Home Bibles ଯିରିମିୟ 10:21 · ଓଡ଼ିଆ ବାଇବେଲ
ଯିରିମିୟ 10:21 · ଓଡ଼ିଆ ବାଇବେଲ

କାରଣ ପାଳକଗଣ ପଶୁବତ୍ ନିର୍ବୋଧ ହାଇେଅଛନ୍ତି, ସମାନେେ, ସଦାପ୍ରଭୁ କ'ଣ ଚାହୁଁଛନ୍ତି, ତାହା ଜାଣିବା ପାଇଁ ଚେଷ୍ଟା କରନ୍ତି ନାହିଁ। ସେଥିପାଇଁ ସମାନେେ ଉନ୍ନତି କରୁ ନାହାଁନ୍ତି ଏବଂ ସମାନଙ୍କେର ପିଲାସବୁ ଚ୍ଛିନ୍ନଭିନ୍ନ ହାଇେଅଛନ୍ତି।

Cross references

ଯିଶାଇୟ 56:10

ତାହାର ପ୍ରହରିଗଣ ଅନ୍ଧ, ସେ ସମସ୍ତ ଜ୍ଞାନହୀନ, ସମାନେେ ନିର୍ବାକ ଶ୍ବାନ, ସମାନେେ ଭୁକିପାରନ୍ତି ନାହିଁ। ସମାନେେ ସ୍ବପ୍ନଦର୍ଶୀ, ନିଦ୍ରାଡ଼ ଓ ଶାଇେ ରହିବାକୁ ଭଲ ପାଆନ୍ତି।

ଯିରିମିୟ 2:8

ଯାଜକମାନେ କହିଲେ ନାହିଁ ଯେ, 'ସଦାପ୍ରଭୁ କାହାଁନ୍ତି,' ଆଉ ଯେଉଁମାନେ ବ୍ଯବସ୍ଥା ହସ୍ତ ରେ ଧରନ୍ତି, ସମାନେେ ଆମ୍ଭକୁ ଜାଣିଲେ ନାହିଁ, ଶାସନକର୍ତ୍ତାମାନେ ମଧ୍ଯ ଆମ୍ଭ ବିରୁଦ୍ଧ ରେ ଅଧର୍ମାଚରଣ କଲେ, ଆଉ ଭବିଷ୍ଯଦବକ୍ତାମାନେ ବାଲ୍ଦବେ ନାମ ରେ ଭବିଷ୍ଯଦବାକ୍ଯ ପ୍ରଚାର କଲେ ଓ ନିଷ୍ଫଳ ବସ୍ତୁମାନଙ୍କର ପଶ୍ଚାଦଗମନ କଲେ।

ଯିରିମିୟ 5:31

ଭବିଷ୍ଯଦବକ୍ତାମାନେ ମିଥ୍ଯା ଭବିଷ୍ଯଦବାକ୍ଯ ପ୍ରଚାର କରନ୍ତି ଓ ସମାନଙ୍କେ ନିର୍ଦ୍ଦଶାେନୁସା ରେ ଯାଜକମାନେ କାର୍ୟ୍ଯ କରନ୍ତି। ପୁଣି ଆମ୍ଭର ଲୋକମାନେ ଏପରି ହବୋକୁ ଭଲ ପାଆନ୍ତି। ମାତ୍ର ତୁମ୍ଭ ଲୋକମାନେ ଶଷେ ରେ ଦଣ୍ଡ ସମୟରେ କ'ଣ କରିବେ ?

ଯିରିମିୟ 8:9

ସହେି 'ଜ୍ଞାନୀ ଲୋକମାନେ' ଲଜ୍ଜିତ ହବେେ, ସମାନେେ ଦ୍ବନ୍ଦ ରେ ପଡ଼ିବେ ଓ ଫାନ୍ଦ ରେ ପଡ଼ିବା ପରି ଅନୁଭବ କରିବେ। ଦେଖ, ସମାନେେ ସଦାପ୍ରଭୁଙ୍କ ଶିକ୍ଷାକୁ ପ୍ରତ୍ଯାଖାନ କଲେ। ସମାନଙ୍କେୁ କିପରି 'ଜ୍ଞାନୀ' ବୋଲି ବିବଚେନା କରାୟିବ ?

ଯିରିମିୟ 10:8

ଅନ୍ୟ ଦେଶୀଯମାନେ ସମସ୍ତେ ନିର୍ ବୋଧ ଓ ଅଜ୍ଞାନ। ସମାନଙ୍କେର ମୂର୍ତ୍ତିଗୁଡ଼ିକର ଶିକ୍ଷା ମୂଲ୍ଯହୀନ। ସହେି ମୂର୍ତ୍ତିଗୁଡ଼ିକ କବଳେ କାଷ୍ଠ ମାତ୍ର।

