ମାତୃଗର୍ଭ ରେ ତୁମ୍ଭର ସୃଷ୍ଟି ପୂର୍ବରୁ ଆମ୍ଭେ ତୁମ୍ଭକୁ ଜାଣିଲୁ। ଏପରିକି ତୁମ୍ଭେ ଜନ୍ମ ହବୋ ପୂର୍ବରୁ ଆମ୍ଭେ ତୁମ୍ଭକୁ ଅଲଗା କଲୁ ଏବଂ ତୁମ୍ଭକୁ ଜାତିମାନଙ୍କର ଭବିଷ୍ଯଦବକ୍ତା ରୂପେ ନିୟୁକ୍ତ କଲୁ।
Cross references
ମାଶାେ ସଦାପ୍ରଭୁଙ୍କୁ କହିଲେ, ତୁମ୍ଭେ ମାେତେ ଆଜ୍ଞା ଦଲେ ଏହି ଲୋକମାନଙ୍କୁ ଆଗଇେ ନବୋ ପାଇଁ କିନ୍ତୁ ତୁମ୍ଭେ କହିଲ ନାହିଁ ମାେ ସହିତ କାହାକୁ ପଠାଇବ। ତୁମ୍ଭେ ମାେତେ କହିଛ ଯେ, 'ତୁମ୍ଭେ ମାେତ ଭଲଭାବେ ଜାଣ, ଏବଂ ତୁମ୍ଭେ ମାେ ପ୍ରତି ପ୍ରୀତ।'
ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ତୁମ୍ଭର କଥା ଅନୁୟାଯୀ ମୁଁ କରିବି କାରଣ ମୁଁ ତୁମ୍ଭ ପ୍ରତି ପ୍ରୀତ ଓ ତୁମ୍ଭକୁ ମୁଁ ତୁମ୍ଭର ନାମରୂପେ ଜାଣିଅଛି।
ହେ ମାରେ ପ୍ରଭୁ, ସଦାପ୍ରଭୁ ତୁମ୍ଭେ ହିଁ ମାରେ ଭରସା। ମାରେ ବାଲ୍ଯକାଳରୁ ତୁମ୍ଭେ ହିଁ ମାରେ ବିଶ୍ବାସ ଭୂମି।
ଯେତବେେଳେ ମୁଁ ନିଜ ମାତୃ ଗର୍ଭରେ ଥିଲି, ଯେତବେେଳେ ମାରେ ଗଠିତ ହେଉଥିଲା, ସେତବେେଳେ ତୁମ୍ଭେ ମାରେ ଅସ୍ଥି ପିଞ୍ଜରାକୁ ଦେଖିଲ।
ତୁମ୍ଭେ ପ୍ରେତ୍ୟକକ ଦିନ ମାରେ ଶରୀରର ବୃଦ୍ଧିକୁ ମାରେ ମାତୃଗର୍ଭରେ ଦେଖିଲ। ତୁମ୍ଭ ପ୍ରେତ୍ୟକକ ଅଙ୍ଗ ପ୍ରତ୍ଯଙ୍ଗକୁ ମାେ ତାଲିକାଭୁକ୍ତ କଲ ଏବଂ ସଗେୁଡ଼ିକ ମଧ୍ଯରୁ ଗୋଟିଏ ହେଲେ ବି ବାଦ୍ ଦଇେ ନାହଁ।
ଆମ୍ଲଭ ସଦାପ୍ରଭୁସଯ କି ତୁମ୍ଭକୁ ଗଢ଼ିଲଲ ମାତୃ ଗର୍ଭରୁ ତୁମ୍ଭକୁସଯ ନିର୍ମାଣ କଲଲ। ୟିଏ ତୁମ୍ଭକୁ ସାହାୟ୍ଯ କଲଲ,ସସହି ସଦାପ୍ରଭୁ କୁହନ୍ତି,ସହ ଆମ୍ଭର ଦାସ ଯାକୁବ,ସହ ଆମ୍ଭର ମଲନାନୀତ ଶିଶୁଗଣ, ଭୟ କର ନାହିଁ।
