Home Bibles ☰ Books ଯିରିମିୟ 16:11 · ଓଡ଼ିଆ ବାଇବେଲ
ଯିରିମିୟ 16:11 · ଓଡ଼ିଆ ବାଇବେଲ

ତୁମ୍ଭେ ସମାନଙ୍କେୁ ଉତ୍ତର ରେ କହିବ, ସଦାପ୍ରଭୁ କହନ୍ତି, 'ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଆମ୍ଭକୁ ପରିତ୍ଯାଗ କରିଅଛନ୍ତି।' ପୁଣି 'ଅନ୍ୟ ଦବେତାମାନଙ୍କର ପଶ୍ଚାତଗମନ କରି ସମାନଙ୍କେର ସବୋ କରିଅଛନ୍ତି ଓ ସମାନଙ୍କେର ପୂଜା କରିଅଛନ୍ତି। ଆଉ ଆମ୍ଭକୁ ପରିତ୍ଯାଗ କରି ଆମ୍ଭର ବ୍ଯବସ୍ଥା ପାଳନ କରିନାହାଁନ୍ତି।

Cross references

ଦିତୀୟ ବିବରଣ 29:25

ତହିଁରେ ଲୋକମାନେ କହିବେ: 'ସଦାପ୍ରଭୁ ସମାନଙ୍କେ ପରମେଶ୍ବର ମିଶର ଦେଶରକ୍ସ୍ଟ ସମାନଙ୍କେ ପୂର୍ବପୁରୁଷମାନଙ୍କୁ ବାହାର କରି ଆଣିବା ସମୟରେ ସମାନଙ୍କେ ସହିତ ଯେଉଁ ନିଯମ କରିଥିଲେ ତାହା ସମାନେେ ତ୍ଯାଗ କରିଅଛନ୍ତି।

ବିଚାରକର୍ତାମାନଙ୍କ ବିବରଣ 2:11

ଏହାପରେ ଇଶ୍ରାୟେଲର ଲୋକମାନେ ଯାହା ସଦାପ୍ରଭୁଙ୍କ ଦୃଷ୍ଟି ରେ ମନ୍ଦ ସହେିପରି କାର୍ୟ୍ଯ କଲେ। ଇଶ୍ରାୟେଲର ଲୋକମାନେ ମିଥ୍ଯାବାଦୀ ବାଲ୍- ଦବେତାଙ୍କୁ ପୂଜା କଲେ।

ବିଚାରକର୍ତାମାନଙ୍କ ବିବରଣ 2:12

ସଦାପ୍ରଭୁ ମିଶରରକ୍ସ୍ଟ ସହେି ଲୋକମାନଙ୍କୁ ଇଶ୍ରାୟେଲକକ୍ସ୍ଟ ଆଣିଥିଲେ। ଏବଂ ସମାନଙ୍କେର ପୂର୍ବପୁରୁଷଗଣ ସଦାପ୍ରଭୁଙ୍କର ସବୋ କରୁଥିଲେ। କିନ୍ତୁ ଏହାପରେ ଇଶ୍ରାୟେଲର ଲୋକମାନେ ମିଥ୍ଯାବାଦୀ ଦବେତାଙ୍କୁ ସବୋ କରିବାକୁ ଲାଗିଲେ, ଯେଉଁମାନେ ସମାନଙ୍କେ ଚତଃପାଶର୍‌ବ ରେ ରହକ୍ସ୍ଟଥିଲେ। ଏହା ସଦାପ୍ରଭୁଙ୍କର କୋରଧ ଉତ୍ପନ୍ନ କଲା।

ବିଚାରକର୍ତାମାନଙ୍କ ବିବରଣ 2:13

ଇଶ୍ରାୟେଲବାସୀମାନେ ସଦାପ୍ରଭୁଙ୍କୁ ତ୍ଯାଗ କଲେ ଏବଂ ମିଥ୍ଯାବାଦୀ ବାଲ୍ଦବେ ଓ ଅଷ୍ଟାରୋତ ଦବେତାଗଣଙ୍କକ୍ସ୍ଟ ପୂଜା କରିବାକୁ ଲାଗିଲେ।

