Home Bibles ଯିରିମିୟ 13:18 · ଓଡ଼ିଆ ବାଇବେଲ
ଯିରିମିୟ 13:18 · ଓଡ଼ିଆ ବାଇବେଲ

ତୁମ୍ଭେ ରାଜାଙ୍କୁ ଓ ରାଣୀଙ୍କୁ କୁହ, ତୁମ୍ଭମାନେେ ନିଜକୁ ନମ୍ର କର, କାରଣ ତୁମ୍ଭମାନଙ୍କର ରାଜମୁକୁଟ ମସ୍ତକରୁ ଭୂପତିତ ହାଇେଅଛି।

Cross references

ଯାତ୍ରା ପୁସ୍ତକ 10:3

ତେଣୁ ମାଶାେ ଏବଂ ହାରୋଣ ଫାରୋଙ୍କ ନିକଟକୁ ଗଲେ। ସମାନେେ ତାଙ୍କୁ କହିଲେ, ସଦାପ୍ରଭୁ ଏବ୍ରୀଯମାନଙ୍କର ପରମେଶ୍ବର କହିନ୍ତି, ' କେତେ ଦିନ ତୁମ୍ଭେ ମାେତେ ଅମାନ୍ଯ କରିବ? ମାରେ ଲୋକମାନଙ୍କୁ ୟିବାକୁ ଦିଅ ଓ ସମାନଙ୍କେୁ ମାରେ ଉପାସନା କରିବାକୁ ଦିଅ।

ଦିତୀୟ ରାଜାବଳୀ 24:12

ତେଣୁ ଯିହୁଦାର ରାଜା ୟିହୋଯାଖୀନ୍, ତାଙ୍କର ମାତା, ତାଙ୍କର ଦାସମାନେ, ତାଙ୍କର ଅଧିପତିମାନେ ଓ ତାଙ୍କର ନଫୁସକମାନେ ବାବିଲ ରାଜାଙ୍କୁ ଭଟେିବାକୁ ଗଲେ। ମାତ୍ର ବାବିଲର ରାଜା ଯିହାୟୋଦାରଖୀନ୍ଙ୍କୁ ଧରି ତାଙ୍କୁ ବନ୍ଦୀରୂପେ ନେଲେ। ଏହା ନବୂଖଦ୍ନିତ୍ସରଙ୍କ ଅଷ୍ଟମ ବର୍ଷ ରାଜତ୍ବ କାଳ ରେ ଘଟିଥିଲା।

ଦିତୀୟ ରାଜାବଳୀ 24:15

ପୁଣି ନବୂଖଦ୍ନିତ୍ସର ଯିହାୟୋଦାରଖୀନଙ୍କୁ, ତାଙ୍କ ମାତାଙ୍କୁ, ତାଙ୍କ ପତ୍ନୀମାନଙ୍କୁ, ତାଙ୍କର ନଫୁସକମାନଙ୍କୁ ଓ ତାଙ୍କର ପ୍ରଧାନ ଲୋକମାନଙ୍କୁ ବନ୍ଦୀ କର ୟିରୁଶାଲମ୍ରୁ ବାବିଲକୁ ନଇେ ଗଲେ।

ଦିତୀୟ ବଂଶାବଳୀ 33:12

ତାଙ୍କ ଉପରକୁ ଯେତବେେଳେ ଏହିସବୁ ବିପଦ ଆସିଲା, ମନଃଶି ସଦାପ୍ରଭୁ ତାଙ୍କର ପରମେଶ୍ବରଙ୍କଠାରୁ ସାହାୟ୍ଯ ଲୋଡ଼ିଲେ। ମନଃଶି ନିଜକୁ ତାଙ୍କର ପୂର୍ବପୁରୁଷମାନଙ୍କର ପରମେଶ୍ବରଙ୍କ ସମ୍ମୁଖ ରେ ନମ୍ର କଲେ।

ଦିତୀୟ ବଂଶାବଳୀ 33:19

ମନଃଶିଙ୍କ ପ୍ରାର୍ଥନା ଓ ପରମେଶ୍ବର କିପରି ତାଙ୍କର ପ୍ରାର୍ଥନା ଶୁଣିଲେ ଓ ତାଙ୍କ ନିମନ୍ତେ ଦୁଃଖିତ ହେଲେ, ତାହା 'ଭବିଷ୍ଯତ୍ବକ୍ତାମାନଙ୍କ ପୁସ୍ତକ' ରେ ଲଖାୟୋଇଅଛି। ମନଃଶିର ସମସ୍ତ ପାପ ଓ ମନ୍ଦକର୍ମ ଏବଂ ସହେି ଉଚ୍ଚସ୍ଥାନଗୁଡ଼ିକ ଯାହା ସେ ନିର୍ମାଣ କରିଥିଲେ, ଆଶରୋ ସ୍ତମ୍ଭମାନ ଏବଂ ମୂର୍ତ୍ତିଗୁଡ଼ିକ ଯାହା ସେ ପୂର୍ବରୁ ସ୍ଥାପନ କରିଥିଲେ ଓ ସମ୍ମାନ କରିଥିଲେ, ସହେିସବୁ ଭବିଷ୍ଯତ୍ବକ୍ତାମାନଙ୍କ ପୁସ୍ତକ ରେ ଲଖାୟୋଇଅଛି।

ଦିତୀୟ ବଂଶାବଳୀ 33:23

ଆମାେନ୍ ତାଙ୍କର ପିତା ମନଃଶିଙ୍କ ପରି ସଦାପ୍ରଭୁଙ୍କ ସମ୍ମୁଖ ରେ ନିଜକୁ ନମ୍ର କଲେ ନାହିଁ। କିନ୍ତୁ ଆମାେନ୍ ଆହୁରି ଅଧିକରୁ ଅଧିକ ପାପ କଲେ।

