ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପାଇଁ ଆମ୍ଭେ ଏହି ଭାଗମାପ କଲୁ। କାରଣ ତୁମ୍ଭମାନେେ ମାେତେ ପାଶୋରିଲ ଓ ମିଥ୍ଯା ଦବଗେଣ ରେ ବିଶ୍ବାସ କଲ।
Cross references
ସଦାପ୍ରଭୁଙ୍କର ଲୋକମାନେ ତାଙ୍କୁ ଇର୍ଷା କଲେ। ସମାନେେ ଅନ୍ୟ ଦବଗେଣଙ୍କର ପୂଜା କଲେ। ସମାନେେ ପ୍ରତିମା ପୂଜା କଲେ। ଏବଂ ପରମେଶ୍ବର ସମାନଙ୍କେ ଉପରେ କୋରଧ କଲେ।
ଏହାପରେ ସଦାପ୍ରଭୁ ପକ୍ସ୍ଟଣି କହିବେ, ' ସମାନଙ୍କେର ଦବେତାମାନେ କାହାଁନ୍ତି? ଯେଉଁ 'ଶୈଳ' ରେ ସମାନେେ ଆଶ୍ରଯ ନେଲେ ସେ ନାହିଁ।
ସେଥିପାଇଁ ପ୍ରଭୁ ଦୁଷ୍ଟ ଲୋକଙ୍କ ପ୍ରତି ଯାହା କରିବେ, ତାହାହିଁ ପରମେଶ୍ବର ଯୋଜନା କରିଛନ୍ତି ତାଙ୍କୁ ଦବୋ ପାଇଁ।
ଯେଉଁମାନେ ପରମେଶ୍ବରଙ୍କୁ ଭୁଲି ୟାଆନ୍ତି ସମାନେେ ମନ୍ଦ ଲୋକ ଅଟନ୍ତି। ସମାନେେ ମୃତ୍ଯୁ ସ୍ଥାନକୁ ଯିବେ।
ସେ ଉତ୍ତପ୍ତ ଅଙ୍ଗାର ଓ ଜଳନ୍ତା ଗନ୍ଧକର ବର୍ଷା ଦୁଷ୍ଟମାନଙ୍କ ଉପରେ ବର୍ଷାନ୍ତି। ସହେି ଦୁଷ୍ଟ ଲୋକମାନେ ଶଷେରେ କିଛି ପାଇବେ ନାହିଁ, କିନ୍ତୁ ଉତ୍ତପ୍ତ ଓ ଜ୍ବଳନ୍ତ ଝାଞ୍ଜି ପବନ ଅନୁଭବ କରିବେ।
ପରମେଶ୍ବର ଆମ୍ଭ ପୂର୍ବପୁରୁଷଗଣକୁ ରକ୍ଷା କଲେ କିନ୍ତୁ ସମାନେେ ତାଙ୍କ ବିଷଯରେ ସମ୍ପୂର୍ଣ୍ଣ ଭୁଲିଗଲେ। ସେ ସମାନଙ୍କେ ପାଇଁ ମିଶରରେ କରିଥିବା ଆଶ୍ଚର୍ୟ୍ଯ କାର୍ୟ୍ଯମାନ ସମାନେେ ଭୁଲିଗଲେ।
ସହେି ସମୟରେ ଯାକୁବର ଗୌରବ ଲୋପ ପାଇବ। ଯାକୁବର ସ୍ଥୁଳତା ହ୍ରାସ ପାଇବ ଓ ସେ ଦୁର୍ବଳ ଓ କ୍ଷୀଣ ଦଖାୟିବେ।
