ପରମେଶ୍ବର ଭୟଙ୍କର ବଜ୍ରର କାରଣ ଓ ସେ ଆକାଶର ଜଳରାଶିର ସୃଷ୍ଟିକର୍ତ୍ତା। ସେ ପୃଥିବୀ ଶଷେପୃଷ୍ଠରୁ ବାଦଲ ଉଠାନ୍ତି ଏବଂ ବର୍ଷା ଓ ବିଜୁଳି କରାନ୍ତି। ସେ ନିଜ ଭଣ୍ଡାର ଘରୁ ବାଯୁ ପ୍ରବାହିତ କରନ୍ତି।
Cross references
ତେଣୁ ମାଶାେ ତାଙ୍କର ଆଶାବାଡିକୁ ଆକାଶ ଆଡେ ବିସ୍ତାର କଲେ ଏବଂ ସଦାପ୍ରଭୁ ବଜ୍ର ବୃଷ୍ଟି କଲେ। ବିଜୁଳି ମାରିଲା ଏବଂ ମିଶରର ଚାରିଆଡେ ଶିଳାବୃଷ୍ଟି ହେଲା।
ବର୍ତ୍ତମାନ ଗହମ କାଟିବାର ସମୟ । କିନ୍ତୁ ମୁ ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବି ଯେପରି ସେ ମେଘ ଗର୍ଜନ ଓ ବୃଷ୍ଟି ପଠାଇବେ। ସେଥିରକ୍ସ୍ଟ ତୁମ୍ଭମାନେେ ଜାଣିବ ଯେ, ସଦାପ୍ରଭୁଙ୍କ ବିରକ୍ସ୍ଟଦ୍ଧ ରେ ତୁମ୍ଭେ ରାଜା ଦାବିକରି ବହକ୍ସ୍ଟତ ପାପ କରିଅଛ।
ତତ୍ପରେ ଏଲିଯ ରାଜା ଆହାବ୍ଙ୍କୁ କହିଲେ, ବର୍ତ୍ତମାନ ତୁମ୍ଭେ ୟାଇ ପାନ, ଭୋଜନ କର। କାରଣ ପ୍ରବଳ ବର୍ଷା ଆସୁଅଛି।
ଅଳ୍ପକ୍ଷଣ ପରେ ଆକାଶ କଳା ମେଘ ରେ ଆବୃତ ହାଇେ ପବନ ବହି ପ୍ରବଳ ବୃଷ୍ଟି ଆରମ୍ଭ ହାଇଗେଲା। ଆହାବ୍ ତାଙ୍କର ରଥରେ ବସି ୟିଷ୍ରିଯଲକେୁ ଗଲେ।
ପରମେଶ୍ବର ଭୂମରୁ ଜଳ ନିଅନ୍ତି ଓ ତାକୁ କୁହୁଡ଼ି ଓ ବର୍ଷା ରେ ପରିଣତ କରନ୍ତି।
ସମସ୍ତେ ଶୁଣ ! ପରମେଶ୍ବରଙ୍କ ସ୍ବର ଘଡ଼ଘଡ଼ି ଭଳି ଶୁଣାୟାଏ। ସହେି ଘଡ଼ଘଡ଼ିର ଶବ୍ଦକୁ ଶୁଣ, ଯାହା ପରମେଶ୍ବରଙ୍କ ପାଟିରୁ ବାହା ରେ।
ଆୟୁବ, ତୁମ୍ଭେ କବେେ ମାରେ ଭଣ୍ଡାର ଘରକୁ ୟାଇଛ କି, ଯେଉଁଠା ରେ କି ମୁଁ ବରଫ ଏବଂ କୁଆପଥର ରଖିଛି।
ପ୍ରବଳ ବୃଷ୍ଟିପାତ ପାଇଁ କିଏ ଆକାଶ ରେ ଖାଲ ଖାେଳି ରଖିଛି ? କିଏ ଘଡ଼ଘଡ଼ି ଝଡ଼ ପାଇଁ ବାଟ ତିଆରି କରିଛି।
କିଏ ବର୍ଷା ତିଆରି କରନ୍ତି ଏପରି ଜାଗା ରେ ଯେଉଁଠା ରେ କହେି ମନୁଷ୍ଯ ରହନ୍ତି ନାହିଁ।
ଆୟୁବ, ତୁମ୍ଭେ ମେଘକୁ ନିର୍ଦ୍ଦେଶ ଦଇପୋରିବ, ସମାନେେ ବର୍ଷା ରେ ତୁମ୍ଭକୁ ଘାଡ଼ୋଇ ପାରିବେ ?