ଯିଶାଇୟ 3:26

ସିୟୋନ ନଗର ରେ ଦ୍ବାରଦେଶ ଶାେକ ଓ ବିଳାପ ରେ ମୁଖରିତ ହବେ। ୟିରୁଶାଲମ ଚୋରଦ୍ବାରା ଲୁଣ୍ଠିତା ନାରୀ ସଦୃଶ ଶୂନ୍ଯ ହାଇେ ପଡ଼ି ରହିବ। ସେ ଭୂମି ଉପ ରେ ବସି କବଳେ ବିଳାପ କରିବ।

ଯିଶାଇୟ 47:1

ଆଗୋ ବାବିଲର ଅନୁଢ଼ା କନ୍ଯ, ତଳକୁ ଓହ୍ଲାଇ ଆସି ଧୂଳି ରେ ବସ ; ଆଗୋ କଲଦୀଯର କନ୍ଯ, ସିଂହାସନ ଛାଡ଼ି ଭୂମିରେ ବସ। କାରଣ ତୁମ୍ଭମାନେେ ଆଉ କୋମଳ ଓ କୁଆଁରୀକନ୍ଯା ବୋଲି ଖ୍ଯାତ ହାଇବେ ନାହିଁ।

ଯିରିମିୟ 22:24

ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଯିହୁଦାର ରାଜା ଯିହାୟୋକୀମର ପୁତ୍ର ଯିହାୟୋଦାରକୀନ୍ ଆମ୍ଭ ଦକ୍ଷିଣ ହସ୍ତର ମାହେର ତୁଲ୍ଯ ହେଲେ ହେଁ ଆମ୍ଭେ ତୁମ୍ଭକୁ ସଠାରୁେ କାଢ଼ି ପକାଇବା।

ଯିରିମିୟ 22:26

ଆଉ ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ପ୍ରସବକାରିଣୀ ମାତାକୁ ତୁମ୍ଭମାନଙ୍କର ଯେଉଁ ଦେଶ ରେ ଜନ୍ମ ହାଇେ ନ ଥିଲା ସହେିପରି ଦେଶ ରେ ନିକ୍ଷପେ କରିବା। ସହେିଠା ରେ ତୁମ୍ଭମାନେେ ମରିବ।

ଯିରିମିୟଙ୍କ ବିଳାପ 2:10

ସିୟୋନ କନ୍ଯା, ବଯସ୍କାମାନେ ନୀରବ ରେ ଭୂମିରେ ବସିଛନ୍ତି। ସମାନେେ ଆପଣା ମସ୍ତକରେ ଧୂଳି ବୋଳି ହାଇେଛନ୍ତି ଓ କଟି ଦେଶ ରେ ଶାେକ ବସ୍ତ୍ର ବାନ୍ଧିଛନ୍ତି। ୟିରୁଶାଲମର କୁମାରୀମାନେ ଭୂମିକୁ ସମାନଙ୍କେର ମସ୍ତକରେ ଅବନତ କରିଛନ୍ତି।

ଯିହିଜିକଲ 19:2

ତୁମ୍ଭର ମାଆ ଗୋଟିଏ ସିଂହୀ ପରି ଥିଲା ଓ ସିଂହଗଣ ମଧିଅରେ ଶଯନ କଲା। ସେ ପୁଣି ୟିବା ସିଂହଗଣ ମଧିଅରେ ଶଯନ କରି ଅନକେ ଛୁଆ ପ୍ରତିପାଳନ କଲା।

ଯୂନସ 3:6

ନୀନିବୀର ରାଜା ଏ ବିଷଯ ରେ ଶୁଣିଲେ ଏବଂ ସେ ମଧ୍ଯ ମନ୍ଦ କାର୍ୟ୍ଯ କରିଥିବା ଯୋଗୁଁ ଅନୁତାପ କଲେ। ରାଜା ସିଂହାସନ ଛାଡି ଦେଲେ। ସେ ତାଙ୍କର ଦୁଃଖ ପ୍ରକାଶ କରିବାକୁ ୟାଇ ରାଜକୀଯ ପୋଷାକ ପରିତ୍ଯାଗ କଲେ ଏବଂ ସାଧାରଣ ପୋଷାକ ପରିଧାନ କଲେ। ଅନୁତପ୍ତ ରାଜା ଧୂଳି ଉପ ରେ ବସି ପଡିଲେ।

ମାଥିଉଲିଖିତ ସୁସମାଚାର 18:4

ଯେଉଁ ଲୋକ ନିଜକୁ ଗୋଟିଏ େଛାଟ ପିଲା ଭଳି ନମ୍ର କରିଥାଏ, ସହେି ଲୋକ ସ୍ବର୍ଗରାଜ୍ଯ ରେ ସବୁଠାରୁ ଶ୍ ରେଷ୍ଠ।

ଯାକୁବଙ୍କ ପତ୍ 4:10

ପ୍ରଭୁଙ୍କ ଆଗ ରେ ନମ୍ର ହୁଅ ଓ ସେ ତୁମ୍ଭକୁ ମହାନ୍ କରିବେ।

ପିତରଙ୍କ ପ୍ରଥମ ପତ୍ 5:6

ଅତଏବ ପରମେଶ୍ବରଙ୍କ ବଳିଷ୍ଠ ହାତ ତଳେ ନିଜକୁ ନମ୍ର କର। ତା ହେଲେ ଠିକ୍ ସମୟ ଉପସ୍ଥିତ ହେଲେ ସେ ତୁମ୍ଭକୁ ଉନ୍ନତ କରିବେ।

Interlinear

Choose Theme