ତୁମ୍ଭମାନେେ କହିଅଛ, ଆମ୍ଭମାନେେ ମୃତ୍ଯୁସହିତ ସନ୍ଧି କରିଛୁ ଓ ପାତାଳ ସହିତ ଚୁକ୍ତି କରିଛୁ। ତେଣୁ ଜଳ ପ୍ରଳଯରୂପୀ କୋରଡ଼ା ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ। କାରଣ ଆମ୍ଭମାନେେ ମିଥ୍ଯାର ଆଶ୍ରଯ ନଇେଅଛୁ ଓ ଅସତ୍ଯ ପଛ ରେ ନିଜକୁ ଲୁଚାଇ ରଖିଛୁ।'
ପରମେଶ୍ବର ପୁଣି ସମାନଙ୍କେର ନିମନ୍ତେ ଗୁଲିବାଣ୍ଟ କରିଛନ୍ତି ଓ ତାଙ୍କର ହସ୍ତ ପରିମାପକ ରଜ୍ଜୁଦ୍ବାରା ତାହା ବିଭାଗ କରି ସମାନଙ୍କେୁ ଦଇେଅଛି। ସମାନେେ ତାହା ଚିରକାଳ ଅଧିକାର କରିବେ, ସମାନେେ ପୁରୁଷାନୁକ୍ରମେ ତହିଁ ମଧିଅରେ ବାସ କରିବେ।
କାରଣ ଆମ୍ଭର ଲୋକମାନେ ଦୁଇଟି ପାପ କରିଅଛନ୍ତି। ପ୍ରଥମତଃ ସମାନେେ ମାେତେ ପରିତ୍ଯାଗ କରିଛନ୍ତି ଯଦିଓ ମୁଁ ଏକ ଜୀବନଦାଯିନୀ ନିର୍ଝର ଅଟେ ଓ ଦ୍ବିତୀୟ ରେ ନିଜ ପାଇଁ ସମାନେେ ବହୁ ଜଳକୁଣ୍ଡ ଖାେଳିଛନ୍ତି। ମାତ୍ର ସହେି ଭଙ୍ଗା ଜଳକୁଣ୍ଡ ସବୁ ଜଳ ରଖିପାରନ୍ତି ନାହିଁ।
ଜଣେ ୟୁବତୀ କ'ଣ ନିଜର ଅଳଙ୍କାରକୁ ଭୁଲିପା ରେ ? ଜଣେ କନ୍ଯା କ'ଣ ତା'ର ପୋଷାକକୁ ଭୁଲି ପାରିବ ? କିନ୍ତୁ ମାରେ ଲୋକମାନେ ମାେତେ ଅସଂଖ୍ଯ ଥର ପାଶୋରି ଅଛନ୍ତି।
ଏହିସବୁ ସଦାପ୍ରଭୁଙ୍କର ମନ୍ଦିର, ସଦାପ୍ରଭୁଙ୍କ ନାମ ରେ ମିଥ୍ଯା କହୁଥିବା ଲୋକମାନଙ୍କୁ ବିଶ୍ବାସ କର ନାହିଁ।
ମାତ୍ର ତୁମ୍ଭମାନେେ ମିଥ୍ଯା କଥା ରେ ବିଶ୍ବାସ କରୁଅଛ ଯାହାକି ମୂଲ୍ଯହୀନ।
ସମସ୍ତ ମୂର୍ତ୍ତିପୂଜକ ନିର୍ବୋଧ ଓ ଅଜ୍ଞାନୀ ବୋଲି ଜଣା ପଡ଼ିବେ। ପ୍ରେତ୍ୟକକ ସ୍ବର୍ଣ୍ଣକାର ଆପଣା ଖୋଦିତ ମୂର୍ତ୍ତିଗୁଡ଼ିକ ପାଇଁ ଲଜ୍ଜିତ। କାରଣ ତାଙ୍କର ମୂର୍ତ୍ତିଗୁଡ଼ିକ ମିଥ୍ଯା ଓ ସମାନଙ୍କେଠା ରେ ପ୍ରାଣବାଯୁ ନାହିଁ।
