ମାତ୍ର ଆମ୍ଭେ ସଦାପ୍ରଭୁ, ପ୍ରେତ୍ୟକକ ମନୁଷ୍ଯକୁ ତା'ର କର୍ମ ଅନୁସାରେ ଫଳ ଦେଉ। ଆମ୍ଭେ ତାହାର ଅନ୍ତଃକରଣ ଅନୁସନ୍ଧାନ କରୁ ଓ ତାହାର ମର୍ମ ପରୀକ୍ଷା କରୁ।
Cross references
କିନ୍ତୁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଇଲୀଯାବ ଡେଙ୍ଗା ଓ ସକ୍ସ୍ଟନ୍ଦର ଅଟନ୍ତି। କିନ୍ତୁ ତୁମ୍ଭେ ଏପରି ଭାବନାହିଁ ମନକ୍ସ୍ଟଷ୍ଯ ଯେପରି ଦେଖେ ସଦାପ୍ରଭୁ ସପରେି ଦେଖନ୍ତି ନାହିଁ। ଲୋକମାନେ ସର୍ବଦା ଉପର ଦେଖନ୍ତି। କିନ୍ତୁ ସଦାପ୍ରଭୁ ତାହାର ଅନ୍ତର ଦେଖନ୍ତି। ଇଲୀଯାବ ଉପୟକ୍ସ୍ଟକ୍ତ ଲୋକ ନକ୍ସ୍ଟହଁ।
ଏବଂ ତୁମ୍ଭେ ମାରେ ପୁତ୍ର ଶଲୋମନ, ତୁମ୍ଭ ପିତାର ପରମେଶ୍ବରଙ୍କୁ ଜାଣିଅଛ। ଶୁଦ୍ଧ ହୃଦଯ ରେ ପରମେଶ୍ବରଙ୍କର ସବୋ କର। ପରମେଶ୍ବରଙ୍କ ସବୋ କରିବା ନିମନ୍ତେ ହୃଦଯ ରେ ଆନନ୍ଦିତ ହୁଅ। କାହିଁକି ? କାରଣ ପ୍ରତିଟି ବ୍ଯକ୍ତିର ହୃଦଯ ରେ କ'ଣ ଅଛି, ତାହା ସଦାପ୍ରଭୁ ଜାଣନ୍ତି। ସଦାପ୍ରଭୁ ତୁମ୍ଭ ହୃଦଯର ସମସ୍ତ ଚିନ୍ତାକୁ ବୁଝିପାରନ୍ତି। ଯଦି ତୁମ୍ଭେ ସଦାପ୍ରଭୁଙ୍କ ନିକଟକୁ ସାହାୟ୍ଯ ମାଗବା ନିମନ୍ତେ ୟିବ, ତୁମ୍ଭେ ଉତ୍ତର ପାଇବ। କିନ୍ତୁ ତୁମ୍ଭେ ଯଦି ସଦାପ୍ରଭୁଙ୍କଠାରୁ ଫରେି ଦୂରକୁ ଚାଲିୟିବ, ତବେେ ସେ ତୁମ୍ଭକୁ ଚିରକାଳ ନିମନ୍ତେ ତ୍ଯାଗ କରିବେ।
ହେ ମାରେ ପରମେଶ୍ବର, ମୁଁ ଜାଣେ ଯେ ତୁମ୍ଭେ ଲୋକମାନଙ୍କର ପରୀକ୍ଷା ନିଅ, ଆଉ, ଲୋକମାନେ ଉତ୍ତମ କର୍ମ କଲେ ତୁମ୍ଭେ ଆନନ୍ଦିତ ହୁଅ। ମୁଁ ଏକ ଶୁଦ୍ଧ, ବିଶ୍ବସ୍ତ ହୃଦଯ ରେ, ଆନନ୍ଦିତ ମନ ରେ ତୁମ୍ଭକୁ ଏହି ସମସ୍ତ ବସ୍ତୁ ଦେଉଅଛି। ମୁଁ ତୁମ୍ଭର ଲୋକମାନଙ୍କୁ ଏଠା ରେ ଏକତ୍ରୀତ ହବୋର ଦେଖୁଅଛି। ଆଉ ସମାନେେ ତୁମ୍ଭ ଉଦ୍ଦେଶ୍ଯ ରେ ଆନନ୍ଦିତ ମନ ରେ ଏହି ବସ୍ତୁଗୁଡ଼ିକ ଦାନ କରୁଥିବାର ମୁଁ ଦେଖୁଅଛି।
