ତୁମ୍ଭମାନେେ ସବୁ ଶୁଣ ଓ କର୍ଣ୍ଣପାତ କର, ଅହଙ୍କାର କର ନାହିଁ। କାରଣ ସଦାପ୍ରଭୁ ଏହା କହି ଅଛନ୍ତି।
Cross references
ହେ ସ୍ବର୍ଗ, ହେ ପୃଥିବୀ, ସଦାପ୍ରଭୁଙ୍କ ବାର୍ତ୍ତା ଶୁଣ। ସଦାପ୍ରଭୁ କହିଛନ୍ତି, ଆମ୍ଭେ ସନ୍ତାନଗଣଙ୍କୁ ପ୍ରତିପାଳନ ଓ ଭରଣପୋଷଣ କରିଅଛୁ, ମାତ୍ର ସମାନେେ ଆମ୍ଭର ବିରୁଦ୍ଧାଚରଣ କରିଛନ୍ତି।
ହେ ୟିରୁଶାଲମସ୍ଥ ଲୋକମାନଙ୍କର ଶାସନକାରୀ ନିନ୍ଦୁକମାନେ, ତୁମ୍ଭମାନେେ ସଦାପ୍ରଭୁଙ୍କର ବାକ୍ଯ ଶୁଣ।
ଏହି କଥାକୁ ଶ୍ରବଣ କରିବାକୁ ଓ ଶ୍ରବଣ କରି ଭବିଷ୍ଯତ ନିମନ୍ତେ ମନୋୟୋଗ କରିବାକୁ ତୁମ୍ଭମାନଙ୍କ ମଧିଅରେ ଏପରି ଲୋକ କହେି ଅଛି କି ?
ତୁମ୍ଭମାନେେ ଯଦି ମାେତେ ବଧ କରିବ, ତବେେ ଏହା ନିଶ୍ଚିତ ରୂପେ ଜାଣ ଯେ ତୁମ୍ଭମାନଙ୍କ ଉପ ରେ, ଏହି ନଗର ଉପ ରେ ଓ ତଦନିବାସୀମାନଙ୍କ ଉପ ରେ ନିର୍ଦ୍ ଦୋଷର ରକ୍ତପାତର ଅପରାଧ ଲାଗିବ। କାରଣ ଏହିସବୁ କଥା ତୁମ୍ଭମାନଙ୍କ କର୍ଣ୍ଣଗୋଚର ରେ କହିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ନିକଟକୁ ମାେତେ ପ୍ ରରଣେ କରିଅଛନ୍ତି, ଏହା ସତ୍ଯ।
ହେ ପ୍ରାଚୀନଗଣ, ତୁମ୍ଭମାନେେ ମାରେ ଏହି ବାର୍ତ୍ତା ଶୁଣ। ହେ ସମସ୍ତ ଦେଶବାସୀ, ମାରେ କଥା ପ୍ରତି କର୍ଣ୍ଣପାତ କର। ତୁମ୍ଭ ସମୟରେ କି ତୁମ୍ଭ ପିତୃପୁରୁଷଙ୍କ ସମୟରେ ଏପରି କିଛି ଘଟିଅଛି? ନା, ଏହା ଘଟି ନାହିଁ କି ଘଟି ନଥିଲା।
ମୁଁ ଜଣେ ମଷେପାଳକ ଥିଲି ଓ ସଦାପ୍ରଭୁ ମାେତେ ଆଣି କହିଲେ, 'ୟାଅ ଓ ଇଶ୍ରାୟେଲର ଲୋକମାନଙ୍କ ମଧିଅରେ ଭବିଷ୍ଯତବାଣୀ ପ୍ରଗ୍ଭର କର।'
କିନ୍ତୁ ଯୋହନ ଓ ପିତର ସମାନଙ୍କେୁ ଉତ୍ତର ଦେଲେ, ପରମେଶ୍ବରଙ୍କ ଆଜ୍ଞା ଅପେକ୍ଷା ତୁମ୍ଭମାନଙ୍କର ଆଜ୍ଞା ପାଳନ କରିବା ଆମ୍ଭର ଉଚିତ କି ନାହିଁ, ତାହା ତୁମ୍ଭମାନେେ ବିଚାର କର। ଆମ୍ଭେ ଯାହା ଦେଖିଛୁ ଓ ଯାହା ଶୁଣିଛୁ ତାହା ଲୋକମାନଙ୍କୁ ନକହି ରହିପାରିବୁ ନାହିଁ।
ପ୍ରଭୁଙ୍କ ଆଗ ରେ ନମ୍ର ହୁଅ ଓ ସେ ତୁମ୍ଭକୁ ମହାନ୍ କରିବେ।
ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।