Home Bibles ଯାକୁବଙ୍କ ପତ୍ 5:17 · ଓଡ଼ିଆ ବାଇବେଲ
ଯାକୁବଙ୍କ ପତ୍ 5:17 · ଓଡ଼ିଆ ବାଇବେଲ

ଏଲୀୟ ଆମ୍ଭ ଭଳି ଜଣେ ସାଧାରଣ ଲୋକ ଥିଲେ। ସେ ବର୍ଷା ନ ହବୋ ପାଇଁ ପ୍ରାର୍ଥନା କଲେ। ଏବଂ ଭୂମି ଉପରେ ତିନି ବର୍ଷ ଛଅମାସ ଧରି ବର୍ଷା ହେଲା ନାହିଁ

Cross references

ପ୍ରଥମ ରାଜାବଳୀ 17:1

ଏଲିଯ ତିସ୍ବୀଯର ଭବିଷ୍ଯତ ବକ୍ତା ଗିଲିଯଦ ରେ ରାଜା ଆହାବ୍ଙ୍କୁ କହିଲେ, ଗିଲିଯଦର ପ୍ରବାସୀ ତିସ୍ବୀଯ ଏଲିଯ ଭବିଷ୍ଯଦ୍ବକ୍ତା ରାଜା ଆହାବ୍ଙ୍କୁ କହିଲେ, ମୁଁ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କର ସବୋ କରେ। ତାଙ୍କର ଶକ୍ତି ଅନୁସାରେ ମୁଁ ପ୍ରତିଜ୍ଞା କରୁଛି ଆସନ୍ତା କିଛି ବର୍ଷ ଦେଶ ରେ କାକର କି ବୃଷ୍ଟିପାତ ହବେନାହିଁ। ଯଦି ମୁଁ ଆଦେଶ ଦିଏ ତବେେ ବର୍ଷା ହବେ।

ପ୍ରଥମ ରାଜାବଳୀ 18:1

ଅନାବୃଷ୍ଟିର ତୃତୀୟ ବର୍ଷ ରେ ସଦାପ୍ରଭୁ ଏଲିଯଙ୍କୁ କହିଲେ, ତୁମ୍ଭେ ୟାଇ ରାଜା ଆହାବ୍ଙ୍କୁ ସାକ୍ଷାତ କର। ଆମ୍ଭେ ଭୂମିକୁ ଶୀଘ୍ର ବୃଷ୍ଟି ପଠାଇବୁ।

ଲୂକଲିଖିତ ସୁସମାଚାର 4:25

ମୁଁ ତୁମ୍ଭମାନଙ୍କୁ ସତ୍ଯ କହୁଛି, ଏଲିୟଙ୍କ ସମୟରେ ଇସ୍ରାଯଲେ ରେ ଯେତବେେଳେ ତିନି ବର୍ଷ ଛଅ ମାସ ପର୍ୟ୍ଯନ୍ତ ବର୍ଷା ହେଲା ନାହିଁ ଓ ସାରା ଦେଶ ରେ ଭୀଷଣ ଦୁର୍ଭିକ୍ଷ ପଡିଲା, ସେତବେେଳେ ଇଶ୍ରାୟେଲ ରେ ବହୁ ସଂଖ୍ଯା ରେ ବିଧବା ଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 10:26

ପିତର ତାହାଙ୍କୁ ଉେଠଇ ଦଇେ କହିଲେ, ଉଠ, ମୁଁ ତୁମ୍ଭପରି କବଳେ ଜଣେ ମଣିଷ।

ରେରିତମାନଙ୍କ କାର୍ଯ୍ୟର ବିବରଣ 14:15

ହେ ଲୋକମାନେ ତୁମ୍ଭମାନେେ ଏପରି କାହିଁକି କରୁଛ? ଆମ୍ଭେ ତୁମ୍ଭମାନଙ୍କ ପରି କବଳେ ମଣିଷ। ଆମ୍ଭେ ତୁମ୍ଭମାନଙ୍କୁ ସୁସମାଚ଼ାର କହିବା ପାଇଁ ଆସିଛୁ। ତୁମ୍ଭମାନଙ୍କୁ ଏହି ମୂଲ୍ଯହୀନ ବିଷୟଗୁଡ଼ିକ ଠାରୁ ଦୂ ରଇେ ରହି ଜୀବନ୍ତ ପରମେଶ୍ବରଙ୍କ ଆଡ଼କୁ ଫରୋଇବା ପାଇଁ ଆମ୍ଭେ ଆସିଛୁ। ସହେି ପରମେଶ୍ବର ଆକାଶ, ପୃଥିବୀ, ସମୁଦ୍ର ଓ ତନ୍ମଧ୍ଯସ୍ତ ବିଷୟ ସୃଷ୍ଟି କରିଛନ୍ତି।

ରୋମୀୟଙ୍କ ପ୍ରତି ପତ୍ର 11:2

ସମାନେେ ଜନ୍ମ ହବୋ ପୂର୍ବରୁ ପରମେଶ୍ବର ଇଶ୍ରାୟେଲୀୟମାନଙ୍କୁ ବାଛିଥିଲେ। ପରମେଶ୍ବର ସମାନଙ୍କେୁ ତ୍ଯାଗ କରି ନାହାଁନ୍ତି। ଏଲିୟ ଯେତବେେଳେ ପରମେଶ୍ବରଙ୍କ ଠା ରେ ଇଶ୍ରାୟଲ ଲୋକମାନଙ୍କ ବିରୁଦ୍ଧ ରେ ପ୍ରାର୍ଥନା କରୁଥିଲେ, ତାହାଙ୍କ ବିଷୟ ରେ ଶାସ୍ତ୍ର ଯାହା କୁ ହେ, ତୁମ୍ଭେ ଜାଣିଛ?

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11:6

ଏହି ଦୁଇଜଣ ଭବିଷ୍ଯଦ୍ ବାଣୀ କହିବା ବେଳେ ଯେପରି ବର୍ଷା ନ ହୁଏ, ସେଥିନିମନ୍ତେ ଆକାଶକୁ ରୁଦ୍ଧ କରିବା ନିମନ୍ତେ ସମାନଙ୍କେର କ୍ଷମତା ଅଛି। ଜଳକୁ ରକ୍ତ ରେ ପରିଣତ କରିବାର କ୍ଷମତା ସମାନଙ୍କେର ଅଛି। ପୃଥିବୀକୁ ପ୍ରେତ୍ୟକକ ପ୍ରକାରର ମହାମାରୀ ଦ୍ବାରା କଷ୍ଟ ଦବୋର କ୍ଷମତା ସମାନଙ୍କେର ଅଛି। ସମାନେେ ସମାନଙ୍କେର ନିଜ ଇଚ୍ଛା ଅନୁସାରେ ଯେତେଥର ଚାହିଁବେ, ସତେଥର ଏହା କରି ପାରିବେ।

Interlinear

Choose Theme