Home Bibles ଯିରିମିୟ 12:10 · ଓଡ଼ିଆ ବାଇବେଲ
ଯିରିମିୟ 12:10 · ଓଡ଼ିଆ ବାଇବେଲ

ଅନକେ ମଷେପାଳକ ଆମ୍ଭର ଦ୍ରାକ୍ଷାକ୍ଷେତ୍ର ନଷ୍ଟ କରି ଅଛନ୍ତି। ସମାନେେ ଆମ୍ଭର ଭୂମିକୁ ପଦଦଳିତ କରିଛନ୍ତି। ସମାନେେ ଆମ୍ଭର ମନୋରମ ଭୂମିକୁ ଧ୍ବଂସକରି ପ୍ରାନ୍ତର ରେ ପରିଣତ କରିଅଛନ୍ତି।

Cross references

ଗୀତସଂହିତା 80:8

ତୁମ୍ଭେ ମିଶରରୁ ଗୋଟିଏ ପ୍ପଦ୍ରାକ୍ଷାଲତାଗ୍ଦଗ୍ଦ ଆଣିଲ। ତୁମ୍ଭେ ଅନ୍ୟ ଜାତିମାନଙ୍କୁ ସହେି ସ୍ଥାନରୁ ତଡ଼ି ଦଇେ ତୁମ୍ଭେ ସହେି ଭୂମିରେ ଦ୍ରାକ୍ଷାଲତା ରୋପଣ କର।

ଯିଶାଇୟ 3:14

ସଦାପ୍ରଭୁ ପ୍ରାଚୀନ ଓ ଅଧିପତିମାନେ କରିଥିବା କର୍ମ ପାଇଁ ସମାନଙ୍କେ ବିରୁଦ୍ଧ ରେ ବିଚାର ଦବେେ।

ଯିଶାଇୟ 5:1

ବର୍ତ୍ତମାନସମାରପ୍ରିଯତମ ପରଲମଶ୍ବରଙ୍କ ଉଦ୍ଦଲଶ୍ଯସର ଏକ ସଙ୍ଗୀତ ଗାନ କରିବି। ଏହି ସଙ୍ଗୀତଟିସମାର ପ୍ରିଯତମ ପ୍ରଭୁ ଓ ଇଶ୍ରାଲୟଲର ଦ୍ରାକ୍ଷାକ୍ଷଲତ୍ର ବିଷଯସର ଅଲଟ।ସମାରପ୍ରିଯତମ ପ୍ରଭୁଙ୍କର ଉର୍ବର ପର୍ବତ ଉପସର ଏକ ଦ୍ରାକ୍ଷାକ୍ଷଲତ୍ର ଥିଲା।

ଯିଶାଇୟ 43:28

ଏଣୁ ଆମ୍ଭେ ପବିତ୍ର ସ୍ଥାନର ଅଧିପତିମାନଙ୍କୁ ଅପବିତ୍ର କରିବା। ଆମ୍ଭେ ଯାକୁବକୁ ଅଭିଶାପ ଦବୋ ଓ ଇଶ୍ରାୟେଲକୁ ନିନ୍ଦିତ କରିବା।

ଯିଶାଇୟ 63:18

ତୁମ୍ଭର ପବିତ୍ର ଲୋକମାନେ ଅଳ୍ପକାଳ ପାଇଁ ତୁମ୍ଭର ମନ୍ଦିରକୁ ଅଧିକାର କଲେ ; ମାତ୍ର ଆମ୍ଭମାନଙ୍କର ବିପକ୍ଷଦଳ ତୁମ୍ଭର ସହେି ପବିତ୍ର ମନ୍ଦିରକୁ ପଦଦଳିତ କଲେ।