ଯିରିମିୟ 10:14

ସମସ୍ତ ମୂର୍ତ୍ତିପୂଜକ ନିର୍ବୋଧ ଓ ଅଜ୍ଞାନୀ ବୋଲି ଜଣା ପଡ଼ିବେ। ପ୍ରେତ୍ୟକକ ସ୍ବର୍ଣ୍ଣକାର ଆପଣା ଖୋଦିତ ମୂର୍ତ୍ତିଗୁଡ଼ିକ ପାଇଁ ଲଜ୍ଜିତ। କାରଣ ତାଙ୍କର ମୂର୍ତ୍ତିଗୁଡ଼ିକ ମିଥ୍ଯା ଓ ସମାନଙ୍କେଠା ରେ ପ୍ରାଣବାଯୁ ନାହିଁ।

ଯିରିମିୟ 12:10

ଅନକେ ମଷେପାଳକ ଆମ୍ଭର ଦ୍ରାକ୍ଷାକ୍ଷେତ୍ର ନଷ୍ଟ କରି ଅଛନ୍ତି। ସମାନେେ ଆମ୍ଭର ଭୂମିକୁ ପଦଦଳିତ କରିଛନ୍ତି। ସମାନେେ ଆମ୍ଭର ମନୋରମ ଭୂମିକୁ ଧ୍ବଂସକରି ପ୍ରାନ୍ତର ରେ ପରିଣତ କରିଅଛନ୍ତି।

ଯିରିମିୟ 23:1

ସଦାପ୍ରଭୁ କହନ୍ତି, ଯେଉଁ ପାଳକମାନେ ଆମ୍ଭ ଚରାସ୍ଥାନ ରେ ମଷେମାନଙ୍କୁ ନଷ୍ଟ ଓ ଛିନ୍ନଭିନ୍ନ କରନ୍ତି, ସମାନେେ ସନ୍ତାପର ପାତ୍ର।

ଯିରିମିୟ 23:9

ଭବିଷ୍ଯଦବକ୍ତାମାନଙ୍କ ପ୍ରତି ବାର୍ତ୍ତା। ମାରେ ଅନ୍ତରସ୍ଥ ହୃଦଯ ଭଗ୍ନ ହାଇେଅଛି। ମାରେ ଅସ୍ଥିସବୁ କୁଅଛି। ସଦାପ୍ରଭୁ ଓ ତାଙ୍କ ପବିତ୍ର ବାକ୍ଯ ହତେୁ ମୁଁ ମତ୍ତ ଲୋକ ତୁଲ୍ଯ ଓ ଦ୍ରାକ୍ଷାରସ ରେ ପରାଜିତ ତୁଲ୍ଯ ହାଇେଅଛି।

ଯିରିମିୟ 49:32

ଶତ୍ରୁଗଣ ସମାନଙ୍କେର ଓଟଗୁଡ଼ିକୁ ନଇେଯିବେ। ସମାନଙ୍କେର ଅପାର ପଶୁପଲ ଲୁଣ୍ଠିତ ହବେେ। ପୁଣି ଯେଉଁମାନେ ଆପଣା ଆପଣା କେଶର କଣ କାଟନ୍ତି, ସମାନଙ୍କେୁ ଆମ୍ଭେ ଚତୁର୍ଦ୍ଦିଗକୁ ଛିନ୍ନଭିନ୍ନ କରିବା ଓ ସମାନଙ୍କେ ନିକଟକୁ ଚାରିଆଡ଼ୁ ବିପଦ ଆଣିବା। ଏହା ସଦାପ୍ରଭୁ କହନ୍ତି।

ଯିରିମିୟ 50:17

ଇଶ୍ରାୟେଲ ଚ୍ଛିନ୍ନଭିନ୍ନ ହାଇେଥିବା ମଷେ ସ୍ବରୂପ ସେ ସିଂହମାନଙ୍କ ଦ୍ବାରା ବିତାଡ଼ିତ ହାଇେଅଛି। ପ୍ରଥମେ ଅଶୂରର ରାଜା ତାକୁ ଗ୍ରାସ କଲା। ଆଉ ଶଷେ ରେ ବାବିଲର ରାଜା ନବୂଖଦନିତ୍ସର ତାହାର ହାଡ଼ସବୁ ଭାଙ୍ଗି ପକାଇଲା।

ଯିହିଜିକଲ 22:25

ତାହାର ଭବିଷ୍ଯଦବକ୍ତାମାନେ ସଠାେ ରେ ଚକ୍ରାନ୍ତ କରିଛନ୍ତି। ସମାନେେ ପ୍ରାଣୀମାନଙ୍କୁ ହତ୍ଯା କରିବାକୁ ଉତ୍ସୁକ ଗର୍ଜ୍ଜନକାରୀ ସିଂହ ସଦୃଶ। ସମାନେେ ଲୋକମାନଙ୍କୁ ଶୋଷଣ କରନ୍ତି, ସମାନେେ ମୂଲ୍ଯବାନ ଓ ବହୁମୂଲ୍ଯ ବସ୍ତ୍ର ହରଣ କରନ୍ତି ; ସମାନେେ ବହୁ ମହିଳାଙ୍କୁ ବିଧବା କରିଅଛନ୍ତି।

