Home Bibles ଯିରିମିୟ 10:7 · ଓଡ଼ିଆ ବାଇବେଲ
ଯିରିମିୟ 10:7 · ଓଡ଼ିଆ ବାଇବେଲ

ତେଣୁ ହେ ପରମେଶ୍ବର, ତୁମ୍ଭେ ସର୍ବଦେଶୀଯମାନଙ୍କ ମଧିଅରେ ମହାନ୍। ତୁମ୍ଭକୁ କିଏ ଭୟ ନ କରିବ ? ତୁମ୍ଭେ ତାହାର ଯୋଗ୍ଯ। ସର୍ବଦେଶୀଯ ମଧିଅରେ ବହୁ ଜ୍ଞାନୀ ଲୋକ ଅଛନ୍ତି, ମାତ୍ର ସମଗ୍ର ରାଜକୀଯ, ଐଶ୍ବର୍ୟ୍ଯଶାଳୀ ଓ ଜ୍ଞାନୀମାନଙ୍କ ମଧିଅରେ ତୁମ୍ଭ ତୁଲ୍ଯ କହେି ନାହାନ୍ତି।

Cross references

ଯିହୋଶୂୟ 4:24

ସଦାପ୍ରଭୁ ଏହିପରି କଲେ, କାରଣ ପୃଥିବୀସ୍ଥ ସମକ୍ସ୍ଟଦାଯ ଲୋକ ସଦାପ୍ରଭୁ ଶକ୍ତିଶାଳୀ ବୋଲି ଜାଣି ପାରିବେ, ସେଥିପାଇଁ ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶଓରଙ୍କୁ ସର୍ବଦା ଭୟ ଓ ସମ୍ମାନ କରିବ।

ଦିତୀୟ ରାଜାବଳୀ 17:39

ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବରଙ୍କୁ ତୁମ୍ଭମାନେେ କବଳେ ଭୟ ଓ ସମ୍ମାନ କରିବ ଓ ସେ ତୁମ୍ଭମାନଙ୍କୁ ସମସ୍ତ ଶତୃଠାରୁ ଉଦ୍ଧାର କରିବେ।

ପ୍ରଥମ ବଂଶାବଳୀ 16:25

ସଦାପ୍ରଭୁ ଅତ୍ଯନ୍ତ ମହାନ୍ ଅଟନ୍ତି ଓ ସେ ପ୍ରଶଂସାର ଯୋଗ୍ଯ ଅଟନ୍ତି। ଅନ୍ୟ ସବୁ ଦବେତାଗଣଙ୍କ ଅପେକ୍ଷା ସଦାପ୍ରଭୁ ଅଧିକ ଭୟଙ୍କର ଅଟନ୍ତି।

ଆୟୁବ ପୁସ୍ତକ 37:23

ସର୍ବଶକ୍ତିମାନ ପରମେଶ୍ବର ମହାନ ଅଟନ୍ତି। ଆମ୍ଭେ ପରମେଶ୍ବରଙ୍କୁ ବୁଝିପାରିବା ନାହିଁ। ସେ ପରମ ଶକ୍ତିଶାଳୀ କିନ୍ତୁ ସେ ଆମ୍ଭମାନଙ୍କ ପାଇଁ ବିଚାରବନ୍ତ ଓ ଧାର୍ମିକ। ସେ ଆମ୍ଭମାନଙ୍କୁ ଆଘାତ ଦବୋକୁ ଚାହାଁନ୍ତି ନାହିଁ।

ଗୀତସଂହିତା 22:28

କାହିଁକି ? କାରଣ ସେ ହେଉଛନ୍ତି ରାଜା। ସେ ସବୁ ରାଜ୍ଯକୁ ଶାସନ କରନ୍ତି।

ଗୀତସଂହିତା 47:3

ସେ ଆମ୍ଭଙ୍କୁ ଅନ୍ୟ ଲୋକମାନଙ୍କୁ ପରାଜିତ କରିବାକୁ ସାହାୟ୍ଯ କରନ୍ତି। ସେ ସହେି ରାଜାମାନଙ୍କ ଉପରେ ଆମ୍ଭଙ୍କୁ ଶକ୍ତି ପ୍ରଦାନ କରନ୍ତି।