ଯିରିମିୟ 3:19

ଆମ୍ଭେ ସଦାପ୍ରଭୁ କହୁଛୁ, 'ଆମ୍ଭେ ତୁମ୍ଭମାନଙ୍କୁ ନିଜ ସନ୍ତାନ ପରି ବ୍ଯବହାର କରିବା, ନାନା ଦେଶୀଯମାନଙ୍କର ପରମ ରତ୍ନସ୍ବରୂପ ଏକ ମନୋରମ ଦେଶ ତୁମ୍ଭମାନଙ୍କୁ ଦାନ କରିବା।' ପୁଣି ଆମ୍ଭେ କହିଲୁ, ତୁମ୍ଭମାନେେ ଆମ୍ଭକୁ 'ପିତା' ବୋଲି ଡ଼ାକିବ ଓ ଆମ୍ଭକୁ ସର୍ବଦା ଅନୁସରଣ କରିବ।

ଯିରିମିୟ 6:3

ମଷେପାଳକମାନେ ଆପଣା ଆପଣା ପଲ ସଙ୍ଗ ରେ ନଇେ ତାହା ପାଖକୁ ଆସିବେ, ସମାନେେ ତାହା ବିରୁଦ୍ଧ ରେ ଚତୁର୍ଦ୍ଦିଗ ରେ ନିଜ ନିଜ ତମ୍ବୁ ସ୍ଥାପନ କରିବେ। ପ୍ରେତ୍ୟକକ ନିଜ ନିଜ ସ୍ଥାନ ରେ ପଲ ଚରାଇବେ।

ଯିରିମିୟ 23:1

ସଦାପ୍ରଭୁ କହନ୍ତି, ଯେଉଁ ପାଳକମାନେ ଆମ୍ଭ ଚରାସ୍ଥାନ ରେ ମଷେମାନଙ୍କୁ ନଷ୍ଟ ଓ ଛିନ୍ନଭିନ୍ନ କରନ୍ତି, ସମାନେେ ସନ୍ତାପର ପାତ୍ର।

ଯିରିମିୟ 25:9

ପୁଣି ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥ ସମସ୍ତ ପରିବାରବର୍ଗକୁ ଆଣିବା।ପୁଣି ଆମ୍ଭର ଦାସ ବାବିଲର ରାଜା ନବୁଖଦ୍ନିତ୍ସରକୁ ଆଣିବା। ପୁଣି ସମାନଙ୍କେୁ ନଇେ ଯିହୁଦା ଓ ଯିହୁଦା ନିବାସୀଙ୍କ ବିରୁଦ୍ଧ ରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଗୋଷ୍ଠୀ ବିରୁଦ୍ଧ ରେ ଛିଡ଼ା କରାଇବା। ଆଉ ସମାନଙ୍କେୁ ସୂର୍ଣ୍ଣ ଭାବରେ ବିନାଶ କରିବା। ସହେି ଦେଶକୁ ଚିରକାଳ ଏକ ଶୂନ୍ଯ ପ୍ରାନ୍ତର ରେ ପରିଣତ କରିବା। ତାହାକୁ ଦେଖି ଲୋକମାନେ ବିସ୍ମଯ ରେ ଓ ଶୀସ୍ ଶବ୍ଦ କରିବେ।

ଯିରିମିୟ 25:37

ପୁଣି ସଦାପ୍ରଭୁଙ୍କର ପ୍ରଚଣ୍ଡ କୋର୍ଧ ଯୋଗୁଁ ଶାନ୍ତିପୂର୍ଣ୍ଣ ଖୁଆଡ଼ସବୁ ଶୂନ୍ଯ ମରୁ ହାଇେଅଛି।

ଯିରିମିୟ 25:38

ଆହୁରି ସଦାପ୍ରଭୁ ଭୟଙ୍କର ସିଂହ ତୁଲ୍ଯ ଆପଣା ଗହ୍ବର ତ୍ଯାଗ କରିଅଛନ୍ତି। ତାଙ୍କର କୋରଧ ରୂପକ ଖଡ୍ଗ ଭୟଙ୍କର ହବେ ଓ ସହେି ପ୍ରଚଣ୍ଡ କୋର୍ଧ ହତେୁରୁ ଦେଶ ଶୂନ୍ଯ ମରୁମଯ ସ୍ତାନ ହବେ।

