ସଦାପ୍ରଭୁ ମାେତେ କହିଲେ, ତୁମ୍ଭେ ଠିକ୍ ଦେଖୁଅଛ କାରଣ ଆମ୍ଭେ ଦେଖୁଅଛୁ ଯେ, ଆମ୍ଭର ବାକ୍ଯ ସଫଳ କରାୟାଇଛି।
Cross references
ତୁମ୍ଭମାନେେ ମାେତେ ଯେତବେେଳେ ଏପରି କହିଲ, ସେତବେେଳେ ସଦାପ୍ରଭୁ ତୁମ୍ଭମାନଙ୍କର ସହେି ବାକ୍ଯର କଥା ଶକ୍ସ୍ଟଣି ମାେତେ କହିଲେ, ଏହି ଲୋକମାନେ ତୁମ୍ଭକୁ ଯାହା କହିଛନ୍ତି ଆମ୍ଭେ ସହେି କଥା ଶକ୍ସ୍ଟଣିଅଛକ୍ସ୍ଟ। ସମାନେେ ଯାହା କହିଛନ୍ତି ଭଲ କହିଛନ୍ତି।
ସଦାପ୍ରଭୁ ମାେତେ କହିଲେ, ' ସମାନେେ ଯାହା କହିଛନ୍ତି, ତାହା ଭଲ କହିଛନ୍ତି।
ମୁ ପ୍ରତିଶାଧେ ନବେି। ମୁ ସମାନଙ୍କେର ପ୍ରାପ୍ଯ ଦବେି। ସମାନଙ୍କେର ପାଦ ଖସିୟିବା ପର୍ୟ୍ଯନ୍ତ ଅପେକ୍ଷା କରିବି। ସମାନଙ୍କେର ଅସକ୍ସ୍ଟବିଧାର ସମୟ ନିକଟ ହାଇେ ଆସକ୍ସ୍ଟଛି।'
ସହେିପରି ଆମ୍ଭ ମୁଖ ନିଃସୃତ ବାକ୍ଯ ନିଷ୍ଫଳ ହାଇେ ଆମ୍ଭ ନିକଟକୁ ଫରେି ଆସିବ ନାହିଁ ; ମାତ୍ର ଆମ୍ଭ ଇଚ୍ଛାନୁସା ରେ ଆମ୍ଭ ବାକ୍ଯ ସିଦ୍ଧ ହବେ ଏବଂ ଯେଉଁ କାର୍ୟ୍ଯ ପାଇଁ ଆମ୍ଭେ ପ୍ ରରଣେ କରିଛୁ, ତାହା ସଫଳ ହବେ।
ସଦାପ୍ରଭୁ ମାେତେ ପଚାରିଲେ, ହେ ଯିରିମିୟ, ତୁମ୍ଭେ କ'ଣ ଦେଖୁଛ ? ମୁଁ ଉତ୍ତର କଲି, ଡ଼ିମ୍ବିରି ଫଳ, ଉତ୍ତମ ଡ଼ିମ୍ବିରି ଅତି ଉତ୍ତମ ଓ ମନ୍ଦ ଡ଼ିମ୍ବିରି ଏତେ ମନ୍ଦ ଯେ ତାହା ଭୋଜନ ଯୋଗ୍ଯ ନୁହେଁ।
ଅନନ୍ତର ଯିହୁଦାର ରାଜା ସିଦିକିଯର ରାଜଜ୍ବର ନବମ ବର୍ଷର ଦଶମ ମାସ ରେ ବାବିଲର ରାଜା ନବୁଖଦନିତ୍ସର ଓ ତାହାର ସମସ୍ତ ସୈନ୍ଯ ୟିରୁଶାଲମର ବିରୁଦ୍ଧ ରେ ଆସି ତାହା ଅବରୋଧ କଲେ।
ସିଦିକିଯ ଏକୋଇଶ ବର୍ଷ ବଯସ ରେ ଯିହୁଦାର ରାଜା ହେଲେ। ସେ ୟିରୁଶାଲମ ରେ ଏଗାର ବର୍ଷ ରାଜତ୍ବ କଲେ। ତାହାର ମାତାର ନାମ ହମୂଟଲ ଓ ସେ ଲିବ୍ନା ନିବାସୀ ଯିରିମିୟଙ୍କ କନ୍ଯା ଥିଲା।
ହେ ମନୁଷ୍ଯ ପୁତ୍ର, ତୁମ୍ଭ ଇଶ୍ରାୟେଲ ରେ ଏହି ପ୍ରବାଦ ନାହିଁ କି ? ସମୟ ଗଡ଼ି ଚାଲିଛି ଓ ପ୍ରେତ୍ୟକକ ଦର୍ଶନ ବିଫଳ ହେଉଅଛି।
କାରଣ ଆମ୍ଭେ ସଦାପ୍ରଭୁ, ଆମ୍ଭେ ଯାହା କହିବାକୁ ଚାହୁଁ, ତାହା କହିବା ଓ ଏହା ଘଟିବ। ଆଉ ଅଧିକ ବିଳମ୍ବ ହବେ ନାହିଁ। ବିଦ୍ରୋହୀ ଲୋକମାନେ, ତୁମ୍ଭ ସମୟରେ ଆମ୍ଭେ ଏକ ଘାଷେଣା କରିବା ଓ ଏହା ଘଟିବ। ଏହା ହିଁ ସଦାପ୍ରଭୁ ମାରେ ପ୍ରଭୁ କହନ୍ତି।
ଏଣୁ ସମାନଙ୍କେୁ କୁହ, 'ସଦାପ୍ରଭୁ ମାରେ ପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଯାହା ଘାଷେଣା କରୁଛୁ ତାହା ବିଳମ୍ବ ହବେ ନାହିଁ। ସଦାପ୍ରଭୁ ଆମ୍ଭେ କହୁଛୁ ସେସବୁ ଘଟିବାକୁ ଯାଉଛି।' ଏହା ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି।
ସଦାପ୍ରଭୁ ମାେତେ ପଚାରିଲେ, ହେ ଆମାଷେ, ତୁମ୍ଭେ କ'ଣ ଦେଖୁଛ?
ତା'ପରେ ଯୀଶୁ ତାହାଙ୍କୁ କହିଲେ, ତୁମ୍ଭେ ଠିକ୍ ଉତ୍ତର ଦଇେଛ। ଏହାହିଁ କର। ଏହା ଫଳ ରେ ତୁମ୍ଭେ ଅନନ୍ତଜୀବନ ଲାଭ କରିବ।
ଧର୍ମଶାସ୍ତ୍ରୀମାନେ କହିଲେ, ଗୁରୁ, ଆପଣଙ୍କ ଉତ୍ତର ବହୁତ ଭଲ ଥିଲା।