ତା'ପ ରେ ସଦାପ୍ରଭୁ କହିଲେ, ତୁମ୍ଭେ ଯିହୁଦାର ସବୁ ନଗର ରେ ଓ ୟିରୁଶାଲମର ସବୁ ପଥରେ ଏହିସବୁ ପ୍ରଚାର କର, ତୁମ୍ଭମାନେେ ଏହି ନିଯମର ବିଧିସବୁ ଶୁଣ ଓ ସଗେୁଡ଼ିକ ପାଳନ କର।
Cross references
ବର୍ତ୍ତମାନ ହେ ଇଶ୍ରାୟେଲ ମୁ ଯେଉଁ ନିଯମ ଓ ଆଜ୍ଞା ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଶିକ୍ଷା ଦେଉଅଛି, ତହିଁରେ ମନୋଯୋଗ କର। ତାହା ପାଳନ କଲେ ତୁମ୍ଭମାନେେ ବଞ୍ଚିବ। ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ବର ତୁମ୍ଭମାନଙ୍କୁ ଯେଉଁ ଦେଶ ଦବେେ, ତହିଁଯରେ ପ୍ରବେଶ କରି ତାହା ଅଧିକାର କରିବ।
ହିଁ ଦେଖ, ସଦାପ୍ରଭୁ ମାରେ ପରମେଶ୍ବର ମାେତେ ଯେପରି ଆଜ୍ଞା ଦେଲେ, ମୁ ସହେି ବ୍ଯବସ୍ଥାସବୁ ଶିକ୍ଷା ଦଲେି। ମୁ ତୁମ୍ଭମାନଙ୍କୁ ସହେିପରି ବ୍ଯବସ୍ଥା ଓ ବିଧି ଶିକ୍ଷା ଦଇେଅଛି, ଯେପରି ତୁମ୍ଭମାନେେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସହେି ଦେଶ ରେ ତୁମ୍ଭମାନେେ ସମାନଙ୍କେ ଅନକ୍ସ୍ଟସା ରେ ବାସ କରିବ।
ୟଦି ଜଣେ ବ୍ଯକ୍ତି କିଛି ଧନ କରଜ ଦିଏ ଓ ସେ ସହେି ଜନଠାରୁ କୌଣସି ସୁଧ ଆଦାଯ କରେ ନାହିଁ କିଅବା ସହେି ବ୍ଯକ୍ତି ନିରୀହ ଲୋକମାନଙ୍କୁ ଆଘାତ କରି ମୁଦ୍ରା ନିଏ ନାହିଁ। ଏହିପରି ଯେଉଁ ବ୍ଯକ୍ତି କରେ, ତବେେ ସହେି ଧାର୍ମିକ ସର୍ବଦା ପରମେଶ୍ବରଙ୍କ ନିକଟରେ ଅବସ୍ଥାନ କରିବ।
ଉଚ୍ଚସ୍ବର ରେ ଘାଷେଣା କର, ସ୍ବର କ୍ଷୀଣ କର ନାହିଁ। ତୂରୀପରି ଚିତ୍କାର କର। ଆମ୍ଭ ଲୋକମାନଙ୍କୁ ସମାନଙ୍କେର ଅଧର୍ମ ବିଷଯ ରେ ଓ ଯାକୁବ ବଂଶକୁ ସମାନଙ୍କେ ପାପ ସମ୍ବନ୍ଧ ରେ ଜଣାଅ।
ତେଣୁ ହେ ଯିରିମିୟ, ତୁମ୍ଭେ ଉତ୍ତର ଦିଗଆଡ଼େ ୟାଇ ଏହି କଥା ପ୍ରଚାର କର ଏବଂ କୁହ,
ତୁମ୍ଭେ ସଦାପ୍ରଭୁଙ୍କ ଗୃହର ଦ୍ବାରଦେଶ ରେ ଠିଆ ହାଇେ ସଠାେ ରେ ଏହିକଥା ପ୍ରଚାର କରି କୁହ।
ହେ ଯିରିମିୟ, ତୁମ୍ଭେ ଏହି ନିଯମର ବାକ୍ଯ ଶୁଣ। ଯିହୁଦା ଓ ୟିରୁଶାଲମର ଲୋକମାନଙ୍କୁ ଏହା ଜଣାଅ।
ଆଉ ଲୋକମାନଙ୍କ ମଧ୍ଯରୁ କେତକେ ପ୍ରାଚୀନ ଲୋକଙ୍କୁ ଓ ଯାଜକମାନଙ୍କ ମଧ୍ଯରୁ କେତକେ ପ୍ରାଚୀନ ଯାଜକଗଣଙ୍କୁ ନିଅ, ଏବଂ ସମାନଙ୍କେୁ ନଇେ ହାର୍ଶିତ ଫାଟକ ପ୍ରବେଶ ସ୍ଥାନରୁ ନିକଟରୁ ହିନ୍ନୋମ ପୁତ୍ରର ଉପତ୍ୟକାକୁ ବାହାରିୟାଅ। ଆଉ ଆମ୍ଭେ ତୁମ୍ଭକୁ ଯାହା କହିବା, ତୁମ୍ଭେ ସହେି ସ୍ଥାନ ରେ ପ୍ରଚାର କର।
ଏହିଗୁଡିକ କ'ଣ ସହେି ବାକ୍ଯଗୁଡିକ ନୁହେଁ? ଯାହା ସଦାପ୍ରଭୁ ପୂର୍ବ ଭବିଷ୍ଯତ୍ବକ୍ତାମାନଙ୍କ ମାଧ୍ଯମ ରେ କହିଥିଲେ? ସେ ଏକଥା କହିଥିଲେ ଯେତବେେଳେ ୟିରୁଶାଲମ ବସତି ବହୁଳ ଓ ସମୃଦ୍ଧିଶାଳୀ ଥିଲା। ଏବଂ ତା'ର ଚତୁର୍ଦ୍ଦିଗର ନଗରଗୁଡିକ ନଗେଭେ ଏବଂ ସିଫଲୋ ବସତି ବହୁଳ ଥିଲା।
ଯଦି ତୁମ୍ଭେ ଏହା ସବୁ ଜାଣ ତବେେ ତୁମ୍ଭେ ଏହି କାର୍ୟ୍ଯ କରି ଖୁସି ହବେ।
ବ୍ଯବସ୍ଥାକୁ କବଳେ ଶୁଣିଥିଲେ କହେି ପରମେଶ୍ବରଙ୍କ ପ୍ରତି ଧାର୍ମିକ ହାଇେ ପାରିବ ନାହିଁ। ବ୍ଯବସ୍ଥାକୁ ସମଗ୍ର ଭାବରେ ପାଳନ କଲେ ହିଁ ବ୍ଯବସ୍ଥା, ଲୋକମାନଙ୍କୁ ପରମେଶ୍ବରଙ୍କ ପ୍ରତି ଧାର୍ମିକ ବୋଲି ପ୍ରମାଣିତ କରେ।
ପରମେଶ୍ବରଙ୍କ ଶିକ୍ଷାଗୁଡ଼ିକ ପାଳନ କର, କବଳେ ଯେ ଶୁଣିବ ତାହା ନୁହେଁ, କିନ୍ତୁ କାର୍ୟ୍ଯ ରେ ଦଖାଇବୋ ଦରକାର। କବଳେ ବସି ରହି ଶୁଣିବା ଦ୍ବାରା ତୁମ୍ଭେ ପ୍ରକୃତ ରେ ନିଜକୁ ଠକୁଛ।