ସଦାପ୍ରଭୁ ଆକାଶ ମଧ୍ଯରୁ ଗର୍ଜ୍ଜନ କଲେ। ସର୍ବୋପରିସ୍ଥ ସେ ଆପଣା ଶବ୍ଦରେ ଚତୁର୍ଦ୍ଦିଗ ପ୍ରକମ୍ପିତ କଲେ।
ସଦାପ୍ରଭୁ ତାଙ୍କର ସ୍ବର ସାଗରରେ ଉଠାଇଛନ୍ତି। ଗୌରବମଯ ପରମେଶ୍ବରଙ୍କର ସ୍ବର ସାଗରରେ ମେଘ ଗର୍ଜନ ସୃଷ୍ଟି କରନ୍ତି।
ପରମେଶ୍ବରଙ୍କ ପାଇଁ ଗାଅ। ସେ ରଥ ଉପରେ ଚଢ଼ି ମହାକାଶରୁ ବାହାରି ଆସନ୍ତି। ତୁମ୍ଭେ ତାଙ୍କର ଗୁରୁ ଗମ୍ଭୀର ସ୍ବରକୁ ଶୁଣ।
ତୁମ୍ଭେ ତୁମ୍ଭର ପର୍ବତ ଗୁଡ଼ିକର ପାଦ ଦେଶରେ ବୃଷ୍ଟି କରାଅ। କାରଣ ୟାହାସବୁ ତୁମ୍ଭେ କର, ପୃଥିବୀ ଦରକାର କରୁଥିବା ସବୁ ଜିନିଷ ଏହା ମଧ୍ୟରେ ଅଛି।
ପରମେଶ୍ବର ପୃଥିବୀର ଉପରେ ଆକାଶ ସୃଷ୍ଟି କରିଛନ୍ତି। ସେ ବର୍ଷା ସହିତ ବିଜୁଳି କରାନ୍ତି। ଏବଂ ସେ ତାଙ୍କର ଭଣ୍ଡାର ଘରୁ ପବନ ପ୍ରବାହିତ କରାନ୍ତି।
ସମାନଙ୍କେର କାନ ଅଛି ମାତ୍ର ସମାନେେ ଶୁଣି ପାରିବେ ନାହିଁ। ସମାନଙ୍କେର ନାକ ଅଛି, କିନ୍ତୁ ଶ୍ବାସ ପ୍ରଶ୍ବାସ ନାହିଁ।
ପରମେଶ୍ବର ଆକାଶକୁ ମାଟୋ ମେଘମାଳାରେ ଆଚ୍ଛନ୍ନ କରନ୍ତି। ସେ ପୃଥିବୀ ନିମନ୍ତେ ବୃଷ୍ଟି ପ୍ରସ୍ତୁତ କରନ୍ତି। ସେ ପର୍ବତଗଣରେ ତୃଣ ଉତ୍ପାଦନ କରନ୍ତି।
ସମାନେେ କବେେ କହିବେ ନାହିଁ ଯେ, 'ଆମ୍ଭର ସଦାପ୍ରଭୁ ଯଥା ସମୟରେ ଆମ୍ଭମାନଙ୍କୁ ଆଦ୍ଯ ଓ ଶଷେ ବୃଷ୍ଟି ପ୍ରଦାନ କରିଛନ୍ତି ଓ ଶସ୍ଯ ଚ୍ଛଦନେ ପାଇଁ ଆମ୍ଭମାନଙ୍କ ନିମନ୍ତେ ନିରୂପିତ ସପ୍ତାହମାନ ରକ୍ଷା କରିଛନ୍ତି, ଆସ ଏବେ ଆମ୍ଭମାନେେ ସହେି ସଦାପ୍ରଭୁଙ୍କୁ ଭୟ ଓ ଭକ୍ତି କରିବା।'
ମିଥ୍ଯା ଦବେତାଗଣଙ୍କର ବୃଷ୍ଟି କରାଇବାର କ୍ଷମତା ନାହିଁ। ଆକାଶମଣ୍ଡଳ ବୃଷ୍ଟିପାତ କରାଇପାରିବ କି ? ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ବର, ତୁମ୍ଭେ ହିଁ ସେ ସବୁର ସୃଷ୍ଟିକର୍ତ୍ତା। ଆମ୍ଭେ ତୁମ୍ଭର ଅପେକ୍ଷା ରେ ରହିବୁ। କାରଣ ତୁମ୍ଭେ ଏହା ହିଁ ସବୁ ତିଆରି କରିଛ।
ସଦାପ୍ରଭୁ କହନ୍ତି ଆମ୍ଭେ ଏହି ସ୍ଥାନ ପ୍ରତି ଓ ତହିଁର ନିବାସୀମାନଙ୍କ ପ୍ରତି ଏହି କାର୍ୟ୍ଯ କରିବା। ଆମ୍ଭେ ଏହି ନଗରକୁ ତୋଫତ ତୁଲ୍ଯ କରିବା।'
ଆମ୍ଭେ କିଏ? ଆମ୍ଭେ ହେଉଛୁ ପର୍ବତର ନିର୍ମାଣକର୍ତ୍ତା, ଆମ୍ଭେ ତୁମ୍ଭ ମନର ସୃଷ୍ଟିକର୍ତ୍ତା। ଆମ୍ଭେ ଲୋକମାନଙ୍କୁ କଥା କହିବା ଶିଖାଇ ଥିଲୁ। ଆଉ ମଧ୍ଯ ଅନ୍ଧକାରକୁ ସକାଳ ରେ ପରିଣତ କରିଥିଲୁ। ଆମ୍ଭେ ପର୍ବତ ଓ ପୃଥିବୀ ଉପ ରେ ୟାତାଯାତ କରୁ। ତାହା ହେଲେ ଆମ୍ଭେ କିଏ? ଆମ୍ଭେ ହେଉଛୁ ସହେି ସଦାପ୍ରଭୁ ସୈନ୍ଯାଧିପତି, ସ୍ବଯମ୍ଭୁ ପରମେଶ୍ବର ଆମ୍ଭର ନାମ।
ବସନ୍ତ ଋତୁ ରେ ବର୍ଷା ହବୋପାଇଁ ମୁଁ ସଦାପ୍ରଭୁଙ୍କୁ ପ୍ରାର୍ଥନା କରେ। ସଦାପ୍ରଭୁ ହିଁ କବଳେ ବିଦ୍ଯୁତ୍ ପ୍ ରରଣେ କରନ୍ତି ଏବଂ ବର୍ଷା ଢାଳନ୍ତି ଓ ପ୍ରେତ୍ୟକକଙ୍କୁ କ୍ଷତରେ ଘାସ ପ୍ରଦାନ କରନ୍ତି।