ହେ ଦ୍ବୀପ ସମୂହର ଲୋକମାନେ ମାେ କଥା ଶୁଣ। ହେ ଦୂରସ୍ଥ ଗୋଷ୍ଠୀ ସମୂହର ଲୋକମାନେ, ମାେ କଥାକୁ ଅବଧାନ କର। ମୁଁ ମାତୃ ଗର୍ଭରୁ ଭୂମିଷ୍ଠ ହବୋ ପୂର୍ବରୁ ସଦାପ୍ରଭୁ ତାଙ୍କର ସବୋ ପାଇଁ ମାେତେ ଆହ୍ବାନ କରିଛନ୍ତି। ମୁଁ ମାତୃଗର୍ଭ ରେ ଥିବା କାଳରୁ ସେ ମାରେ ନାମ ଉଲ୍ଲେଖ କରିଛନ୍ତି।
ପୁଣି ମାେତେ ତାଙ୍କର ସବେକ ହବୋପାଇଁ, ଯାକୁବଙ୍କୁ ତାଙ୍କ ନିକଟକୁ ଆଣିବା ପାଇଁ ଓ ଇଶ୍ରାୟେଲ ତାହାଙ୍କ ନିକଟରେ ପହଞ୍ଚିବା ପାଇଁ ସେ ମାେତେ ମାତୃଗର୍ଭ ରେ ସୃଷ୍ଟି କଲେ। ସହେି ସଦାପ୍ରଭୁ ମାେତେ ଏବେ କୁହନ୍ତି, କାରଣ ମୁଁ ସଦାପ୍ରଭୁଙ୍କ ଦୃଷ୍ଟି ରେ ଆଦରଣୀଯ ଅଟେ ଓ ମାରେ ପରମେଶ୍ବର ମାରେ ବଳସ୍ବରୂପ ହାଇେଅଛନ୍ତି।'
ଆଜି ଆମ୍ଭେ ତୁମ୍ଭକୁ ନାନା ଦେଶ ଓ ରାଜ୍ଯଗୁଡ଼ିକର ଦାଯିତ୍ବ ରେ ନିୟୁକ୍ତ କଲୁ। ତୁମ୍ଭେ ସେସବୁକୁ ଉତ୍ପାଟନ, ଭଗ୍ନ, ବିନାଶ ଓ ନିପାତ କରିବ। କିନ୍ତୁ ତୁମ୍ଭେ ନିର୍ମାଣ ଓ ରୋପଣ ମଧ୍ଯ କରିବ।
ମାରେ ପିତାଙ୍କୁ ଯେଉଁ ବ୍ଯକ୍ତି ପୁତ୍ର ହବୋର ସମ୍ବାଦ ଦଇେ ଖୁସି କରାଇଥିଲା, ଏହା ଏକ ବାଳକ ସେ ମଧ୍ଯ ଶାପଗ୍ରସ୍ତ ହେଉ।
ଆଉ ଆମ୍ଭେ ସହେି ଦେଶ ବିରୁଦ୍ଧ ରେ ଯାହା ଯାହା କହିଅଛୁ, ଆଉ ସକଳ ଗୋଷ୍ଠୀ ବିରୁଦ୍ଧ ରେ ଯିରିମିୟଙ୍କ ଦ୍ବାରା ପ୍ରଚାରିତ ଯେଉଁ ଭବିଷ୍ଯଦବାକ୍ଯ ଏହି ପୁସ୍ତକରେ ଲିଖିତ ଅଛି, ଆମ୍ଭର ସହେି ସମସ୍ତ ବାକ୍ଯ ସହେି ଦେଶପ୍ରତି ସଫଳ ହବେ।
ଇଶ୍ରାୟେଲର ପରମେଶ୍ବର, ସଦାପ୍ରଭୁ ଏହା ମାେତେ କହିଲେ, ହେ ଯିରିମିୟ, ତୁମ୍ଭେ ଆମ୍ଭ ହସ୍ତରୁ ଏହି ପ୍ରଚଣ୍ଡ କୋରଧରୂପକ ଦ୍ରାକ୍ଷାରସର ପାତ୍ର ନିଅ ଓ ଆମ୍ଭେ ତୁମ୍ଭକୁ ଯେଉଁସବୁ ଗୋଷ୍ଠୀ ନିକଟକୁ ପଠାଉଅଛୁ, ସମାନଙ୍କେୁ ତାହା ପାନ କରାଅ।