ମାତ୍ର ଆମ୍ଭର ଲୋକମାନେ ଆମ୍ଭକୁ ପାଶୋରି ଅସାର ଦବଗେଣଙ୍କୁ ଧୂପ ଉତ୍ସର୍ଗ କରିଛନ୍ତି। ଆଉ ସମାନେେ ଅପ୍ରସ୍ତୁତ ମାର୍ଗର ନାନା ଉପପଥରେ ସମାନଙ୍କେୁ ଗମନ କରାଇବା ନିମନ୍ତେ ପ୍ରବର୍ତ୍ତାଇଛନ୍ତି। ସମାନଙ୍କେ ପୁରାତନ ପଥରେ ବିଘ୍ନ ଜନ୍ମାଇ ଅଛନ୍ତି।
ତେଣୁ ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି, 'ତୁମ୍ଭେ ଆମ୍ଭକୁ ପାଶୋରି ଦଇେଛ ଓ ମାେତେ ତୁମ୍ଭ ପଛ ରେ ପକାଇ ଛାଡ଼ି ଚାଲିୟାଇଛ। ତେଣୁ ତୁମ୍ଭେ ତୁମ୍ଭର ଘୃଣ୍ଯ ଚିନ୍ତାଗୁଡ଼ିକ ଓ ବ୍ଯଭିଚାରିତାର ପାଇଁ ଦଣ୍ଡ ସହିବ।'
ୟିରୁଶାଲମର ବିଗ୍ଭରପତିଗଣ ଲାଞ୍ଚ ନଇେ ବିଗ୍ଭର କରନ୍ତି। ଆଉ ସେ ସ୍ଥାନର ଯାଜକଗଣ ଅର୍ଥ ନଇେ ଶିକ୍ଷା ଦିଅନ୍ତି ଓ ଭବିଷ୍ଯଦ୍ବକ୍ତାଗଣ ଭବିଷ୍ଯବାଣୀ ପାଇଁ ଅର୍ଥ ନିଅନ୍ତି। ତଥାପି ସେ ସ୍ଥାନର ବୃଦ୍ଧଗଣ ସଦାପ୍ରଭୁଙ୍କ ସାହାୟ୍ଯ ପାଇଁ ଆଶା କରନ୍ତି। ସମାନେେ ମଧ୍ଯ କୁହନ୍ତି, ସଦାପ୍ରଭୁ ଆମ୍ଭମାନଙ୍କ ସହିତ ଏଠା ରେ ଅଛନ୍ତି। ତେଣୁ କୌଣସି ଅମଙ୍ଗଳ ଆମ୍ଭମାନଙ୍କର ଘଟିବ ନାହିଁ।
ଖାଦେିତ ପ୍ରତିମା ରେ କି ଲାଭ ଯେ, ଏହା ଜଣେ ଲୋକ ନିର୍ମାଣ କଲା ଏବଂ ଏହାକୁ ଖାଦେନ କଲା। ଧାତୁର ମୂର୍ତ୍ତି ରେ କଣ ଲାଭ ଅଛି? ଏହା ମିଥ୍ଯା ଶିକ୍ଷା ଦିଏ। ତେଣୁ ନିର୍ମାଣକାରୀ କାହିଁକି ଏଥି ରେ ବିଶ୍ବାସ କରିବ? ଏପରିକି ସେ ମୂର୍ତ୍ତି କଥା କହିପାରିବ ନାହିଁ।
ମାଲିକ ତାକୁ କଠିନ ଶାସ୍ତି ଦବେେ। ସେ ତାକୁ କପଟୀଲୋକଙ୍କ ସହିତ ଯେଉଁଠା ରେ ଲୋକମାନେ କାନ୍ଦନ୍ତି ଓ ୟନ୍ତ୍ରଣା ରେ ଦାନ୍ତ କଡ଼ମଡ଼ କରନ୍ତି ସହେି ସ୍ଥାନକୁ ପଠାଇ ଦବେେ।