ଗୀତସଂହିତା 72:11

ହଁ ସବୁ ରାଜାଗଣ ଆମ୍ଭ ରାଜାଙ୍କ ସମ୍ମୁଖରେ ନତ ମସ୍ତକ ହୁଅନ୍ତୁ। ସବୁ ଜାତିଗଣ ଲୋକମାନେ ତାଙ୍କର ସବୋ କରନ୍ତୁ।

ଗୀତସଂହିତା 76:7

ହେ ପରମେଶ୍ବର, ତୁମ୍ଭେ ହିଁ ସମସ୍ତଙ୍କ ଦ୍ବାରା ଭୟର ପାତ୍ର। ତୁମ୍ଭେ ଥରେ କୋର୍ଧ କଲେ, କହେି ତୁମ୍ଭ ସାକ୍ଷାତରେ ଠିଆ ହାଇେ ପାରିବେ ନାହିଁ।

ଗୀତସଂହିତା 86:8

ହେ ପରମେଶ୍ବର, ଦବଗେଣଙ୍କ ମଧ୍ୟରେ ତୁମ୍ଭ ପରି ଆଉ କହେି ନାହିଁ। ତୁମ୍ଭେ ୟାହା କରିଛ କହେି ଏପରି କରିପାରିବେ ନାହିଁ।

ଗୀତସଂହିତା 86:9

ହେ ପ୍ରଭୁ, ତୁମ୍ଭେ ପ୍ରେତ୍ୟକକ ଦେଶଗୁଡ଼ିକୁ ସୃଷ୍ଟି କରିଛ। ସମାନେେ ଆସିବେ ଓ ମଥାନତ ହାଇେ ତୁମ୍ଭ ସମ୍ମୁଖରେ ଛିଡ଼ା ହବେେ ଏବଂ ତୁମ୍ଭର ନାମକୁ ପ୍ରଶଂସା କରିବେ।

ଗୀତସଂହିତା 89:6

ସ୍ବର୍ଗରେ ସଦାପ୍ରଭୁଙ୍କ ତୁଲ୍ଯ କହେି ନାହିଁ। ଦବଗେଣକୁ ସଦାପ୍ରଭୁଙ୍କ ସଙ୍ଗେ ତୁଳନା କରାୟାଇ ପାରିବ ନାହିଁ।

ଗୀତସଂହିତା 147:5

ଆମ୍ଭର ପ୍ରଭୁ ଅତି ମହାନ୍ ଏବଂ ଶକ୍ତିମାନ୍। ତାଙ୍କର ବୁଝାମଣା ଅସୀମ।

ଯିଶାଇୟ 2:4

ତାପ ରେ ପରମେଶ୍ବର ସମଗ୍ର ମାନବ ଗୋଷ୍ଠୀର ବିଚାରକ ହବେେ। ଅନକେ ଗୋଷ୍ଠୀ ବିଷଯ ରେ ପରମେଶ୍ବର ଶଷେ ନିଷ୍ପତ୍ତି ଦବେେ। ସହେି ଲୋକମାନେ ୟୁଦ୍ଧ ପାଇଁ ସମାନଙ୍କେର ଅସ୍ତ୍ର ବ୍ଯବହାର କରିବେ ନାହିଁ। ସମାନେେ ଖଡ୍ଗ ରେ ଲଙ୍ଗଳର ଲୁହା ତିଆରି କରିବେ, ବର୍ଚ୍ଛା ରେ ଦାଆ ତିଆରି କରିବେ। ସମାନେେ ଅନ୍ୟ ବିରୁଦ୍ଧ ରେ ଆଉ ୟୁଦ୍ଧ କରିବେ ନାହିଁ। ସମାନେେ କବେେ ଆଉ ୟୁଦ୍ଧ ପାଇଁ ତାଲିମ ନବେେ ନାହିଁ।

ଯିରିମିୟ 5:22

ନିଶ୍ଚିତଭାବରେ ତୁମ୍ଭମାନେେ ଆମ୍ଭକୁ ଭୟ କରିବାର କାରଣ ଅଛି, ସଦାପ୍ରଭୁ କହନ୍ତି। ହଁ, ତୁମ୍ଭମାନେେ ଆମ୍ଭ ସମ୍ମୁଖ ରେ ଭୟ ରେ ଥରିବାର କାରଣ ଅଛି। ଆମ୍ଭେ ବାଲୁକାସ୍ତୁପ ସ୍ଥାପନ କଲୁ, ଯେପରି ସମୁଦ୍ର ତା'ର ସୀମା ଲଙ୍ଘନ ନ କରିବ। ସମୁଦ୍ର ରେ ଢ଼େଉ ଉେଠ ଏବଂ ଏହାର କୌଣସି କ୍ଷତି କରେ ନାହିଁ। ଏହା ଘାରେ ଗର୍ଜନ କରେ, ମାତ୍ର ଆମ୍ଭେ ସ୍ଥାପନ କରିଥିବା ସୀମା ଲଙ୍ଘନ କରେ ନାହିଁ।