ମାତ୍ର ସମାନଙ୍କେର ମୁକ୍ତିଦାତା ବଳବାନ, ସୈନ୍ଯାଧିପତି ସଦାପ୍ରଭୁ ସମାନଙ୍କେୁ ପୁନର୍ବାର ଫରୋଇ ଆଣିବେ। ସେ ପୃଥିବୀକୁ ଶାନ୍ତ ଓ ବାବିଲବାସୀଙ୍କୁ ଉଦବିଗ୍ନ କରିବାକୁ ସମାନଙ୍କେର ବିବାଦ ସମ୍ପୂର୍ଣ୍ଣରୂପେ ନିଷ୍ପତ୍ତି କରିବେ।
ପ୍ରଭୁଙ୍କ ପାଇଁ ଯୋହନ ମହାନ ହବେେ। ସେ କବେେ ହେଁ ଦ୍ରାକ୍ଷାରସ କିମ୍ବା ମଦ୍ଯପାନ କରିବେ ନାହିଁ। ଏପରିକି ଜନ୍ମ ସମୟରୁ ସେ ପବିତ୍ର ଆତ୍ମା ରେ ପରିପୂର୍ଣ୍ଣ ହବେେ।
ସରିୟମଙ୍କ ଅଭିବାଦନ ଶୁଣିବା ମାତ୍ ରେ ଏଲୀଶାବେଥଙ୍କ ଗର୍ଭସ୍ଥ ସନ୍ତାନ ନାଚି ଉଠିଲା। ଏଲୀଶାବେଥ ପବିତ୍ର ଆତ୍ମା ରେ ପରିପୂର୍ଣ୍ଣ ହାଇେ ଉଠିଲେ।
ଏବଂ ତୁମ୍ଭେ ହେ ଶିଶୁ! ତୁମ୍ଭେ ସହେି ପର୍ବୋପରିସ୍ଥ ପରମେଶ୍ବରଙ୍କ ଭବିଷ୍ଯଦ୍ବକ୍ତା ରୂପେ ଖ୍ଯାତ ହବେ। ପ୍ରଭୁଙ୍କ ଆଗମନ ପାଇଁ ଲୋକମାନଙ୍କୁ ପ୍ରସ୍ତୁତ କରିବା ନିମନ୍ତେ ପ୍ରଭୁଙ୍କ ପୂର୍ବରୁ ତୁମ୍ଭେ ପ୍ରଥମେ ୟିବ।
ଖ୍ରୀଷ୍ଟ ଯୀଶୁଙ୍କ ଜଣେ କ୍ରୀତଦାସ ପାଉଲଙ୍କଠାରୁ ନମସ୍କାର। ପରମେଶ୍ବର ମାେତେ ତାହାଙ୍କର ପ୍ ରରେିତ ଭାବରେ ଡାକିଲେ। ତାହାଙ୍କର ସୁସମାଚ଼ାର ଲୋକମାନଙ୍କୁ କହିବା ପାଇଁ ମୁଁ ବଛା ହଲିେ।
ପରମେଶ୍ବର ଜଗତ ନିର୍ମାଣ କରିବା ପୂର୍ବରୁ ଏହି ଲୋକମାନଙ୍କୁ ଜଣାଇଥିଲେ। ଏବଂ ପରମେଶ୍ବର ନିର୍ଣୟ କରିଥିଲେ ଯେ ସହେି ଲୋକମାନେ ତାହାଙ୍କର ପୁତ୍ରଭଳି ହୁଅନ୍ତୁ। ତା ହେଲେ ଯୀଶୁ ଅନକେ ଭାଇ ଭଉଣୀ ମାନଙ୍କ ଭିତ ରେ ପ୍ରଥମଜାତ ବୋଲି ଧରା ହବେେ।