ହେ ଯିରିମିୟ, ତୁମ୍ଭେ ଯେତବେେଳେ ଯିହୁଦାବାସୀଙ୍କୁ ଏସବୁ କଥା ଜଣାଇବ, ସମାନେେ ସେତବେେଳେ ତୁମ୍ଭକୁ ପଚାରିବେ, 'ସଦାପ୍ରଭୁ କାହିଁକି ଆମ୍ଭ ବିରୁଦ୍ଧ ରେ ଏହି ମହା ଅମଙ୍ଗଳ କଥା କହିଅଛନ୍ତି ? ଆମ୍ଭମାନେେ କି ଅପରାଧ କରିଅଛୁ ? ଆମ୍ଭମାନଙ୍କ ପରମେଶ୍ବର ସଦାପ୍ରଭୁଙ୍କ ବିରୁଦ୍ଧ ରେ କି ପାପ କରିଅଛୁ ?
Cross references
ସେତବେେଳେ ସବୁ ଗୋଷ୍ଠୀଯ ଲୋକମାନେ କହିବେ, 'ସଦାପ୍ରଭୁ ଏଦେଶ ପ୍ରତି କାହିଁକି ଏପରି କଲେ? ଏରୂପ ମହାକୋର୍ଧ ପ୍ରଜ୍ବଳିତ ହବୋର କାରଣ କ'ଣ?
ଏହି ମନ୍ଦିର ଧ୍ବଂସ ହବେ। ପ୍ରେତ୍ୟକକ ଲୋକ ଏହା ଦେଖି ଆଶ୍ଚର୍ୟ୍ଯ ହବେେ ଓ କହିବେ, 'ସଦାପ୍ରଭୁ କାହିଁକି ଏହି ଭୂମି ଓ ଏହି ମନ୍ଦିର ପ୍ରତି ଏପରି ଭୟଙ୍କର କାର୍ୟ୍ଯ କଲେ?'
ପୁଣି ହେ ଯିହୁଦା, ତୁମ୍ଭେ କିପରି କହିପାରିବ ଯେ, 'ଆମ୍ଭେ ଅଶୁଚି ହାଇେ ନାହୁଁ ଓ ବାଲ୍ଦବଗେଣର ପଶ୍ଚାଦଗାମୀ ହାଇେ ନାହୁଁ ?' ଉପତ୍ୟକା ରେ ତୁମ୍ଭେ ଯାହାସବୁ କରିଅଛ ଚିନ୍ତାକର। ତୁମ୍ଭେ ଆପଣା ପଥରେ ଭ୍ରମଣକାରିଣୀ ଦ୍ରୁତଗାମିନୀ ଓଟ ସଦୃଶ।
ତୁମ୍ଭେ କହିବାକୁ ଲାଗୁଛ, 'ଆମ୍ଭେ ନିରୀହ ଏବଂ ଆମ୍ଭେ ନିଶ୍ଚିତ ଯେ, ପରମେଶ୍ବର ତାଙ୍କର କୋର୍ଧକୁ ଆମଠାରୁ ଦୂ ରଇେ ନବେେ।' ଏହା ତୁମ୍ଭକୁ କହିବାକୁ ଦିଅ, ଆମ୍ଭେ ତୁମ୍ଭର ବିଚାର କରିବା କାରଣ ତୁମ୍ଭେ କହୁଛ, 'ଆମ୍ଭେ ନିର୍ଦ୍ ଦୋଷୀ।'
ଆଉ ତୁମ୍ଭମାନେେ ଯେତବେେଳେ ଯିରିମିୟଙ୍କୁ କହିବ, 'ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବର, କେଉଁ କାରଣରୁ ଆମ୍ଭମାନଙ୍କ ପ୍ରତି ଏହିସବୁ କରିଅଛନ୍ତି।' ସେତବେେଳେ ତୁମ୍ଭେ ସମାନଙ୍କେୁ କହିବ, ' ଯେଉଁପ୍ରକା ରେ ତୁମ୍ଭମାନେେ ମାେତେ ପରିତ୍ଯାଗ କରିଛ ଏବଂ ମୂର୍ତ୍ତିଗଣର ସବୋ କରିଅଛ, ସହେିପରି ଭାବରେ ତୁମ୍ଭମାନେେ ବିଦେଶ ରେ ବିଦେଶୀଯମାନଙ୍କର ସବୋ କରିବ।
ପୁଣି ଆମ୍ଭେ ସଦାପ୍ରଭୁ ୟିରୁଶାଲମକୁ ଢ଼ିପି ଓ ଶୃଗାଳମାନଙ୍କ ବାସସ୍ଥାନ ରେ ପରିଣତ କରିବା। ଆଉ ଆମ୍ଭେ ଯିହୁଦାର ନଗରସମୂହକୁ ନିର୍ଜନ ଧ୍ବଂସସ୍ଥାନ କରିବା।
ଯଦି ତୁମ୍ଭେ ନିଜକୁ ପଚାରିବ, ଏହି ଦଶା ମାେ ପ୍ରତି କାହିଁକି ଘଟିଲା, ତବେେ ଉତ୍ତର ରେ କୁହାୟିବ ତୁମ୍ଭର ପାପ ଅଧିକ ହବୋ ଯୋଗୁଁ ଏହା ହେଲା। ତୁମ୍ଭ ବସ୍ତ୍ରର ଅଞ୍ଚଳ ଉଠାୟାଇଅଛି ଓ ତୁମ୍ଭର ପାଦକୁ କଷ୍ଟ ଦିଆୟାଇଅଛି।
ଆଉ ଦେଶୀଯମାନେ ଏହି ନଗର ଦଇେ ଗଲା ବେଳେ ପ୍ରେତ୍ୟକକ ଆପଣା ଆପଣା ସଙ୍ଗୀକି ପଚାରିବେ, 'ସଦାପ୍ରଭୁ କେଉଁଥିପାଇଁ ଏହି ବିଶାଳ ୟିରୁଶାଲମ ନଗରକୁ ଏପରି କଲେ ?
କାରଣ ସମାନେେ ଆମ୍ଭକୁ ବିଭକ୍ତ କରିବା ପାଇଁ ଦୁଷ୍କର୍ମ କଲେ। ସମାନେେ ଅନ୍ୟ ଦବଗେଣଙ୍କ ଉଦ୍ଦେଶ୍ଯ ରେ ଧୂପ ଜଳାଇଲେ ଓ ପୂଜା କରିବାକୁ ଗଲେ। ଯେଉଁ କାର୍ୟ୍ଯ ତୁମ୍ଭର ଲୋକମାନେ ଓ ତୁମ୍ଭ ପୂର୍ବପୁରୁଷମାନେ ଅତୀତ ରେ କରୁ ନ ଥିଲେ।
ଇଫ୍ରଯିମ କହିଲେ, 'ମୁଁ ଧନୀ, ମୁଁ ପ୍ରକୃତ ଧନ ଲାଭ କରିଛି। କୌଣସି ବ୍ଯକ୍ତି ମାରେ ଅପରାଧ ଜାଣିବ ନାହିଁ। କହେି ମଧ୍ଯ ମାରେ ପାପ ଜାଣିପାରିବ ନାହିଁ।'