ଯିରିମିୟ 10:6

ହେ ସଦାପ୍ରଭୁ, ତୁମ୍ଭେ ଅତି ମହାନ, ତୁମ୍ଭ ତୁଲ୍ଯ ଆଉ କହେି ନାହାଁନ୍ତି। ତୁମ୍ଭର ନାମ ମହତ୍ ଓ ପରାକ୍ରମଶାଳୀ।

ଯିଖରିୟ 2:11

ସହେି ଦିନ ରେ, ଅନକେ ଦେଶର ଲୋକମାନେ ପରମେଶ୍ବରଙ୍କ ନିକଟକୁ ଆସିବେ। ସମାନେେ ଆମ୍ଭର ଲୋକ ହବେେ। ଆଉ ଆମ୍ଭେ ତୁମ୍ଭମାନଙ୍କ ମଧିଅରେ ବାସ କରିବା। ସେତବେେଳେ ତୁମ୍ଭେ ଜାଣିବ ସର୍ବଶକ୍ତିମାନ ସଦାପ୍ରଭୁ ମାେତେ ତୁମ୍ଭ ନିକଟକୁ ପ୍ ରରଣେ କରିଛନ୍ତି।

ମଲାଖୀ 1:11

ସମସ୍ତ ଦେଶର ଲୋକମାନେ ଆପଣା ନାମର ମହତ୍ତ୍ବ ଗାନ କରୁଛନ୍ତି। ଲୋକମାନେ ସମସ୍ତ ସ୍ଥାନ ରେ ପବିତ୍ର ନବୈେଦ୍ଯ ଓ ଧୂପ ଉତ୍ସର୍ଗ କରୁଛନ୍ତି, କାରଣ ଆମ୍ଭର ନାମ ସମଗ୍ର ଦେଶ ରେ ମହାନ୍ ଅଟେ। ସର୍ବଶକ୍ତିମାନ ସଦାପ୍ରଭୁ ଏସବୁ କହିଥିଲେ।

ଲୂକଲିଖିତ ସୁସମାଚାର 12:5

ତୁମ୍ଭମାନେେ ଯାହାକୁ ଭୟ କରିବା ଉଚିତ ମୁଁ ତୁମ୍ଭମାନଙ୍କୁ ତାହାଙ୍କୁ ଦଖାଇେ ଦବେି। ତୁମ୍ଭମାନଙ୍କୁ ମାରିସାରି ନର୍କ ରେ ଫିଙ୍ଗିଦବୋ ଶକ୍ତି ଯାହାର ଅଛି, ତୁମ୍ଭମାନେେ ସହେି ପରମେଶ୍ବରଙ୍କୁ ଭୟ କରିବା ଉଚିତ। ହଁ, ମୁଁ ତୁମ୍ଭମାନଙ୍କୁ କହୁଛି, କବଳେ ତାହାଙ୍କୁ ଭୟ କର।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11:15

ସପ୍ତମ ଦୂତ ତାହାଙ୍କ ତୂରୀ ବଜାଇଲେ। ସ୍ବର୍ଗ ରେ ଉଚ୍ଚ ସ୍ବରମାନ ଶୁଣାଗଲା। ସମାନେେ କହିଲେ,

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 15:4

ହେ ପ୍ରଭୁ ! କିଏ ତୁମ୍ଭକୁ ଭୟ ନ କରିବ ? ସମସ୍ତଙ୍କର ତୁମ୍ଭେ ପ୍ରଶଂସନୀୟ ଅଟ। କାରଣ କବଳେ ତୁମ୍ଭେ ହିଁ ପବିତ୍ର ; ସମସ୍ତ ଜାତିଗୁଡ଼ିକ ତୁମ୍ଭ ପାଖକୁ ଆସିବେ ଓ ତୁମ୍ଭର ଉପାସନା କରିବେ। କାରଣ ତୁମ୍ଭେ ହିଁ ନ୍ଯାୟବନ୍ତ ଏହା ଜଗତେ ବିଦିତ।

Interlinear

Choose Theme