ପୁଣି ଅନକେ ଦିନପ ରେ ସଦାପ୍ରଭୁ ମାେତେ କହିଲେ, ତୁମ୍ଭେ ଫରାତ୍ ନଦୀ ନିକଟକୁ ୟାଅ ଓ ଯେଉଁ ପଟୁକା ସଠାେ ରେ ଲୁଚାଇ ରଖିବା ପାଇଁ ଆମ୍ଭେ ଆଜ୍ଞା କରିଥିଲୁ, ତାହା ସଠାରୁେ ନିଅ।
Cross references
ସେତବେେଳେ ମୁଁ ଉପରକୁ ଚାହିଁଲି ଓ ଦେଖିଲି କିରୂବଦୂତମାନଙ୍କର ମସ୍ତକର ଉପରିସ୍ଥ ଶୂନ୍ଯମଣ୍ଡଳ ରେ ନୀଳକାନ୍ତ ମଣି ସଦୃଶ ଏକ ସିଂହାସନର ଆକୃତି ସମାନଙ୍କେ ଉପ ରେ ଦଖାଗେଲା।
ତାହା ଏକ ଅନ୍ଧାକାର ଓ ତମସାଚ୍ଛାନ୍ନ ଦିନ, ତାହା ନିବିଡ ଅନ୍ଧକାର ଓ ମଘାେଛନ୍ନ ଦିନ ହବେ। ସୂର୍ େଯ୍ଯାଦଯ ରେ ପର୍ବତ ଉପ ରେ ସୈନ୍ଯମାନେ ଘରେି ୟାଇଥିବାର ତୁମ୍ଭେ ଦେଖିବ। ସମାନେେ ମହାନ୍ ଶକ୍ତିଶାଳୀ ସୈନ୍ଯବାହିନୀ ହବେେ। ପୂର୍ବରୁ ଏପରି କବେେ ହାଇନୋହିଁ, ଆଉ ମଧ୍ଯ ଏହା ପୁନର୍ବାର କବେେ ହବେ ନାହିଁ।
ଲୋକମାନେ ପ୍ରଚଣ୍ଡ ଉତ୍ତାପରେ ଜଳି ପୋଡ଼ିଗଲେ। ସମାନେେ ପରମେଶ୍ବରଙ୍କ ନାମକୁ ଅଭିଶାପ ଦେଲେ। କାରଣ ତାହାଙ୍କର କବଳେ ଏହି ସମସ୍ତ ମହାମାରୀ ଉପରେ ନିୟନ୍ତ୍ରଣର ଅଧିକାର ଥିଲା। ସମାନେେ ସମାନଙ୍କେର ହୃଦୟ ଓ ଜୀବନ ପରିବର୍ତ୍ତନ କଲେ ନାହିଁ କି, ପରମେଶ୍ବରଙ୍କ ମହିମା ଗାନ ଦେଲେ ନାହିଁ।