ବିଚାରକର୍ତାମାନଙ୍କ ବିବରଣ 10:13

କିନ୍ତୁ ତୁମ୍ଭମାନେେ ମାେତେ ପରିତ୍ଯାଗ କରି ଅନ୍ୟ ଦବଗେଣଙ୍କର ପୂଜା କଲ। ତେଣୁ ମୁ ପକ୍ସ୍ଟନ୍ନରାଯ ତୁମ୍ଭମାନଙ୍କୁ ରକ୍ଷା କରିବାକୁ ମନା କରୁଅଛି।

ପ୍ରଥମ ରାଜାବଳୀ 9:9

ତହିଁରେ ଲୋକମାନେ ଉତ୍ତର ଦଇେ ଥାଆନ୍ତେ, 'ଏହା ଘଟିଲା କାରଣ ସମାନେେ ସଦାପ୍ରଭୁ ସମାନଙ୍କେର ପରମେଶ୍ବରଙ୍କୁ ପରିତ୍ଯାଗ କଲେ, ୟିଏ କି ସମାନଙ୍କେର ପୂର୍ବପୁରୁଷଗଣଙ୍କୁ ମିଶରରୁ ବାହାର କରି ଆଣିଥିଲେ। ତାହାଙ୍କୁ ସମାନେେ ତ୍ଯାଗ କଲେ ଓ ଅନ୍ୟ ଦବେତାଗଣଙ୍କୁ ଉପାସନା ଓ ପ୍ରଣାମ କଲେ। ଏହି କାରଣ ଯୋଗୁଁ ସଦାପ୍ରଭୁ ସମାନଙ୍କେ ଉପରେ ଏହିସବୁ ଅମଙ୍ଗଳ କାର୍ୟ୍ଯ ଘଟାଇଲେ।'

ନିହିମିୟା 9:26

ତଥାପି ସମାନେେ ଅନାଜ୍ଞାବହ ହେଲେ। ସମାନେେ ତୁମ୍ଭ ବିରୁଦ୍ଧ ରେ ଦ୍ରୋହାଚରଣ କଲେ। ସମାନେେ ତୁମ୍ଭର ବ୍ଯବସ୍ଥା ନିଜ ପଛକୁ ପକାଇଲେ। ସମାନେେ ତୁମ୍ଭର ଯେଉଁ ଭବିଷ୍ଯଦ୍ବକ୍ତାମାନେ ତୁମ୍ଭ ପାଖକୁ ଫରେି ଆସିବା ପାଇଁ ୟୁକ୍ତି କଲେ, ସମାନଙ୍କେୁ ହତ୍ଯା କଲେ ସମାନେେ ସହେି ଯାଜକମାନଙ୍କ ପ୍ରତି ବହୁତ ନିନ୍ଦନୀଯ କାର୍ୟ୍ଯ କଲେ।

ଗୀତସଂହିତା 106:35

ସମାନେେ ଅନ୍ୟଦେଶୀଯଙ୍କ ସଙ୍ଗେ ମିଶିଲେ ଏବଂ ସମାନଙ୍କେ କ୍ରିଯାସକଳ କଲେ।

ଯିରିମିୟ 2:8

ଯାଜକମାନେ କହିଲେ ନାହିଁ ଯେ, 'ସଦାପ୍ରଭୁ କାହାଁନ୍ତି,' ଆଉ ଯେଉଁମାନେ ବ୍ଯବସ୍ଥା ହସ୍ତ ରେ ଧରନ୍ତି, ସମାନେେ ଆମ୍ଭକୁ ଜାଣିଲେ ନାହିଁ, ଶାସନକର୍ତ୍ତାମାନେ ମଧ୍ଯ ଆମ୍ଭ ବିରୁଦ୍ଧ ରେ ଅଧର୍ମାଚରଣ କଲେ, ଆଉ ଭବିଷ୍ଯଦବକ୍ତାମାନେ ବାଲ୍ଦବେ ନାମ ରେ ଭବିଷ୍ଯଦବାକ୍ଯ ପ୍ରଚାର କଲେ ଓ ନିଷ୍ଫଳ ବସ୍ତୁମାନଙ୍କର ପଶ୍ଚାଦଗମନ କଲେ।