ଯିରିମିୟ 39:3

ତା'ପ ରେ ବାବିଲ ରାଜାର ସମସ୍ତ ଅଧିପତିମାନେ ଯଥା : ର୍ନଗେଲଶ ରେତ୍ସର, ସମଗର-ନବୋ, ଶସଖୀମ, ରବସାରୀସ୍ ଓ ରବମାଗ ପ୍ରଭୃତି ବାବିଲ ରାଜାର ଅବିଶିଷ୍ଟ ଅଧିପତି ସମସ୍ତେ ଆସି ମାଧ୍ଯମ ଦ୍ବାର ରେ ବସିଲେ।

ଯିରିମିୟଙ୍କ ବିଳାପ 1:10

ତାହାର ସମସ୍ତ ବିପକ୍ଷମାନେ ସମାନଙ୍କେର ହସ୍ତ ପ୍ରସାରଣ କଲେ ଏବଂ ସମସ୍ତ ସୁନ୍ଦର ଜିନିଷ ନଇଗେଲେ। ସେ ବିଦେଶୀମାନଙ୍କୁ ତାହାର ପବିତ୍ର ମନ୍ଦିର ରେ ପ୍ରବେଶ କରିବାର ପର୍ୟ୍ଯବେକ୍ଷଣ କଲେ। ସହେି ବିଦେଶୀମାନଙ୍କୁ ସଦାପ୍ରଭୁ ଧାର୍ମିକ ସମ୍ମଳନେୀ ରେ ଯୋଗ ଦବୋକୁ ଆଦେଶ ଦଇେଥିଲେ।

ଯିହିଜିକଲ 34:5

'ଏବଂ ସହେି ମଷେପାଳକ ବିହୀନ ମଷେମାନେ ଛିନ୍ନଭିନ୍ନ ହାଇଗେଲେ ଓ କ୍ଷେତ୍ରସ୍ଥ ପଶୁମାନଙ୍କର ଖାଦ୍ୟ ହେଲେ।

ଲୂକଲିଖିତ ସୁସମାଚାର 20:9

ତା'ପରେ ଯୀଶୁ ଲୋକମାନଙ୍କୁ ଏହି ଦୃଷ୍ଟାନ୍ତଟି କହିଲେ, ଗୋଟିଏ ଲୋକ କିଛି ଜମି ରେ ଅଙ୍ଗୁର ଚାଷ କଲା। ସେ ଏହି ଜମିଟି କେତେ ଜଣ କୃଷକଙ୍କୁ ଭାଗ ଦଇେ ଦଲୋ। ତା'ପରେ ସେ ଦୀର୍ଘ ସମୟ ପର୍ୟ୍ଯନ୍ତ ସଠାରୁେ ଚାଲିଗଲା।

ଲୂକଲିଖିତ ସୁସମାଚାର 21:14

ତୁମ୍ଭମାନେେ ନିଜକୁ ରକ୍ଷା କରିବା ପାଇଁ କ'ଣ କହିବ, ସେଥିପାଇଁ ଆଦୌ ବ୍ଯସ୍ତ ହୁଅ ନାହିଁ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11:2

କିନ୍ତୁ ମନ୍ଦିରର ବାହାର ଅଗଣା ମାପ ନାହିଁ। ତାହାକୁ ସହେିପରି ଛାଡ଼ି ଦିଅ, କାରଣ ତାହା ଅଣୟିହୁଦୀୟ ଦେଶଗୁଡ଼ିକର ଲୋକମାନଙ୍କୁ ଦିଆଯାଇଛି। ସହେି ଲୋକମାନେ ବଯାଳିଶମାସ ପର୍ୟ୍ଯନ୍ତ ପବିତ୍ର ନଗରକୁ ପଦଦଳିତ କରିବେ।

Interlinear

Choose Theme