Home Bibles ☰ Books ଯିରିମିୟ 10:17 · ଓଡ଼ିଆ ବାଇବେଲ
ଯିରିମିୟ 10:17 · ଓଡ଼ିଆ ବାଇବେଲ

ହେ ଅବରୁଦ୍ଧ ଯିହୁଦା ନିବାସୀ, ତୁମ୍ଭମାନେେ ନିଜ ନିଜ ଜିନିଷ ସଂଗ୍ରହ କରି ଦେଶତ୍ଯାଗ କରିବାକୁ ପ୍ରସ୍ତୁତ ହୁଅ।

Cross references

ଯିରିମିୟ 6:1

ହେ ବିନ୍ଯାମୀନ ସନ୍ତାନଗଣ, ତୁମ୍ଭମାନେେ ରକ୍ଷା ପାଇବା ପାଇଁ ୟିରୁଶାଲମରୁ ପଳାଯନ କର। ତିକୋଯ ନଗର ରେ ତୂରୀ ବଜାଅ ଓ ବୈଥହକରମେ ରେ ଧ୍ବଜା ଟକେ। କାରଣ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ଆସୁଅଛି।

ଯିରିମିୟ 21:13

ହେ ଉପତ୍ୟକା ଓ କ୍ଷେତ୍ରସ୍ଥ ଶୈଳ ନିବାସୀନି ୟିରୁଶାଲମ, ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ। ତୁମ୍ଭମାନେେ କହୁଅଛ 'ଆମ୍ଭମାନଙ୍କ ବିପକ୍ଷ ରେ କହେି ଆକ୍ରମଣ କରିବେ ନାହିଁ କି ଆମ୍ଭର ସୁଦୃଢ଼ ନଗରୀକୁ କହେି ପରାସ୍ତ କରିପାରିବେ ନାହିଁ।'

ଯିହିଜିକଲ 12:3

ତେଣୁ, ହେ ମନୁଷ୍ଯ ପୁତ୍ର, ତୁମ୍ଭେ ନିର୍ବାସନ ଗଲାପରି ତୁମ୍ଭମାନଙ୍କର ସମସ୍ତ ସାମଗ୍ରୀ ସଜାଡ଼ି ଦିଅ। ଦିନ ବେଳେ ଏହା କର ଯେତବେେଳେ ସମାନେେ ତୁମ୍ଭ ୟିବାର ଦେଖିପାରିବେ। ଯେତବେେଳେ ସମାନେେ ତୁମ୍ଭକୁ ଦେଖୁଛନ୍ତି ତୁମ୍ଭେ ଗୋଟିଏ ସ୍ଥାନରୁ ଆଉ ଗୋଟିଏ ସ୍ଥାନକୁ ଗତି କିରବା ଉଚିତ୍। ତାହା ହେଲେ ସମାନେେ ବିଦ୍ରୋହୀ ଲୋକ ହେଲେ ହେଁ ବୁଝିପାରିବେ।

ଯିହିଜିକଲ 12:11

ସମାନଙ୍କେୁ କୁହ, 'ମୁଁ ତୁମ୍ଭମାନଙ୍କ ପାଇଁ ଏକ ଚିହ୍ନ ଓ ଉଦାହରଣ ଅଟେ। ମୁଁ ଯାହାକିଛି କଲି, ତାହା ତୁମ୍ଭମାନଙ୍କ ପ୍ରତି ଘଟିବ। ତୁମ୍ଭମାନଙ୍କୁ ନିର୍ବାସିତ କରାୟାଇ ବନ୍ଦୀରୂପେ ପଠାୟିବ।

ମୀଖା 2:10

ତୁମ୍ଭମାନେେ ଉଠ ଏବଂ ଏସ୍ଥାନକୁ ପରିତ୍ଯାଗ କର। ଏ ସ୍ଥାନ ତୁମ୍ଭର ବିଶ୍ରାମଗୃହ ନୁହେଁ। କାରଣ ତୁମ୍ଭମାନେେ ଏହାର ପ୍ରତିଦ୍ବନ୍ଦୀ ହାଇେଛ। ତୁମ୍ଭେ ମଧ୍ଯ ଏହାକୁ କଳୁଷିତ କରିଛ। ତେଣୁ ଏହି ସ୍ଥାନ ଶାଚେନୀୟ ଭାବରେ ବିଚ୍ଛିନ୍ନ ହବେ।

ମାଥିଉଲିଖିତ ସୁସମାଚାର 24:15

ଭବିଷ୍ଯଦ୍ବକ୍ତା ଦାନିୟେଲ 'ଧ୍ବଂସ ସାଧକ ଭୟଙ୍କର ବସ୍ତୁ' ବିଷୟ ରେ କହିଲେ। ଏହି ଭୟଙ୍କର ବସ୍ତୁଟି ପବିତ୍ର ସ୍ଥାନ ରେ ଠିଆ ହାଇେଥିବାର ଦଖାୟିବେ। (ଏହାକୁ ପଢ଼ୁଥିବା ଲୋକେ ଏହାର ଅର୍ଥ ବୁଝି ପାରିବା ଉଚ଼ିତ।)

Interlinear

Choose Theme