Home Bibles ଯିରିମିୟ 12:8 · ଓଡ଼ିଆ ବାଇବେଲ
ଯିରିମିୟ 12:8 · ଓଡ଼ିଆ ବାଇବେଲ

ଆମ୍ଭ ନିଜର ଲୋକ ଅରଣ୍ଯ ସିଂହ ସଦୃଶ ଆମ୍ଭର ଅଧିକାର ପ୍ରତି ବିରୁଦ୍ଧାଚରଣ କରିଛନ୍ତି। ସମାନେେ ଆମ୍ଭ ବିରୁଦ୍ଧ ରେ ହୁଙ୍କାର ଦଇେଅଛନ୍ତି। ତେଣୁ ଆମ୍ଭେ ସମାନଙ୍କେୁ ଘୃଣାକରି ଦୂ ରଇେ ଦଇେଅଛୁ।

Cross references

ଯିରିମିୟ 2:15

ୟୁବା ସିଂହାସନ ତାହା ଉପ ରେ ଗର୍ଜନ ଓ ହୁଙ୍କାର କରିଅଛନ୍ତି। ସମାନେେ ତାହାର ଦେଶସବୁ ଧ୍ବଂସ କରିଅଛନ୍ତି। ତାହାର ନଗରଗୁଡ଼ିକ ଦଗ୍ଧ କରିଛନ୍ତି ଓ ତାହାକୁ ଜନଶୂନ୍ଯ କରିଛନ୍ତି।

ଯିରିମିୟ 51:38

ସମାନେେ ୟୁବା ସିଂହ ପରି ଗର୍ଜନ କରିବେ ଓ ସିଂହ ଛୁଆପରି ଘୋର ନାଦ କରିବେ।

ହୋଶେୟ 9:15

ସମାନଙ୍କେର ସମସ୍ତ ମନ୍ଦ କାର୍ୟ୍ଯ ଗିଲ୍ଗଲ୍ ରେ ଅଛି। ଆମ୍ଭେ ସମାନଙ୍କେୁ ସଠାେ ରେ ଘୃଣା କରିବା ଆରମ୍ଭ କଲୁ। ଆମ୍ଭର ଗୃହ ପରିତ୍ଯାଗ କରିବାକୁ ଆମ୍ଭେ ସମାନଙ୍କେୁ ବାଧ୍ଯ କରିବା, କାରଣ ସମାନେେ ମନ୍ଦ କାର୍ୟ୍ଯ କରନ୍ତି। ଆମ୍ଭେ ସମାନଙ୍କେୁ ଆଉ ଭଲ ପାଇବା ନାହିଁ। ସମାନଙ୍କେର ନେତାମାନେ ବିଦ୍ରୋହି, ସମାନେେ ଆମ୍ଭର ବିରୁଦ୍ଧ ରେ ୟାଇଛନ୍ତି।

ଆମୋଷ 6:8

ମାରେ ପ୍ରଭୁ ସଦାପ୍ରଭୁ ନିଜର ପବିତ୍ର ନାମକୁ ବ୍ଯବହାର କଲେ ଓ ଶପଥ ନେଲେ। ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ବର ଏହା ପ୍ରତିଜ୍ଞା କଲେ,

ଯିଖରିୟ 11:8

ଆମ୍ଭେ ଏକମାସ ମଧିଅରେ ତିନିଜଣ ମଷେପାଳକଙ୍କୁ ଧ୍ବଂସ କଲୁ। ଆମ୍ଭେ ସମାନଙ୍କେ ଉପ ରେ ଅର୍ଧୈୟ୍ଯ ଥିଲୁ ଏବଂ ସମାନେେ ଆମ୍ଭକୁ ଘୃଣା କଲେ।

Interlinear

Choose Theme