ପୁଣି ଆମ୍ଭେ ତୁମ୍ଭକୁ ଦୁଷ୍ଟମାନଙ୍କ ହସ୍ତରୁ ଉଦ୍ଧାର କରିବା ଓ ଆମ୍ଭେ ତୁମ୍ଭକୁ ଭୟଙ୍କର ଲୋକମାନଙ୍କ ହସ୍ତରୁ ମୁକ୍ତ କରିବା।
Cross references
ସେ ଦୂତ ଥିଲେ ୟିଏ ମାେତେ ବିପଦରୁ ଉଦ୍ଧାର କରିଛନ୍ତି। ମୁଁ ପ୍ରାର୍ଥନା କରୁଛି ସେ ଏହି ବାଳକମାନଙ୍କୁ ଆଶୀର୍ବାଦ କରନ୍ତୁ। ସମାନେେ ମାେ ନାମ ରେ ମାରେ ପୂର୍ବପୁରୁଷ ଅବ୍ରହାମ ଓ ଇସ୍ହାକଙ୍କ ନାମ ବହନ କରିବେ। ମୁଁ ପ୍ରାର୍ଥନା କରୁଛି, ସମାନେେ ବୃଦ୍ଧି ପାଇବେ ଏବଂ ଦେଶ ସମାନଙ୍କେର ପରିବାର ଦ୍ବାରା ଜନପୂର୍ଣ୍ଣ ହାଇଯେିବ।
ଦୁଷ୍ଟ ଲୋକମାନେ ହୁଏତ ମାେତେ ଆକ୍ରମଣ କରିପାରନ୍ତି, ସମାନେେ ମାରେ ଶରୀରକୁ ଆଘାତ କରିବାକୁ ଚାହାଁନ୍ତି। ମାରେ ଶତ୍ରୁମାନେ ମାେତେ ଆକ୍ରମଣ କରି ଧ୍ବଂସ କରିଦବୋକୁ ଚାହାଁନ୍ତି।
ସଦାପ୍ରଭୁ ଧାର୍ମିକ ଲୋକମାନଙ୍କୁ ସାହାୟ୍ଯ କରନ୍ତି ଓ ସମାନଙ୍କେୁ ରକ୍ଷା କରନ୍ତି। ସଦାପ୍ରଭୁ ସହେି ଲୋକମାନଙ୍କୁ ଦୁଷ୍ଟ ଲୋକଙ୍କ କବଳରୁ ରକ୍ଷା କରନ୍ତି କାରଣ ସମାନେେ ତାଙ୍କ ଉପରେ ନିର୍ଭରଶୀଳ।
ବଳଶାଳୀ ଶକ୍ତିମାନେ ଓ ଜାତିମାନେ ତୁମ୍ଭକୁ ପ୍ରଶଂସା ଓ ସମ୍ମାନ କରିବେ। ଆତଙ୍କିତ ନଗରର ଲୋକମାନେ ଭୟ କରିବେ।
ତୁମ୍ଭର ଶତ୍ରୁଗଣ ସୂକ୍ଷ୍ମଧୂଳି ସଦୃଶ ଅଗଣିତ ହବେେ। ନିଷ୍ଠୁର ଲୋକମାନଙ୍କର ଗହଳି ତୁଷ ତୁଲ୍ଯ ହବେ ଓ ଏସବୁ ନିମିଷକରେ ଘଟିବ।
ନିଷ୍ଠୁର ଲୋକ ଦଣ୍ଡ ଭୋଗିବେ। ନିନ୍ଦୁକମାନେ ଶାନ୍ତ ହାଇେଛନ୍ତି ଓ ଅଧର୍ମକାର୍ୟ୍ଯ କରୁଥିବା ବ୍ଯକ୍ତି ଧ୍ବଂସ ହାଇେଛନ୍ତି।
ଜଣେ ବୀରଠାରୁ ଲୁଣ୍ଠିତ ଦ୍ରବ୍ଯ ହରଣ କରାୟାଇ ପାରିବ କି ? କିମ୍ବା ବନ୍ଦୀ ହାଇେଥିବା ଲୋକମାନେ ମୁକ୍ତ ହାଇେ ପାରିବେ କି ?
ତୁମ୍ଭ ବିପକ୍ଷ ରେ ନିର୍ମିତ କୌଣସି ଅସ୍ତ୍ର ସାର୍ଥକ ହବେ ନାହିଁ। ତୁମ୍ଭ ପ୍ରତିକୂଳ ରେ କହୁଥିବା ବ୍ଯକ୍ତି ଦୋଷୀ ବୋଲି ବିଚାରିତ ହବେ।'
ସଦାପ୍ରଭୁଙ୍କ ବିଷଯ ରେ ଗାନ କର, ତାଙ୍କର ପ୍ରଶଂସା କର। କାରଣ ସେ ଦୁଷ୍ଟାଚାରୀଙ୍କ ହସ୍ତରୁ ଦୀନହୀନର ପ୍ରାଣ ଉଦ୍ଧାର କରନ୍ତି।
ଯାହା ହେଉ, ଶାଫନର ପୁତ୍ର ଅହୀକାମ ଯିରିମିୟକୁ ରକ୍ଷା କଲେ। ଯେଉଁଥିପାଇଁ ତାଙ୍କୁ ହତ୍ଯା କରିବା ପାଇଁ ଲୋକମାନଙ୍କୁ ହସ୍ତାନ୍ତର କରାଗଲା ନାହିଁ।
ମାତ୍ର ସମାନଙ୍କେର ମୁକ୍ତିଦାତା ବଳବାନ, ସୈନ୍ଯାଧିପତି ସଦାପ୍ରଭୁ ସମାନଙ୍କେୁ ପୁନର୍ବାର ଫରୋଇ ଆଣିବେ। ସେ ପୃଥିବୀକୁ ଶାନ୍ତ ଓ ବାବିଲବାସୀଙ୍କୁ ଉଦବିଗ୍ନ କରିବାକୁ ସମାନଙ୍କେର ବିବାଦ ସମ୍ପୂର୍ଣ୍ଣରୂପେ ନିଷ୍ପତ୍ତି କରିବେ।
ଆମ୍ଭକୁ ପରୀକ୍ଷା ରେ ପକାଅ ନାହିଁ। ମାତ୍ର ମନ୍ଦଠାରୁ ରକ୍ଷା କର।'
ଶାନ୍ତିର ସୋର୍ତ ପରମେଶ୍ବର ଶୀଘ୍ର ଶୟତାନକୁ ହରାଇବେ ଓ ତା' ଉପରେ ତୁମ୍ଭମାନଙ୍କୁ ଶକ୍ତି ପ୍ରଦାନ କରିବେ। ଆମ୍ଭର ପ୍ରଭୁ ଯୀଶୁଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହିତ ରହୁ।
ପରମେଶ୍ବର ଆମ୍ଭମାନଙ୍କୁ ମୃତ୍ଯୁର ଏହି ଭୟଙ୍କର ବିପଦରୁ ଉଦ୍ଧାର କଲେ। ପରମେଶ୍ବର ସର୍ବଦା ଏପରି ଉଦ୍ଧାର କରିବେ। ଆମ୍ଭେ ତାହାଙ୍କ ଉପରେ, ଆଶାବାନ ଓ ସେ ଆମ୍ଭମାନଙ୍କୁ ସର୍ବଦା ଉଦ୍ଧାର କରିବେ।