ତବେେ ତୁମ୍ଭେ ସ୍ବର୍ଗ ରେ ଥାଇ ତାହା ଶୁଣ, ଯେଉଁଠା ରେ ତୁମ୍ଭେ ବାସ କର, ଓ କ୍ଷମା ଦିଅ। ପ୍ରେତ୍ୟକକ ବ୍ଯକ୍ତିକୁ ତାହାର ପ୍ରାପ୍ଯମତେ ଦିଅ। କବଳେ ତୁମ୍ଭେ ହିଁ ଜାଣ ଯେ, ଜଣେ ବ୍ଯକ୍ତିର ହୃଦଯ ରେ କ'ଣ ଅଛ।
ପରମେଶ୍ବର ଜଣେ ବ୍ଯକ୍ତିକୁ ସେ ଯାହା କରିଥାଏ ତାକୁ ତାହା ଦିଅନ୍ତି। ସେ ଲୋକଙ୍କୁ ଯାହା ପ୍ରାପ୍ଯ ତାହା ଦିଅନ୍ତି।
ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅ। ସାଧୁ ସନ୍ଥ ଲୋକଙ୍କୁ ସାହାୟ୍ଯ କର। ହେ ପରମେଶ୍ବର ତୁମ୍ଭେ ଅତ୍ଯନ୍ତ ମହାନ୍ ଏବଂ ଲୋକଙ୍କ ହୃଦଯକୁ ସହଜରେ ଚିହ୍ନିପାର।
ପରମେଶ୍ବର ସବୁବେଳେ ୟଥାର୍ଥ ହୃଦଯ ବ୍ଯକ୍ତିମାନଙ୍କୁ ସାହାୟ୍ଯ କରନ୍ତି, ତଣେୁ ପରମେଶ୍ବର ମାେତେ ନିଶ୍ଚଯ ରକ୍ଷା କରିବେ।
ହେ ପରମେଶ୍ବର, ସାରାଦିନ ଆମ୍ଭେ ତୁମ୍ଭ ପାଇଁ ମୃତ୍ଯୁବରଣ କରୁଛୁ। ଆମ୍ଭେ ହେଉଛୁ ସହେି ମେଣ୍ଢାସବୁ ଯେଉଁମାନଙ୍କୁ ହତ୍ଯା କରିବାକୁ ନିଆ ଯାଉଥାଏ।
ହେ ମାରେ ପ୍ରଭୁ, ତୁମ୍ଭର ପ୍ରମେ ହିଁ ପ୍ରକୃତ। ତୁମ୍ଭେ ପ୍ରେତ୍ୟକକ ମନୁଷ୍ଯକୁ ତାଙ୍କର ନିଜର କର୍ମାନୁସାରେ ଫଳ ଦେଉଅଛ।
ହେ ସଦାପ୍ରଭୁ, ତୁମ୍ଭେ ମାେତେ ପରୀକ୍ଷା କରିଅଛ। ତୁମ୍ଭେ ମାରେ ସମସ୍ତ ବିଷଯରେ ଜାଣିଅଛ।
ପରମେଶ୍ବର, ମାେ ପ୍ରତି ଦୃଷ୍ଟି ଦିଅ ଏବଂ ମାରେ ମନ କଥା ପଢ଼। ମାେତେ ପରୀକ୍ଷା କର ଏବଂ ମାେ ହୃଦଯକୁ ଜାଣ।
ମନୁଷ୍ଯ ଆପଣା ମୁଖର ଫଳ ଦ୍ବାରା ମଙ୍ଗଳ ରେ ପରିତୃପ୍ତ ହବେ। ଏବଂ ସେ ହସ୍ତକୃତ କର୍ମଫଳ ତାହାକୁ ଭୋଗ କରିବାକୁ ହବେ।
ନିଆଁ ରେ ସୁନା ଓ ରୂପାର ବିଶୁଦ୍ଧତା ପରୀକ୍ଷା କରାୟାଏ। ମାତ୍ର ସଦାପ୍ରଭୁ ଅନ୍ତଃକରଣର ପରୀକ୍ଷା କରନ୍ତି।
ଉତ୍ତମ ଲୋକମାନଙ୍କୁ କୁହ, ସମାନେେ ଉତ୍ତମଫଳ ଭୋଗ କରିବେ। ସମାନେେ ସମାନଙ୍କେର ସୁକର୍ମ ଯୋଗୁଁ ପୁରସ୍କୃତ ହବେେ।