍କଠାରୁ ଯାତନା ଭୋଗ କରିଥିଲେ। ତୁମ୍ଭମାନେେ ନିଜ ଦେଶର ଲୋକମାନଙ୍କଠାରୁ ମଧ୍ଯ ସହେିଭଳି ଯାତନା ପାଇଛ।
ମୁଁ ଅଧିକ ଆଉ କ'ଣ କହିବି, ଓ କି ଉଦାହରଣମାନ ପ୍ରସ୍ତୁତ କରିବି ? ଗିଦିଯୋନ, ବାରାକ, ଶାମ୍ଶୋନ, ୟିପ୍ତାହ ଦାଉଦ, ଶାମୁଯଲେ, ଓ ଭବିଷ୍ଯଦ୍ ବକ୍ତାମାନଙ୍କ ବିଷୟ ରେ କହିବା ପାଇଁ ମାେ ପାଖ ରେ ଅଧିକ ସମୟ ନାହିଁ,
ତୁମ୍ଭମାନେେ ତୁମ୍ଭମାନଙ୍କର ନେତାମାନଙ୍କୁ ମନେ ପକାଅ। ସମାନେେ ପରମେଶ୍ବରଙ୍କ ବାକ୍ଯ ତୁମ୍ଭମାନଙ୍କୁ ଶିଖାଇଛନ୍ତି। ସମାନେେ କିପରି ଜୀବନଯାପନ କରିଥିଲେ, ଓ ମୃତ୍ଯୁ ଭୋଗ କଲେ ତାହା ମନେ ପକାଅ, ଏବଂ ସମାନଙ୍କେର ବିଶ୍ବାସର ଉଦାହରଣକୁ ଅନୁସରଣ କର।