ଯିରିମିୟ 5:7

ପରମେଶ୍ବର ପୁଣି କହିଲେ, ଏ ଯିହୁଦା, ତୁମ୍ଭେ ଗୋଟିଏ କାରଣ ଦିଅ, ଆମ୍ଭେ ତୁମ୍ଭକୁ କାହିଁକି କ୍ଷମା କରିବା ? ତୁମ୍ଭର ସନ୍ତାନମାନେ ଆମ୍ଭକୁ ପରିତ୍ଯାଗ କରିଛନ୍ତି। ଯେଉଁମାନେ ଈଶ୍ବର ନୁହଁନ୍ତି ସମାନେେ ସମାନଙ୍କେ ନାମ ରେ ଶପଥ କରିଅଛନ୍ତି। ଆମ୍ଭେ ସମାନଙ୍କେୁ ସମସ୍ତ ଭୋଜନ ଦଇେ ପରିତୃପ୍ତ କରାଇଲେ ମଧ୍ଯ ସମାନେେ ବ୍ଯଭିଚାରୀ ହେଲେ। ସମାନେେ ଦଳ ଦଳ ହାଇେ ବେଶ୍ଯାମାନଙ୍କ ଗୃହ ରେ ବହୁ ସମୟ ଅତିବାହିତ କଲେ।

ଯିରିମିୟ 8:2

ଆଉ ସୂର୍ୟ୍ଯ, ଚନ୍ଦ୍ର ଓ ଆକାଶ ପୃଥିବୀରୁ ଯେଉଁ ନକ୍ଷତ୍ରଗଣଙ୍କୁ ସମାନେେ ଭଲ ପାଇ ଅଛନ୍ତି, ଯେଉଁମାନଙ୍କର ସବୋ କରିଅଛନ୍ତି, ଯେଉଁମାନଙ୍କର ପଶ୍ଚାତଗାମୀ ହାଇେ ଅଛନ୍ତି, ଯେଉଁମାନଙ୍କର ଅନ୍ବଷେଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସମାନଙ୍କେ ଆଗ ରେ ତାହାସବୁ ଛିନ୍ନଭିନ୍ନ କରି ପକାଇବେ। ଆଉ ସେ ଅସ୍ଥିସବୁ ଏକତ୍ରୀତ ହାଇେ କବର ରେ ପୋତା ହବେ ନାହିଁ। ସେସବୁ ଭୂମିରେ ପଡ଼ି ଖତ ତୁଲ୍ଯ ହବେ।

ଯିରିମିୟ 9:14

ସମାନେେ ନିଜ ଇଚ୍ଛାନୁସା ରେ ଅବାଧ୍ଯ ହାଇେଛନ୍ତି ଓ ପୂର୍ବପୁରୁଷମାନଙ୍କ ଶିକ୍ଷାନୁସା ରେ ବାଲ୍ଦବେ ତାଙ୍କର ଅନୁଗାମୀ ହାଇେ ଆଚରଣ କରିଅଛନ୍ତି।

ଯିରିମିୟ 13:22

ଯଦି ତୁମ୍ଭେ ନିଜକୁ ପଚାରିବ, ଏହି ଦଶା ମାେ ପ୍ରତି କାହିଁକି ଘଟିଲା, ତବେେ ଉତ୍ତର ରେ କୁହାୟିବ ତୁମ୍ଭର ପାପ ଅଧିକ ହବୋ ଯୋଗୁଁ ଏହା ହେଲା। ତୁମ୍ଭ ବସ୍ତ୍ରର ଅଞ୍ଚଳ ଉଠାୟାଇଅଛି ଓ ତୁମ୍ଭର ପାଦକୁ କଷ୍ଟ ଦିଆୟାଇଅଛି।

ଯିରିମିୟ 22:9

ତହିଁରେ ସମାନେେ ଉତ୍ତର ଦବେେ, 'ସଦାପ୍ରଭୁ ପରମେଶ୍ବରଙ୍କ ନିଯମକୁ ପରିତ୍ଯାଗ କରି ଯିହୁଦାବାସୀ ଅନ୍ୟ ଦବଗେଣଙ୍କୁ ପ୍ରଣାମ ଓ ସବୋ କରିଥିବାରୁ।'

Interlinear

Choose Theme