ଯିହିଜିକଲ 34:2

ହେ ମନୁଷ୍ଯ ପୁତ୍ର, ତୁମ୍ଭେ ଇଶ୍ରାୟେଲ ମଷେପାଳକମାନଙ୍କ ବିରୁଦ୍ଧ ରେ ଭବିଷ୍ଯଦବାଣୀ ପ୍ରଚାର କର। ସହେି ପାଳକମାନଙ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି ଭବିଷ୍ଯବାଣୀ କହନ୍ତି, 'ଇଶ୍ରାୟେଲର ମଷେପାଳକମାନଙ୍କୁ ଧିକ, ଯେଉଁମାନେ କବଳେ ସମାନଙ୍କେର ଯତ୍ନ ନିଅନ୍ତି। ମଷେପାଳକମାନେ ମଷେମାନଙ୍କର ଯତ୍ନ ନବୋ ଉଚିତ୍ ନୁହେଁ କି ?

ଯିହିଜିକଲ 34:6

ଏବଂ ପର୍ବତମାନଙ୍କ ରେ ଏବଂ ଉଚ୍ଚ ସ୍ଥାନମାନଙ୍କ ରେ ମାରେ ମଷେପଲ ହଜିଗଲେ। ମାରେ ମଷଗେୁଡ଼ିକ ଦେଶର ଚାରିଆଡ଼େ ଛିନ୍ନଛତ୍ର ହାଇଗେଲେ ଏବଂ ସମାନଙ୍କେୁ କହେି ଦେଖନ୍ତି ନାହିଁ। ସମାନଙ୍କେୁ କହେି ଖାଜେନ୍ତି ନାହିଁ।'

ଯିହିଜିକଲ 34:12

ଯେପରି ଜଣେ ମଷେପାଳକ ନିଜର ଛିନ୍ନଭିନ୍ନ ମଷେମାନଙ୍କର ଅନୁସନ୍ଧାନ କରେ, ସହେିପରି ମୁଁ ମାରେ ମଷେମାନଙ୍କର ତତ୍ତ୍ବାବଧାନ କରିବି। ଆଉ ମଘାେଚ୍ଛନ୍ନ ଓ ଅନ୍ଧକାର ଦିନ ରେ ସମାନେେ ଯେଉଁ ଯେଉଁ ସ୍ଥାନ ରେ ଛିନ୍ନଭିନ୍ନ ହାଇେଅଛନ୍ତି, ସେସବୁ ସ୍ଥାନରୁ ସମାନଙ୍କେୁ ଉଦ୍ଧାର କରିବି।

ଯିଖରିୟ 10:3

ଆମ୍ଭେ ବିଶଷେଭାବରେ ପାଳକମାନଙ୍କ ଉପ ରେ କୋରଧାନ୍ବିତ। ଆମ୍ଭେ ସମାନଙ୍କେ ବିରୁଦ୍ଧ ରେ କାର୍ୟ୍ଯ କରିବା ଯେଉଁମାନେ ମଷେପଲର ଯତ୍ନ ନିଅନ୍ତି। କାରଣ ସର୍ବଶକ୍ତିମାନ ସଦାପ୍ରଭୁ ପ୍ରକୃତ ରେ ତାଙ୍କ ପଲର ଯତ୍ନ ନିଅନ୍ତି, ଯିହୁଦାର ଘର। ସେ ସମାନଙ୍କେୁ ଏକ ଯୋଦ୍ଧା ଅଶ୍ବ ପରି ତିଆରି କରିବେ।

ଯିଖରିୟ 13:7

ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, ହେ ଖଡ୍ଗ, ୟାଅ! ଏବଂ ମଷେପାଳକ ଆମ୍ଭର ଘନିଷ୍ଠ ବନ୍ଧୁଙ୍କୁ ଆଘାତ କର। ମଷେପାଳକଙ୍କୁ ଆଘାତ କର, ଯେପରି ମଷେପଲ ପଳାଯନ କରିବେ। ଆମ୍ଭେ ଆପଣା ହସ୍ତ ସହେି କ୍ଷୁଦ୍ରମାନଙ୍କ ବିରୁଦ୍ଧ ରେ ଉଠାଇବା।

ଯୋହନଲିଖିତ ସୁସମାଚାର 10:12

ମଷେ ରଖିବା ପାଇଁ ଯେଉଁ ମୂଲିଆକୁ ରଖାଯାଇଛି, ସେ ଲୋକ ମଷେପାଳକ ଠାରୁ ଭିନ୍ନ। ମଷଗେୁଡିକ ମୂଲିଆର ନୁହଁନ୍ତି। ତେଣୁ ସେ ଗଧିଆ ଆସିବା ଦେଖିଲେ ମଷେମାନଙ୍କୁ ଏକୁଟିଆ ଛାଡି ଦୌଡି ପଳାଏ। ତା'ପରେ ଗଧିଆ ମଷେମାନଙ୍କ ଉପରକୁ କୁଦାମା ରେ ଓ ସମାନଙ୍କେୁ ଛିନ୍ନଭିନ୍ନ କରି ଦିଏ।

Interlinear

Choose Theme