Cross references
ଆୟୁବ ପୁସ୍ତକ 39:1
ଆୟୁବ ତୁମ୍ଭେ ଜାଣିଛ କି କେତବେେଳେ ପାହାଡ଼ୀ ଛଳେି ଜନ୍ମଗ୍ରହଣ କରେ। ତୁମ୍ଭେ କବେେ ଦେଖିଛ କି ମା ହରିଣକୁ ତା'ର ଛୁଆ ଦବୋର।
ଗୀତସଂହିତା 29:9
ସଦାପ୍ରଭୁଙ୍କର ସ୍ବରରେ ହରିଣ ଭୟଭୀତ ହାଇେ ଉେଠ। ସଦାପ୍ରଭୁ ଜଙ୍ଗଲରୁ ପତ୍ରସବୁ ଝଡ଼ଇେ ଦିଅନ୍ତି, କିନ୍ତୁ ତାଙ୍କର ମନ୍ଦିରରେ ଲୋକମାନେ ତାଙ୍କର ମହିମା ପ୍ରଶଂସା କରନ୍ତି।
ଯିଶାଇୟ 15:6
ମାତ୍ର ନିମ୍ରୀମର ଜଳ ସମୂହ ଶୁଷ୍କ ହବେ। ସବୁଜ ବୃକ୍ଷଗୁଡ଼ିକ ରହିବନି।